ବାଣିଜ୍ୟ

ରାଜ୍ୟଗୁଡ଼ିକୁ ୧୯,୯୫୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୧-୨: କେନ୍ଦ୍ର ସରକାର ରାଜ୍ୟଗୁଡ଼ି୧୯,୯୫୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ କରିଛନ୍ତି। ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ଗତ ସୋମବାର ଏହି ଅର୍ଥ ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଏହାଦ୍ୱାରା ରାଜ୍ୟଗୁଡିକୁ ମୋଟ୍‌ ୧.୨…

ସୁନା ଛୁଇଁବା ହେବ ସାତ ସପନ: ମାର୍ଚ୍ଚ-ଏପ୍ରିଲ୍‌ରେ ଟପିବ ୪୫ ହଜାର; ଡିସେମ୍ବରରେ ୫୦ ହଜାର !

ନୂଆଦିଲ୍ଲୀ,୨୦।୨: ଆଗକୁ ସୁନା ଛୁଇଁବା ସାତ ସପନ ପରି ହେବାକୁ ଯାଉଛି। ମାର୍ଚ୍ଚ-ଏପ୍ରିଲ୍‌ରେ ସୁନା ୧୦ ଗ୍ରାମ ପିଛା ଦାମ ୪୫ ହଜାର ଟଙ୍କା ଟପିବାର ସମ୍ଭାବନା ରହିଛି। ଗୁରୁବାର ସୁନା ୧୦ ଗ୍ରାମ ଦାମ ୪୧ ହଜାର ୭୯୮ ଟଙ୍କାରେ…

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ ଆମଦାନୀ ରପ୍ତାନୀ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି। ଫଳରେ ବିଶ୍ୱ ଅର୍ଥବ୍ୟବସ୍ଥା ଟଳମଳ ହେବାରେ…

କମ୍ପାନୀ ସୋମବାର ପୈଠ କରିପାରନ୍ତି ଏଜିଆର ଦେୟ

ନୂଆଦିଲ୍ଲୀ, ୧୭ା୨: ଭାରତୀ ଏୟାରଟେଲ, ଭୋଡାଫୋନ-ଆଇଡିଆ, ଟାଟା ଟେଲିସିର୍ଭିସେସ ଭଳି ଟେଲିକମ୍‌ କମ୍ପାନୀଗୁଡିକ ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭିନ୍ୟୁ (ଏଜିଆର୍‌) ବାବଦ ବକେୟା ଅର୍ଥ ସୋମବାର ପ୍ରଦାନ କରିପାରନ୍ତି। ଦେୟ ପ୍ରଦାନ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା ଥିବାରୁ କମ୍ପାନୀଗୁଡିକ…

ଏଜିଆର୍‌ ବକେୟା ପଇଠ କରିବ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୧୬।୨: ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭେନ୍ୟୁ(ଏଜିଆର୍‌) ବାବଦ ବକେୟା ଅର୍ଥ ପ୍ରଦାନ କରିବାକୁ ଭୋଡାଫୋନ-ଆଇଡିଆ ସମ୍ମତି ପ୍ରଦାନ କରିଛି। ଏହି ବାବଦରେ କେତେ ଅର୍ଥ ପ୍ରଦାନ କରାଯିବ ସେ ନେଇ କମ୍ପାନୀ ବର୍ତ୍ତମାନ ବିଚାର କରୁଛି। କମ୍ପାନୀ ବର୍ତ୍ତମାନ କ୍ଷତିରେ ଚାଲୁଥିବା ବେଳେ…

