ବାଣିଜ୍ୟ

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୧।୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍‌ଆଇ ଭରିବା ବଦଳରେ ଓଲା ଓ ଉବର କ୍ୟାବ୍‌ରେ ଯିବାକୁ ପସନ୍ଦ କରୁଛନ୍ତି ବୋଲି…

ଷ୍ଟାର୍ଟଅପ୍‌ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍‌ସିଆର୍‌ ସର୍ବାଗ୍ରେ

ନୂଆଦିଲ୍ଲୀ,୧୧-୯: ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍‌ସିଆର୍‌। ଏଠାରେ ଷ୍ଟାର୍ଟଅପ୍‌ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍‌ସିଆର୍‌ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…

ଅଗଷ୍ଟରେ ଗୋଲ୍ଡ ଇଟିଏଫ୍‌ରେ ୧୪୫ କୋଟି ନିବେଶ

ନୂଆଦିଲ୍ଲୀ,୧୧-୯: ଗୋଲ୍ଡ ଇଟିଏଫ୍‌(ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌)ରେ ଅଗଷ୍ଟରେ ୧୪୫ କୋଟି ଟଙ୍କା ନିବେଶ କରାଯାଇଛି। ୯ମାସ ମଧ୍ୟରେ ପ୍ରଥମଥର ଗୋଲ୍ଡ ଇଟିଏଫ୍‌ରେ ସର୍ବାଧିକ ନିବେଶ ହୋଇଥିବା ଦେଖାଯାଇଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଇବା ଏବଂ ସୁନା ମୂଲ୍ୟ ବଢ଼ିବା…

ସୀତାରାମନ୍‌ଙ୍କ ଅଜବ ଯୁକ୍ତି: ଓଲା, ଉବର ଯୋଗୁ ଅଟୋ ସେକ୍ଟରରେ ଆସିଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୧୧-୯: ଦେଶର ଅଟୋ ସେକ୍ଟର ଏବେ ଜବରଦସ୍ତ ମାନ୍ଦାବସ୍ଥାର ଶିକାର ହୋଇଛି। କେତେକ କମ୍ପାନୀ ଏବେ କିଛିଦିନ ପାଇଁ ଉତ୍ପାଦନ ବନ୍ଦ ଲାଗି ଘୋଷଣା କରିସାରିଲେଣି। ଫଳରେ ଏହି କ୍ଷେତ୍ର ସହ ଜଡ଼ିତ ଲୋକଙ୍କର ଚାକିରି ଚାଲିଯିବା ଆରମ୍ଭ ହୋଇଗଲାଣି। ଏପରିସ୍ଥିତିରେ…

ନିୟନ୍ତ୍ରଣ ପାଇଁ ପ୍ରତିଷ୍ଠା ହେବ ନିୟାମକ;ତେଜସ୍‌ ଟ୍ରେନ ଭଡ଼ା ବଢ଼ାଇ ପାରିବେନି ଘରୋଇ ଅପରେଟର

ନୂଆଦିଲ୍ଲୀ,୧୧-୯: ଦେଶର ପ୍ରଥମ ଘରୋଇ ଟ୍ରେନ ତେଜସ୍‌ ଏକ୍ସପ୍ରେସ୍‌ ଆସନ୍ତା ମାସରେ ଚଳାଚଳ କରିବା ସମ୍ଭାବନା ରହିଛି। ଭାରତୀୟ ରେଳର ସହାୟକ କମ୍ପାନୀ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ତେଜସ୍‌ ଏକ୍ସପ୍ରେସର ପରିଚାଳନା ଭାର ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ…

ୟେସ୍‌ ବ୍ୟାଙ୍କ ଅଂଶଧନ କିଣିବ ପେଟିଏମ୍‌

ନୂଆଦିଲ୍ଲୀ,୧୧-୯: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଦେଶର ଅଗ୍ରଣୀ କମ୍ପାନୀ ପେଟିଏମ୍‌ ଘରୋଇ ୟେସ୍‌ ବ୍ୟାଙ୍କର ଅଂଶଧନ କିଣିବାକୁ ଯାଉଛି। ପ୍ରାପ୍ତ ସୂତ୍ରରୁ ଜଣାପଡିଛି ଯେ, ଅଂଶଧନ କିଣିବିକା ନେଇ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ସହ ପେଟିଏମ୍‌ ପ୍ରତିଷ୍ଠାତା ବିଜୟ…

ଅଧସ୍ତନଙ୍କ ୩୮ କୋଟି ହଡପ;ଗୋଲ୍ଡମ୍ୟାନ ସାକ୍ସର ଭିପି ଗିରଫ

ବେଙ୍ଗାଲୁରୁ,୧୧-୯: ଅନ୍‌ଲାଇନ ପୋକର୍‌ ଗେମ୍‌ ଖେଳି ବିଶ୍ୱ ନିବେଶକାରୀ କମ୍ପାନୀ ଗୋଲ୍ଡମ୍ୟାନ ସ୍ୟାକ୍ସର ବେଙ୍ଗାଲୁରୁ ଅଫିସର ଭାଇସ୍‌ ପ୍ରେସିଡେଣ୍ଟ(ଭିପି) ଅଶ୍ୱିନୀ ଝୁନ୍‌ଝୁନ୍‌ଓ୍ବାଲା ବହୁ କୋଟି ଟଙ୍କା ହରାଇଛନ୍ତି। ଏହି ଅର୍ଥ ପରିଶୋଧ କରିବାକୁ ଯାଇ ସେ ଅଧସ୍ତନ କର୍ମଚାରୀଙ୍କ ଆକାଉଣ୍ଟକୁ ବ୍ୟବହାର…

ଠିକ୍‌ ନିବେଶ ଏବେ ଚ୍ୟାଲେଞ୍ଜିଂ ହୋଇଛି

ଭୁବନେଶ୍ୱର, ୧୧-୯ (ବ୍ୟୁରୋ): ବର୍ତ୍ତମାନର ଡିଜିଟାଲ ସମୟରେ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସବୁ କାମ ଅନଲାଇନରେ କରାଯିବା ଆବଶ୍ୟକ। ଅପରପକ୍ଷରେ ଦେଶର ଅଭିବୃଦ୍ଧି ନିମନ୍ତେ ବିନିଯୋଗ କରିବା ମଧ୍ୟ ଜରୁରୀ। ବିନିଯୋଗ ନିମନ୍ତେ କ୍ରୟ ଏବଂ କ୍ରୟ ଲାଗି ବିକ୍ରୟକୁ ମଧ୍ୟ…

ମାନ୍ଦାବସ୍ଥା ଆଣିଛି ଘୋର ସଙ୍କଟ;୧୯% କମ୍ପାନୀ ନୂଆ ନିଯୁକ୍ତି ସପକ୍ଷରେ

ନୂଆଦିଲ୍ଲୀ,୧୧-୯: ଭାରତ ସମେତ ସାରା ବିଶ୍ୱରେ ମାନ୍ଦାବସ୍ଥାର ପ୍ରଭାବ ଏଭଳି ସ୍ଥିତିରେ ପହଞ୍ଚତ୍ଛି ଯେ, ସମସ୍ତ କ୍ଷେତ୍ର ଏବେ ଘୋର ସଙ୍କଟ ଦେଇ ଗତିକରୁଛି। ଫଳସ୍ବରୂପ ଆଗାମୀ ତୃତୀୟ ତ୍ରୈମାସ(ଅକ୍ଟୋବର-ଡିସେମ୍ବର) ମଧ୍ୟରେ ନୂଆ ନିଯୁକ୍ତି ସୃଷ୍ଟି ସମ୍ଭାବନା ନାହିଁ କହିଲେ ଚଳେ।…

ଷ୍ଟାର୍ଟଅପ୍‌ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍‌ସିଆର୍‌ ସର୍ବାଗ୍ରେ

ନୂଆଦିଲ୍ଲୀ,୧୦-୯: ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍‌ସିଆର୍‌। ଏଠାରେ ଷ୍ଟାର୍ଟଅପ୍‌ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍‌ସିଆର୍‌ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…

ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା : ଆୟ ଆଠଣା ଖର୍ଚ୍ଚ ଟଙ୍କାଏ; ପେଟିମ୍‌ର କ୍ଷତି ୪ ହଜାର ୨ଶହ ୧୭ କୋଟି

ନୂଆଦିଲ୍ଲୀ,୧୦।୯: ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା ଲାଗିଛି। ଏହି ବ୍ୟବସ୍ଥାରେ ଆୟ ଆଠଣା ହେଉଥିବାବେଳେ ଖର୍ଚ୍ଚ ଟଙ୍କାଏ ରହିଥିବା କୁହାଯାଉଛି। ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପେଟିଏମ୍‌ର କ୍ଷତି ପରିମାଣ ଇତିମଧ୍ୟରେ ୪ ହଜାର ୨ଶହ ୧୭ କୋଟି…

ଏନ୍‌ବିଏଫ୍‌ସି ସମସ୍ୟା ଟଳି ନ ପାରେ

ନୂଆଦିଲ୍ଲୀ, ୧୦-୯: ବର୍ତ୍ତମାନ ନଗଦ ସମସ୍ୟା ସହ ଜୁଝୁଥିବା ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି) କ୍ଷେତ୍ରର ସମସ୍ୟାରେ ଶୀଘ୍ର ସମାଧାନ ଆସିବାର ସମ୍ଭାବନା ନାହିଁ। ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହି ସମସ୍ୟା ନ ଟଳି ପାରେ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri