ବାଣିଜ୍ୟ

ଦେବାଳିଆ ହୋଇପାରନ୍ତି ବିମାନ କମ୍ପାନୀ

ନୂଆଦିଲ୍ଲୀ,୧୮-୩: କରୋନା ମହାମାରୀର ପ୍ରଭାବ ଯୋଗୁ ସାରା ବିଶ୍ୱରେ ବିମାନ ଶିଳ୍ପ ଏବେ ପ୍ରଭାବିତ ସ୍ଥିତିରେ ରହିଛି। ଏଭଳି ସମସ୍ୟା ଆଗାମୀ ମେ’ ମାସ ଯାଏ ଯଦି ଲାଗି ରହେ ତେବେ ସାରା ବିଶ୍ୱରେ ବିମାନ କମ୍ପାନୀଗୁଡ଼ିକୁ ଦେବାଳିଆ ସ୍ଥିତିକୁ ଚାଲିଯିବେ…

ଆମେରିକା ଅର୍ଥ ବ୍ୟବସ୍ଥା ଉପରେ ସଙ୍କଟ ବଢୁଛି

ନୂଆଦିଲ୍ଲୀ,୧୮-୩: କରୋନାର ପ୍ରଭାବରେ ଆମେରିକା ଅର୍ଥ ବ୍ୟବସ୍ଥା ଉପରେ ସଙ୍କଟ ସ୍ଥିତି ମାଡି ଆସୁଛି। ଷ୍ଟକ ବଜାର କାରବାର ଏବଂ ଅର୍ଥନୈତିକ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହେଉଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର କହିଛନ୍ତି। ଏହା ଦ୍ୱାରା ଆମେରିକା…

୨ ଦିନରେ ଉଡିଗଲା ୯.୭୪ ଲକ୍ଷ କୋଟି

ମୁମ୍ବାଇ,୧୮-୩: ଶେୟାର ବଜାରରେ କାରବାର ଖସିବା ଯୋଗୁ ୨ ଦିନରେ ନିବେଶକ ୯.୭୪ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ବଜାରର ସୁରକ୍ଷିତ ନିବେଶ ଏବେ ଅସୁରକ୍ଷିତ ହୋଇଛି। ଗତ ୧୧ ଦିନରେ ସୁନା ଦର ୬ ହଜାର ଟଙ୍କା ଶସ୍ତା…

ଆଇସ୍କ୍ରିମ ଦ୍ୱାରା କରୋନା ସଂକ୍ରମଣ ସମ୍ଭାବନା ନାହିଁ: ଆଇଆଇସିଏମ୍‌ଏ

ନୂଆଦିଲ୍ଲୀ,୧୮-୩: ଆଇସ୍କ୍ରିମ ଦ୍ୱାରା କରୋନା ସଂକ୍ରମଣ ହେବାର ଗୁଜବ ହେଉଛି। ଏହା ଦ୍ୱାରା ଆଇସ୍କ୍ରିମ ଶିଳ୍ପ ବିକ୍ରି ପ୍ରଭାବିତ ହୋଇଛି। ଏହାକୁ ନେଇ ଶିଳ୍ପ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଶିଳ୍ପ ପକ୍ଷରୁ କୁହାଯାଇଛି ଯେ, ଆଇସ୍କ୍ରିମ ଦ୍ୱାରା କରୋନା ସଂକ୍ରମଣ…

ବିଏସ୍‌-୪ ଯାନ ବିକ୍ରି ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୮-୩: ବିଏସ୍‌-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ଅବଧି ଆସନ୍ତା ମେ ମାସ ଶେଷ ଯାଏ ବଢାଇବାକୁ ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଏଫ୍‌ଏଡିଏ) ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ବିଭିନ୍ନ ମଡେଲର ଷ୍ଟକର ବିକ୍ରି ସାରିବା ଲାଗି ସୁପ୍ରିମକୋର୍ଟରେ…

୪ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୧୮-୩: ଆସନ୍ତା ସପ୍ତାହରେ ଦେଶର ବିଭିନ୍ନ ପ୍ରାନ୍ତରେ ବ୍ୟାଙ୍କଗୁଡିକ ୪ ଦିନ ରହିବ। ବ୍ୟାଙ୍କ ଧର୍ମଘଟ ଏବଂ ଛୁଟିଯୋଗୁ ଏହି ସମୟରେ ବ୍ୟାଙ୍କ ମୋଟ ୩ ଦିନ ଖୋଲା ରହିବ ବୋଲି ସୂଚନା ରହିଛି। ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ…

କମିଲା ପେଟ୍ରୋଲ, ଡିଜେଲ ଦର

ମୁମ୍ବାଇ,୧୬।୩: ଦେଶର ମେଟ୍ରୋ ସହରଗୁଡିକରେ ରବିବାର ପେଟ୍ରୋଲ ଏବଂ ଡିଜେଲ ଦରରେ ହ୍ରାସ ପରିଲକ୍ଷିତ ହୋଇଛି। ପେଟ୍ରୋଲ ଦର ଲିଟର ପିଛା ୧୨ ପଇସା କମିଥିବା ବେଳେ ଡିଜେଲ ଦର ଲିଟର ପିଛା ୧୪ ପଇସା ଖସିଛି। ଅନ୍ତର୍ଜାତୀୟ ବଜାରରେ ତୈଳ…

ପୁଞ୍ଜି ବଜାରରୁ ଉଠାଇ ନେଲେ ୩୭,୯୭୬ କୋଟି

ମୁମ୍ବାଇ,୧୬।୩: କରୋନା ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ସ୍ଥିତି ଉପୁଜିବା ଆଶଙ୍କାରେ ବିଦେଶୀ ନିବେଶକ ଛାନିଆ ହୋଇ ପଡିଛନ୍ତି। ମାର୍ଚ୍ଚ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ ନିବେଶକମାନେ ଦେଶର ପୁଞ୍ଜି ବଜାରରୁ ୩୭,୯୭୬ କୋଟି ଟଙ୍କା ନେଟ୍‌ ଭିତ୍ତିରେ ଉଠାଇ…

ଡେବିଟ୍‌, କ୍ରେଡିଟ କାର୍ଡ ସୁରକ୍ଷା ପାଇଁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୩: ଡେବିଟ, କ୍ରେଡିଟ କାର୍ଡ ନେଣଦେଣର ସୁରକ୍ଷା ଏବଂ ଅନ୍‌ଲାଇନ ଠକେଇ ଉପରେ ନିୟନ୍ତ୍ରଣ ଜାରି କରିବା ଲାଗି ନୂଆ ନିୟମ କାର୍ଯ୍ୟକାରୀ ହେବ। ରିଜର୍ଭ ବ୍ୟାଙ୍କ ପକ୍ଷରୁ ୧୬ ମାର୍ଚ୍ଚ (ସୋମବାର)ଠାରୁ ଏହି ନୂଆ ନିୟମ ଲାଗୁ ହେବ ବୋଲି…

ସାଇବର ରିସ୍କ ପ୍ରତି ସଚେତନତା ଜରୁରୀ

ମୁମ୍ବାଇ,୧୬।୩: ବର୍ତ୍ତମାନ ଇଣ୍ଟରନେଟର ହାଇପର କନେକ୍ଟିଭିଟି ଯୋଗୁ ବିଭିନ୍ନ କାମ ଅନ୍‌ଲାଇନରେ ସହଜ ଏବଂ ତ୍ୱରିତ ଭାବେ ହୋଇପାରିଛି। ଏହା ଅନ୍‌ଲାଇନର ଏକ ଭଲ ଦିଗ ହୋଇଥିବା ବେଳେ ବଢୁଥିବା ସାଇବର ବିପଦ ପ୍ରତି ସଚେତନତା ଜରୁରୀ ରହିଛି। ଏହାର ଅଭାବରେ…

ୟେସ୍‌ ବ୍ୟାଙ୍କର ଡିସେମ୍ବର ତ୍ରୈମାସ କ୍ଷତି ୧୮,୫୬୪ କୋଟି

ମୁମ୍ବାଇ,୧୬।୩: ଡିସେମ୍ବର ତ୍ରୈମାସରେ ୟେସ୍‌ ବ୍ୟାଙ୍କ ୧୮,୫୬୪ କୋଟି ଟଙ୍କା କ୍ଷତି ସହିଛି। ଗତ ବର୍ଷ ସମାନ ସମୟରେ ଏହି ବ୍ୟାଙ୍କ ୧୦୦୦ କୋଟି ଟଙ୍କାର ଲାଭ ହାସଲ କରିଥିଲା। ବ୍ୟାଙ୍କର ମୋଟ ଅନାଦାୟ ଋଣ ପରିମାଣ ୪୦,୭୦୯ କୋଟି ଟଙ୍କାକୁ…

କରୋନା ମୁକାବିଲା: ପର୍ଯ୍ୟାପ୍ତ ସ୍ବାସ୍ଥ୍ୟ ଭିତ୍ତିଭୂମି ଅଭାବ ବଡ଼ ଚ୍ୟାଲେଞ୍ଜ

ମୁମ୍ବାଇ,୧୬।୩: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ମଲ୍‌ ଏବଂ ଅନ୍ୟ ସାର୍ବଜନୀନ ସ୍ଥାନଗୁଡିକୁ ନ ଯିବା ଲାଗି ଲୋକଙ୍କୁ ବାରଣ କରିଛନ୍ତି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ସ୍ଥାନଗୁଡିକୁ ନିର୍ଦ୍ଦିଷ୍ଟ ସମୟ ଲାଗି ବନ୍ଦ କରି ଦିଆଯାଇଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?