କ୍ୱିକ୍‌ ହିଲ୍‌ ପକ୍ଷରୁ ସୁରକ୍ଷା ପଦକ୍ଷେପ

ଭୁବନେଶ୍ୱର,୧୬।୨: ଆଇଟି ସୁରକ୍ଷା ଏବଂ ଡାଟା ସଂରକ୍ଷଣ ସୁବିଧା ପ୍ରଦାନ କରୁଥିବା କମ୍ପାନୀ କ୍ୱିକ ହିଲ୍‌ ଟେକ୍ନୋଲୋଜି ପକ୍ଷରୁ ଆନୁଆଲ ଥ୍ରେଟ୍‌ ରିପୋର୍ଟ ୨୦୨୦ ପ୍ରକାଶ ପାଇଛି। ଭାରତୀୟ ଉପଭୋକ୍ତାମାନେ ଅନଲାଇନରେ ସାଇବର ଅପରାଧୀଙ୍କ ଦ୍ୱାରା ସବୁଠାରୁ ସହଜ ଉପାୟରେ ଠକେଇର…

ଭାରତ ଲାଗି ଆଉଟଲୁକ ଷ୍ଟେବଲ ରଖିଲା ଏସ୍‌ ଆଣ୍ଡ୍‌ ପି

ନୂଆଦିଲ୍ଲୀ,୧୩-୨: ବିଶ୍ୱ ସ୍ତରୀୟ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୋଅର୍ସ( ଏସ୍‌ ଆଣ୍ଡ ପି) ପକ୍ଷରୁ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଆଉଟଲୁକ୍‌କୁ ଷ୍ଟେବଲ ବା ସ୍ଥିର ରଖାଯାଇଛି। ଆଗାମୀ ୨ରୁ ୩ ବର୍ଷ ମଧ୍ୟରେ ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆସିବ…

କେଏଲ୍‌ୟୁକୁ ଡାଇମଣ୍ଡ ରେଟିଂ

ହାଇଦ୍ରାବାଦ,୧୪|୨ – କୋନେରୁ ଲକ୍ଷ୍ମୌୟା ଡିମଡ ୟୁନିଭର୍ସିଟି (କେଏଲ୍‌ୟୁ) ଡାଇମଣ୍ଡ ରେଟିଂ ଲାଭ କରିଛି। ବିଶ୍ୱ ପ୍ରସିଦ୍ଧ କ୍ୟୁଏସ୍‌-୧ ଗଜ୍‌ ଅର୍ଗାନାଇଜେଶନ ପକ୍ଷରୁ ଏହି ପୁରସ୍କାର ମିଳିଥିବା ୟୁନିଭର୍ସିଟିର ଉପସଭାପତି ରାଜା ହାରିନ କହିଛନ୍ତି। ଅନୁଷ୍ଠାନ ପକ୍ଷରୁ ସବୁ କ୍ଷେତ୍ରରେ ସର୍ବୋତ୍ତମ…

ଓ୍ବାଟର ପ୍ୟୁରିଫାୟର ବଜାର ଅଂଶ ଦୃଢ଼ କରିବ ହାଭେଲ୍ସ

ଭୁବନେଶ୍ୱର,୧୪|୨ – ପ୍ରମୁଖ ଏଫ୍‌ଏମ୍‌ସିଜି ଏବଂ କଞ୍ଜ୍ୟୁମର ଡ୍ୟୁରେବୁଲ କମ୍ପାନୀ ହାଭେଲ୍ସ ଇଣ୍ଡିଆ ଲିମିଟେଡ (ଏଚ୍‌ଆଇଏଲ୍‌) ପକ୍ଷରୁ ଓଡିଶା ବଜାରରେ ନୂଆ ପରିବେଶ ଉପଯୋଗୀ ଓ୍ବାଟର ପ୍ୟୁରିଫାୟର ଡିଲାଇଟ ଆଲକାଲାଇନ ହାଇ ରିକଭରି ଶୁକ୍ରବାର ଶୁଭାରମ୍ଭ ହୋଇଛି। ଏହି ବର୍ଗରେ ସାରା…

କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦

ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ଚାଇନାରେ କରୋନାଭାଇରସରେ ୧୩ଶହଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର…

୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି।…

ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି

ନୂଆଦିଲ୍ଲୀ,୧୩-୨: ଜାନୁୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ବୁଧବାର ସରକାର ଜାରି କରିଥିବା ଡାଟାରୁ ଜଣାପଡିଛି। ଖାଉଟି ମୂଲ୍ୟ ସୂଚୀ( ସିପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?