ବାଣିଜ୍ୟ

୯୦,୩୯୫ କୋଟି ଋଣ ପ୍ରଦାନର ସମ୍ଭାବନା

ଭୁବନେଶ୍ୱର,୨୮-୧: ବର୍ଷ ୨୦୨୦-୨୧ ଲାଗି ରାଜ୍ୟର ଅଗ୍ରାଧିକାର କ୍ଷେତ୍ରଗୁଡିକୁ ପ୍ରାୟ ୯୦,୩୯୫ କୋଟି ଟଙ୍କାର ଋଣ ଯୋଗାଣ ନେଇ ସମ୍ଭାବନା ରହିଛି। ବ୍ୟାଙ୍କଗୁଡିକ ଏ ଦିଗରେ ନିଜର ଯୋଗଦାନ ରଖି ପାରିବେ। ଜାତୀୟ କୃଷି ତଥା ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)…

କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ଶହ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହା ଦ୍ୱାରା ପୃଥିବୀର ଅର୍ଥନୀତି ଦୋହଲିଯିବାର ଆଶଙ୍କା ଦେଖାଦେଇଛି।…

ପାନ୍‌ , ଆଧାର ତଥ୍ୟ ନ ଦେଲେ କଟିବ ୨୦% ଟିଡିଏସ୍‌

ନୂଆଦିଲ୍ଳୀ,୨୬-୧: ଟାକ୍ସ ଡିଡକ୍ସନ ଆଟ୍‌ ସୋର୍ସ (ଟିଡିଏସ୍‌) ନିୟମରେ ସରକାର ପରିବର୍ତ୍ତନ କରିଛନ୍ତି। ନୂଆ ନିୟମ ମୁତାବକ କୌଣସି କର୍ମଚାରୀଙ୍କ ବେତନ ଟିଡିଏସ୍‌ କଟିବା ଯୋଗ୍ୟ ହୋଇଥିଲେ, ସେ ପାନ୍‌ ବା ଆଧାର ତଥ୍ୟ ଦେବା ବାଧ୍ୟତାମୂଳକ କରାଯାଇଛି। କର୍ମଚାରୀ ଏହା…

ଉଲ୍ଲେଖନୀୟ ପ୍ରଦର୍ଶନ ଧାରା ଜାରି ରଖିଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୬-୧ : ୭୧ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ପୂର୍ବତଟ ରେଳପଥ ପରିବାର ଏବଂ ଅଂଶୀଦାରଙ୍କୁ ଅଭିନନ୍ଦନ। ଏଭଳି ଏକ ପବିତ୍ର ଦିବସରେ ଭାରତର ପ୍ରଗତିକୁ ଆଗେଇ ନେବା ଲାଗି ଆମର ଉଦ୍ୟମକୁ ନିରବଛିନ୍ନ ଭାବେ ଚଳାଇ ରଖିବା ନିମନ୍ତେ ଆସନ୍ତୁ…

ଏସ୍‌ବିଆଇ କେନ୍ଦ୍ରୀୟ ବୋର୍ଡକୁ ମନୋନୀତ ହେଲେ ଦେବାଶିଷ ପଣ୍ଡା

ନୂଆଦିଲ୍ଳୀ,୨୬-୧: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆର୍ଥତ୍କ ସେବା ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ଦେବାଶିଷ ପଣ୍ଡାଙ୍କୁ ସରକାର ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) କେନ୍ଦ୍ରୀୟ ବୋର୍ଡକୁ ମନୋନୀତ କରିଛନ୍ତି। କେନ୍ଦ୍ରୀୟ ବୋର୍ଡରେ ସେ ନିର୍ଦ୍ଦେଶକ ଭାବେ…

ଅଧିକ ଢାଞ୍ଚାଗତ ସଂସ୍କାର ଲୋଡା: ଶକ୍ତିକାନ୍ତ ଦାସ

ମୁମ୍ବାଇ,୨୫-୧: ଆର୍ଥତ୍କ ବର୍ଷ ୨୦୨୦-୨୧ ଲାଗି ସାଧାରଣ ବଜେଟ ଆସିବାକୁ ଆଉ ଗୋଟିଏ ସପ୍ତାହ ବାକି ରହିଛି। ଦେଶର ଜିଡିପି ଅଭିବୃଦ୍ଧିକୁ ବଢାଇବା ଲାଗି ଅଧିକ ଢାଞ୍ଚାଗତ ସଂସ୍କାର ଲୋଡା। ଏହା ହେଲେ ଚାହିଦା ବୃଦ୍ଧିରେ ସହାୟକ ହେବ। କେବଳ ମୁଦ୍ରାନୀତି…

