ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍ ସୁଇସ୍ ରିପୋର୍ଟ: ସାଂଘାତିକ ହେବ ଏଫ୍ଏମ୍ସିଜି ସେକ୍ଟର ପ୍ରଦର୍ଶନ
ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍ଏମ୍ସିଜି) ସେକ୍ଟରର ପ୍ରଦର୍ଶନ ସାଂଘାତିକ ହେବ। ଏହାର ଚଳିତବର୍ଷ ଏହାର ପ୍ରଦର୍ଶନ ୧୫ ବର୍ଷର ସର୍ବନିମ୍ନ...
ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି
ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ...
ଆଜି ଜିଏସ୍ଟି କାଉନସିଲ୍ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦-୯:ଜିଏସ୍ଟି କାଉନସିଲ୍ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା...
ଭାରତର ଅର୍ଥନୀତି ମଜବୁତ୍: ଶକ୍ତିକାନ୍ତ
ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ ସ୍ତରରେ ଏବେ ସୁଦ୍ଧା ମାନ୍ଦାବସ୍ଥା ସ୍ଥିତି ଉପୁଜି ନାହିଁ। ବିଶ୍ୱରେ ସୃଷ୍ଟି...
ସାନିଟାରି ପ୍ୟାଡ୍ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା
ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍ ବ୍ୟବହାର ପରିମାଣ ପ୍ରାୟ ୧୨ରୁ ୧୩%। ସେହିଭଳି ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳରେ ଏଭଳି ପ୍ରଡକ୍ଟ ବ୍ୟବହାର...
୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍ପିଏ ଘୋଷିତ ହେବନି ଏମ୍ଏସ୍ଏମ୍ଇ ଋଣ
ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍ଏସ୍ଏମ୍ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍ପିଏ...
ବଜାରରୁ ହଜିଗଲା ଟାଟା ସୁମୋ
ନୂଆଦିଲ୍ଲୀ,୧୯-୯: ଆଜିଠାରୁ କିଛି ବର୍ଷ ପୂର୍ବେ ପର୍ଯ୍ୟନ୍ତ ଟାଟା ସୁମୋର ଭାରତୀୟ ବଜାରରେ ରାଜତ୍ୱ ଥିଲା। ସହର ମୁକାବିଲାରେ ଅର୍ଦ୍ଧ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାର ବେଶ୍ ଆଦର ଥିଲା। ଏବେ ଭାରତୀୟ ବଜାରରୁ ଏହି ମଡେଲ ଗାଡ଼ି ଚୁପ୍ଚାପ୍...
ଶସ୍ତା ହେବ ଏଲ୍ସିଡି-ଏଲ୍ଇଡି ଟିଭି
ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫%...
ବ୍ୟାନ୍ ହେଲା ଇ-ସିଗାରେଟ
ନୂଆଦିଲ୍ଲୀ,୧୯-୯: କେନ୍ଦ୍ରର ମୋଦି ସରକାର ଦେଶରେ ଇ-ସିଗାରେଟକୁ ସମ୍ପୂର୍ଣ୍ଣ ବ୍ୟାନ୍ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଫଳରେ ଭାରତରେ ଏଣିକି ଇ-ସିଗାରେଟ ଉପରେ ସମ୍ପୂର୍ଣ୍ଣ କଟକଣା ଲାଗିବ। ଖୁବଶୀଘ୍ର...
କ୍ୟାବିନେଟ ନିଷ୍ପତ୍ତି; ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ବୋନସ୍
ନୂଆଦିଲ୍ଲୀ,୧୯ -୯: କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଏଠାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକ ଶେଷରେ କେନ୍ଦ୍ରମନ୍ତ୍ରୀ...
ଷ୍ଟକ ବଜାରରୁ ବିଦେଶୀ ନିବେଶକଙ୍କ ମୋହଭଙ୍ଗ
ନୂଆଦିଲ୍ଲୀ,୧୯-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ଦେଶର ଆର୍ଥିକ ପ୍ରଗତିକୁ ଆହୁରି ଉଚ୍ଚକୁ ନେବେ ବୋଲି ବିଦେଶୀ ନିବେଶକଙ୍କ ଭରସା ଥିଲା। ଏହି କାରଣରୁ ସେମାନେ ଗତ ୬ ବର୍ଷ ଧରି ଭାରତୀୟ ଷ୍ଟକ୍ ବଜାରରେ ପ୍ରାୟ...
ଅଟୋ ଶିଳ୍ପରେ ଶୀଘ୍ର ସୁଧାର ସମ୍ଭାବନା କମ୍
ନୂଆଦିଲ୍ଲୀ,୧୯-୯: ଦେଶର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଏହି ଶିଳ୍ପରେ ଏତେ ଶିଘ୍ର ସ୍ଥିତାବସ୍ଥା ଆସିବାର ସମ୍ଭାବନା ନାହିଁ ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ଚାହିଦା କମିବାରୁ ଅଟୋ ଶିଳ୍ପରେ ମାନ୍ଦାବସ୍ଥା ଲାଗି...
Archives


