ବାଣିଜ୍ୟ

ଫିକ୍କି ସର୍ଭେ: ଆର୍ଥିକ ବିକାଶ ହାର ୬% ରହିବ

ନୂଆଦିଲ୍ଲୀ,୨୭-୮: ଦେଶର ଆର୍ଥିକ ବିକାଶ ହାର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ହାରାହାରି ୬ ପ୍ରତିଶତ ରହିବ ବୋଲି ଉଦ୍ୟୋଗ ଜଗତ ପ୍ରତିନିଧି ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଫିକ୍କି) ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ...

୧୧ବର୍ଷର ସର୍ବନିମ୍ନ ସ୍ତରରେ ୟୁଆନ

ନୂଆଦିଲ୍ଲୀ,୨୭-୮: ଆମେରିକା ସହ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ କାରଣରୁ ଚାଇନାର ମୁଦ୍ରା ୟୁଆନ ସୋମବାର ଡଲାର ମୁକାବିଲାରେ ୧୧ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି। ଏବେ ଗୋଟିଏ ଡଲାର ବିନିମୟରେ ୟୁଆନ୍‌ ମୂଲ୍ୟ ୭.୧୪୮୭ ରହିଛି। ହଂକଂରେ ଗତ...

ସେନସେକ୍ସ ୭୯୩ ପଏଣ୍ଟ ବଢ଼ିଲା;୨.୪୧ ଲକ୍ଷ କୋଟି ସହ ନିବେଶକ ମାଲାମାଲ

ମୁମ୍ବାଇ,୨୭-୮: ସରକାରଙ୍କ ପକ୍ଷରୁ ଆର୍ଥିକ ପ୍ରୋତ୍ସାହନ ଘୋଷଣା ଏବଂ ଆଗାମୀ ଦିନରେ ଚାଇନା ଓ ଆମେରିକା ମଧ୍ୟରେ ପୁନର୍ବାର ବାଣିଜ୍ୟ ଯୁଦ୍ଧ ନେଇ ଆଲୋଚନା ହେବାର ସମ୍ଭାବନା ଭିତରେ ସୋମବାର ଦେଶର ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ ବୃଦ୍ଧି ପରିଲକ୍ଷିତ ହୋଇଛି।...

ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦେଶରେ ପିଆଜର...

ବିନା ଟିକେଟ ଯାତ୍ରୀଙ୍କ ଠାରୁ ରେଲଓ୍ବେ ଆୟ କରିଛି ୧୩୭୭ କୋଟି

ନୂଆଦିଲ୍ଲୀ,୨୭-୮: ଗତ ୩ ବର୍ଷର ଭାରତୀୟ ରେଲଓ୍ବେ ବିନା ଟିକେଟ ଯାତ୍ରୀଙ୍କ ଠାରୁ ଜରିମାନା ବାବଦରେ ୧୩୭୭ କୋଟି ଟଙ୍କା ଆୟ କରିଛି। ଏଥିଯୋଗୁ ମନ୍ତ୍ରଣାଳୟର ଆୟ ୩୧ ପ୍ରତିଶତ ବୃଦ୍ଧି ପାଇଛି। ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଅଧୀନରେ ପ୍ରାପ୍ତ...

ଜଲାନ କମିଟି ସୁପାରିସ୍‌ ବୋର୍ଡରେ ଗୃହୀତ;ସରକାରଙ୍କୁ ୧.୭୬ ଲକ୍ଷ କୋଟି ଦେବ ଆର୍‌ବିଆଇ

ମୁମ୍ବାଇ,୨୭-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) କେନ୍ଦ୍ର ସରକାରଙ୍କୁ ବଳକା ପାଣ୍ଠିରୁ ଲାଭାଂଶ ବାବଦରେ ୧.୭୬ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ସୋମବାର ଆର୍‌ବିଆଇର କେନ୍ଦ୍ରୀୟ ବୋର୍ଡ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇ ସୁପାରିସକୁ ଅନୁମୋଦନ କରାଯାଇଛି। କେନ୍ଦ୍ରୀୟ...

ସବୁ ଗାଁକୁ ମିଳିବ ଗ୍ରାମ ନେଟ୍‌ ଓ୍ବାଇଫାଇ ସଂଯୋଗ

ନୂଆଦିଲ୍ଲୀ, ୨୭-୮: ଦେଶର ସବୁ ଗ୍ରାମକୁ ଗ୍ରାମ ନେଟ୍‌ ମାଧ୍ୟମରେ ୧୦ରୁ ୧୦୦ ଏମ୍‌ବିପିଏସ୍‌ ଗତିରେ ଓ୍ବାଇଫାଇ ସୁବିଧା ଯୋଗାଇ ଦିଆଯିବ। ସି-ଡଟର ୩୬ତମ ପ୍ରତିଷ୍ଠା ଦିବସ ଅବସରରେ କେନ୍ଦ୍ର ଯୋଗାଯୋଗ ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ରାମରାଓ ଧୋତ୍ରେ ଏହି ସୂଚନା...