ଶୀଘ୍ର ଅଭିବୃଦ୍ଧି ପଥକୁ ଫେରିବ ଭାରତ

ଡାଭୋସ,୨୫-୧ : ମାନ୍ଦାବସ୍ଥା ଦେଇ ଗତି କରୁଥିବା ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଶୁକ୍ରବାର ଆଶ୍ୱସ୍ତି ଭରା ଖବର ଆଣିଛି। ଭାରତରେ ଲାଗି ରହିଥିବା ମାନ୍ଦାବସ୍ଥା ଅସ୍ଥାୟୀ। ଶୀଘ୍ର ଘରୋଇ ଅର୍ଥ ବ୍ୟବସ୍ଥା ଅଭିବୃଦ୍ଧି ପଥକୁ ଫେରିବ।…

୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବ ମାଷ୍ଟରକାର୍ଡ

ଭୁବନେଶ୍ୱର,୨୫-୧: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ପୂର୍ବକ ପ୍ରମୁଖ କମ୍ପାନୀ ମାଷ୍ଟର କାର୍ଡ ସାରା ଦେଶରେ କ୍ୟାଶଲେସ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛି। ଏହା ଦ୍ୱାରା କମ୍ପାନୀ ଚଳିତ ବର୍ଷ ଶେଷ ସୁଦ୍ଧା ୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛି।…

ଧର୍ମଘଟ ଯୋଗୁ ପ୍ରଭାବିତ ହୋଇପାରେ ବ୍ୟାଙ୍କ କାରବାର

ମୁମ୍ବାଇ,୨୫-୧: ୩୧ ଜାନୁୟାରୀଠାରୁ ଆରମ୍ଭ ହେଉଥିବା ୨ ଦିନିଆ ଦେଶ ବ୍ୟାପି ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ କାରବାର ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଏହି ସମୟରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)…

୧୦% କମିପାରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୨୫-୧: ଚଳିତ ଆର୍ଥତ୍କ ବର୍ଷରେ ପ୍ରତ୍ୟକ୍ଷ ଟିକସ ବାବଦ ସଂଗ୍ରହ ୧୦% କମିପାରେ। ଦେଶର କର୍ପୋରେଟ ଏବଂ ଆୟକର ସଂଗ୍ରହ ଗତ ୨ ଦଶନ୍ଧି ମଧ୍ୟରେ ପ୍ରଥମ ଥର ଲାଗି କମିପାରେ ବୋଲି ରୟଟର୍ସକୁ ପ୍ରାୟ ୧୨ ଟିକସ ଅଧିକାରୀ ବରିଷ୍ଠ…

ଟାଟା-ମିସ୍ତ୍ରି ମାମଲା: ଏନ୍‌ସିଏଲ୍‌ଏଟିଙ୍କ ଆଉ ଏକ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

  ନୂଆଦିଲ୍ଲୀ,୨୫-୧: ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି କର୍ପୋରେଟ ବିବାଦ ମାମଲାରେ ସୁପ୍ରିମକୋର୍ଟ ନ୍ୟାଶନାଲ କମ୍ପାନୀ ଆଇନ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ଦେଇଥିବା ଆଉ ଏକ ରାୟ ଉପରେ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ଏହି ମାମଲାରେ ପ୍ରଥମେ ଏନ୍‌ସିଏଲ୍‌ଏଟି ସାଇରସ…

ରିୟଲ ଇଷ୍ଟେଟରେ ବଢୁ ଟିକସ ରିହାତି

ନୂଆଦିଲ୍ଲୀ,୨୪-୧: ଦେଶର ରିୟଲ ଇଷ୍ଟେଟ କ୍ଷେତ୍ର ବର୍ତ୍ତମାନ ବିଭିନ୍ନ ସମସ୍ୟା ସହ ଜୁଝୁ ଥିବା ବେଳେ ଏହି କ୍ଷେତ୍ରରେ ଚାହିଦା ବଢାଇବା ଲାଗି ଶିଳ୍ପ ସଂଘ କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ସରକାରଙ୍କୁ ବିଭିନ୍ନ ପରାମର୍ଶ ଦେଇଛି। ସିଆଇଆଇ କହିଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?