ବାଣିଜ୍ୟ

ରପ୍ତାନି ୨.୨୫% ବୃଦ୍ଧି, ବାଣିଜ୍ୟ ନିଅଣ୍ଟ କମିଲା

ନୂଆଦିଲ୍ଲୀ,୧୬-୮: ଜୁଲାଇରେ ଦେଶର ରପ୍ତାନି ୨.୨୫ପ୍ରତିଶତ ବୃଦ୍ଧି ପାଇ ୨୬.୩୩ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ସରକାରୀ ତଥ୍ୟରୁ ପ୍ରକାଶ। ଏହି ଅବଧିରେ ଦେଶର ଆମଦାନୀ ୧୦.୪୩ ପ୍ରତିଶତ ହ୍ରାସ ପାଇ ୩୯.୭୬ ବିଲିୟନ ଡଲାର ହୋଇଛି। ଫଳରେ ଦେଶର...

ବ୍ଲାକ୍‌ଷ୍ଟୋନ କିଣିବ କ୍ୟାଫେ କଫି ଡେର ଟେକ୍‌ ପାର୍କ

ବେଙ୍ଗାଲୁରୁ,୧୬-୮: କଫି ଚେନ୍‌ ଅପରେଟନର କଫି ଡେ ଏଣ୍ଟରପ୍ରାଇଜେସ୍‌ ବେଙ୍ଗାଲୁରୁ ସ୍ଥିତ କମ୍ପାନୀର ଗ୍ଲୋବାଲ ଭିଲେଜ ଟେକ୍‌ ପାର୍କକୁ ବ୍ଲାକ୍‌ଷ୍ଟୋନକୁ ବିକ୍ରି କରିଦେବ ବୋଲି ବୁଧବାର ଘୋଷଣା କରିଛି। ଏହି ବିକ୍ରିରୁ କମ୍ପାନୀକୁ ପ୍ରାୟ ୩ ହଜାର କୋଟି ଟଙ୍କା...

ଚଳିତ ସପ୍ତାହରେ ରିପୋର୍ଟ ଦେଇପାରନ୍ତି ଜଲାନ କମିଟି

ନୂଆଦିଲ୍ଲୀ,୧୬-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିକଟରେ ବଳକା ରହିଥିବା ପାଣ୍ଠିକୁ କେନ୍ଦ୍ର ସରକାରଙ୍କୁ ପ୍ରଦାନ ନେଇ ଗଠିତ ବିମଳ ଜଲାନ କମିଟି ପକ୍ଷରୁ ଚଳିତ ସପ୍ତାହରେ ରିପୋର୍ଟ ପ୍ରଦାନ କରାଯିବାର ସମ୍ଭାବନା ରହିଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି...

ଭାରତ-ଚାଇନା ବିରୋଧରେ ପୁଣି ବର୍ଷିଲେ ଟ୍ରମ୍ପ: ଡବ୍ଲ୍ୟୁଟିଓରେ ଫାଇଦା ନେବାକୁ ଦେବୁନି

ଓ୍ବାଶିଂଟନ,୧୬-୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ଓ ଚାଇନାକୁ ନେଇ ମୁହଁ ଖୋଲିଛନ୍ତି। ଏସିଆର ଏହି ଦୁଇ ବୃହତ ରାଷ୍ଟ୍ର ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ନିଜକୁ ବିକାଶଶୀଳ ଦେଶ କହି ଫାଇଦା ନେବାରେ ଲାଗିଛନ୍ତି। ଆଗାମୀ ଦିନରେ...

ବ୍ୟାଙ୍କଗୁଡ଼ିକୁ ଆର୍‌ବିଆଇ ନିର୍ଦ୍ଦେଶ: ଏଟିଏମ୍‌ରେ ଅସଫଳ ଟ୍ରାଞ୍ଜାକଶନକୁ ମାଗଣା ଭାବେ ଧରନି

ମୁମ୍ବାଇ,୧୬-୮: ଏଟିଏମ୍‌ରେ ହେଉଥିବା ଅସଫଳ ଟ୍ରାଞ୍ଜାକ୍‌ଶନ,ବାଲାନ୍ସ ଯାଞ୍ଚ ଅଥବା ନୂଆ ଚେକ୍‌ବହି ନେବା ଭଳି ଅଣ-ନଗଦ କାରବାରକୁ ମାଗଣା ଟ୍ରାଞ୍ଜାକଶନ ଭାବେ ଗଣନା ନ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ...

ସମର୍ଥ ଯୋଜନାରେ ୪ ଲକ୍ଷ ଲୋକଙ୍କୁ ମିଳିବ ପ୍ରଶିକ୍ଷଣ;ଓଡ଼ିଶା ସମେତ ୧୮ ରାଜ୍ୟ ସହ ବୟନ ଶିଳ୍ପ ମନ୍ତ୍ରଣାଳୟର ଚୁକ୍ତି

ନୂଆଦିଲ୍ଲୀ,୧୫-୮: ବୟନଶିଳ୍ପ କ୍ଷେତ୍ରରେ ଯୁବତୀଯୁବକଙ୍କୁ ଦକ୍ଷ କରିବା ଲାଗି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ଏକ ‘ସମର୍ଥ ଯୋଜନା’ ହାତକୁ ନିଆଯାଇଛି। ଏହି ଯୋଜନା ଅଧୀନରେ ଦେଶର ୪ ଲକ୍ଷ ଯୁବତୀଯୁବତୀଙ୍କ ଦକ୍ଷତା ବୃଦ୍ଧି ପାଇଁ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ।...

୨୫ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫-୮: ଖୁଚୁରା ମୁଦ୍ରାସ୍ଫୀତି ପରେ ପାଇକାରୀ ମୁଦ୍ରାସ୍ଫୀତି କ୍ଷେତ୍ରରେ ମୋଦି ସରକାର ଆଶ୍ୱସ୍ତ ହୋଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧.୦୮ ପ୍ରତିଶତକୁ ହ୍ରାସ ପାଇଛି। ଏହା ଗତ ୨୩ ମାସରେ ସର୍ବନିମ୍ନ ସ୍ତର...

ରେଳଯାତ୍ରୀ, ଟ୍ରାକ୍‌କୁ ସୁରକ୍ଷା ଦେବେ କୋରସ୍‌ କମାଣ୍ଡୋ

ନୂଆଦିଲ୍ଲୀ,୧୫-୮: ଭାରତୀୟ ରେଲଓ୍ବେ ପକ୍ଷରୁ ପ୍ରଥମଥର କମାଣ୍ଡୋ ୟୁନିଟ ତିଆରି କରାଯାଇଛି। ସ୍ବତନ୍ତ୍ର ଭାବେ ପ୍ରଶିକ୍ଷିତ କମାଣ୍ଡୋଜ ଫର୍‌ ରେଲଓ୍ବେ ସେଫ୍‌ଟି ଅର୍ଥାତ୍‌ ‘କୋରସ’୍‌ କମାଣ୍ଡୋମାନେ ଜମ୍ମୁ-କଶ୍ମୀର, ନକ୍ସଲ ପ୍ରବଣ ତଥା ଉତ୍ତର-ପୂର୍ବ ଭାରତର ରେଳଯାତ୍ରୀ ଓ ରେଳ ଟ୍ରାକ୍‌କୁ...

ପୂର୍ବତଟ ରେଳପଥର ୧୯୧.୭୪ ନିୟୁତ ଟନ୍‌ ମାଲ ପରିବହନ

ଭୁବନେଶ୍ୱର, ୧୫-୮: ୭୩ତମ ସ୍ବାଧିନତା ଦିବସ ଅବସରରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳପଥ ପରିବାରର ସମସ୍ତ ସଦସ୍ୟ ତଥା ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶର ଲୋକମାନଙ୍କର ବିକାଶ,ସୁଖ ଓ ସମୃଦ୍ଧି ଉଦ୍ଦେଶ୍ୟରେ ରାଷ୍ଟ୍ରକୁ ଏକ ନମ୍ବର ଭାବେ ଗଢି...

ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଉପରେ ଗ୍ରାହକମାନେ ରିହାତି ଲାଭ କରିପାରିବେ। ଅଗଷ୍ଠ ୧୫ ଦିନ କ୍ରୟ...

ପାନାସୋନିକ ପକ୍ଷରୁ କାରାଭାନର ଶୁଭାରମ୍ଭ

ଭୁବନେଶ୍ୱର, ୧୫-୮: ପାର୍ବଣକୁ ଧ୍ୟାନରେ ରଖି ପାନାସୋନିକ ପକ୍ଷରୁ ନୂଆ କାରାଭାନର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀ ନୂଆ ମାର୍କେଟିଂ କ୍ୟାମ୍ପେନ ଅନ୍ତର୍ଗତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଶହୀଦ ନଗରଠାରେ ଏକ କାର୍ଯ୍ୟକ୍ରମରେ ଏହାକୁ ଆରମ୍ଭ କରାଯାଇଛି। କମ୍ପାନୀର...

ଶ୍ରୀଧର ପାତ୍ର ହେବେ ନାଲ୍‌କୋର ନୂଆ ସିଏମ୍‌ଡି

ଭୁବନେଶ୍ୱର, ୧୫-୮(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ନୂଆ ସିଏମ୍‌ଡି ଭାବେ ଶ୍ରୀଧର ପାତ୍ରଙ୍କ ନାମ ଚୟନ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଚୟନ ବୋର୍ଡ (ପିଇଏସ୍‌ବି) ପକ୍ଷରୁ ନିକଟରେ ହୋଇଥିବା ସାକ୍ଷାତକାରରେ ୪ ଜଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri