ବାଣିଜ୍ୟ

ବୟୋଜ୍ୟେଷ୍ଠ, ଦିବ୍ୟାଙ୍ଗଙ୍କୁ ୩ ମାସର ଅଗ୍ରୀମ ପେନଶନ

ନୂଆଦିଲ୍ଲୀ୨୮। ୩: ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଏବଂ ବିଧବାଙ୍କ ଲାଗି ସରକାର ୩ ମାସର ଅଗ୍ରୀମ ପେନସନ ପ୍ରଦାନ କରିବେ। ଏହା ଦ୍ୱାରା ପ୍ରାୟ ୩ କୋଟି ହିତାଧିକାରୀ ଉପକୃତ ହେବେ। କରୋନା ଭାଇରସ ଲାଗି ଏବେ ସାରା ଦେଶରେ ଲକ୍‌ଡାଉନ…

ବ୍ୟବସ୍ଥାକୁ ୩.୭୪ ଲକ୍ଷ କୋଟି ନଗଦ ଛାଡିବ ଆର୍‌ବିଆଇ

ମୁମ୍ବାଇ୨୮। ୩: କୋଭିଡ-୧୯ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇଛି। ଏହାର ପ୍ରଭାବକୁ କମ୍‌ କରିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଦେଶର ଅର୍ଥ ବ୍ୟବସ୍ଥାକୁ ମୋଟ ୩.୭୪ ଲକ୍ଷ କୋଟି ଟଙ୍କାର ନଗଦ ଉପଲବ୍ଧ କରାଇ ବୋଲି…

ବ୍ୟାଙ୍କିଙ୍ଗ ସିଷ୍ଟମ ନିରାପଦ: ଶକ୍ତିକାନ୍ତ

ମୁମ୍ବାଇ୨୮। ୩: ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥା ନିରାପଦ ରହିଛି। ବ୍ୟାଙ୍କକୁ ଶେୟାର ବଜାର କିମ୍ବା ଶେୟାର ପ୍ରାଇସ ସହ ତୁଳନା ନ କରିବା ଉଚିତ। ବ୍ୟାଙ୍କରେ ରହିଥିବା ଜମାକୁ ନେଇ ଜମାକାରୀ ଆତଙ୍କିତ ନ ହେବାକୁ ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଗଭର୍ନର…

ଆବଶ୍ୟକ ସାମଗ୍ରୀ ପହଞ୍ଚାଇବା ନେଇ ସରକାରଙ୍କ ଫୋକସ

ନୂଆଦିଲ୍ଲୀ୨୮। ୩: କୋଭିଡ-୧୯ ଲକଡାଉନ ଯୋଗୁଁ ଦେଶ ସମ୍ମୁଖୀନ ହେଉଥିବା ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ର ରେଳ, ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ଭିଡିଓ କନଫରେନ୍ସି ଦ୍ୱାରା ଭିତ୍ତିଭୂମି ଓ ଇ-କମର୍ସ କ୍ଷେତ୍ରର ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଲୋକମାନଙ୍କ…

ବିଶ୍ୱକୁ ଲାଗିବ ୩.୬ ଲକ୍ଷ କୋଟି ଡଲାର ଝଟକା

ନୂଆଦିଲ୍ଲୀ୨୮। ୩: କରୋନା ପ୍ରଭାବ ଯୋଗୁ ସାରା ବିଶ୍ୱରେ ଅଢେଇ କୋଟି ଲୋକ ରୋଜଗାର ହରାଇବେ ବୋଲି ଆଶଙ୍କା କରାଯାଇଛି। ଏହି ସମୟରେ ବିଶ୍ୱ ଅର୍ଥ ବ୍ୟବସ୍ଥାକୁ ୩.୬ ଲକ୍ଷ କୋଟି ଡଲାରର ଝଟକା ଲାଗିବ ବୋଲି ଜାତିସଂଘ ପକ୍ଷରୁ ଏକ…

ଧିମେଇବ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ୨୮। ୩: କରୋନା ପ୍ରଭାବକୁ କମାଇବା ଲାଗି ସରକାର ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଦେଶର ଆର୍ଥିକ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହୋଇଛି। ଦେଶର ଆର୍ଥତ୍କ ଅଭିବୃଦ୍ଧିର ଗତି ଧିମେଇବ ବୋଲି ବଜାର ବିଶେଷଜ୍ଞମାନେ…

ଇଏମ୍‌ଆଇରେ ୩ ମାସର ଆଶ୍ୱସ୍ତି; ରେପୋ କମାଇଲା ଆର୍‌ବିଆଇ

ମୁମ୍ବାଇ,୨୮। ୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହାଦ୍ୱାରା ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହୋଇଛି। ଏହାକୁ କମ୍‌ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ…

କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି। କରୋନାକୁ…

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର…

ପିଡିଏସ୍‌ରେ ମିଳିବ ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନ ସମୟରେ ଦେଶର ୮୦ କୋଟି ରାଶନକାର୍ଡଧାରୀ ଯେଭଳି କେହି ଭୋକିଲା ନ ରୁହନ୍ତି ତାକୁ ଧ୍ୟାନରେ ରଖି ସରକାର ଗୁରୁବାର ଅତିରିକ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ବ୍ୟକ୍ତିପିଛା ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ ଏବଂ ପରିବାର ପିଛା…

ପିଏମ୍‌-କିଷାନରେ ୮ କୋଟି କୃଷକଙ୍କୁ ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନରେ ପ୍ରଭାବିତ କୃଷକଙ୍କୁ ସହାୟତା କରିବା ଲାଗି ସରକାର ଗୁରୁବାର ପଦକ୍ଷେପ ଘୋଷଣା କରିଛନ୍ତି। ଏପ୍ରିଲ ପ୍ରଥମ ସପ୍ତାହରେ ଦେଶର ୮.୬୯ କୋଟି କୃଷକଙ୍କୁ ସରକାର ୨୦୦୦ ଟଙ୍କାର ଆର୍ଥତ୍କ ସହାୟତା ରାଶି ପ୍ରଦାନ କରିବେ। ପିଏମ୍‌ କିଷାନରେ…

ନିବେଶକଙ୍କ ୧୧.୧୨ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୨୭। ୩: ଗତ ୩ ଦିନ ଧରି ଦେଶର ପୁଞ୍ଜି ବଜାର କାରବାର ଉନ୍ନତ ରହିବା ଯୋଗୁ ଏହି ସମୟରେ ନିବେଶକଙ୍କୁ ୧୧.୧୨ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର କାରବାର ୧୪୧୦.୯୯ ପଏଣ୍ଟ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?