ବାଣିଜ୍ୟ

ପାଇକାରୀ ମୁଦ୍ରାସ୍ଫୀତି ହାର ୧.୦୮%ରେ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୧୭-୯: ଅଗଷ୍ଟରେ ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ପ୍ରାୟ ୨୫ ମାସର ସର୍ବନିମ୍ନ ସ୍ତର ୧.୦୮%ରେ ଅପରିବର୍ତ୍ତିତ ରହିଛି। ଜୁଲାଇ ମୁକାବିଲାରେ ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ବର୍ଷକ ପୂର୍ବେ ସମାନ ଅବଧିରେ ଅର୍ଥାତ୍‌ ୨୦୧୮ ଅଗଷ୍ଟରେ ପାଇକାରୀ...

ବଢ଼ୁଛି ଭାରତୀୟଙ୍କ ଋଣ ବୋଝ

ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ ୭.୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଗଲାଣି। ଅନ୍ୟପକ୍ଷରେ ୨୦୧୭ରେ ଏହି ମାତ୍ର...

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ ଅସ୍ଥାୟୀ ରୂପେ ତୈଳ ଉତ୍ପାଦନକୁ ବନ୍ଦ କରିଦିଆଯାଇଛି। ସୌଦି ଆରବ ଶକ୍ତି ମନ୍ତ୍ରୀ...

ପାକିସ୍ତାନ ବାୟୁସୀମା ବନ୍ଦ୍‌ର ପ୍ରଭାବ ଏୟାର ଇଣ୍ଡିଆର ଅପରେଟିଂ କ୍ଷତି ୪୬୦୦ କୋଟି

ନୂଆଦିଲ୍ଲୀ,୧୬।୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଚଳିତ ଆର୍ଥିକ ବର୍ଷ ୨୦୧୮-୧୯ରେ ଅପରେଟିଙ୍ଗ୍‌ କ୍ଷତି ୪୬୦୦ କୋଟି ଟଙ୍କା ପହଞ୍ଚତ୍ଛି। ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି, ବୈଦେଶିକ ମୁଦ୍ରା ବିନିମୟରେ ଅସ୍ଥିରତା, ସର୍ବୋପରି ପାକିସ୍ତାନ ବାୟୁ ସୀମା ପ୍ରବେଶ ଉପରେ...

ପାସେଞ୍ଜର ଗାଡ଼ି ବିକ୍ରି: ମାରୁତି-ଟାଟାକୁ କ୍ଷତି, ହ୍ୟୁଣ୍ଡାଇ-ମହିନ୍ଦ୍ରା ଲାଭବାନ

ନୂଆଦିଲ୍ଲୀ,୧୬।୯: ଚଳିତ ଆର୍ଥିକବର୍ଷର ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ମାରୁତି ସୁଜୁକି ଇଣ୍ଡିଆ ଓ ଟାଟା ମୋଟର୍ସର ପାସେଞ୍ଜର ଗାଡ଼ି ବିକ୍ରି ହ୍ରାସ ପାଇଛି। ଅନ୍ୟପକ୍ଷରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଓ ହ୍ୟୁଣ୍ଡାଇ ମୋଟର୍ସର ବିକ୍ରି ବଢ଼ିଛି ବୋଲି ଅଟୋ ନିର୍ମାତା...

ବ୍ୟାଙ୍କ ମିଶ୍ରଣ ଯୋଗୁ ଫାଇଦା ହେବନି: ଏଆଇବିଓସି ଅଧ୍ୟକ୍ଷ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) ଦେଶରେ ବ୍ୟାଙ୍କ ମିଶ୍ରଣର ଆବଶ୍ୟକତା ନାହିଁ। ଅର୍ଥନୀତି ଦୃଷ୍ଟିରୁ ଏହା ଫାଇଦା ଦେବ ନାହିଁ। ଭାରତ ଗ୍ରାମୀଣ ଅର୍ଥବ୍ୟବସ୍ଥା ଉପରେ ନିର୍ଭରଶୀଳ ରହିଥିବାରୁ ତୃଣମୂଳ ସ୍ତରରେ ଶାଖାଭିତ୍ତିକ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାର ଆବଶ୍ୟକତା ରହିଛି। କୃଷକ ଏବଂ କ୍ଷୁଦ୍ର...

ଜିରୋ ବାଲାନ୍ସ ଆକାଉଣ୍ଟରେ ନେଣଦେଣ: ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ନେବ ଆଇସିଆଇସିଆଇ ବ୍ୟାଙ୍କ

ନୂଆଦିଲ୍ଲୀ,୧୬।୯: ଘରୋଇ ସେକ୍ଟରର ଆଇସିଆଇସିଆଇ ବ୍ୟାଙ୍କ ନିଜର ଗ୍ରାହକଙ୍କୁ ଜୋର୍‌ଦାର ଝଟକା ଦେଇଛି। ବ୍ୟାଙ୍କ ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କୁ ଅକ୍ଟୋବର ୧୬ରୁ ଶାଖାରେ ପ୍ରତ୍ୟେକ ନଗଦ ଉଠାଣ ପାଇଁ ୧୦୦ରୁ ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ଆଦାୟ କରିବ। ସେହିପରି...

ପୁଞ୍ଜି ବଜାରରେ ଏଫ୍‌ପିଆଇଙ୍କ ୧୮୪୧ କୋଟି ନିବେଶ

ମୁମ୍ବାଇ,୧୬।୯: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ସେପ୍ଟେମ୍ବର ୧୩ ସୁଦ୍ଧା ପୁଞ୍ଜି ବଜାରରେ ୧୮୪୧ କୋଟି ଟଙ୍କା ନିବେଶ କରିଛନ୍ତି। ଏଥିପୂର୍ବରୁ ସେମାନେ କ୍ରମାଗତ ଦୁଇ ମାସ ହେବ ବଜାରରେ ଶେୟାର ବିକ୍ରି କରି ଅର୍ଥ କାଢ଼ି ନେଉଥିଲେ। ଆଲୋଚ୍ୟ ସମୟ...

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ ବ୍ୟବସାୟ ଅଭିବୃଦ୍ଧି’ ଶୀର୍ଷକ ପେଟ୍ରୋକେମ୍‌-୨୦୧୯ରେ ଭାଗ ନେଇଛନ୍ତି। ଅର୍ଥନୈତିକ ଉନ୍ନତି ସହିତ କର୍ମନିଯୁକ୍ତି...

ଦୁବାଇ ଷ୍ଟାଇଲରେ ମେଗା ଶପିଂ ଫେଷ୍ଟିଭାଲ

ନୂଆଦିଲ୍ଲୀ,୧୫-୯: ମାନ୍ଦାବସ୍ଥାକୁ ଦୂର କରିବା ଲକ୍ଷ୍ୟରେ ରପ୍ତାନି କ୍ଷେତ୍ରକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୫୦ ହଜାର କୋଟି କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ତେବେ ସରକାର ଦୁବାଇ ଷ୍ଟାଇଲରେ ନୂଆ କରି ମାର୍ଚ୍ଚ...

ରିଏଲ ଇଷ୍ଟେଟ ଲାଗି ପ୍ୟାକେଜ ଘୋଷଣା: ଫ୍ଲାଟ କ୍ରେତାଙ୍କ ସ୍ବପ୍ନ ହେବ ପୂରଣ

ନୂଆଦିଲ୍ଲୀ,୧୫-୯: ଦେଶର ଦେଖାଦେଇଥିବା ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ରିଏଲ ଇଷ୍ଟେଟ ସେକ୍ଟରରେ ପଡିଛି। ଏହି ସେକ୍ଟର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଦ୍ଧନିର୍ମିତ ଫ୍ଲାଟ୍‌ର ନିର୍ମାଣ ସମ୍ପୂର୍ଣ୍ଣ କରିବା ପାଇଁ ସରକାର ୨୦...

ଜିଏସ୍‌ଟି ଠକେଇ ରୋକିବାକୁ ଉଦ୍ୟମ: ନୂଆ ଡିଲରଙ୍କ ପାଇଁ ଆଧାର ଯାଞ୍ଚ ହେବ ବାଧ୍ୟତାମୂଳକ

ବାଙ୍ଗାଲୋର,୧୫-୯: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ହେଉଥିବା ଟିକସ ଠକେଇ ରୋକିବା ଦିଗରେ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଧାରାରେ ୨୦୨୦ ଜାନୁୟାରୀଠାରୁ ନୂଆ ଡିଲରଙ୍କ ଲାଗି ଆଧାର ଯାଞ୍ଚ ବାଧ୍ୟତାମୂଳକ କରାଯିବ। ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri