ବାଣିଜ୍ୟ

ଲଗାତର ୫ ମାସ ଲାଗି କମିଲା ରପ୍ତାନି

ନୂଆଦିଲ୍ଲୀ,୧୬-୧: ଭାରତର ମର୍ଚ୍ଚାଣ୍ଡାଇଜ୍‌ ରପ୍ତାନି ଲଗାତର ଭାବେ ୫ ମାସ ଧରି ହ୍ରାସ ଘଟିବା ସହ ଡିସେମ୍ବରରେ ୧.୮% ରହିଛି। ସେହିଭଳି ଗତବର୍ଷ ତୁଳନାରେ ଚଳିତବର୍ଷ ଡିସେମ୍ବରରେ ବାଣିଜ୍ୟ ନିଅଣ୍ଟ କମିବା ସହ ୧୧.୨୫ ବିଲିୟନ ଡଲାର ରହିଛି। ଇନ୍ଧନ ଆମଦାନୀ…

୮ ମାସର ସର୍ବୋଚ୍ଚ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫-୧: ଏବେ ଖୁଚୁରା ମୁଦ୍ରାସ୍ଫୀତି ସାଢେ ପାଞ୍ଚ ବର୍ଷର ସର୍ବୋଚ୍ଚ ସ୍ତରରେ ରହିଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ମଧ୍ୟ ବଢିଥିବା ଜଣାପଡିଛି। ଡିସେମ୍ବରରେ ପାଇକାରୀ ମୂଲ୍ୟ ଭିତ୍ତିକ ମୁଦ୍ରାସ୍ଫୀତି ୮ ମାସର ସର୍ବୋଚ୍ଚ ସ୍ତରରେ ରହିବା ସହ ୨.୫୯ ସ୍ତରକୁ ବଢିଛି।…

ମାଇକେଲ ପାତ୍ରଙ୍କ ଲାଗି ଚ୍ୟାଲେଞ୍ଜ ହେବ ମୁଦ୍ରାସ୍ଫୀତି,ଅଭିବୃଦ୍ଧି

ନୂଆଦିଲ୍ଲୀ,୧୫-୧: ରିଜର୍ଭ ବ୍ୟାଙ୍କର ଗଭର୍ନର ପଦବୀରେ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଟିମ୍‌ରେ ଡେପୁଟି ଗଭର୍ନର ଭାବେ ଓଡ଼ିଶାର ବିଭୁ ପ୍ରସାଦ କାନୁନଗୋ ରହିଛନ୍ତି। ଏହି ଶୀର୍ଷ ଟିମ୍‌ରେ ନୂଆ କରି ଆଉ ଜଣେ ଓଡ଼ିଆ ଯୋଗ ଦେଇଛନ୍ତି।…

ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି କରିଛି। ଏହି ବ୍ୟାଙ୍କରୁ ଗ୍ରାହକ ଥରକେ କେବଳ ୩୫ ହଜାର ଟଙ୍କା ଉଠାଣ କରିବା…

ଦିନକରେ ୧୭ ହଜାର ଏଲ୍‌ଆଇସି ପଲିସି ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୧୫-୧: ବଲିଉଡର ପ୍ରତିଷ୍ଠିତ ଅଭିନେତା ରାଜ କପୁରଙ୍କ ଝିଅ ରିତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଛି। ରିତୁ ଏକ ସମୟରେ ଏଲ୍‌ଆଇସିର ଜଣେ ଶୀର୍ଷ ଏଜେଣ୍ଟ ରହିଥିବା ହୁଏତ ଅନେକଙ୍କୁ ଜଣାନଥିବ। ଗୋଟିଏ ଦିନରେ ଏଲ୍‌ଆଇସିର ୧୭ ହଜାର ପେନସନ ପଲିସି…

ମାଇକେଲ୍‌ ଦେବବ୍ରତ ପାତ୍ର ଆର୍‌ବିଆଇର ନୂଆ ଡେପୁଟି ଗର୍ଭନର

ନୂଆଦିଲ୍ଲୀ,୧୫-୧: ମାଇକେଲ ଦେବବ୍ରତ ପାତ୍ର ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ନୂଆ ଡେପୁଟି ଗଭର୍ନର ଭାବେ ଅବସ୍ଥାପିତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏନେଇ ସୂଚନା ଦିଆଯାଇଛି। ସେ ବର୍ତ୍ତମାନ ଆର୍‌ବିଆଇର ମୁଦ୍ରାନୀତି ବିଭାଗରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି) ପଦବୀରେ କାର୍ଯ୍ୟ…

ସୁନା ଅଳଙ୍କାରରେ ହଲ୍‌ମାର୍କ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫-୧: ଏଣିକି ଦେଶ ମଧ୍ୟରେ ସୁନା ଅଳଙ୍କାର ଏବଂ କଳାକୃତିର ହଲ୍‌ମାର୍କକୁ ବାଧ୍ୟତାମୂଳକ କରାଯିବ। ୧୫ ଜାନୁୟାରୀ ୨୦୨୦ଠାରୁ ହଲ୍‌ମାର୍କିଂ ବାଧ୍ୟତାମୂଳକ ଲାଗି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯିବ। ୨୦୨୧ ଜାନୁୟାରୀ ୧୫ଠାରୁ ଏହାକୁ…

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୧୫-୧: ବୁଧବାର ମକର ସଂକ୍ରାନ୍ତି ଯୋଗୁ ରାଜ୍ୟରେ ବିଭିନ୍ନ ବ୍ୟାଙ୍କ ଏବଂ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନଗୁଡିକ ବନ୍ଦ ରହିବ। ଫଳରେ ଲୋକଙ୍କୁ ସେବା ଉପଲବ୍ଧ ହେବ ନାହିଁ। ସେହିଭଳି ଏହି ଦିନ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସମସ୍ତ ସରକାରୀ କାର୍ଯ୍ୟାଳୟ…

ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ପୀତି ୭.୩୫% ସ୍ତର ଛୁଇଁଲା

  ନୂଆଦିଲ୍ଲୀ,୧୪-୧: ବଜାରରେ ଏବେ ଦରଦାମ ବଢୁଛି। ଚଳିତ ବର୍ଷ ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ସାଢେ ୫ ବର୍ଷର ସର୍ବୋଚ୍ଚ ସ୍ତର ଟପି ୭.୩୫% ସ୍ତରରେ ରହିଛି। ମୁଦ୍ରାସ୍ଫୀତିକୁ ଏକ ନିର୍ଦ୍ଦିଷ୍ଟ ସ୍ତରରେ ରଖିବା ଲାଗି ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଥିଲା।…

ଚିନ୍ତା ବଢାଉଛି ବେକାରୀ

ମୁମ୍ବାଇ,୧୪-୧: ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହାର ପ୍ରଭାବ ନିଯୁକ୍ତି ଉପରେ ପଡୁଛି। ଫଳରେ କମ୍ପାନିଗୁଡିକ ଅଧିକ ନିଯୁକ୍ତି ସପକ୍ଷରେ ନାହାନ୍ତି। ଏଥିଯୋଗୁ ୨୦୧୮-୧୯ ଆର୍ଥତ୍କ ବର୍ଷ ତୁଳନାରେ ଚଳିତ ଆର୍ଥତ୍କ କମ୍‌ ନିଯୁକ୍ତି ସୃଷ୍ଟି ହୋଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷରେ ୮୯.୭…

ନୂଆ ଏମ୍‌ଡିଙ୍କୁ ନିଯୁକ୍ତି ଦେବ ରିଲାଏନ୍ସ

  ନୂଆଦିଲ୍ଲୀ,୧୪-୧: ବଜାର ନିୟନ୍ତ୍ରକ ସେବିର ଆଦେଶ ପରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନୂଆ ଏମ୍‌ଡିଙ୍କୁ ନିଯୁକ୍ତି ଦେବ ବୋଲି ଜଣାପଡିଛି। ଗୋଟିଏ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଏବଂ ଅଧ୍ୟକ୍ଷ ପଦବୀରେ ଜଣେ ବ୍ୟକ୍ତି ରହିପାରିବେ ନାହିଁ ବୋଲି ସେବି ନିର୍ଦ୍ଦେଶରେ କହିଛି।…

୫୬ କର୍ମଚାରୀଙ୍କୁ ଛଟେଇ କଲା ଓ୍ବାଲ୍‌ମାର୍ଟ

ନୂଆଦିଲ୍ଲୀ,୧୪-୧: ବିଶ୍ୱର ସର୍ବବୃହତ୍ତ ରିଟେଲର ଓ୍ବାଲମାର୍ଟ ଇଙ୍କ ଭାରତରେ କାର୍ଯ୍ୟରତ ଏହାର ୫୬ ଏକଜିକ୍ୟୁଟିଭଙ୍କୁ ଛଟେଇ କରି ଦେଇଛି। ବ୍ୟବସାୟ ପୁନର୍ଗଠନ ଯୋଜନା ମୁତାବକ କମ୍ପାନୀ ଏଭଳି ପଦକ୍ଷେପ ହାତକୁ ନେଇଛି। କମ୍ପାନୀ ଏହାର ପାଇକାରୀ ବାଣିଜ୍ୟକୁ ଭାରତରେ ସମ୍ପ୍ରସାରଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?