ବାଣିଜ୍ୟ

ଏନ୍‌ଆଇଏନ୍‌ଏଲ୍‌ରୁ ପୁଞ୍ଜି ପ୍ରତ୍ୟାହାରକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ନୀଳାଚଳ ଇସ୍ପାତ ନିଗମ ଲିମିଟେଡ(ଏନ୍‌ଆଇଏନ୍‌ଏଲ୍‌)ରେ ରହିଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାର ବୁଧବାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଆର୍ଥତ୍କ ବ୍ୟାପାର…

ଏମ୍‌ଏମ୍‌ଡିଆର୍‌ ଆକ୍ଟ , କୋଇଲା ଖଣି କ୍ଷେତ୍ର ନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ମାଇନ୍ସ ଆଣ୍ଡ ମିନେରାଲ୍ସ ଡେଭଲପମେଣ୍ଟ ରେଗୁଲେସନ ଆକ୍ଟ(ଏମ୍‌ଏମ୍‌ଡିଆର୍‌) ଏବଂ କୋଲ୍‌ ମାଇନ୍ସ( ସ୍ପେଶିଆଲ ପ୍ରୋଭିଜନ) ନିୟମରେ ପରିବର୍ତ୍ତନକୁ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ କରାଯାଇଛି। ଏହା ଦ୍ୱାରା କୋଇଲା କ୍ଷେତ୍ରରେ ପୁଞ୍ଜି ନିବେଶ ଏବଂ କୋଇଲା ଉତ୍ପାଦନ ବୃଦ୍ଧି ଲାଗି…

୫%କୁ ଖସିବ ଜିଡିପି

ନୂଆଦିଲ୍ଲୀ,୮-୧: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ସରକାର ଜିଡିପିର ପ୍ରଥମ ଆଗୁଆ ପୂର୍ବାନୁମାନ ମଙ୍ଗଳବାର ଜାରି କରିଛନ୍ତି। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ପକ୍ଷରୁ ପ୍ରକାଶ ପାଇଥିବା ସଦ୍ୟତମ ଡାଟା ମୁତାବକ ୨୦୧୯-୨୦ରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର…

ମାର୍ଚ୍ଚ ସୁଦ୍ଧା ରାଜ୍ୟ ଇଜ୍‌ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ

ନୂଆଦିଲ୍ଲୀ,୮-୧: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ପରବର୍ତ୍ତୀ ଇଜ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ ଆସନ୍ତା ମାର୍ଚ୍ଚରେ ଆସିବାର ସମ୍ଭାବନା ରହିଛି। ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚକାଙ୍କ ଜାରି କରାଯାଉଥିବା ବେଳେ ରାଜ୍ୟଗୁଡିକରେ ବାଣିଜ୍ୟ କରିବାର…

ଟାଟା-ମିସ୍ତ୍ରି ମାମଲା: ସୁପ୍ରିମ କୋର୍ଟରେ ଶୁକ୍ରବାର ଶୁଣାଣି

ନୂଆଦିଲ୍ଲୀ,୮-୧: ଟାଟାସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶୁକ୍ରବାର ହେବ। ନ୍ୟାଶନାଲ କମ୍ପାନୀ ଲ ଆପିଲେଟ୍‌ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ଟାଟା-ଗ୍ରୁପ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲା।…

ଏୟାର ଇଣ୍ଡିଆ ବିକ୍ରି:ଜାନୁୟାରୀରେ ଆସିବ ଇଓଆଇ

ନୂଆଦିଲ୍ଲୀ,୮-୧: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ଗୋଷ୍ଠୀ ଏୟାର ଇଣ୍ଡିଆ ବିକ୍ରି ପାଇଁ ଏକ୍ସପ୍ରେଶନ ଅଫ୍‌ ଇଣ୍ଟରେଷ୍ଟ (ଇଓଆଇ) ଏବଂ ଶେୟାର ପରଚେଜ୍‌ ଏଗ୍ରିମେଣ୍ଟକୁ ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛି। ଏହା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଘରୋଇକରଣ…

ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ପଦକ୍ଷେପ ନିଆଯାଉଛି: ସୀତାରାମନ

ନୂଆଦିଲ୍ଲୀ,୮-୧: ଦେଶରେ ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିଭଳି ସାଧୁ ଟିକସଦାତାଙ୍କ ସାମ୍ନା କରୁଥିବା ବିଭିନ୍ନ ସମସ୍ୟା ଶେଷ କରିବା ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଥିବା…

ବିତ୍ତିୟ ନିଅଣ୍ଟ ଚିନ୍ତା; ଖର୍ଚ୍ଚ କାଟ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୮-୧: ସରକାରଙ୍କ ଖର୍ଚ୍ଚ ବଢିଥିଲେ ମଧ୍ୟ ସେହି ମୁତାବକ ରାଜସ୍ବ ଆସିବା ଏବେ କଷ୍ଟକର ହେଉଛି। ରାଜସ୍ବ ସଂଗ୍ରହ କମିଥିବା ବେଳେ ବିତ୍ତୀୟ ନିଅଣ୍ଟ ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୧୧୫% ଟପିଛି। ସରକାର ନିଅଣ୍ଟକୁ ନିୟନ୍ତ୍ରିତ କରିବା ଲାଗି ଖର୍ଚ୍ଚ କାଟ…

ଆଜି ଧର୍ମଘଟ: ପ୍ରଭାବିତ ହେବ ବ୍ୟାଙ୍କିଙ୍ଗ ସେବା

ନୂଆଦିଲ୍ଲୀ,୮-୧: ବୁଧବାର ୧୦ ଶ୍ରମିକ ସଙ୍ଗଠନ ପକ୍ଷରୁ ଦେଶବ୍ୟାପୀ ଦିଆଯାଇଥିବା ଧର୍ମଘଟ ଡାକରା ଯୋଗୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଅଧିକାଂଶ ବ୍ୟାଙ୍କ ଏହି ଧର୍ମଘଟ ଏବଂ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବା ନେଇ ଷ୍ଟକ…

ନିବେଶକଙ୍କୁ ୩ ଲକ୍ଷ କୋଟି ଟଙ୍କା କ୍ଷତି

ମୁମ୍ବାଇ,୭-୧:ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୭୮୮ ପଏଣ୍ଟ ହ୍ରାସ ଘଟିଛି। ଏହା ୬ ମାସ ମଧ୍ୟରେ ସବୁଠାରୁ ବଡ ହ୍ରାସ ବୋଲି ଜଣାପଡିଛି। ଇରାନ ଉପରେ ଆମେରିକା ଏୟାର ଷ୍ଟ୍ରାଇକ କରିବା ପରେ ଇରାନ ସେନାର ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ…

ଡିଜେଲ ୧୭ ପଇସା , ପେଟ୍ରୋଲ ୧୫ ପଇସା ବଢିଲା

ନୂଆଦିଲ୍ଲୀ,୭-୧: ସୋମବାର ଘରୋଇ ବଜାରରେ ପେଟ୍ରୋଲ ଲିଟର ପିଛା ୧୫ ପଇସା ଏବଂ ଡିଜେଲ ୧୭ ପଇସା ଦର ବୃଦ୍ଧି ଘଟିଛି। ସେହିଭଳି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ୭୦ ଡଲାର ଛୁଇଁଛି। ମଧ୍ୟପ୍ରାଚ୍ୟରେ ଉପୁଜିଥିବା ଯୁଦ୍ଧ ସ୍ଥିତି ଯୋଗୁ…

୧୩ ପଇସା ଖସିଲା ଟଙ୍କା

ମୁମ୍ବାଇ,୭-୧: ସୋମବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୧୩ ପଇସା ଖସି ୭୧.୯୩ ସ୍ତରରେ ରହିଥିବା ଜଣାପଡିଛି। ବିଶ୍ୱସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହାର ପ୍ରଭାବ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?