ବାଣିଜ୍ୟ

୧୮୬୧ ପଏଣ୍ଟ ବଢିଲା ସେନ୍‌ସେକ୍ସ

ମୁମ୍ବାଇ,୨୬। ୩: ଭାରତୀୟ ପୁଞ୍ଜି ବଜାରର ସେନ୍‌ସେକ୍ସ ଏବଂ ନିଫ୍ଟି କାରବାରରେ ବୁଧବାର ଉଲ୍ଲେଖନୀୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ସେନ୍‌ସେକ୍ସ ସର୍ବାଧିକ ଦୈନିକ ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ବିଶ୍ୱ ଶେୟାର ବଜାରରେ କିଛିଟା ଉନ୍ନତି ଏବଂ…

ଆସିପାରେ ୧.୫ ଲକ୍ଷ କୋଟି ଆର୍ଥିକ ପ୍ୟାକେଜ

ମୁମ୍ବାଇ,୨୬। ୩: କରୋନା ଭାଇରସ ଲାଗି ସାରା ଦେଶ ଏବେ ଲକ୍‌ଡାଉନ ହୋଇଛି। ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ବନ୍ଦ ପାଇଁ ଠପ୍‌ ହୋଇଯାଇଛି। କରୋନା ପାଇଁ ଅର୍ଥ ବ୍ୟବସ୍ଥା ସାମ୍ନା କରୁଥିବା ଅସୁବିଧାର ସମାଧାନ ଲାଗି ସରକାର ଆର୍ଥତ୍କ ପ୍ୟାକେଜ…

ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି)କୁ ପ୍ରାୟ ୪% ବା ୧୨୦ ବିଲିୟନ ଡଲାର(୯ ଲକ୍ଷ କୋଟି)ର ଝଟକା ଲାଗିବା ନେଇ ଆଶଙ୍କା କରାଯାଉଛି। ଏ…

ସବ୍‌ସିଡିରେ ମିଳିବ ଅତିରିକ୍ତ ୨ କେଜି ଖାଦ୍ୟଶସ୍ୟ

ମୁମ୍ବାଇ,୨୬। ୩: ତାଲାବନ୍ଦ ସମୟରେ ଲୋକଙ୍କୁ ଯେଭଳି ପର୍ଯ୍ୟାପ୍ତ ପରିମାଣର ଖାଦ୍ୟଶସ୍ୟ ଉପଲବ୍ଧ ହୁଏ ସେ ପ୍ରସଙ୍ଗକୁ କେନ୍ଦ୍ର ସରକାର ଧ୍ୟାନରେ ରଖିଛନ୍ତି। ରାଶନ ଦୋକାନଗୁଡିକରେ ଲୋକଙ୍କୁ ୨ କିଲୋ ଅଧିକ ସବ୍‌ସିଡି ଖାଦ୍ୟଶସ୍ୟ ପ୍ରଦାନ ରହିଥିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ…

ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି ଦରକାରୀ ସାମଗ୍ରୀଗୁଡିକର ଦୋକାନ ଖୋଲା ରହିବ ବୋଲି ସେ ସୂଚନା ଦେଇଛନ୍ତି। କଳାବଜାରୀ ଏବଂ…

ଘରେ କ୍ୟାଶ ପହଞ୍ଚାଇବେ ବ୍ୟାଙ୍କ

ମୁମ୍ବାଇ,୨୬। ୩: ଏବେ ବାହାରକୁ ଯିବା ଲାଗି କଟକଣା ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ବାହାରକୁ ବାହାରିବାକୁ ଅସୁବିଧା ହେଉ ଥିବାରୁ ନଗଦ ଲାଗି ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଏଟିଏମ୍‌କୁ କ୍ୟାଶ ଆଣିବା ଲାଗି କୌଣସି କଟକଣା ନ ଥିବା…

ନିର୍ମାଣ ଶ୍ରମିକଙ୍କୁ ଦିଅ ଆର୍ଥିକ ସହାୟତା: ଶ୍ରମ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୫-୩: ଦେଶର ୩.୫ କୋଟି ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ଲାଗି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ମଙ୍ଗଳବାର କହିଛନ୍ତି। ବର୍ତ୍ତମାନ କରୋନା ବ୍ୟାପିଥିବା ବେଳେ ବିଭିନ୍ନ କ୍ଷେତ୍ର ପ୍ରଭାବିତ ହେବାକୁ ଯୋଗୁ ନିର୍ମାଣ ଶ୍ରମିକମାନେ…

ସାନିଟାଇଜର,ଭେଣ୍ଟିଲେଟର ରପ୍ତାନି ବନ୍ଦ

ନୂଆଦିଲ୍ଲୀ,୨୫-୩: ସମସ୍ତ ପ୍ରକାରର ସାନିଟାଇଜର ଏବଂ ଭେଣ୍ଟିଲେଟର ରପ୍ତାନିକୁ ତୁରନ୍ତ ଭିତ୍ତିରେ ବନ୍ଦ କରିବାକୁ କେନ୍ଦ୍ର ସରକାର ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ବ୍ୟାପୁଥିବାରୁ ଏହାକୁ ଧ୍ୟାନରେ ରଖି ସରକାର ପଦକ୍ଷେପ ଗ୍ରହଣ କରିଥିବା ବିଦେଶୀ ବାଣିଜ୍ୟ ମହାନିର୍ଦ୍ଦେଶାଳୟ (ଡିଜିଏଫ୍‌ଟି) ପକ୍ଷରୁ…

ନିବେଶକଙ୍କ ୫୨ ଲକ୍ଷ କୋଟି କ୍ଷତି

ମୁମ୍ବାଇ,୨୫-୩: କରୋନା ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ କେତେ ପରିମାଣର କ୍ଷତି ହୋଇଛି ତାହାର ସମ୍ପୂର୍ଣ୍ଣ ଆକଳନ କରିବା ବର୍ତ୍ତମାନ କଷ୍ଟକର ବ୍ୟାପାର। ମାତ୍ର ଭାରତୀୟ ପୁଞ୍ଜି ବଜାରକୁ କରୋନାର ପ୍ରଭାବ ସମ୍ପୂର୍ଣ୍ଣ ଦୋହଲାଇ ଦେଇଛି। ଚଳିତ ଆର୍ଥତ୍କ ବର୍ଷରେ କରୋନା…

ସ୍ଥିତି ପାଇଁ ସଂଗ୍ରାମ କରୁଛନ୍ତି କ୍ଷୁୁଦ୍ର, ମଧ୍ୟମ ଶିଳ୍ପ

ନୂଆଦିଲ୍ଲୀ,୨୫-୩: କରୋନା ଭାଇରସର ପ୍ରଭାବରେ ଦେଶର କ୍ଷୁଦ୍ର ଶିଳ୍ପଗୁଡିକର ଅଣ୍ଟା ଭାଙ୍ଗିଯାଇଛି। ନିଜର ସ୍ଥିତି ବଜାୟ ରଖିବା ଲାଗି ଦେଶର କ୍ଷୁଦ୍ର ମଧ୍ୟମ ଶିଳ୍ପଗୁଡିକ ଏବେ ସଂଗ୍ରାମ ଜାରି ରଖିଛନ୍ତି। ସରକାର ଯଦି ଏହି ଶିଳ୍ପ ଅନ୍ତର୍ଜାତୀୟ ସ୍ତରରେ ଗ୍ରହଣ କରାଯାଉଥିବା…

ଶୀଘ୍ର ଆସିବ ଆର୍ଥିକ ପ୍ୟାକେଜ: ସୀତାରାମନ୍‌

ନୂଆଦିଲ୍ଲୀ,୨୫-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି କେନ୍ଦ୍ର ସରକାର ଶୀଘ୍ର ଏକ ଆର୍ଥତ୍କ ପ୍ୟାକେଜ ଆଣିବେ…

ରେଲଓ୍ବେ ଆଣିବ ପ୍ରଥମ ପଡ୍‌ ହୋଟେଲ

ମୁମ୍ବାଇ,୨୪-୩: ଭାରତୀୟ ରେଳପଥ ପକ୍ଷରୁ ଦେଶର ପ୍ରଥମ ପଡ୍‌ ହୋଟେଲ ବା କ୍ୟାପସୁଲ ରୁମ୍‌ ବିଶିଷ୍ଟ ହୋଟେଲ ମୁମ୍ବାଇରେ ସ୍ଥାପନ କରାଯିବ। ମୁମ୍ବାଇର ସେଣ୍ଟ୍ରାଲ ରେଲଓ୍ବେ ଷ୍ଟେଶନରେ ଏହି ହୋଟେଲ ଖୋଲିବାକୁ ଥିବା ବେଳେ ଏହା ଦ୍ୱାରା ଶୀଘ୍ର ଯାତ୍ରୀମାନେ ସୁଲଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?