ବାଣିଜ୍ୟ

ଭୂତ କମ୍ପାନୀ ସହ ରାଣାଙ୍କ ଲିଙ୍କ୍‌

ମୁମ୍ବାଇ,୯ା୩: ୟେସ୍‌ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବେଆଇନ ଅର୍ଥ କାରବାର ନିରୋଧି ଆଇନ(ପିଏମ୍‌ଏଲ୍‌ଏ) ଅଧୀନରେ ରବିବାର ଗିରଫ କରିଛି। ୨୦ ଭୂତ କମ୍ପାନୀଙ୍କ ସହ ରାଣାଙ୍କ ଲିଙ୍କ ରହିଥିବା ଅଭିଯୋଗ ଆସିଛି। ଏହି କମ୍ପାନୀଗୁଡିକ ପ୍ରତିଷ୍ଠା ଦ୍ୱାରା…

ଗିରଫ ହେଲେ ୟସ୍‌ ବ୍ୟାଙ୍କର ଫାଉଣ୍ଡର ରାଣା

ମୁମ୍ବାଇ,୮।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ ରବିବାର ମୁମ୍ବାଇର ପିଏମ୍‌ଏଲ୍‌ଏ କୋର୍ଟରେ ହାଜର କରାଇଥିଲା। ପଚରାଉଚରା ପାଇଁ କୋର୍ଟ ରାଣାଙ୍କୁ ୧୧…

ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ ଟଙ୍କା…

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ ପାରିବେ…

ସୁଧ ହାର କମାଇଲା ଇପିଏଫ୍‌ଓ

ନୂଆଦିଲ୍ଲୀ,୬-୩: ଏମ୍ପ୍ଲଇଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ(ଇପିଏଫ୍‌ଓ) ଗୁରୁବାର ଏହାର ସୁଧହାର ହ୍ରାସ କରିଛି। ଫଳରେ ଉପଭୋକ୍ତାମାନେ ଚଳିତ ଆର୍ଥତ୍କ ବର୍ଷ ଲାଗି ୮.୫% ହାରରେ ସୁଧ ପାଇ ପାରିବେ। ଏହାକୁ ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି କୁହାଯାଉଛି। ୨୦୧୮-୧୯ରେ ଇପିଏଫ୍‌ଓ…

ୟେସ୍‌ ବ୍ୟାଙ୍କ ଉପରେ ଲାଗିଲା ଆର୍‌ବିଆଇ କଟକଣା

ନୂଆଦିଲ୍ଲୀ,୬-୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡି ଥିବା ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ ଏଭଳି ପନ୍ଥା ଗ୍ରହଣ କରିଛି। ବ୍ୟାଙ୍କ ବୋର୍ଡକୁ ଆର୍‌ବିଆଇ ବରଖାସ୍ତ କରିଛି। ଏହା…

୨୭ରେ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୬-୩: ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ ସଂଘଗୁଡିକ ଚଳିତ ମାସ ୨୭ରେ ଧର୍ମଘଟ ଡାକରା ଦେଇଛନ୍ତି। ଏହି ସଂଘଗୁଡିକ ମଧ୍ୟରେ ଅଲ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲଇଜ ଆସୋସିଏଶନ (ଏଆଇବିଇଏ) ଏବଂ ଅଲ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ (ଏଆଇବିଓଏ)…

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା ଗିଲେ କମ୍ପାନୀ ପକ୍ଷରୁ ଏହାର ନୂଆ ଏସ୍‌ୟୁଭି କାର ଏଭଳି ସୁରକ୍ଷା ଦେବାକୁ ସକ୍ଷମ।…

କରୋନା ମୁକାବିଲାରେ ସାମିଲ୍‌ ହେଲେ ଜୁକରବର୍ଗ

ଓ୍ବାଶିଂଟନ,୫।୩: କରୋନା ସଂକ୍ରମଣ ଇତି ମଧ୍ୟରେ ପୃଥିବୀର ୮୨ଟି ଦେଶକୁ ବ୍ୟାପଛି। କରୋନା ମୁକାବିଲା ପାଇଁ ବିଶ୍ୱବ୍ୟାଙ୍କ, ଗୁଗଲ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଣ୍ଟା ଭିଡ଼ିଛନ୍ତି। ଏସବୁ ସଂଗଠନ ସହିତ ଫେସବୁକ୍‌ ପ୍ରତିଷ୍ଠାତା ଜୁକରବର୍ଗ ସାମିଲ୍‌ ହୋଇଛନ୍ତି। ସେ ଏସମ୍ପର୍କରେ ନିଜ…

କରୋନା ପ୍ରଭାବ: ମାସ୍କ୍‌, ସାନିଟାଇଜର ଦାମରେ ୧୦ଗୁଣା ବୃଦ୍ଧି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ପାଇଁ ମାସ୍କ ପିନ୍ଧିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି। ଏହା ସହିତ ହାତ ଧୋଇବା ଉପରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱାରୋପ କରିଛି। ଭଲ ଭାବେ…

ସର୍ବୋଚ୍ଚ ସ୍ତରରେ ସେବା କ୍ଷେତ୍ର ଉତ୍ପାଦନ

ନୂଆଦିଲ୍ଲୀ,୫-୩: ନୂଆ ଅର୍ଡରରେ ବୃଦ୍ଧି ଏବଂ ଉନ୍ନତ ବ୍ୟବସାୟିକ ବାତାବରଣ ଯୋଗୁ ଦେଶର ସେବା କ୍ଷେତ୍ର ପରଫରମାନ୍ସ ଫେବୃୟାରୀ ମାସରେ ଉନ୍ନତ ରହିଛି। ଏହି କ୍ଷେତ୍ରର ଉତ୍ପାଦନ ଫେବୃୟାରୀ ମାସରେ ୭ ବର୍ଷର ସର୍ବୋଚ୍ଚ ସ୍ତରରେ ରହିଥିବା ଜଣାପଡିଛି। ବୁଧବାର ପ୍ରକାଶ…

କ୍ରିପ୍ଟୋ କରେନ୍ସି ଟ୍ରେଡିଂ କଟକଣା ହଟିଲା

ନୂଆଦିଲ୍ଲୀ,୫-୩: ବିବାଦୀୟ କ୍ରିପ୍ଟୋକରେନ୍ସି କାରବାର ଉପରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨ ବର୍ଷ ପୂର୍ବେ ପ୍ରତିବନ୍ଧକ ଲଗାଇଥିଲା। ଦେଶ ମଧ୍ୟରେ ଏହାର କାରବାର ନ କରିବାକୁ ଲୋକଙ୍କୁ ବାରଣ କରାଯାଇଥିଲା। ବୁଧବାର ସୁପ୍ରିମକୋର୍ଟ କ୍ରିପ୍ଟୋକରେନ୍ସି କାରବାରକୁ ଅନୁମତି ପ୍ରଦାନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?