ବାଣିଜ୍ୟ

ପହିଲାରୁ କାର୍ଯ୍ୟକାରୀ ହେବ ମେଗା ବ୍ୟାଙ୍କ ମିଶ୍ରଣ

ମୁମ୍ବାଇ,୩୦। ୩: ଦେଶର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ଦ୍ୱାରା ୪ ବଡ ବ୍ୟାଙ୍କ ଗଠନ ପଦକ୍ଷେପ ପହିଲାରୁ କାର୍ଯ୍ୟକାରୀ ହେବ। ରିଜର୍ଭ ବ୍ୟାଙ୍କ ପକ୍ଷରୁ ରବିବାର ଏ ନେଇ ସୂଚନା ଦିଆଯାଇଛି। ବ୍ୟାଙ୍କଗୁଡିକ ଯେଉଁ ଅନ୍ୟ ବ୍ୟାଙ୍କ ସହ ମିଶିଥିବେ…

ଲକ୍‌ଡାଉନ ବିରୋଧୀ ଲଢେଇ; କମ୍ପାନୀ କର୍ମଚାରୀଙ୍କ ୩ ମାସର ବେତନ ଦେବ ଡେନ୍‌ମାର୍କ

ନୂଆଦିଲ୍ଲୀ,୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ ଛଟେଇ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ବିଭିନ୍ନ ଦେଶ ପ୍ୟାକେଜ ଘୋଷଣା ଦ୍ୱାରା ସ୍ଥିତିକୁ…

ବିଦେଶ ଯାତ୍ରାରେ ନ ଯାଇ ବି ସ୍ପାଇସ୍‌ ଜେଟ୍‌ ପାଇଲଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ବିଦେଶରୁ ସ୍ବଦେଶ ଫେରିଥିବା ବହୁ ଭାରତୀୟଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ତେବେ ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟ ମାର୍ଚ୍ଚରେ କୌଣସି ବିଦେଶ ଉଡ଼ାଣ କରି ନ ଥିଲେ ମଧ୍ୟ କରୋନା…

କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ସମ୍ପ୍ରତି ଦେଶରେ…

ନିରନ୍ତର କୋଇଲା ଯୋଗାଣ ନେଇ ପଦକ୍ଷେପ

ଲକ୍‌ଡାଉନ ସମୟରେ ଜରୁରୀକ୍ଷେତ୍ରଗୁଡିକୁ ନିରନ୍ତର କୋଇଲା ଯୋଗାଣ ଜାରି ରଖିବା ଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏବେ ଦେଶର ଶକ୍ତି ଉତ୍ପାଦନକାରୀ ପ୍ଲାଣ୍ଟଗୁଡିକରେ ୪୧.୮ ନିୟୁତ ଟନ୍‌ କୋଇଲା ଗଚ୍ଛିତ ରହିଛି। ଏହା ଆଗାମୀ ୨୪…

ପେମେଣ୍ଟ ଲାଗି ବିଦ୍ୟୁତ୍‌ ବିତରଣ କମ୍ପାନୀଙ୍କୁ ୩ମାସ ସମୟ

ବିଦ୍ୟୁତ୍‌ ଉତ୍ପାଦନ କମ୍ପାନୀଗୁଡିକୁ ବକେୟା ଦେୟ ପ୍ରଦାନ ଲାଗି ବିତରଣ କମ୍ପାନୀଙ୍କୁ ୩ ମାସ ଅଧିକ ସମୟ ଦିଆଯାଇଛି। ଲକ୍‌ଡାଉନ ସମୟରେ ବିତରଣ କମ୍ପାନୀଗୁଡିକ ଚବିଶ ଘଣ୍ଟିଆ ବିଦ୍ୟୁତ ଯୋଗାଣ କରିବା ଲାଗି ଏଭଳି ପଦକ୍ଷେପ ସମ୍ପର୍କରେ ସରକାର ଶନିବାର ଘୋଷଣା…

ଲକ୍‌ଡାଉନରୁ କୃଷି ଆନୁଷଙ୍ଗିକ କ୍ଷେତ୍ର ବାଦ୍‌

ନୂଆଦିଲ୍ଲୀ ୨୮। ୩: କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ର କାର୍ଯ୍ୟକଳାପକୁ ଲକ୍‌ଡାଉନରୁ ବାଦ୍‌ ଦିଆଯାଇଛି। ରବି ଫସଲ ଅମଳକୁ ଠିକ୍‌ ଭାବେ ପରିଚାଳନା କରାଇବା ଲାଗି ସରକାର ଏଭଳି ନିଷ୍ପତ୍ତି ନେଇଥିବା କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର…

ସମ୍ପୂର୍ଣ୍ଣ ଟିକେଟ ବାତିଲ ଅର୍ଥ ଫେରାଇବ ରେଲଓ୍ବେ

ନୂଆଦିଲ୍ଲୀ, ୨୯। ୩: କୋଭିଡ-୧୯ ସଂକ୍ରମଣକୁ ରୋକିବା ଲାଗି ଏବେ ସାରା ଦେଶରେ ପାସେଞ୍ଜର ଟ୍ରେନ ଚଳାଚଳକୁ ବନ୍ଦ କରାଯାଇଛି। ସମସ୍ତ ରେଳଯାତ୍ରୀଙ୍କ ଟିକେଟକୁ ଆଗାମୀ ଏପ୍ରିଲ ୧୪ ଯାଏ ବାତିଲ କରି ଦିଆଯାଇଛି। ୨୧ ମାର୍ଚ୍ଚରୁ ଏପ୍ରିଲ ୧୪ ପର୍ଯ୍ୟନ୍ତ…

କୋଭିଡ୍‌-୧୯ ମୁକାବିଲା: ଟାଟା ସନ୍ସ ଦେଲା ୧୦୦୦ କୋଟି

ନୂଆଦିଲ୍ଲୀ, ୨୯। ୩: କୋଭିଡ ଲଢେଇ ଲାଗି ସାରା ଦେଶର ଉଦ୍ୟୋଗପତି ନିଜର ଯୋଗଦାନ ରଖୁଛନ୍ତି। କରୋନା ମୁକାବିଲା ଲାଗି ଟାଟା ଟ୍ରଷ୍ଟ ପକ୍ଷରୁ ୫୦୦ କୋଟି ଟଙ୍କା ପ୍ରଦାନ ନେଇ ଘୋଷଣା କରାଯାଇଛି। ଟାଟା ଗ୍ରୁପର ସେବା ନିବୃତ୍ତ ଅଧ୍ୟକ୍ଷ…

୧୫୦ କୋଟିର ପାଣ୍ଠି ଗଠନ କଲା ଆଇଟିସି

ନୂଆଦିଲ୍ଲୀ, ୨୯। ୩: କରୋନା ମୁକାବିଲା ପଦକ୍ଷେପ ସ୍ବରୂପ ପ୍ରମୁଖ ବାଣିଜି୍ୟକ ଗ୍ରୁପ ଆଇଟିସି ପକ୍ଷରୁ ୧୫୦ କୋଟି ଟଙ୍କାର ପାଣ୍ଠି ଘୋଷଣା କରାଯାଇଛି। କମ୍ପାନୀ ଏହାର ‘ନେଶନ ଫାଷ୍ଟ ସବ୍‌ ସାଥ ବଢେ’ କାର୍ଯ୍ୟକ୍ରମ ଅଧୀନ ସମାଜର ନିଷ୍ପେଷିତ ବର୍ଗର…

ମୋରାଟୋରିୟମରେ ସାମିଲ କ୍ରେଡିଟ କାର୍ଡ ଇଏମ୍‌ଆଇ

ନୂଆଦିଲ୍ଲୀ, ୨୯। ୩: ବର୍ତ୍ତମାନ ସାରାଦେଶରେ ଏବେ ଲକ୍‌ଡାଉନ ଘୋଷଣା ହୋଇଥିବା ବେଳେ ଲୋକଙ୍କୁ ବିଭିନ୍ନ ଋଣ କ୍ଷେତ୍ରରେ କିସ୍ତି ବା ଇଏମ୍‌ଆଇ ପ୍ରଦାନରେ ରିଜର୍ଭ ବ୍ୟାଙ୍କ ଆଗାମୀ ୩ ମାସ ଲାଗି କୋହଳ ବ୍ୟବସ୍ଥା କରାଯାଇଛି। ଏହା ସମସ୍ତ ପ୍ରକାରର…

ନଗଦ ଉପଲବ୍ଧରେ ହେବନି ଅସୁବିଧା

ନୂଆଦିଲ୍ଲୀ, ୨୯। ୩: ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଯାଇଛି। ବ୍ୟାଙ୍କ ଜରୁରିକାଳୀନ ସେବା ମଧ୍ୟରେ ରହିଥିବାରୁ ଶାଖାଗୁଡିକୁ ବନ୍ଦ କରାଯାଇନାହିଁ। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ବଜାରରେ ନଗଦ ଉପଲବ୍ଧତା ବାଧାପ୍ରାପ୍ତ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?