କର୍ପୋରେଟ ଜଗତକୁ ସୀତାରାମନ୍ଙ୍କ ପୂଜା ଭେଟି
ପାନାଜୀ,୨୧-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ କର୍ପୋରେଟ ଜଗତକୁ ପୂଜା ଉପହାର ଭେଟି ଦେବାକୁ ଯାଇ ବଜେଟ ଢ଼ାଞ୍ଚାରେ ଟିକସ ହ୍ରାସ ଘୋଷଣା କରିଛନ୍ତି। ଏହାକୁ ତାଙ୍କର ମିନି ବଜେଟ କୁହାଯାଉଛି। ସେହିପରି ମିନିମମ୍ ଅଲ୍ଟରନେଟିଭ ଟିକସ ହ୍ରାସ କରି ସେ...
ଜିଏସ୍ଟି କାଉନସିଲ୍ର ବଡ଼ ନିଷ୍ପତ୍ତି;ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହନ,ଅଟୋ ସେକ୍ଟର ନିରାଶ
ପାନାଜୀ,୨୧-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଜିଏସ୍ଟି କାଉନସିଲର ୩୭ତମ ବୈଠକ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମାନ୍ଦାବସ୍ଥା ଘେରରେ ଥିବା ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କାଉନସିଲ କେତେକ...
ମାନ୍ଦାବସ୍ଥା ଦୂରେଇବାକୁ ସୀତାରାମନ୍ଙ୍କ ପ୍ରୟାସ;କର୍ପୋରେଟ ଟିକସ ହ୍ରାସ ଘୋଷଣା
ପାନାଜୀ,୨୧-୯: ଦେଶ ଏବେ ଘୋର ମାନ୍ଦାବସ୍ଥା ଦେଇ ଗତିକରୁଛି। ଏହାକୁ ଦୂରେଇବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ପୂର୍ବରୁ ୩ ଥର ବିଭିନ୍ନ କ୍ଷେତ୍ର ଲାଗି ପ୍ରୋତ୍ସାହନ ଘୋଷଣା କରିସାରିଛନ୍ତି। ଏଠାରେ ଜିଏସ୍ଟି କାଉନସିଲର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ପୂର୍ବରୁ...
ନୂଆ ଓଏଲ୍ଇଡି ଉନ୍ମୋଚିତ
ଭୁବନେଶ୍ୱର,୨୧-୯: ପାନାସୋନିକ ପକ୍ଷରୁ ସ୍ଥାନୀୟ ବାପୁଜୀ ନଜରସ୍ଥିତ ପାତ୍ର ଇଲେକଟ୍ରୋନିକ୍ସ ଶୋ’ରୁମଠାରେ ନୂଆ ଓଏଲ୍ଇଡ଼ିକୁ ବଜାର ପ୍ରବେଶ କରାଯାଇଛି। ଏହି ଅବସରରେ ପାନାସୋନିକର ଆସୋସିଏଟ ଡାଇରେକ୍ଟର ପି.ଭି. ମୁରାହରି ରାଓ, କମ୍ପାନୀର ଓଡ଼ିଶା, ବିହାର ଏବଂ ଝାଡଖଣ୍ଡ ମୁଖ୍ୟ ସନ୍ତୋଷ...
ଭାରତ ପାନାସୋନିକର ଫୋକସ୍ ବଜାର
ଭାରତର ଅର୍ଥନୈତିକ ଢାଞ୍ଚା ମଜଭୁତ। ବିଭିନ୍ନ କାରଣ ଯୋଗୁ ଦେଶର ଅର୍ଥନୀତି ପ୍ରଭାବିତ ହୋଇଛି। ମାତ୍ର ଭାରତ ଏକ ଅଭିବୃଦ୍ଧିଶୀଳ ବଜାର । ଘରୋଇ ବଜାରର ଅଭିବୃଦ୍ଧି ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପାନାସୋନିକର ଆସୋସିଏଟ...
ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା
ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର କର୍ପୋରେଟ୍ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍ ମଧ୍ୟରେ ୧୯୦୦ ପଏଣ୍ଟ ବୃଦ୍ଧି ଘଟି ୩୭,୫୦୦ ସ୍ତର ଅତିକ୍ରମ କରିଛି। ସେହିପରି ନିଫଟି ୫୦୦...
କମିଲା କର୍ପୋରେଟ୍ ଟ୍ୟାକ୍ସ
ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି କରିବା ପାଇଁ କର୍ପୋରେଟ୍ ଟ୍ୟାକ୍ସ କମାଇଛନ୍ତି। ଏନେଇ ଅଧ୍ୟାଦେଶ ପାସ୍ ହୋଇଯାଇଛି ବୋଲି...
ଗ୍ରାହକଙ୍କ ୪୧ ବର୍ଷର ବିଶ୍ୱାସ ସହ ବଢୁଛୁ
ଆସିଛି ପାର୍ବଣ ଋତୁ। ଏହି ସମୟରେ ବିଭିନ୍ନ ପ୍ରଡକ୍ଟ କ୍ରୟ କଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ବିଭିନ୍ନ ପ୍ରଡକ୍ଟ ମଧ୍ୟରେ କଞ୍ଜ୍ୟୁମର ଡ୍ୟୁରେବଲ୍ର ଗୁରୁତ୍ୱ ସ୍ବତନ୍ତ୍ର। ରାଜ୍ୟରେ ଏହି ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡିଲରଶିପଗୁଡିକ...
ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି
ଲଣ୍ଡନ,୨୦-୯: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ସ୍ଥାନୀୟ ଅଦାଲତ ଗୁରୁବାର ଅକ୍ଟୋବର ୧୭ ଯାଏ ବୃଦ୍ଧି କରିଛନ୍ତି। ଗୁରୁବାର ତାଙ୍କର ହାଜତ ମିଆଦ ପୂରି ଯାଉଥିଲା। ବ୍ରିଟେନର ଓ୍ବିଣ୍ଡ୍ସଓ୍ବର୍ଥ ଜେଲ୍ରେ ବନ୍ଦ ଥିବା ନୀରବଙ୍କୁ ପ୍ରତ୍ୟର୍ପଣ...
ଖାଲି ପଡିଛି ଆର୍ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ
ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା ପରେ ଏହି ପଦଟି ଖାଲି ପଡିଛି। ଏହି ଖାଲି ପଦବୀ ପୂରଣ...
ନିବେଶକ ହରାଇଲେ ୧.୬୫ ଲକ୍ଷ କୋଟି
ମୁମ୍ବାଇ,୨୦-୯: ଆମେରିକା ଫେଡେରାଲ ରିଜର୍ଭ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା ବିଦେଶ ସମେତ ଭାରତୀୟ ଷ୍ଟକ୍ ବଜାରରେ ଏହାର ପ୍ରତିକୂଳ ପ୍ରଭାବ ଦେଖିବାକୁ ମିଳିଥିଲା। ଗୁରୁବାର ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସେନ୍ସେକ୍ସ ୪୭୦.୪୧...
ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ ଏହାକୁ ତର୍କ ବୋଲି ଉଲ୍ଲେଖ କରିଥିଲେ ସୁଦ୍ଧା କିରଣ ଏହାକୁ ଆଲୋଚନା...
Archives


