ବାଣିଜ୍ୟ

ରପ୍ତାନିକାରୀଙ୍କ ଲାଗି ଅନିବାର୍ଯ୍ୟ ହେବ ଜିଏସ୍‌ଟିଇନ୍‌ ତଥ୍ୟ

ନୂଆଦିଲ୍ଲୀ,୧୦-୨: ରପ୍ତାନିକାରୀ ଏବଂ ଆମଦାନୀକାରୀଙ୍କ ଲାଗି ଫେବୃୟାରୀ ୧୫ରୁ ଜିଏସ୍‌ଟିଇନ୍‌ ତଥ୍ୟ ପ୍ରଦାନ କରିବା ଅନିବାର୍ଯ୍ୟ ହେବ। ସାମଗ୍ରୀ ଓ ସେବା ଟିକସ କ୍ଷେତ୍ରରେ ହେଉଥିବା ରାଜସ୍ବ ଠକେଇକୁ ରୋକିବା ଦିଗରେ ରାଜସ୍ବ ବିଭାଗ ଏଭଳି ପଦକ୍ଷେପ ଗ୍ରହଣ କରିଛି। ଏ…

ରାଜ୍ୟ ପାଇବେ ୩୫ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୧୦-୨: ରାଜ୍ୟଗୁଡିକ ଶୀଘ୍ର ଆଉ ୩୫ ହଜାର କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ଶୀଘ୍ର ପାଇବେ। ଜିଏସ୍‌ଟି ଲାଗୁ ହେବା ପରେ ରାଜ୍ୟ ସହୁଥିବା ରାଜସ୍ବ କ୍ଷତିକୁ ଭରଣା କରିବା ଲାଗି କେନ୍ଦ୍ର ସରକାର ଏଭଳି ବ୍ୟବସ୍ଥା କରିଛନ୍ତି। ଜିଏସ୍‌ଟି ଆସିବା…

କରୋନା ଯୋଗୁ ପର୍ଯ୍ୟଟନ ଶିଳ୍ପର ୩,୫୦୦ କୋଟି କ୍ଷତି ଆଶଙ୍କା

ନୂଆଦିଲ୍ଲୀ,୧୦-୨: କରୋନା ଭାଇରସ ଯୋଗୁ ଦେଶର ଅନ୍ୟ କ୍ଷେତ୍ର ଉପରେ ପ୍ରଭାବ ପଡୁଥିବା ଦେଖାଯାଉଛି। ଦେଶର ପର୍ଯ୍ୟଟନ ଶିଳ୍ପ ଏହା ଦ୍ୱାରା ଗଭୀର କ୍ଷତି ସହିଥିବା କୁହାଯାଉଛି। ଏକ ଗଣମାଧ୍ୟମ ରିପୋର୍ଟ ମୁତାବକ ଭାରତୀୟ ଟୁର ଅପରେଟରଙ୍କୁ ୩,୫୦୦ କୋଟି କ୍ଷତି…

ସେଲ୍‌ରେ ୫% ଅଂଶଧନ ବିକ୍ରି ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୧୦-୨: ଷ୍ଟିଲ ଅଥରିଟି ଇଣ୍ଡିଆ ଲିମିଟେଡ(ସେଲ୍‌)ରେ ୫% ଅଂଶଧନ ବିକ୍ରି କରିବାକୁ ସରକାର ଯୋଜନା କରୁଛନ୍ତି। ଅଫର ଫର ସେଲ ଦ୍ୱାରା ଏହି ଯୋଜନାକୁ ରୂପରେଖ ପ୍ରଦାନ କରାଯିବ। ନିବେଶ ଏବଂ ଲୋକ ସମ୍ପତ୍ତି ପରିଚାଳନା ବିଭାଗ(ଦୀପମ)ର ଜଣେ ବରିଷ୍ଠ ଅଧିକାରୀ…

‘ପେଟ୍ରୋଲିୟମ ପ୍ରଡକ୍ଟରେ ଜିଏସ୍‌ଟି ନେଇ ରାଜ୍ୟ ବିଚାର କରିବେ’

ନୂଆଦିଲ୍ଲୀ,୧୦-୨: ପେଟ୍ରୋଲ ଏବଂ ପେଟ୍ରୋଲିୟମ ପ୍ରଡକ୍ଟକୁ ଏବେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିସରରେ ରଖାଯାଇଛି। ପେଟ୍ରୋଲିୟମ ପ୍ରଡକ୍ଟ ଉପରେ ଜିଏସ୍‌ଟି କେବେ ଠାରୁ ଲାଗୁ କରାଯିବ ସେ ନେଇ ରାଜ୍ୟଗୁଡିକ ନିଷ୍ପତ୍ତି ନେବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ…

ଉପକୂଳ ସୁରକ୍ଷା ପାଇଁ ଜିଓ-ଟେକ୍ସଟାଇଲ ଟ୍ୟୁବ

ଭୁବନେଶ୍ୱର,୯-୨: ଉପକୂଳ ସୁରକ୍ଷା କ୍ଷେତ୍ରରେ ଜିଓ ଟେକ୍ସଟାଇଲ ଟ୍ୟୁବ ବେଶ ଉପଯୋଗୀ ସାବ୍ୟସ୍ତ ହୋଇଛି। କେନ୍ଦ୍ରାପଡା ଜିଲା ଉପକୂଳରେ ଏକ ଛୋଟିଆ ବସ୍ତି ପେନ୍ଥାଠାରେ ଉପକୂଳ ପ୍ରକଳ୍ପ ସୁରକ୍ଷା କ୍ଷେତ୍ରରେ ୩ ସ୍ତରୀୟ ଜିଓ ଟେକ୍ସଟାଇଲ ଉପଯୋଗ କରି ବେଶ ସଫଳ…

ସୁଗମ ହେବ ଏମ୍‌ଏସ୍‌ଏମ୍‌ଇକୁ ଋଣ ଯୋଗାଣ

ନୂଆଦିଲ୍ଲୀ,୯-୨: ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ଋଣ ଯୋଗାଣ ଧାରା ସୁଗମ ହେବ। ଯଦି ବିନା କୌଣସି କାରଣରେ ବ୍ୟାଙ୍କଗୁଡିକ ଏମ୍‌ଏସ୍‌ଏମ୍‌ଇଙ୍କୁ ଋଣ ଯୋଗାଣ ନେଇ ଅଗ୍ରାହ୍ୟ କରୁଥାନ୍ତି ତେବେ ଏହା ବିରୋଧରେ ସଂସ୍ଥାଗୁଡିକ ଅଭିଯୋଗ କରିପାରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ…

ମାର୍ଚ୍ଚ ୧୧ରୁ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୯-୨: ବେତନ ସଂଶୋଧନ ଦାବିରେ ଦେଶର ବ୍ୟାଙ୍କ ସଂଘଗୁଡିକ ପକ୍ଷରୁ ଜାନୁୟାରୀ ୩୧ ଏବଂ ଫେବୃୟାରୀରେ ୧ରେ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ସମୟରେ ମୋଟ ୪ ଦିନ ବ୍ୟାଙ୍କ ବନ୍ଦ ହୋଇଥିଲା। ଧର୍ମଘଟ ସଫଳ ହୋଇଥିବା ସଂଘଗୁଡିକ…

ପୁରୀ-ଅନୁଗୋଳ ମଧ୍ୟରେ ଦୀର୍ଘତମ ମେମୁ ସେବା

ଭୁବନେଶ୍ୱର,୯-୨ : ଅନୁଗୋଳ ଏବଂ ପୁରୀ ମଧ୍ୟରେ ଚଳାଚଳ କରୁଥିବା ପୁରୀ-ଅନୁଗୋଳ-ପୁରୀ ମେମୁ ଟ୍ରେନରେ ଅତିରିକ୍ତ ୪ ବଗି ସଂଯୋଗ କରାଇବାକୁ ସ୍ଥିର କରାଯାଇଛି। ଯାତ୍ରୀଙ୍କ ଚାହିଦାକୁ ଧ୍ୟାନରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ପୁରୀଠାରୁ ଚଳିତ ମାସ…

ଦିନେ ଥିଲେ ଧନ କୁବେର, ଏବେ ଦେବାଳିଆ

ନୂଆଦିଲ୍ଲୀ,୯-୨: ସମୟ ଥିଲା ବିଶ୍ୱ ସ୍ତରରେ ବିଲୟନେୟାରଙ୍କ ମଧ୍ୟରେ ଅନିଲ ଅମ୍ବାନୀ ୬ ନମ୍ବର ସ୍ଥାନରେ ରହିଥିଲେ। କିନ୍ତୁ ଏବେ ସେ ଦେବାଳିଆ ହୋଇ ଯାଇଛନ୍ତି। ତାଙ୍କର ନେଟ୍‌ ଓର୍ଥ ବା ମୋଟ୍‌ ମୂଳ ସମ୍ପତ୍ତି ଶୂନ ଏବଂ ଦେବାଳିଆ ସ୍ଥିତିକୁ…

୨୦୨୩ ସୁଦ୍ଧା କାର୍ଯ୍ୟକ୍ଷମ ହେବ ତାଳଚେର ସାର କାରଖାନା

ନୂଆଦିଲ୍ଲୀ,୮-୨: ୨୦୨୩ ସେପ୍ଟେମ୍ବର ସୁଦ୍ଧା ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ(ଟିଏଫ୍‌ଏଲ୍‌) କାର୍ଯ୍ୟକ୍ଷମ ହେବ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି.ସଦାନନ୍ଦ ଗୌଡା ଶୁକ୍ରବାର ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତରରେ ଗୌଡା କହିଛନ୍ତି ଯେ,…

ଷ୍ଟେଶନ ପରିସରରେ କଡାକଡି ହେବ ସ୍ବଚ୍ଛତା ନିୟମ

ଭୁବନେଶ୍ୱର,୮-୨: ଚଳିତ ମାସ ୧୦ ତାରିଖଠାରୁ ରେଳ ଓ ରେଳ ଷ୍ଟେଶନ ପରିସରରେ ସ୍ବଚ୍ଛତା ନିୟମ କଡାକଡି ହେବ। ନିୟମ ଅବମାନନା କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ନୂତନ ଜରିମାନା ବ୍ୟବସ୍ଥା ଲାଗୁ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?