ବାଣିଜ୍ୟ

ଆର୍‌ବିଆଇ ବୋର୍ଡ ବୈଠକରେ ଉଠିପାରେ ଡିଭିଡେଣ୍ଡ ପ୍ରସଙ୍ଗ

ନୂଆଦିଲ୍ଲୀ,୨୦-୧: ବର୍ତ୍ତମାନ ସରକାର ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବା ଦିଗରେ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି। ଟିକସ ସଂଗ୍ରହ କମିଥିବାରୁ ରାଜକୋଷ ଉପରେ ଏବେ ଚାପ ରହିଛି। ଏହାକୁ ଧ୍ୟାନରେ ରଖି ସରକାର କେନ୍ଦ୍ରୀୟ ବ୍ୟାଙ୍କଠାରୁ ଅଧିକ ଅର୍ଥ ଆଶା…

୨୦ରେ ହାଲଓ୍ବା ସେରିମନି

ନୂଆଦିଲ୍ଲୀ,୧୯-୧: ଚଳିତ ମାସ ୨୦ ତାରିଖରେ ହାଲଓ୍ବା ସେରିମନି ଅନୁଷ୍ଠିତ ହେବ। ପ୍ରଥା ଅନୁସାରେ ଏହି ଦିନ ବଜେଟ ଦସ୍ତାବିଜ ପ୍ରିଣ୍ଟ ଆରମ୍ଭ ହୋଇଥାଏ। ଫେବୃୟାରୀ ପହିଲାରୁ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦ରେ ହାଲଓ୍ବା…

ପୂର୍ବତନ ଭୂଷଣ ସିଏମ୍‌ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍‌ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ କାରବାର ନିରୋଧି ଆଇନ ଅନୁସାରେ ଦିଲ୍ଲୀ ଏବଂ ଲଣ୍ଡନସ୍ଥିତ ସମ୍ପତ୍ତି ଜବତ ହୋଇଥିବା ପ୍ରବର୍ତ୍ତନ…

୭ ଲକ୍ଷ କୋଟି ଟଙ୍କା ବଢିଲା ଆଲଫାବେଟର ବଜାର ପୁଞ୍ଜୀକରଣ

ନୂଆଦିଲ୍ଲୀ,୧୯-୧: ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ପ୍ରଥମଥର ଲାଗି ୧ ଟ୍ରିଲିୟନ ଡଲାର(୭୧ ଲକ୍ଷ କୋଟି ଟଙ୍କା) ଟପିଛି। ପ୍ରବାସୀ ଭାରତୀୟ ସୁନ୍ଦର ପିଚାଇ କମ୍ପାନୀର ସିଇଓ ହେବାର ଦେଢ ମାସ ପରେ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ୧୨%…

ଘରକ୍ରେତା, ବ୍ୟାଙ୍କ ଟଙ୍କା ବିଦେଶୀରେ ନିବେଶ କରିଛି ୟୁନିଟେକ୍‌

ନୂଆଦିଲ୍ଲୀ,୧୯-୧: ରିୟଲ ଇଷ୍ଟେଟ କମ୍ପାନୀ ୟୁନିଟେକ୍‌ ଗ୍ରାହକଙ୍କ ଝାଳବୁହା ଧନକୁ ଠକେଇ କରି ବିଦେଶର ଅଫସୋର କମ୍ପାନୀରେ ନିବେଶ କରିଛି। ସେହିଭଳି ବ୍ୟାଙ୍କର ଋଣ ଅର୍ଥକୁ କମ୍ପାନୀ ଏଭଳି କାର୍ଯ୍ୟରେ ଲଗାଇଛି। ଏହି ଭାବେ ୟୁନିଟେକ ୨୯,୮୦୦ ଗ୍ରାହକ ଏବଂ ବ୍ୟାଙ୍କଗୁଡିକୁ…

ଜିଏସ୍‌ଟି ଆଦାୟ ଲକ୍ଷ୍ୟ ବଢିଲା

ନୂଆଦିଲ୍ଲୀ,୨୦-୧: ଜାନୁୟାରୀ, ଫେବୃୟାରୀ ମାସ ଲାଗି ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଲକ୍ଷ୍ୟ ବୃଦ୍ଧି କରାଯାଇ ୧.୧୫ ଲକ୍ଷ କୋଟି ଟଙ୍କା କରାଯାଇଛି। ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ଏଭଳି ଲକ୍ଷ୍ୟ ରଖାଯାଇଥିବା ଜଣାପଡିଛି। ସେହିଭଳି ମାର୍ଚ୍ଚ ମାସ ଲାଗି…

