ବାଣିଜ୍ୟ

ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ ପ୍ଲାଟଫର୍ମରେ ପ୍ରିଫର୍ଡ ସେଲରଙ୍କ ସହ ସହଯୋଗିତା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି…

ବଜେଟକୁ ନେଇ ବଜାର ବିଶେଷଜ୍ଞଙ୍କ ମତ: ବିକଳ୍ପ ଉପରେ ଫୋକସ କରିପାରନ୍ତି ସୀତାରାମନ

ମୁମ୍ବାଇ,୧୩-୧: ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା ଦେଇ ଗତି କରୁଛି। ଫେବୃୟାରୀ ପହିଲାରେ ଆସିବାକୁ ଥିବା ବଜେଟରେ ସରକାର ମାନ୍ଦାବସ୍ଥା ବିରୋଧରେ ଲଢେଇ ଲାଗି ବିଭିନ୍ନ ପଦକ୍ଷେପ ନେଇ ପାରନ୍ତି ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ଏବେ ଅର୍ଥ…

ସାଧାରଣ ବୀମା କମ୍ପାନୀଙ୍କୁ ମିଳିପାରେ ପୁଞ୍ଜି

ମୁମ୍ବାଇ,୧୩-୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଗାମୀ ବଜେଟରେ ସାଧାରଣ ବୀମା କମ୍ପାନୀଗୁଡିକ ଲାଗି ଦ୍ୱିତୀୟ ପର୍ଯ୍ୟାୟ ପୁଞ୍ଜି ଘୋଷଣା କରିପାରନ୍ତି। କମ୍ପାନୀଗୁଡିକର ଆର୍ଥତ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ଲାଗି ସରକାର ଏଭଳି ପଦକ୍ଷେପ ଘୋଷଣା କରିବାକୁ ସମ୍ଭାବନା ରହିଛି। ବଜେଟ ୨୦୧୯-୨୦ରେ…

୪.୭ ଲକ୍ଷ କୋଟି ଟଙ୍କାର କୃଷି ଋଣ ଛାଡ

ମୁମ୍ବାଇ,୧୩-୧: ଗତ ଏକ ଦଶନ୍ଧି ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ୪.୭ ଲକ୍ଷ କୋଟି ଟଙ୍କାର କୃଷି ଋଣ ଛାଡ କରିଛନ୍ତି। ଏହା ଶିଳ୍ପ ସ୍ତରର ମୋଟ ଅନାଦାୟ ଋଣ(ଏନ୍‌ପିଏ)ର ପ୍ରାୟ ୮୨% ବୋଲି ଏକ ରିପୋର୍ଟରେ କୁହାଯାଇଛି। ୨୦୧୮-୧୯ ଆର୍ଥତ୍କ…

୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ପାଇଁ ୯% ବିକାଶ ହାର ଲୋଡା

ମୁମ୍ବାଇ,୧୩-୧: ୨୦୨୪-୨୫ ବେଳକୁ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ହେଲେ ବାର୍ଷିକ ୯% ହାରରେ ଜିଡିପି ଅଭିବୃଦ୍ଧି ଲୋଡା । ଏହା ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ । ମାତ୍ର ଧାର୍ଯ୍ୟ ସମୟରେ…

ୟୁପିଆଇ ପ୍ଲାଟ୍‌ଫର୍ମରେ ରେକରିଂ ପେମେଣ୍ଟ

ନୂଆଦିଲ୍ଲୀ,୧୨-୧ : ୟୁପିଆଇ ପ୍ଲାଟ୍‌ଫର୍ମରେ ଗ୍ରାହକମାନେ ଏବେ ରେକରିଂ ପେମେଣ୍ଟ ସୁବିଧା ପାଇବେ। ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଏଭଳି ଏକ ସୁବିଧାର ଶୁଭାରମ୍ଭକୁ ଅନୁମତି ଦେଇଛନ୍ତି। ଏହି ସୁବିଧା ଦ୍ୱାରା ଉପଭୋକ୍ତା ଏବଂ ମର୍ଚ୍ଚାଣ୍ଟଙ୍କ ମଧ୍ୟରେ ସହମତି…

୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ…

ସରକାରଙ୍କ ସାମ୍ନାରେ ୬ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨-୧: ଏବେ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି। ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଦ୍ୱାରା ସାଧାରଣ ଲୋକଙ୍କଠାରୁ ବଜେଟ ନେଇ ମତାମତ…

ଓୟୋରୁ ଛଟେଇ ହେଲେ ୧୦୦୦ରୁ ଉର୍ଦ୍ଧ୍ୱ କର୍ମଚାରୀ

ନୂଆଦିଲ୍ଲୀ,୧୨-୧ : ଓୟୋ ହୋଟେଲ୍ସ ଭାରତ ଏବଂ ଚାଇନାରେ ଥିବା ଏହାର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। ସଫ୍ଟବ୍ୟାଙ୍କ ସହଯୋଗ ଦ୍ୱାରା ସଞ୍ଚାଳିତ ଏହି କମ୍ପାନୀ ବର୍ତ୍ତମାନ ପ୍ରଭାବିତ ସ୍ଥିତିରେ ରହିଛି। ପରଫରମାନ୍ସ ଭିତ୍ତିରେ କମ୍ପାନୀ ଚାଇନାରେ…

ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି

ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍‌ଆର୍‌ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର ମଧ୍ୟରେ ଏହି କ୍ଷତି ହୋଇଥିବା ରେଳପଥ ପକ୍ଷରୁ କୁହାଯାଇଛି। ଏଥି ସଂକ୍ରାନ୍ତ ଏକ…

ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ ପାଇଁ ଆସିବ ବଡ ପଦକ୍ଷେପ

ନୂଆଦିଲ୍ଲୀ,୧୧-୧ : ସରକାର ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ ବା ବାଣିଜ୍ୟ ସୁଗମତାକୁ ପ୍ରାଥମିକତା ଦେଉଛନ୍ତି। ଏହି ଧାରାରେ ବିଭିନ୍ନ ପ୍ରକ୍ରିୟାର ନିରନ୍ତର ସରଳୀକରଣ କରାଯାଉଛି। ଏହାକୁ ଧ୍ୟାନରେ ରଖି ବିଭିନ୍ନ କାଗଜପତ୍ର ସମ୍ପର୍କିତ ପ୍ରକ୍ରିୟାକୁ କମ୍‌ କରାଯିବା…

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ ସୁପ୍ରିମକୋର୍ଟ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?