ଅଟୋ ଶିଳ୍ପରେ ସ୍ଥିତାବସ୍ଥା ଶୀଘ୍ର ଫେରିବ: ମର୍ସିଡିଜ୍‌ ଏମ୍‌ଡି

ଭୁବନେଶ୍ୱର, ୨୭-୮(ବ୍ୟୁରୋ): ଘରୋଇ ବଜାରର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥାର ଶିକାର ହୋଇଛି। ଲକଜ୍ୟୁରି କାର ନିର୍ମାଣକାରୀ କମ୍ପାନୀ ମର୍ସିଡିଜ ବେଞ୍ଜ ଇଣ୍ଡିଆ ମଧ୍ୟ ଏହା ଦ୍ୱାରା ପ୍ରଭାବିତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ କମ୍ପାନୀର...

କୁଚିନାର ପ୍ରାଥମିକତା ଟେକ୍ନୋଲୋଜିଯୁକ୍ତ ପ୍ରଡକ୍ଟ

ରୋଷେଇ ଘରେ ବ୍ୟବହାର ହେଉଥିବା ଚିମିନୀ ମାନୁଫାକଚରିଂ କ୍ଷେତ୍ରରେ କୁଚିନା ଏକ ପରିଚିତ ବ୍ରାଣ୍ଡ। ଏହା ଉକ୍ତ ବର୍ଗରେ ପ୍ରମୁଖ ବଜାର ଅଂଶୀଦାର ହୋଇ ପାରିଛି। କମ୍ପାନୀ ପ୍ରଡକ୍ଟରେ ନୂତନତ୍ୱ ଆଣିବା ସହ ନିଜର ଉପସ୍ଥିତିକୁ ବଢାଇବାରେ ଲାଗିଛି। ଏବେ...

ଅଟୋ ପାର୍ଟସ ଉଦ୍ୟୋଗକୁ ବ୍ୟାପିଲା ମାନ୍ଦାବସ୍ଥା;୧୦ ହଜାର କୋଟି କ୍ଷତି ସହିବେ ୪୦୦ କମ୍ପାନୀ

ନୂଆଦିଲ୍ଲୀ,୨୬-୮: ଭାରତୀୟ ଅଟୋ ଉଦ୍ୟୋଗ ଏବେ ଅନେକ ପ୍ରକାର ସଙ୍କଟର ସାମ୍ନା କରୁଛି। ମାନ୍ଦାବସ୍ଥାର ପ୍ରଭାବ ଏଭଳି ଛାଇ ଯାଇଛି ଯେ, ଅଟୋ ସେକ୍ଟରରେ ପ୍ରାୟ ସାଢ଼େ ୩ ଲକ୍ଷ କର୍ମଚାରୀଙ୍କୁ ଛଟେଇ କରାଯାଇସାରିଛି। ଆହୁରି ବହୁ କର୍ମଚାରୀ ବେକାର...

କର୍ପୋରେଟ ଇଣ୍ଡିଆ ପାଇଁ ସବୁଠୁ ଖରାପ ସମୟ ଥିଲା ଗତ ୫ବର୍ଷ

ନୂଆଦିଲ୍ଲୀ,୨୬-୮: କର୍ପୋରେଟ ଇଣ୍ଡିଆ ପାଇଁ ଗତ ୫ ବର୍ଷ(ଆର୍ଥିକ ବର୍ଷ ୨୦୧୩-୧୪ରୁ ୨୦୧୭-୧୮) ସବୁଠୁ ଖରାପ ସମୟ ଥିଲା। ଦୀର୍ଘ ୨୫ ବର୍ଷ ଭିତରେ ଏଭଳି ଖରାପ ସମୟ ଦେଖାଯାଇ ନ ଥିଲା। କମ୍ପାନୀଗୁଡ଼ିକର ବିକ୍ରି ଅଭିବୃଦ୍ଧି ତଥା ଟିକସ...

୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟାଙ୍କ ଜାଲିଆତି;ବୋର୍ଡ ଗଠନ କଲା ସିଭିସି

ନୂଆଦିଲ୍ଲୀ,୨୬-୮: କେନ୍ଦ୍ରୀୟ ଭିଜିଲାନ୍ସ କମିଶନ(ସିଭିସି) ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟାଙ୍କ ଜାଲିଆତିର ତଦନ୍ତ ତଥା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସୁପାରିସ୍‌ କରିବା ଲାଗି ପୂର୍ବ ଭିଜିଲାନ୍ସ କମିଶନର ଟି.ଏମ୍‌.ଭସିନଙ୍କ ଅଧ୍ୟକ୍ଷତାରେ ଏକ ବ୍ୟାଙ୍କିଙ୍ଗ୍‌ ଜାଲିଆତି ସମ୍ପର୍କିତ ପରାମର୍ଶଦାତା ବୋର୍ଡ(ଏବିବିଏଫ୍‌) ଗଠନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri