ବାଣିଜ୍ୟ

ବିଶ୍ୱସ୍ତରୀୟ ଇଭି ଉତ୍କର୍ଷ କେନ୍ଦ୍ର ହେବ ଭାରତ

ନୂଆଦିଲ୍ଲୀ,୨୧।୧: ବର୍ତ୍ତମାନର ପରିବେଶ ଓ ବଜାର ଚାହିଦାକୁ ଆଖିଆଗରେ ରଖି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ) ମଧ୍ୟ ଇଲେକ୍‌ଟ୍ରିକ୍‌ ଭେଇକଲ ବା ଇଭି ଉତ୍ପାଦନରେ ମନୋନିବେଶ କରିଛି। ଏପରିକି ଭାରତକୁ ଇଭି ଉପତ୍ାଦନର ଏକ ବିଶ୍ୱସ୍ତରୀୟ ହବ୍‌ ବା ଉତ୍କର୍ଷ...

ଅଂଶୀଦାରମାନଙ୍କ ସହ ଆଲୋଚନା କଲେ କିଶନ ରେଡ୍ଡୀ

ଭୁବନେଶ୍ୱର,୨୧।୧: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍‌କୋ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ବୈଠକର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱରସ୍ଥିତ ନାଲ୍‌କୋ ଭବନଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ...

୨୨ରୁ ଫୁଲ୍‌ ପଇସା ଅସୁଲ ସେଲ୍‌

ମୁମ୍ବାଇ,୨୧।୧: ସ୍ମାର୍ଟ ବଜାରର ବହୁ ପ୍ରତୀକ୍ଷିତ ଅଫର ‘ଫୁଲ୍‌ ପଇସା ଅସୁଲ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ଏହି ଦରଦାମ ବୃଦ୍ଧି (ମେହେଙ୍ଗାଇକା ମିଟର) ସମୟରେ ଗ୍ରାହକଙ୍କୁ କିଛି ପରିମାଣର ରିହାତି ମିଳିବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ...

ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ

ନୂଆଦିଲ୍ଲୀ,୨୦।୧: ଡୋନାଲ୍ଡ ଟ୍ରମ୍ପ ଆଜି ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ତେବେ ତାଙ୍କ ଶପଥ ଗ୍ରହଣ ପୂର୍ବରୁ, ଭାରତରେ ସୁନା ଦର ହ୍ରାସ ପାଇଛି। ୨୦ ଜାନୁଆରୀ, ୨୦୨୫ରେ ଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରତି...

ଇନଷ୍ଟାଗ୍ରାମ ୟୁଜର୍ସଙ୍କ ପାଇଁ ଖୁସି ଖବର, ଏଣିକି ୩ ମିନିଟ୍‌ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୦।୧: ଇନଷ୍ଟାଗ୍ରାମ କ୍ରିଏଟର୍ସମାନଙ୍କୁ ଏକ ବଡ଼ ଉପହାର ଦେଇଛି। ଏବେ କ୍ରିଏଟରମାନେ ଲମ୍ବା ରିଲ୍ସ ଅପଲୋଡ କରିବାର ସୁବିଧା ମଧ୍ୟ ପାଇବେ। ଏବେ ଇନଷ୍ଟାଗ୍ରାମରେ ୩ ମିନିଟ ପର୍ଯ୍ୟନ୍ତ ରିଲ ଅପଲୋଡ କରାଯାଇପାରିବ। ଏହା ବ୍ୟତୀତ, କମ୍ପାନୀ ଏବେ ୟୁଜର୍ସଙ୍କ...

ୟୁଜର୍ସଙ୍କ ପାଇଁ ଖୁସିଖବର: ଏଣିକି ମାତ୍ର ୨୦ ଟଙ୍କାରେ ୯୦ ଦିନ ପର୍ଯ୍ୟନ୍ତ ସିମ୍‌ ରଖିପାରିବେ ଆକ୍ଟିଭ୍‌

ନୂଆଦିଲ୍ଲୀ,୨୦।୧: ଭାରତରେ ଅନେକ ୟୁଜର୍ସଙ୍କ ସ୍ମାର୍ଟଫୋନରେ ଦୁଇଟି ସିମ କାର୍ଡ ଅଛି। ସାଧାରଣତଃ, ଗୋଟିଏ ସିମ ନିୟମିତ କଲ ଏବଂ ଡାଟା ପାଇଁ ବ୍ୟବହୃତ ହୁଏ, ଯେତେବେଳେ ଅନ୍ୟଟି ଜରୁରୀକାଳୀନ ପରିସ୍ଥିତିରେ ବ୍ୟାକଅପ ଭାବରେ କାମ କରେ। ଯେହେତୁ ଦ୍ୱିତୀୟ...

ମାରୁତି ସେଲେରିଓ ଜିତିଲେ ରୋନକ ଅଗ୍ରୱାଲ

ଭୁବନେଶ୍ୱର,୨୦।୧(ଅଭୟ ଦାଶ): କିସ୍ନା ଜୁଏଲେରିର ବହୁ ପ୍ରତୀକ୍ଷିତ ‘ଲକି ଡ୍ର’ ବିଜେତାଙ୍କ ନାମ ନିକଟରେ ଘୋଷଣା କରାଯାଇଛି। ଏପରିକି କିସ୍ନା ଜୁଏଲେରିର ଗ୍ରାହକ ତଥା ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବାସିନ୍ଦା ରୋନକ ଅଗ୍ରୱାଲ ଏହି ଲକି ଡ୍ର’ ଜରିଆରେ ଏକ...

8th Pay Commission: ଏହି ରାଜ୍ୟରେ ପ୍ରଥମେ ବଢିବ କର୍ମଚାରୀଙ୍କ ଦରମା? ଜାଣନ୍ତୁ କେତେ ବଢିବ

ନୂଆଦିଲ୍ଲୀ,୧୯।୧: ଭାରତ ସରକାର ସରକାରୀ କର୍ମଚାରୀଙ୍କ ବେତନ, ଭତ୍ତା ଏବଂ ପେନଶନ ସଂଶୋଧନ କରିବା ପାଇଁ ପ୍ରତି ୧୦ ବର୍ଷରେ ଏକ ବେତନ ଆୟୋଗ ଗଠନ କରନ୍ତି। ଏହି ଆୟୋଗ ଏହି କର୍ମଚାରୀଙ୍କ ଆୟ ଏବଂ ଜୀବନଧାରଣ ମାନ ବୃଦ୍ଧି...

ନିଯୁକ୍ତିଦାତାଙ୍କ ମଞ୍ଜୁରୀ ବିନା କରିହେବ EPF ସ୍ଥାନାନ୍ତର

ନୂଆଦିଲ୍ଲୀ,୧୯ା୧: ନିଯୁକ୍ତିଦାତାଙ୍କ ବିନା ଯାଞ୍ଚ ଏବଂ ଅନୁମୋଦନରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫ୍‌ଓ)ର ୭.୬ କୋଟିରୁ ଊର୍ଦ୍ଧ୍ୱ ସଦସ୍ୟ ସେମାନଙ୍କ ନାମ, ଜନ୍ମତାରିଖ ଆଦି ଅନ୍‌ଲାଇନରେ ବଦଳାଇପାରିବେ। ଏହା ବ୍ୟତୀତ ଇ-କଓ୍ବୋଇସି ଇପିଏଫ୍‌ ଆକାଉଣ୍ଟ ଥିବା ସଦସ୍ୟମାନେ ଅନ୍‌ଲାଇନରେ ସେମାନଙ୍କ...

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ। EPFO ନିୟମ ଅନୁଯାୟୀ, ଯଦି ଆପଣ ୧୦ବର୍ଷ ପାଇଁ ଅବଦାନ ଦିଅନ୍ତି, ତେବେ...

ଶୂନ୍ୟ ନିର୍ଗମନକୁ ଆଦିତ୍ୟ ଆଲୁମିନିୟମର ଗୁରୁତ୍ୱ

ଭୁବନେଶ୍ୱର,୧୮ା୧(ଅନୁରାଧା ମହାରଣା): ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ସହଯୋଗୀ କମ୍ପାନୀ ଆଦିତ୍ୟ ଆଲୁମିନିୟମ ତାହାର ଲପଙ୍ଗାସ୍ଥିତ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ ନିକଟସ୍ଥ ସିମେଣ୍ଟ ପ୍ଲାଣ୍ଟକୁ ଯୋଗାଣ କରିବ। ଏଥିପାଇଁ ଏକ ୫ବର୍ଷିଆ ଚୁକ୍ତି ସ୍ବାକ୍ଷରିତ କରିଛି। ଏହାସହ କମ୍ପାନୀ ଫ୍ଲାଏ...

୨୦୨୪ରେ ରିଲାଏନ୍ସ ରିଟେଲର ୭୭୯ ନୂଆ ଷ୍ଟୋର

ମୁମ୍ବାଇ,୧୮।୧(ଅଭୟ ଦାଶ): ୨୦୨୪ କ୍ୟାଲେଣ୍ଡର ଇୟରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ (ଆର୍‌ଆର୍‌ଭିଏଲ୍‌) ମୋଟ ୭୭୯ ନୂଆ ଷ୍ଟୋର ଖୋଲିଛି। ଏହାର ଅର୍ଥ ହେଉଛି କମ୍ପାନୀ ଗତ ବର୍ଷ ପ୍ରତିଦିନ ୨ରୁ ଅଧିକ ନୂଆ ଷ୍ଟୋର ଖୋଲିଥିଲା ଯାହା ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri