ବାଣିଜ୍ୟ

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮-୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ବେସ୍‌ଡ ଲେଣ୍ଡିଂ ରେଟ୍‌ (ଏମ୍‌ସିଏଲ୍‌ଆର୍‌) ବା ଋଣ ସୁଧ ହ୍ରାସ ସମ୍ପର୍କରେ ଘୋଷଣା କରାଯାଇଛି। ବ୍ୟାଙ୍କ ପକ୍ଷରୁ ୦.୦୫% ଏମ୍‌ସିଏଲ୍‌ଆର୍‌ ହ୍ରାସ କରାଯାଇଛି। ଏହା ଦ୍ୱାରା ଋଣ ଉପରେ…

ତ୍ୱରିତ ହେବ ଚେକ୍‌ କ୍ଲିୟରାନ୍ସ ଧାରା

ନୂଆଦିଲ୍ଲୀ,୭-୨: ଚେକ୍‌ କ୍ଲିୟରାନ୍ସ ଧାରାକୁ ତ୍ୱରାନ୍ବିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହା ପଦକ୍ଷେପ ଅନ୍ତର୍ଗତ ସେପ୍ଟେମ୍ବରରୁ ଚେକ୍‌ ଟ୍ରଙ୍କେଶନ ସିଷ୍ଟମ(ସିଟିଏସ୍‌) ବ୍ୟବସ୍ଥା ଆସିବ। ଏହା ସାରା ଦେଶ ଲାଗି ଲାଗୁ କରାଯିବ। ଏହି ସିଷ୍ଟମକୁ…

ଆଧାର ଭିତ୍ତିକ ଇ-ପାନ୍‌ ପ୍ରଦାନ ବ୍ୟବସ୍ଥା ଶୀଘ୍ର

ନୂଆଦିଲ୍ଲୀ,୭-୨: ଆଧାର ତଥ୍ୟ ପ୍ରଦାନ ଦ୍ୱାରା ତ୍ୱରିତ ଭିତ୍ତିରେ ଅନ୍‌ଲାଇନରେ ପାନ୍‌ କାର୍ଡ ପ୍ରଦାନ ବ୍ୟବସ୍ଥା ଚଳିତ ମାସରୁ ଆରମ୍ଭ କରାଯିବ। ରାଜସ୍ବ ସଚିବ ଅଜୟ ଭୂଷଣ ପାଣ୍ଡେ ଏ ନେଇ ଗୁରୁବାର ସୂଚନା ଦେଇଛନ୍ତି। ବଜେଟ ୨୦୨୦-୨୧ରେ ଏନେଇ ପ୍ରସ୍ତାବ…

ମହିନ୍ଦ୍ରାର ‘ଡ୍ରିଭେନ ବାଏ ପରପସ୍‌’ ଥିମ୍‌ ମଡେଲ

ନୂଆଦିଲ୍ଲୀ,୭-୨: ଗ୍ରେଟର ନଏଡାରେ ଅନୁଷ୍ଠିତ ହେଉଥିବା ଅଟୋଏକ୍ସପୋ ୨୦୨୦ରେ ପ୍ରମୁଖ ଯାନ ନିର୍ମାତା କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପକ୍ଷରୁ ‘ଡ୍ରିଭେନ ବାଏ ପରପସ୍‌’ ଥିମ୍‌ ମଡେଲ ଉନ୍ମୋଚନ କରାଯାଇଛି। ଅଭିନବ, ଭବିଷ୍ୟ ଉପଯୋଗୀ ପ୍ରଡକ୍ଟ, ଟେକ୍ନୋଲୋଜି ଏବଂ ମୋବିଲିଟି ସଲ୍ୟୁଶନକୁ…

ରେପୋ ରେଟ୍‌ ଅପରିବର୍ତ୍ତିତ

ମୁମ୍ବାଇ,୭-୨: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ବୈଠକରେ ରେପୋ ରେଟ୍‌ ବା ସୁଧହାର ସମ୍ପର୍କରେ ଘୋଷଣା କରିଛି। କେନ୍ଦ୍ରୀୟ ବ୍ୟାଙ୍କ ରେପୋ ହାରକୁ ଚଳିତ ଥର ଅପରିବର୍ତ୍ତିିତ ରଖିଛି। ମୁଦ୍ରାସ୍ଫୀତିର ଅନିଶ୍ଚିତତାକୁ ବିଚାର କରି…

ନିରାପତ୍ତା କାର୍ଯ୍ୟ ଲାଗି ବାତିଲ ରହିବ ୩ ଟ୍ରେନ

ଭୁବନେଶ୍ୱର,୭-୨: ପାରାଦୀପ ରେଳ ଷ୍ଟେଶନଠାରେ ହରିଦାସପୁର-ପାରାଦୀପ ନୂଆ ରେଳ ଲାଇନ ସଂଯୋଗ ସମ୍ବନ୍ଧୀୟ ନିରାପତ୍ତା ତଥା ଆଧୁନିକୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହା ଫଳରେ କଟକ-ପାରାଦୀପ ରେଳ ସେକ୍ସନରେ ଆସନ୍ତା ୭ ତାରିଖଠାରୁ ୯ ତାରିଖ ତାରିଖ ପର୍ଯ୍ୟନ୍ତ ୩ ଟ୍ରେନ…

ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ,୫-୨: ରିଜର୍ଭ ବ୍ୟାଙ୍କର ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୬ ସଦସ୍ୟ ବିଶିଷ୍ଟ ଏହି କମିଟିର ବୈଠକ ୩ ଦିନ ଧରି ଚାଲିବା ସହ ମୁଦ୍ରାନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା ହେବ।…

୪.୯% ରହିପାରେ ଭାରତର ବିକାଶ ହାର: ମୁଡିସ୍‌

ମୁମ୍ବାଇ,୫-୨: ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଢାଞ୍ଚାଗତ ଏବଂ ଚକ୍ରୀୟ ଚ୍ୟାଲେଞ୍ଜ ଦେଇ ଗତି କରୁଛି। ଏଭଳି ସମୟରେ ନିକଟରେ ଉପସ୍ଥାପନ ହୋଇଥିବା ଦେଶର ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ରେ ଦେଶର ଜିଡ଼ିପି ଅଭିବୃଦ୍ଧିକୁ ନେଇ କରିଥିବା ପୂର୍ବାନୁମାନ…

ଆଇପିଓ ପ୍ରସ୍ତାବକୁ ଏଲ୍‌ଆଇସି କର୍ମଚାରୀ ସଂଘର ବିରୋଧ

ମୁମ୍ବାଇ,୫-୨: ଏଲ୍‌ଆଇସିରେ ଅଂଶଧନ ବିକ୍ରି ନେଇ ସରକାର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଏହାର ଆଇପିଓ ଆସନ୍ତା ଆର୍ଥିକ ଦ୍ୱିତୀୟ ତ୍ରୈମାସରେ ଆସିପାରେ ବୋଲି କୁହାଯାଇଛି। ଏହି ଆଇପିଓ ପ୍ରସ୍ତାବ ଏଲ୍‌ଆଇସି କର୍ମଚାରୀ ସଂଘ ପକ୍ଷରୁ ମଙ୍ଗଳବାର ବିରୋଧ କରାଯାଇଛି। ଏହାକୁ ବିରୋଧ…

ଏୟାର ଇଣ୍ଡିଆରେ ୧୦୦% ଏଫ୍‌ଡିଆଇ ଲାଗି କାର୍ଯ୍ୟକ୍ରମ ଜାରି

ନୂଆଦିଲ୍ଲୀ,୫-୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆରେ ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏଭଳି ସ୍ଥିତିରେ ବିମାନ କମ୍ପାନୀରେ ୧୦୦% ବିଦେଶୀ ପୁଞ୍ଜି ନିବେଶକୁ ଅନୁମତି ଦେବାକୁ କାର୍ଯ୍ୟପନ୍ଥା ଗ୍ରହଣ କରୁଥିବା ଜଣାପଡିଛି। ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ…

୩.୩୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ମୁମ୍ବାଇ,୫-୨: ବଜେଟ ଘୋଷଣା ହେବା ପରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ରେକର୍ଡ ପରିମାଣର ହ୍ରାସ ହୋଇଥିଲା। ମଙ୍ଗଳବାର ଶେୟାର କାରବାର ଉନ୍ନତ ହେବା ସହ ଷ୍ଟକ ବଜାର ସୂଚକାଙ୍କ ୯୧୭ ପଏଣ୍ଟ ବଢିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୩.୩୭ ଲକ୍ଷ…

ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ପ୍ରୋତ୍ସାହନ

ନୂଆଦିଲ୍ଲୀ,୫-୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷେତ୍ରରେ ସାମଗ୍ରୀ କ୍ରୟରେ ଦୋକାନରୁ ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ସରକାର ଉତ୍ସାହିତ କରିବାକୁ ଏକ ଯୋଜନା ଆଣିଛନ୍ତି। ଏହା ଅନ୍ତର୍ଗତ ଏକ ଲଟେରୀ ବ୍ୟବସ୍ଥା କରାଯାଇଛି। ଏଥିରେ ଲୋକମାନେ ୧୦ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?