ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ
ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ସହ ଆରମ୍ଭ ହେବାକୁ ଥିବା ଯୁଗ୍ମ କମ୍ପାନୀକୁ...
୧୮ ଭାରତୀୟ କମ୍ପାନୀ ଫୋର୍ବ୍ସ ତାଲିକାରେ
ନୂଆଦିଲ୍ଲୀ,୨୫-୯: ଫୋର୍ବ୍ସର ସମ୍ମାନିତ କମ୍ପାନୀ ତାଲିକାରେ ୧୮ ଭାରତୀୟ କମ୍ପାନୀ ସ୍ଥାନ ପାଇଛି। ତନ୍ମଧ୍ୟରେ ଆଇଟି କମ୍ପାନୀ ଇନ୍ଫୋସିସ୍, ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍(ଟିସିଏସ୍) ଏବଂ ଏଫ୍ଡିଏଫ୍ସି ସାମିଲ ହୋଇଛି। ସୂଚନା ପ୍ରଯୁକ୍ତି କ୍ଷେତ୍ରରେ କାର୍ଯ୍ୟରତ କମ୍ପାନୀ ଇନ୍ଫୋସିସ୍ ବିଶ୍ୱର ସମ୍ମାନୀତ...
ଥମାସ କୁକ୍ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ
ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ ହେବାକୁ ଯାଉଛି। ଭାରତ ମଧ୍ୟ ଏଥିରୁ ବାଦ୍ ପଡିବନି। ଥମାସ କୁକ୍...
ପିଏମ୍ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା
ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ ପର୍ଯ୍ୟନ୍ତ କଟକଣା ଜାରି କରିଛି। କେନ୍ଦ୍ରୀୟ ବ୍ୟାଙ୍କର ନିର୍ଦ୍ଦେଶ ମୁତାବକ ବ୍ୟାଙ୍କ...
ଆଇଆର୍ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ
ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍ମେଣ୍ଟ ଅଥରିଟି ଅଫ୍ ଇଣ୍ଡିଆ(ଆଇଆର୍ଡିଏ) ପକ୍ଷରୁ ନିୟମରେ ପରିବର୍ତ୍ତନ କରାଯାଇ ନିର୍ଦ୍ଦେଶ ଜାରି କରାଯାଇଛି। ସ୍ବାସ୍ଥ୍ୟ ବୀମା ପଲିସି...
୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍
ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ କରିହେବ ସେ ନେଇ ଏକ ଟାସ୍କଫୋର୍ସ ଗଠନ କରାଯାଇଥିଲା। ବିଭିନ୍ନ ଦିଗ...
ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍ଙ୍କୁ ଭେଟିଲେ ଗଭର୍ନର
ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି, ମୁଦ୍ରାସ୍ଫୀତି, ଜିଡିପି ହାର ହ୍ରାସ ଆଦି ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା...
ବିଶ୍ୱ ବଜାରରେ ପହଞ୍ଚିବେ ଏମ୍ଏସ୍ଏମ୍ଇ
ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍ଏସ୍ଏମ୍ଇ ମନ୍ତ୍ରଣାଳୟ ଶୀଘ୍ର ‘ଭାରତ ମାର୍ଟ’ନାମରେ ଏକ ଇ-କମର୍ସ ପ୍ଲାଟଫର୍ମ ଖୋଲିବ ବୋଲି...
ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ
ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ ଏଭଳି ଏକ ଟ୍ରେନ ଗଡିପାରେ। ଚଳିତ ମାସ ୨୭ରେ ରେଳ ବୋର୍ଡ...
ମୋବାଇଲ ଆପ୍ର ଶୁଭାରମ୍ଭ: ଚାଷୀଙ୍କୁ ଭଡ଼ାରେ ଟ୍ରାକ୍ଟର ଯୋଗାଇବେ ସରକାର
ନୂଆଦିଲ୍ଲୀ,୨୪-୯: କାର୍, ବାଇକ ଭଳି ଏଣିକି ଟ୍ରାକ୍ଟର ଓ ଅନ୍ୟାନ୍ୟ କୃଷି ଯନ୍ତ୍ରପାତିକୁ ଭଡ଼ାରେ ଆଣିହେବ। ଏଥିଲାଗି ସରକାରୀ ସ୍ତରରେ ବ୍ୟବସ୍ଥା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ମୋବାଇଲ ଆପ୍ର ଶୁଭାରମ୍ଭ କରାଯାଇଛି। କୃଷିମନ୍ତ୍ରୀ ନରେନ୍ଦ୍ର ସିଂ...
୮.୬୫%କୁ ବୃଦ୍ଧି ପାଇଲା ଇପିଏଫ୍ ସୁଧ ହାର, ୬ କୋଟି ପିଏଫ୍ ଆକାଉଣ୍ଟଧାରୀଙ୍କୁ ଫାଇଦା
ନୂଆଦିଲ୍ଲୀ,୨୪-୯: ଦୀର୍ଘ ୭ ମାସ ଧରି ଅପେକ୍ଷା କରିବା ପରେ କେନ୍ଦ୍ର ସରକାର ଶେଷରେ ମଙ୍ଗଳବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ଇପିଏଫ୍ ସୁଧ ହାର ୮.୬୫%କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୬...
ବୁଡ଼ିଗଲା ବ୍ରିଟେନର ୧୭୮ ବର୍ଷର ଥମାସ କୁକ୍
ଲଣ୍ଡନ,୨୪-୯: ପର୍ଯ୍ୟଟକଙ୍କୁ ୧୭୮ ବର୍ଷ ଧରି ବିଭିନ୍ନ ସେବା ଯୋଗାଇ ଆସୁଥିବା ବ୍ରିଟେନର ପ୍ରସିଦ୍ଧ କମ୍ପାନୀ ଥମାସ କୁକ୍ ଶେଷରେ ବୁଡ଼ିଗଲା। ଜରୁରିକାଳୀନ ପାଣ୍ଠି ଯୋଗାଡ କରିବାରେ ବିଫଳ ହେବାରୁ ରବିବାର ରାତିରୁ କମ୍ପାନୀ ନିଜକୁ ଦେବାଳିଆ ଘୋଷଣା କରିଛି।...
Archives


