ବାଣିଜ୍ୟ

ଚାଷୀଙ୍କ ପାଇଁ ୧୬ସୂତ୍ରୀ ଯୋଜନା: ୨୦୨୨ ସୁଦ୍ଧା ଆୟ ହେବ ୨ ଗୁଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ ନେଇ…

ଜିଡିପି ୬.୫% ଛୁଇଁବା ଆଶା

ନୂଆଦିଲ୍ଲୀ,୧ା୨: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏପ୍ରିଲ ପହିଲାରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଦେଶର ଜିଡିପି…

ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧-୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍‌ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି। ଲୋକଙ୍କର…

ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍‌ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ

  ମୁମ୍ବାଇ,୧-୨: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍‌ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ…

୫% ଜିଡିପି ହାସଲ କଷ୍ଟସାଧ୍ୟ

ନୂଆଦିଲ୍ଲୀ,୧-୨:ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୪.୫% ଖସିଛି। ମାନ୍ଦାବସ୍ଥା ଯୋଗୁ ବିକାଶ ହାର ନିମ୍ନଗାମୀ ହେଉଛି। ଏଭଳି ସ୍ଥଳେ ୫% ଜିଡିପି ଅଭିବୃଦ୍ଧି ହାସଲ କରିବା ମଧ୍ୟ…

ଆୟକର ଛାଡ ସୀମା ବୃଦ୍ଧି ଆଶା

ନୂଆଦିଲ୍ଲୀ,୩୧-୧: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟର ଅଧିବେଶନ ଆରମ୍ଭ ହେଉଛି। ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବା ପରେ ଫେବୃୟାରୀ ପହିଲାରେ ବଜେଟ ଆସିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିବେ। ଚଳିତ ଆର୍ଥତ୍କ ବର୍ଷ…

ଆଜିଠାରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୧-୧: ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ଦେଇଥିବା କର୍ମଚାରୀଙ୍କ ଲାଗି ୧୫% ବେତନ ବୃଦ୍ଧି ପ୍ରସ୍ତାବକୁ ବ୍ୟାଙ୍କ ସଂଘ ଅଗ୍ରାହ୍ୟ କରି ଦେଇଛନ୍ତି। ଫଳରେ ବ୍ୟାଙ୍କ କର୍ମଚାରୀମାନେ ୨ ଦିିନିଆ ଧର୍ମଘଟରେ ସାମିଲ ହେବେ ବୋଲି ଜଣାପଡିଛି। ବେତନ ସଂଶୋଧନକୁ ନେଇ…

ଆଜିଠାରୁ ୪ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୩୦-୧: ଗୁରୁବାରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪ ଦିନ ବନ୍ଦ ରହିବ। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ଶୁକ୍ରବାର ଏବଂ ଶନିବାର ବ୍ୟାଙ୍କଗୁଡିକର ମଳିତ ସଂଘ ପକ୍ଷରୁ ଦୁଇ ଦିନ ଦେଶ ବ୍ୟାପି ଧର୍ମଘଟ ଡାକରା ଦିଆଯାଇଛି।…

୩୧ରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୦-୧: ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଚଳିତ ମାସ ୩୧ (ଶୁକ୍ରବାର) ଏବଂ ୧ ଫେବୃୟାରୀ( ଶନିବାର) ୨ ଦିନିଆ ଦେଶ ବ୍ୟାପି ଧର୍ମଘଟ ଡାକରା ଦିଆଯାଇଛି। ଏହି ଦିନଗୁଡିକରେ ଦେଶର ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧାରଣାକୁ…

ରତନ ଟାଟାଙ୍କ ପାଦ ଛୁଇଁଲେ ନାରାୟଣ ମୂର୍ତ୍ତି

ନୂଆଦିଲ୍ଲୀ,୨୯।୧: ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ କୋଟିପତି ବ୍ୟବସାୟୀଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ତାଙ୍କୁ ଟାଇକୋନ ପକ୍ଷରୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ପୁରସ୍କାର ସମାରୋହରେ ଅନ୍ୟତମ ପ୍ରତିଷ୍ଠିତ ବ୍ୟବସାୟୀ ତଥା ଇନ୍‌ଫୋସିସ୍‌ର…

ପୁଣି ଲାଗୁ ହେଉ ସମ୍ପତ୍ତି ଟିକସ: ଅଭିଜିତ ବାନାର୍ଜୀ

ନୂଆଦିଲ୍ଲୀ, ୨୯- ୧ : ବର୍ତ୍ତମାନ ଲୋକଙ୍କ ମଧ୍ୟରେ ରହିଥିବା ଅସମାନତାକୁ ବିଚାର କରି ଭାରତ ଆଗାମୀ ସାଧାରଣ ବଜେଟରେ ସମ୍ପତ୍ତି ଟିକସ ଲାଗୁ କରିବାର ଆବଶ୍ୟକତା ରହିଥିବା ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜୀତ ବାନାର୍ଜୀ କହିଛନ୍ତି। ଏହା ସହ ସମ୍ପତ୍ତିର…

ଏୟାର ଇଣ୍ଡିଆ ଘରୋଇକରଣ ଲାଗି ସଜବାଜ

ନୂଆଦିଲ୍ଳୀ,୨୮-୧: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଘରୋଇକରଣ ଲାଗି ସରକାର ପ୍ରଥମଥର ପ୍ରଚେଷ୍ଠାରେ ବିଫଳ ହେବା ପରେ ପୁଣି ଥରେ ଏନେଇ ମନ ବଳାଇଛନ୍ତି। ଏଥିଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ଦୁଇ ବର୍ଷ ମଧ୍ୟରେ ସରକାର ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?