ବାଣିଜ୍ୟ

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା

ନୂଆଦିଲ୍ଲୀ,୭-୧: ସୋମବାର ସୁନା ଦର ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ୧୦ ଗ୍ରାମ ପିଛା ସୁନା ଦର ୪୧,୭୩୦ ଟଙ୍କା ସ୍ତରରେ ରହିଛି। ଗୋଟିଏ ଦିନରେ ସୁନା ୭୨୦ ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ଦେଶ ତଥା ଅନ୍ତର୍ଜାତୀୟ…

ବାଣିଜ୍ୟ ଲିଡରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୭-୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦-୨୧ ସାଧାରଣ ବଜେଟର ଅବ୍ୟବହିତ ପୂର୍ବରୁ ଦେଶର ବାଣିଜ୍ୟ ଲିଡରଙ୍କୁ ଭେଟିଛନ୍ତି। ଅର୍ଥ ବ୍ୟବସ୍ଥା ସାମ୍ନାରେ ରହିଥିବା ବିଭିନ୍ନ ଚ୍ୟାଲେଞ୍ଜ, ନିଯୁକ୍ତି ସୃଷ୍ଟି ଏବଂ ଅଭିବୃଦ୍ଧି ସମ୍ପର୍କିତ ବିଭିନ୍ନ ପଦକ୍ଷେପ ଉପରେ ବୈଠକରେ ଆଲୋଚନା ହୋଇଛି।…

ସେବା କ୍ଷେତ୍ର ପିଏମ୍‌ଆଇରେ ଉନ୍ନତି

ମୁମ୍ବାଇ,୭-୧: ଡିସେମ୍ବର ମାସରେ ଦେଶର ସେବା କ୍ଷେତ୍ର କାର୍ଯ୍ୟକଳାପରେ ଉନ୍ନତି ଆସିଥିବା ଜଣାପଡିଛି। ଏହି ସମୟରେ ଉକ୍ତ କ୍ଷେତ୍ରର କାର୍ଯ୍ୟକଳାପ ୫ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ଆଇଏଚ୍‌ଏସ୍‌ ମାର୍କିଟ ଇଣ୍ଡିଆର ସର୍ଭିସେସ ବିଜନେସ ଆକ୍ଟିଭିଟି ଇଣ୍ଡେକ୍ସ ନଭେମ୍ବରରେ ୫୨.୭% ରହିଥିଲା।…

ଆର୍‌ଓସି ଆବେଦନ ଖାରଜ କଲେ ଏନ୍‌ସିଏଲ୍‌ଏଟି

ମୁମ୍ବାଇ,୭-୧: ଟାଟାସନ୍ସ-ମିସ୍ତ୍ରି କର୍ପୋରେଟ ମାମଲାରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ରାୟ ଶୁଣାଇଥିଲେ। ସାଇରସ ମିସ୍ତ୍ରୀଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ହଟାଇବା ବେଆଇନ ଥିଲା ବୋଲି ଟ୍ରିବ୍ୟୁନାଲ…

ଜିଏସ୍‌ଟି କ୍ଷତିପୂରଣ ବନ୍ଦ ହେଲେ ୧.୨୩ ଲକ୍ଷ କୋଟି କ୍ଷତି ସହିବେ ରାଜ୍ୟ

ନୂଆଦିଲ୍ଲୀ,୬-୧: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ଲାଗୁ ହେବା ପରେ ସରକାର ପ୍ରଦାନ କରୁଥିବା କ୍ଷତିପୂରଣ ବନ୍ଦ କଲେ ରାଜ୍ୟଗୁଡିକର ମୋଟ୍‌ ରାଜସ୍ବ ୧.୨୩ ଲକ୍ଷ କୋଟି ଟଙ୍କା କମିବା ନେଇ ଆକଳନ କରାଯାଇଛି। ଏଭଳି ସ୍ଥିତିରେ ଜିଏସ୍‌ଟି କ୍ଷତିପୂରଣ…

ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଗତ ୨ ମାସ ହେବ ଲଗାତାର ଭାବେ ଜିଏସ୍‌ଟି ସଂଗ୍ରହରେ…

ବଜେଟରେ ବ୍ୟାଙ୍କଗୁଡିକୁ ମିଳି ନ ପାରେ ପୁଞ୍ଜି ସହାୟତା

ନୂଆଦିଲ୍ଲୀ,୬-୧: ଫେବୃୟାରୀ ପହିଲାରେ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ ହେବ। ଏଥିରେ ଚଳିତଥର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ସରକାର କୌଣସି ପୁଞ୍ଜି ସହାୟତା ସମ୍ପର୍କରେ ଘୋଷଣା କରି ନ ପାରନ୍ତି। ଅପରପକ୍ଷରେ ଅନାଦାୟ ଋଣ (ଏନ୍‌ପିଏ) ଅସୁଲିକୁ ଉନ୍ନତ…

୪ ଦିନ ଧରି ବଢୁଛି ତେଲ ଦର

ନୂଆଦିଲ୍ଲୀ,୬-୧: ଇରାନ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ ପରେ ରବିବାର ସମେତ ଗତ ୪ ଦିନ ହେବ ଲଗାତର ତେଲ ଦର ବୃଦ୍ଧି ଘଟୁଛି। ଏହି ଏୟାର ଷ୍ଟ୍ରାଇକ ପରେ ଇରାନର ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ତର୍ଜାତୀୟ ତେଲ…

ଟାଟାସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଛା ନାହଁ:ସାଇରସ୍‌ ମିସ୍ତ୍ରି

ନୂଆଦିଲ୍ଲୀ,୬-୧: ଟାଟାସନ୍ସର ଅଧ୍ୟକ୍ଷ ପଦବୀକୁ ଫେରିବା ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରି ରବିବାର କହିଛନ୍ତି। କ୍ଷୁଦ୍ର ଅଂଶୀଦାର ଭାବେ ସାପୋରଜୀ ପାଲୋଞ୍ଜୀ ଗ୍ରୁପ , ଟାଟାସନ୍ସ ବୋର୍ଡରେ ବସିବାର ଅଧିକାରକୁ ସୁରକ୍ଷା ପ୍ରଦାନ ଭଳି ବିଭିନ୍ନ…

ପ୍ରଭାବିତ ହୋଇପାରେ ଇରାନ ରପ୍ତାନି

ନୂଆଦିଲ୍ଲୀ,୬-୧: ଆମେରିକା-ଇରାନ ମଧ୍ୟରେ ଏବେ ଯୁଦ୍ଧ ଆଶଙ୍କା ଲାଗି ରହିଛି। ଦୁଇ ଦେଶ ମଧ୍ୟରେ ତିକ୍ତତା ବଢିଲେ ପାରସ୍ୟ ଗଲ୍ଫ ଦେଶଗୁଡିକୁ ଭାରତର ରପ୍ତାନି ପ୍ରଭାବିତ ହୋଇପାରେ ବୋଲି ଫେଡେରେଶନ ଅଫ୍‌ ଇଣ୍ଡିଆନ ଏକ୍ସପୋର୍ଟ ଅର୍ଗାନାଇଜେଶନ(ଏଫ୍‌ଆଇଇଓ) ମହାନିର୍ଦ୍ଦେଶକ ଅଜୟ ସାହାଇ କହିଛନ୍ତି।…

ନୋବେଲ ବିଜେତା ଅର୍ଥନୀତିଜ୍ଞ ଏରିକ ମାକ୍ସିନଙ୍କ ଆହ୍ବାନ; ସବୁ ଦେଶ ମିଶି ଆର୍ଥତ୍କ ସଙ୍କଟର ସାମ୍ନା କରନ୍ତୁ

ନୂଆଦିଲ୍ଲୀ,୫-୧: ବିଶ୍ୱସ୍ତରରେ ଏବେ ଜଳବାୟୁ ପରିବର୍ତ୍ତନ ଏବଂ ଆର୍ଥତ୍କ ସଙ୍କଟ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟାକରୁ ବାହାରକୁ ଆସିବା ପାଇଁ ସବୁ ଦେଶ ମିଳିତ ହୋଇ ଲଢିବାର ଆବଶ୍ୟକତା ରହିଛି। ନୋବେଲ ବିଜେତା ଅର୍ଥନୀତିଜ୍ଞ ଏରିକ ମାକ୍ସିନ…

ଶୀଘ୍ର ହୋଇପାରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

ଓ୍ବାଶିଂଟନ,୫-୧: ଭାରତ ଏବଂ ଆମେରିକା ଶୀଘ୍ର ବାଣିଜି୍ୟକ ଚୁକ୍ତି ସ୍ବାକ୍ଷର କରିପାରନ୍ତି। ଦୁଇ ଦେଶ ଏହି ଚୁକ୍ତିରେ ସାମିଲ ହେବା ନେଇ ନିକଟତର ହୋଇଛନ୍ତି। ଚୁକ୍ତି ସ୍ବାକ୍ଷରିତ ହେଲେ ଦୁଇ ମଧ୍ୟରେ ବ୍ୟବସାୟ ସୁଗମ ହେବା ନେଇ ଆଶା କରାଯାଉଛି। ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?