ବଜେଟରେ ମିଳିପାରେ ଟିକସ ରିହାତି

ନୂଆଦିଲ୍ଲୀ,୧୯-୧: ଫେବୃୟାରୀ ପହିଲାରେ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଏଥିରେ ବିଭିନ୍ନ ଟିକସ ରିହାତି ମିଳିପାରେ ବୋଲି ବଜାର ବିଶେଷଜ୍ଞ ମତ ରଖିଛନ୍ତି। ବେତନଭୋଗୀ ଏବଂ କର୍ପୋରେଟ ଏହି ବଜେଟକୁ ନେଇ ଅନେକ ଆଶାବାଦୀ ଅଛନ୍ତି। ମାତ୍ର ବଜେଟରେ ସାଲାରୀକ୍ଲାସ…

ଟେଲିକମ୍‌ କମ୍ପାନୀ ପଇଠ କରିବେ ୧.୪୭ ଲକ୍ଷ କୋଟି ବକେୟା

ନୂଆଦିଲ୍ଲୀ,୧୭-୧: ବୈଧାନିକ ଦେୟ ବାବଦ ବକେୟା ୧.୪୭ ଲକ୍ଷ କୋଟି ଟଙ୍କା ଚଳିତ ମାସ ୨୩ ସୁଦ୍ଧା ସରକାରଙ୍କୁ ଦେବା ଲାଗି ସୁପ୍ରିମକୋର୍ଟ ଟେଲିକମ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପୁନର୍ବିଚାର ଲାଗି ଭୋଡାଫୋନ ଆଇଡିଆ ଏବଂ ଏୟାରଟେଲ ଭଳି କମ୍ପାନୀ…

୧୫ ହଜାର ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭-୧: ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରାଥମିକତା ସ୍ବରୂପ ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାରା ଦେଶରେ ୧୫ ହଜାର ନୂଆ ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କେଉଁ କେଉଁ ସ୍ଥାନଗୁଡିକରେ ଶାଖା ଖୋଲାଯାଇପାରିବ ତାର ଏକ ରିପୋର୍ଟ କେନ୍ଦ୍ର ସରକାର ବ୍ୟାଙ୍କଗୁଡିକୁ ପ୍ରଦାନ…

୬୫ ଟୋଲ ପ୍ଲାଜାରେ ଫାଷ୍ଟାଗ୍‌ ନିୟମ କୋହଳ

ନୂଆଦିଲ୍ଲୀ,୧୬-୧: ଓଡ଼ିଶାର ମଙ୍ଗୁଳି ସମେତ ଅଧିକ କାରବାର କରୁଥିବା ଦେଶର ୬୫ ଟୋଲ୍‌ ପ୍ଲାଜାରେ ବୁଧବାରଠାରୁ ଆସନ୍ତା ଗୋଟିଏ ମାସ ଲାଗି ଫାଷ୍ଟାଗ ନିୟମ କୋହଳ କରାଯାଇଛି। ଏ ନେଇ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଛି।…

କ୍ଷୁଦ୍ର ବାଣିଜ୍ୟକୁ ଡିଜିଟାଇଜ୍‌ କରିବ ଆମାଜନ

ନୂଆଦିଲ୍ଲୀ,୧୬-୧: ଦେଶର କ୍ଷୁଦ୍ର ବାଣିଜ୍ୟକୁ ଡିଜିଟାଇଜ କରିବା ଦିଗରେ ଆମାଜନ ଡଟ୍‌ କମ୍‌ ଇଙ୍କ ଯୋଜନା ହାତକୁ ନେବ। ଏଥିଲାଗି କମ୍ପାନୀ ଭାରତରେ ୧ ବିଲିୟନ ଡଲାର ବା ପ୍ରାୟ ୭,୦୦୦ କୋଟି ଟଙ୍କା ନିବେଶ ଯୋଜନା ରଖିଥିବା ଏହାର ସିଇଓ…

୩୧ରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୧୬-୧ : ଚଳିତ ମାସ ୩୧ରୁ ବ୍ୟାଙ୍କ ସଙ୍ଗଠନଗୁଡିକ ସାରା ଦେଶରେ ଧର୍ମଘଟ ଡାକରା ଦେଇଛନ୍ତି। ଏହା ବାଦ୍‌ ବ୍ୟାଙ୍କଗୁଡିକର ମିଳିତ ସଂଘ ୟୁଏଫ୍‌ବିୟୁ ପକ୍ଷରୁ ମାର୍ଚ୍ଚ ୩୧ରୁ ୩ ଦିନିଆ ଧର୍ମଘଟ ଏବଂ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?