ବାଣିଜ୍ୟ

ରେଲଓ୍ବେ ସେବା ମିଶ୍ରଣକୁ ଅଧିକାରୀଙ୍କ ବିରୋଧ

ନୂଆଦିଲ୍ଲୀ,୧୧-୧: ରେଲଓ୍ବେର ବିଭିନ୍ନ ସେବା ମିଶ୍ରଣ ନେଇ ସରକାର ନିକଟରେ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ରେଲଓ୍ବେର ଅଧିକାରୀ ଏବଂ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ବିରୋଧ ପ୍ରଦର୍ଶନରେ ୧୩ ରେଳ ଜୋନ ଏବଂ ୬୦ ଡିଭିଜନର…

୨୦୧୯ ଅଟୋ ଶିଳ୍ପ ଲାଗି ୨ ଦଶନ୍ଧିରେ ସବୁଠାରୁ ଖରାପ

ନୂଆଦିଲ୍ଲୀ,୧୧-୧: ୨୦୧୯ ବର୍ଷ ଦେଶର ଅଟୋ ଉଦ୍ୟୋଗ ଲାଗି ସବୁଠାରୁ ଖରାପ ବର୍ଷ। ଏହି ସମୟରେ ମାନ୍ଦାବସ୍ଥାଯୋଗୁ ଅଟୋମୋବାଇଲ କମ୍ପାନୀଗୁଡିକ ଅଧିକ ହାରରେ କ୍ଷତି ସହିଥିବା ସୋସାଇଟି ଅଫ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକଚରର୍ସ(ଏସ୍‌ଆଇଏଏମ୍‌) ପକ୍ଷରୁ ସୂଚନା ରହିଛି। ଶୁକ୍ରବାର ସଂଘ ପକ୍ଷରୁ…

ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌

ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍‌ଓ ନିଲଞ୍ଜନ ରାୟଙ୍କ ବିରୋଧରେ ଏହି ଅଭିଯୋଗରେ କୌଣସି ପ୍ରମାଣ ମିଳି ନ ଥିବା ଇନଫୋସିସ ପକ୍ଷରୁ ଶୁକ୍ରବାର…

ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଛି

ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ୧.୮% ବଢିଥିବା ଶୁକ୍ରବାର ସରକାର ଜାରି କରିଥିବା ତଥ୍ୟରୁ ସାମ୍ନାକୁ ଆସିଛି। ଲଗାତର…

ଚନ୍ଦା କୋଚ୍ଚରଙ୍କ ୭୮ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୧-୧ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭିଡିଓକନ କମ୍ପାନୀକୁ ପ୍ରଦାନ କରାଯାଇଥିବା ୩୨୫୦ କୋଟି ଟଙ୍କାର ଋଣ ମାମଲାରେ ଇଡି ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛି।…

ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍‌-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା ସାମାନ୍ୟ ହୋଇଥିବାରୁ ନିବେଶକଙ୍କ ମନୋଭାବ ପରିବର୍ତ୍ତନ ହେବାରୁ ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ…

ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮% ପର୍ଯ୍ୟନ୍ତ ବଢିପାରେ ବୋଲି ଏହା ଆକଳନରେ ପ୍ରକାଶ କରିଛି। ବାଂଲାଦେଶର ଅଭିବୃଦ୍ଧି ହାର…

ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ, ଶିଳ୍ପ ବିଶେଷଜ୍ଞଙ୍କୁ ସେ ଭେଟିବେ ବୋଲି ସୁଚନା ରହିଛି।…

ବିଶେଷଜ୍ଞଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି;ଅର୍ଥ ବ୍ୟବସ୍ଥା ପାଇଁ ମାନସ ମନ୍ଥନ

ନୂଆଦିଲ୍ଲୀ,୧୦-୧: ଆଗାମୀ ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ଲାଗି ସରକାର ଯୋଜନା ଧାର୍ଯ୍ୟ କରିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଲକ୍ଷ୍ୟ ହାସଲ ଲାଗି ଅଂଶୀଦାରମାନେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆହ୍ବନ…

୭ ବର୍ଷର ରେକର୍ଡ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୦-୧: ଗୁରୁବାର ସୁନା ଦର ୭ ବର୍ଷର ରେକର୍ଡ ସ୍ତର ଛୁଇଁଛି। ଆମେରିକା-ଇରାନ ବିବାଦ ଯୋଗୁ ବିଶ୍ୱ ସ୍ତରରେ ସୁନା ଦର ୨% ବୃଦ୍ଧି ଘଟି ୧,୬୧୧ ଡଲାର ରହିଛି। ଏହା ୭ ବର୍ଷର ସର୍ବୋଚ୍ଚ ସ୍ତର। ଚେନ୍ନାଇରେ ୨୪ କ୍ୟାରେଟ…

ଏମ୍‌ଏସ୍‌ଏମ୍‌ଇ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ଆରମ୍ଭ;ଶିଳ୍ପ ପ୍ରତିଷ୍ଠା ଲାଗି ଯୁବ ଉଦ୍ୟୋଗୀଙ୍କୁ ଆହ୍ବାନ

ଭୁବନେଶ୍ୱର,୯-୧(ବ୍ୟୁରୋ): ବହୁ ପ୍ରାଚୀନ ସମୟରୁ ଓଡିଶା ଉଦ୍ୟୋଗ ବିକାଶକୁ ପ୍ରାଥମିକତା ଦେଇଆସିଛି। ପୂର୍ବ କାଳର ଏହି ଐତିହ୍ୟ ଏବେ କଳିଙ୍ଗ ଏବଂ ଉତ୍କଳ ବ୍ରାଣ୍ଡ ନାମରେ ପରିଚିତ। ଓଡିଆମାନେ ସେମାନଙ୍କ ଉଦ୍ୟମୀ ଗୁଣପାଇଁ ବୟନ, ଖାଦ୍ୟ ପ୍ରକ୍ରିୟାକରଣ, ସୂଚନା ପ୍ରଯୁକ୍ତି ଏବଂ…

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ

ନୂଆଦିଲ୍ଲୀ,୯-୧: ବୁଧବାର ଦେଶବ୍ୟାପୀ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ସରକାରଙ୍କ ବିଭିନ୍ନ ଜନ ବିରୋଧି ନିଷ୍ପତ୍ତିକୁ ବିରୋଧ କରି ଦେଶର ୧୦ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଧର୍ମଘଟକୁ ଓହ୍ଲାଇଥିଲେ। ବନ୍ଦ ଯୋଗୁ ବ୍ୟାଙ୍କ ଶାଖାଗୁଡିକରେ ଟଙ୍କା ଉଠାଣ, ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?