ବାଣିଜ୍ୟ

ବିମାନ ଚଳାଚଳ କ୍ଷେତ୍ରକୁ ମିଳିପାରେ ୧୨ ହଜାର କୋଟି

ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ଦେଶର ବିମାନ ଚଳାଚଳ କ୍ଷେତ୍ରକୁ ୧୨ ହଜାର କୋଟି ଟଙ୍କାର ପ୍ୟାଜେକ ମିଳିପାରେ। ଏବେ ଅଧିକାଂଶ କମ୍ପାନୀ ସେମାନଙ୍କ ବିଦେଶୀ ଉଡାଣକୁ ଅସ୍ଥାୟୀ ସମୟ ଲାଗି ବନ୍ଦ କରି ଦେଇଛନ୍ତି। ବିମାନ କମ୍ପାନୀଗୁଡିକର…

୧୦ ଦିନ ବନ୍ଦ ହୋଇପାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ

ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବ ଯୋଗୁ ଶେୟାର ବଜାରର ନିବେଶକ ଏବେ ଛାନିଆ ହୋଇ ରହିଛନ୍ତି। ଏହାକୁ ବିଚାର କରି ବମ୍ବେ ଷ୍ଟକ ଏକ୍ସଚେଞ୍ଜକୁ ୧୦ ଦିନ ଲାଗି ବନ୍ଦ ରଖାଯାଇପାରେ ବୋଲି ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଛି। ଷ୍ଟକ ବଜାରର…

ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି କ୍ଷତି

ନୂଆଦିଲ୍ଲୀ,୨୦-୩: ଦେଶର ପୁଞ୍ଜି ବଜାରରେ ଲଗାତର ଭାବେ ଚତୁର୍ଥ ଦିନ ଲାଗି କାରବାର କ୍ଷତିରେ ଚାଲିଛି। ଏହି ସମୟ ମଧ୍ୟରେ ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡିଛି। କରୋନାର ପ୍ରଭାବ ଭାରତୀୟ ଅର୍ଥ ବ୍ୟବସ୍ଥା ଉପରେ ପଡିବା…

ଘରୋଇ ସଂସ୍ଥାଙ୍କୁ ‘ଓ୍ବାର୍କ ଫ୍ରମ ହୋମ’ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦-୩: ଏବେ ସାରା ଦେଶରେ କରୋନାରେ ୧୭୦ ଲୋକ ଆକ୍ରାନ୍ତ ହୋଇଛନ୍ତି। ଅନ୍ତର୍ଜାତୀୟ ଫ୍ଲାଇଟଗୁଡିକୁ ସରକାର ଆଗାମୀ କିଛି ଦିନ ବ୍ୟାନ କରି ଦେଇଛନ୍ତି। ଘରୋଇ କମ୍ପାନୀର କର୍ମଚାରୀମାନେ ଘରୁ କାମ କରିବା ଲାଗି ସରକାର ରାଜ୍ୟଗୁଡିକୁ କହିଛନ୍ତି। ରାଜ୍ୟଗୁଡିକ ଏ…

ଇଣ୍ଡିଗୋ କର୍ମଚାରୀଙ୍କ ବେତନ ୨୫% ହ୍ରାସ

ନୂଆଦିଲ୍ଲୀ,୨୦-୩: ଦେଶର ସବୁଠାରୁ ବଡ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଏହାର କର୍ମଚାରୀଙ୍କ ବେତନରେ ୨୫% ହ୍ରାସ କରିବା ପାଇଁ ଘୋଷଣା କରିଛି। କର୍ମଚାରୀମାନେ ୨୫% କମ୍‌ ବେତନ ନେବେ ବୋଲି ଏହାର ସିଇଓ ରାଣାଜୟ ଦତ୍ତ ସୂଚନା ଦେଇଛନ୍ତି।…

ପ୍ରଭାବିତ କ୍ଷେତ୍ର ଲାଗି ଆସିବ ଆର୍ଥତ୍କ ପ୍ୟାକେଜ

ନୂଆଦିଲ୍ଲୀ,୨୦-୩: କରୋନା ଦ୍ୱାରା କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ସହାୟତା ପ୍ୟାକେଜ ପ୍ରଦାନ କରିବେ। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଘୋଷଣା କରିଛନ୍ତି। ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, କରୋନାର ପ୍ରଭାବରୁ କ୍ଷତିଗ୍ରସ୍ତ…

ଭାରତର ଅଭିବୃଦ୍ଧି କମାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯-୩: ଗ୍ଲୋବାଲ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ (ଏସ୍‌ ଆଣ୍ଡ ପି) ବୁଧବାର ଭାରତରେ ବିକାଶ ଅନୁମାନକୁ ୨୦୨୦ ଲାଗି ୫.୨%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯୋଗୁ ବିଶ୍ୱ ଅର୍ଥନୀତି ବର୍ତ୍ତମାନ ମାନ୍ଦାବସ୍ଥା ଆଡକୁ ଯାଉଥିବାରୁ ଏସ୍‌ ଆଣ୍ଡ…

ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ ହୋମ ବିକଳ୍ପ

ନୂଆଦିଲ୍ଲୀ,୧୯-୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ପକ୍ଷରୁ ଏହାର କର୍ମଚାରୀଙ୍କୁ ଘରୁ କାମ କରିବା ବିକଳ୍ପ ପ୍ରଦାନ କରାଯାଇଛି। କରୋନା ପ୍ରଭାବ ଯୋଗୁ ଏଭଳି ନିଷ୍ପତ୍ତି ହୋଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରେଡିଂ ପ୍ଲାଟଫର୍ମରେ କାମ କରୁଥିବା…

୬୦% ଟ୍ରେନ ଟିକେଟ ବାତିଲ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ମାସରେ ୬୦% ଟିକେଟ ବାତିଲ କରାଯାଇଥିବା ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ବୁଧବାର ସଂସଦୀୟ କମିଟିକୁ ସୂଚନା ଦେଇଛନ୍ତି। ଭାଇରସ ପ୍ରଭାବ ବଢୁଥିବାରୁ ଲୋକମାନେ ପୂର୍ବରୁ ବୁକିଂ କରିଥିବା ଟିକେଟ ପ୍ରବଳ ହାରରେ…

୧୭୦୯ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୯-୩: କରୋନା ପ୍ରଭାବରେ ଭାରତୀୟ ଶେୟାର ବଜାର କାରବାର ଲଗାତର ଭାବେ ହ୍ରାସ ପାଇ ଚାଲିଛି। ବୁଧବାର ସେନ୍‌ସେକ୍ସରେ ସୂଚକାଙ୍କ ୧୭୦୯ ପଏଣ୍ଟ ଖସିଥିବା ବେଳେ ନିଫ୍ଟି ୮୫୦୦ ପଏଣ୍ଟ ତଳକୁ ଖସି ଆସିଛି। ବୁଧବାର ନିଫ୍ଟି କାରବାର ୫୦୦ ପଏଣ୍ଟ…

ଅନ୍ତର୍ଜାତୀୟ ଉଡାଣ ବାତିଲ କଲା ଭିସ୍ତାରା

ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ ନଜରରେ ରଖି ବିମାନ କମ୍ପାନୀଗୁଡିକ ଅନ୍ତର୍ଜାତୀୟ ଉଡାଣକୁ ବାତିଲ କରୁଛନ୍ତି। ମଙ୍ଗଳବାର ଗୋଏୟାର ଏଭଳି ନିଷ୍ପତ୍ତି ନେଇଥିବା ବେଳେ ବୁଧବାର ଏହି ଧାରାରେ ଭିସ୍ତାରା ଯୋଡି ହୋଇଛି। ଚଳିତ ମାସ ୨୦ରୁ ମାର୍ଚ୍ଚ ୩୧ ଯାଏ ଏହି…

ଏଡିବି ଘୋଷଣା କଲା ୬.୫ ବିଲିୟନ ଡଲାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ ଡଲାରର ପ୍ୟାକେଜ ଘୋଷଣା କରାଯାଇଛି। ଏହା ପ୍ରାଥମିକ ପ୍ୟାକେଜ ବୋଲି ଜଣାପଡିଛି। ଏସିଆ ପ୍ରଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?