ବାଣିଜ୍ୟ

‘ଷ୍ଟାର୍ଟଅପ୍‌ କରୁଥିବା ବ୍ୟକ୍ତି ହୋଇ ପାରିବେ ଧୀରୁଭାଇ ଅମ୍ବାନୀ’

ନୂଆଦିଲ୍ଲୀ, ୨୫-୨: ଛୋଟ ଛୋଟ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଦିନରେ ବହୁତ ବଡ ହେବାର ସମ୍ଭାବନା ରହିଛି। ଦେଶରେ ଷ୍ଟାର୍ଟ ଅପ୍‌ କରୁଥିବା ବ୍ୟକ୍ତି ଦିନେ ଧିରୁ ଭାଇ ଅମ୍ବାନୀ ହୋଇ ପାରିବେ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ…

ଟ୍ରମ୍ପଙ୍କ ଗସ୍ତକୁ ନେଇ ଶେୟାର ବଜାରରେ ଖୁସି ନୁହଁ

ନୂଆଦିଲ୍ଲୀ, ୨୫-୨: ସୋମବାରଠାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସିଛନ୍ତି। ଭାରତରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ହେଲେ ତାଙ୍କ ଗସ୍ତକୁ ନେଇ ଦେଶର ଶେୟାର ବଜାର ଖୁସି ନ ଥିବା ପରି ଲାଗୁଛି। ଶେୟାର ବଜାର ଉପରେ…

ଭାରତ ସହ ଟ୍ରେଡ ଡିଲ୍‌ ନେଇ ଟ୍ରମ୍ପ ଆଶାବାଦୀ

ଅହମ୍ମଦାବାଦ, ୨୫-୨: ଭାରତ ସହ ଏକ ଉତ୍ତମ ବାଣିଜି୍ୟକ ଚୁକ୍ତି ନେଇ ଆଶାବାଦୀ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର କହିଛନ୍ତି। ସେ ଏବେ ଭାରତ ଗସ୍ତରେ ଥିବା ବେଳେ ମୋତେରା ଷ୍ଟାଡିୟମଠାରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି।…

ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର

ନୂଆଦିଲ୍ଲୀ, ୨୪-୨: ଚାଇନାକୁ ଟପି ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର ହୋଇ ପାରିଛି। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ବୃହତ୍‌ ଅର୍ଥନୈତିକ ସମ୍ପର୍କ ସ୍ଥାପନ ହୋଇଥିବା ଜଣାପଡିଛି। ବାଣିଜ୍ୟ ମନ୍ତ୍ରଣାଳୟ ତଥ୍ୟ ମୁତାବକ ୨୦୧୮-୧୯ ଆର୍ଥତ୍କ ବର୍ଷରେ ଭାରତ-ଆମେରିକା…

ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୨୪-୨: ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବ ବୋଲି ସରକାର ରବିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗତ ଡିସେମ୍ବରରେ ରାଜ୍ୟ ପରିଚାଳିତ ଏବଂ ବୈଧ ଲଟେରି ଉପରେ ଏଭଳି ଟିକସ…

ଆଜି ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ ଦେଶବ୍ୟାପି ଅନଶନ

ନୂଆଦିଲ୍ଲୀ, ୨୪-୨: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ପକ୍ଷରୁ ସୋମବାର ଦେଶବ୍ୟାପୀ ଅନଶନ କରାଯିବ। ସରକାର ଘୋଷଣା କରିଥିବା ୬୯ ହଜାର କୋଟି ଟଙ୍କାର ପୁନରୁଦ୍ଧାର ପ୍ୟାକେଜ କାର୍ଯ୍ୟକାରୀ କରାଇବାରେ ବିଳମ୍ବ ହେବାରୁ ସଂଘ ପକ୍ଷରୁ ଏଭଳି…

ଟେଲିକମ୍‌ ଶିଳ୍ପକୁ ଆଶ୍ୱସ୍ତି ଲାଗି ବରିଷ୍ଠ ଅଧିକାରୀଙ୍କ ବୈଠକ

ନୂଆଦିଲ୍ଲୀ, ୨୪-୨:ଆଡଜଷ୍ଟେଡ ଗ୍ରସ ରେଭିନ୍ୟୁ(ଏଜିଆର୍‌) ବାବଦ ଦେୟ ପ୍ରଦାନ କରିବାକୁ ଟେଲିକମ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ଶିଳ୍ପରେ ଏବେ ସମସ୍ୟା ବଢିଯାଇଛି। କମ୍ପାନୀଗୁଡ଼ିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ଅର୍ଥ ପଇଠ କରିବା ସେମାନଙ୍କ ପକ୍ଷେ…

ପିଏମ୍‌ କିଷାନରେ କୃଷକଙ୍କୁ ୫୦,୮୫୦ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୨୩।୨ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ କେନ୍ଦ୍ର ସରକାର ୫୦,୮୫୦ କୋଟି ଟଙ୍କା ପ୍ରଦାନ କରିଥିବା ଶନିବାର କହିଛନ୍ତି। ଇନପୁଟ ଖର୍ଚ୍ଚ ଏବଂ ଘର ଖର୍ଚ୍ଚ ଉଠାଇବା ଦିଗରେ ଏହା ସହାୟକ ହେବ ବୋଲି ସରକାର ମତ ରଖିଛନ୍ତି। ଫେବୃୟାରି ୨୪ରେ ଉକ୍ତ…

ଗରିବୀ ସର୍ଭେ ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୨୨-୨: ଦେଶରେ ଗରିବୀର ଆକଳନ କରିବା ଲାଗି ସରକାର ନୂଆ ସର୍ଭେ ଆରମ୍ଭ କରିଛନ୍ତି। ଏହା ମଧ୍ୟରେ ପୋଷଣର ମାତ୍ରା, ପିଇବା ପାଣି, ହାଉସିଂ, ରନ୍ଧନ ପାଇଁ ବ୍ୟବହାର ହେଉଥିବା ସାମଗ୍ରୀର ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ଦେଶର ଲୋକଙ୍କ ନିକଟରେ…

ଉଚ୍ଚ ଟିକସ ପ୍ରସଙ୍ଗ ପୁଣି ଉଠାଇଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୨-୨: ଭାରତ ଆମେରିକା ସାମଗ୍ରୀ ଉପରେ ବୃହତ୍‌ ପରିମାଣର ଟିସକ ଲାଗୁ କରୁଥିବାରୁ ଏହା ଦ୍ୱାରା ବାଣିଜ୍ୟ ପ୍ରଭାବିତ ହେଉଛି ବୋଲି ଭାରତ ଗସ୍ତ ପୂର୍ବରୁ ୟୁଏସ୍‌ ରାଷ୍ଟ୍ରପତି ଡୋନାଲ୍ଠ ଟ୍ରମ୍ପ ଶୁକ୍ରବାର କହିଛନ୍ତି। ଭାରତରେ ଆମେରିକା ପ୍ରଡକ୍ଟର ବିକ୍ରି ବୃଦ୍ଧି…

୧୦% ମହଙ୍ଗା ହୋଇପାରେ ଟିଭି

ନୂଆଦିଲ୍ଲୀ,୨୨-୨: ଆସନ୍ତା ମାସରେ ଟିଭି ୧୦% ମହଙ୍ଗା ହୋଇପାରେ। ଭାରତକୁ ଅଧିକାଂଶ ଓପନ ସେଲ୍‌ ଟିଭି ପ୍ୟାନେଲ ଚାଇନାରୁ ସପ୍ଲାଇ ହୋଇଥାଏ। ଚାଇନାରେ କରୋନା ଭାଇରସ ଯୋଗୁ ଟିଭି ଯନ୍ତ୍ରାଂଶ ଉତ୍ପାଦନ ବନ୍ଦ ହୋଇଯାଇଛି। କିଛି ମାନୁଫାକଚରିଂ ଫାସିଲିଟିରେ କାମ ଆରମ୍ଭ…

ବିକାଶ ହାର ୪.୯% ରହିବା ଅନୁମାନ

ନୂଆଦିଲ୍ଲୀ,୨୨-୨: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଜିଡିପି ବିକାଶ ହାର ୪.୯% ରହିବା ନେଇ ଅନୁମାନ କରାଯାଇଛି। ବିକାଶ ହାର ଚଳିତ ଆର୍ଥତ୍କ ବର୍ଷ ୫% ରହିବ ବୋଲି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପୂର୍ବରୁ କହିଛି। ଏହି ଆକଳନ ତୁଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?