ବାଣିଜ୍ୟ

ତୃତୀୟ ତ୍ରୈମାସ ଜିଡ଼ିପି ୪.୭%କୁ ଖସିଲା

  ନୂଆଦିଲ୍ଲୀ,୨୯-୨: ଚଳିତ ଆର୍ଥତ୍କ ବର୍ଷ ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ୪.୭%କୁ ହ୍ରାସ ଘଟିଛି। ଏହା ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି ଜଣାପଡିଛି। ମାନୁଫାକ୍‌ଚରିଂ କ୍ଷେତ୍ର ଅଭିବୃଦ୍ଧି ମାନ୍ଦା ରହିବାକୁ ଏଭଳି ସ୍ଥିତି ଉପୁଜିଥିବା ସରକାର ଶୁକ୍ରବାର…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୧.୨୨%

ଭୁବନେଶ୍ୱର,୨୯-୨(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜାନୁୟାରୀରେ ଅପରିବର୍ତ୍ତିତ ୩୩୦ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟ ଥିଲା। ଏଥିରେ ୩ ପଏଣ୍ଟ ବୃଦ୍ଧି ପାଇ ୩୪୯ ପଏଣ୍ଟ ହୋଇଛି।…

ମାନ୍ଦାବସ୍ଥା ପ୍ରଭାବ ଶେଷ ହୋଇଛି: ସୀତାରାମନ

ନୂଆଦିଲ୍ଲୀ,୨୯-୨: ଦେଶ ମଧ୍ୟରେ ମାନ୍ଦାବସ୍ଥାର ପ୍ରଭାବ ଶେଷ ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ବିକାଶ ହାର ୫% ରହିବା ନେଇ ଏନ୍‌ଏସ୍‌ଓ ଆକଳନରେ କହିଛି। ଏଭଳି ସ୍ଥିତିରେ କରୋନା ଭାଇରସ ଉପରେ…

ଦଲାଲ ଷ୍ଟ୍ରିଟକୁ କରୋନା ଝଟକା

ମୁମ୍ବାଇ,୨୯-୨: କରୋନା ଭାଇରସର ପ୍ରଭାବ ବିଶ୍ୱ ବଜାରରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାର ପ୍ରଭାବରେ ଦେଶର ଦଲାଲ ଷ୍ଟ୍ରିଟର ପୁଞ୍ଜି ବଜାରକୁ କରୋନା ଭାଇରସ ଝଟକା ଲାଗିଛି। ଶୁକ୍ରବାର ବଜାରନରେ ଅନିଶ୍ଚିତା ଲାଗି ରହିବା କାରଣରୁ ଶେୟାର କାରବାର କ୍ଷତିଗ୍ରସ୍ତ…

କରୋନା ଯୋଗୁ ଶିଳ୍ପ ଜଗତର ଆଶଙ୍କା ବଢୁଛି

ନୂଆଦିଲ୍ଲୀ, ୨୮-୨: କରୋନା ଯୋଗୁ ବିଶ୍ୱ ବଜାରର ନକାରାତ୍ମକ ପ୍ରଭାବ ପଡିପାରେ। ଏହାକୁ ନେଇ ଶିଳ୍ପ ଜଗତ ଆଶଙ୍କା ପ୍ରକଟ କରିଛି। କରୋନା ପ୍ରଭାବରେ ବିଶ୍ୱ ଅଭିବୃଦ୍ଧି ୩୦ ବେସିସ୍‌ ପଏଣ୍ଟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଫଳରେ ସାରା ବିଶ୍ୱକୁ…

କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍‌

ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର ଆଶଙ୍କା ରହିଥିବା ମୁଡିଜ୍‌ ଆନାଲିଟକ୍ସ୍‌ ପକ୍ଷରୁ କୁହାଯାଇଛି। କରୋନା ଆତଙ୍କ ଯୋଗୁ ଚାଇନାର…

ଏଟିଏମ୍‌ରୁ ବାହାରୁଛି ଅଧିକ ୫୦୦ ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୨୭-୨: ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ଗୁଡିକରୁ ଏବେ ୨୦୦୦ ଟଙ୍କିଆ ନୋଟ ତୁଳନାରେ ଅଧିକ ୫୦୦ ଟଙ୍କିଆ ନୋଟ ବାହାରୁ ଥିବା ନଜରକୁ ଆସୁଛି। ୨୦୦୦ ଟଙ୍କିଆ ଭଳି ବଡ ମୂଲ୍ୟର ନୋଟକୁ ବଜାରରୁ ପ୍ରତ୍ୟାହାର ହେବା ଭଳି ପ୍ରତୀୟମାନ ହେଉଛି।…

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ସେହିପରି ବୈଜ୍ଞାନିକ ଅନୀଲ କାକୋଡ଼କରଙ୍କୁ ପରିଷଦର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ଆମେରିକାରେ ଅଧିକ ନିବେଶ କର: ଟ୍ରମ୍ପ

ନୂଆଦିଲ୍ଲୀ, ୨୬-୨: ଆମେରିକାରେ ଭାରତୀୟ ବାଣିଜ୍ୟ ଗୋଷ୍ଠୀ ଅଧିକ ନିବେଶ କରୁ ବୋଲି ଏଠାରେ ଶିଳ୍ପ ଜଗତକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଶିଳ୍ପଗୁଡିକ ଲାଗି ନିୟମ ସରଳୀକରଣ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ସେଠାରେ ଅର୍ଥବ୍ୟବସ୍ଥାକୁ ତ୍ୱରାନ୍ବିତ…

ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବଢୁଛି

କଲିକତା, ୨୬-୨: ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବୃଦ୍ଧି ଘଟୁଥିବା ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର ମଙ୍ଗଳବାର କହିଛନ୍ତି। ସେହିଭଳି ଜିଏସ୍‌ଟି ଆର୍‌ ୩ବି ଫାଇଲିଂରେ ବିଳମ୍ବ ଯୋଗୁ ଜରିମାନା ସୁଧ ବାବଦ ୪୬ ହଜାର କୋଟି ଟଙ୍କାର ଅର୍ଥ ଏବେ ମଧ୍ୟ…

କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର ୭୯୮…

୧.୦୫ ଲକ୍ଷ କୋଟି ଟଙ୍କା ନିବେଶ କରିବ ଗେଲ୍‌

ନୂଆଦିଲ୍ଲୀ, ୨୫-୨: ଦେଶର ସର୍ବବୃହତ୍ତ ଗ୍ୟାସ କମ୍ପାନୀ ଗେଲ୍‌ ଇଣ୍ଡିଆ ଲିମିଟେଡ ଆଗାମୀ ୫ ବର୍ଷରେ ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବା ନେଇ ଲକ୍ଷ୍ୟ ରଖିଛି। ପାଇପ ଲାଇନ ସମ୍ପ୍ରସାରଣ, ସହରୀ ଗ୍ୟାସ ବିତରଣ ନେଟଓ୍ବର୍କ, ପେଟ୍ରୋକେମିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?