ବାଣିଜ୍ୟ

ସୁପ୍ରିମକୋର୍ଟ ଗଲା ମିସ୍ତ୍ରି-ଟାଟାସନ୍ସ ମାମଲା

ନୂଆଦିଲ୍ଲୀ,୩-୧: ଟାଟାସନ୍ସର ଅଧ୍ୟକ୍ଷ ଭାବେ ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କୁ ଅବସ୍ଥାପିତ କରାଇବା ଲାଗି ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରିବା ଲାଗି ଟାଟା ଗ୍ରୁପକୁ ୧ ମାସ ସମୟ ଦିଆଯାଇଥିଲା। ଏନ୍‌ସିଏଲ୍‌ଏଟି…

ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୨-୧: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍‌ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି। ଲୋକଙ୍କର…

ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍‌ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ

ମୁମ୍ବାଇ,୨-୧: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍‌ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ ମୋବାଇଲ…

ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ରନ୍ଧନ ଗ୍ୟାସ୍‌ ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍‌ ଦାମ୍‌ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍‌ ଯୁକ୍ତ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ ୭୧୪ ଟଙ୍କା ହୋଇଛି। ଗତ ଡିସେମ୍ବରରେ ଏହାର ଦାମ୍‌…

୨୦୧୯ରେ ନିବେଶକଙ୍କୁ ୧୧ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୧-୧: ୨୦୧୯ରେ ପୁଞ୍ଜି ବଜାରର କାରବାର ବେଶ ଉନ୍ନତ ରହିବା ଯୋଗୁ ନିବେଶକଙ୍କୁ ୧୧ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଏହି ସମୟରେ ସେନସେକ୍ସର ସୂଚକାଙ୍କ ୧୪% ବଢିଥିବା ରେକର୍ଡ କରାଯାଇଛି। ବିଶ୍ୱ ବଜାରର ମାନ୍ଦାବସ୍ଥା, ଚାଇନା ଆମେରିକା ବାଣିଜ୍ୟ…

ଭିତ୍ତିଭୂମିରେ ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧: ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହାକୁ ନ୍ୟାଶନାଲ…

ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍‌ ସେକ୍ଟର ଅଭିବୃଦ୍ଧି ୧.୫% କମିଲା

ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍‌ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର ଅଭିବୃଦ୍ଧି ନଭେମ୍ବରରେ ୧.୫% ଖସିଛି। ୮ କୋର୍‌ ସେକ୍ଟର ମଧ୍ୟରୁ ୫ଟିର ଅଭିବୃଦ୍ଧି ନକାରାତ୍ମକ…

ନୂଆ ବର୍ଷରୁ ଲାଗୁ ହେବ ଏସବୁ ନୂଆ ନିୟମ

ନୂଆଦିଲ୍ଲୀ,୧-୧: ମଙ୍ଗଳବାର ୨୦୧୯ ବର୍ଷ ଲାଗି ଶେଷ ଦିନ। ଏହି ଦିନ କିଛି ନିୟମ ଲାଗି ମଧ୍ୟ ଅନ୍ତିମ ଦିନ ହେବ। ୨୦୨୦ ପହିଲା ବୁଧବାର ପଡୁଥିବା ବେଳେ ଉକ୍ତ ଦିନଠାରୁ କିଛି ନୂଆ ନିୟମ ଲାଗୁ କରିବା ଲାଗି ସରକାର…

ଚଳନ୍ତି ଖାତା ନିଅଣ୍ଟ ୦.୯%

ନୂଆଦିଲ୍ଲୀ,୧-୧: ଦେଶର ଚଳନ୍ତି ଖାତା ନିଅଣ୍ଟ(ସିଏଡି) ଜୁଲାଇ-ସେପ୍ଟେମ୍ବର ସମୟରେ ମୋଟ ଜିଡିପିର ୦.୯% ବା ୬.୩ ବିଲିୟନ ଡଲାର ରହିଛି। ଏହି ସମୟରେ ବାଣିଜ୍ୟ ନିଅଣ୍ଟ କମିଥିବା ଜଣାପଡିଛି। ୨୦୧୮-୧୯ ସମାନ ସମୟରେ ସିଏଡି ମୋଟ ଜିଡିପିର ୨.୯% ବା ୧୯…

ନିୟନ୍ତ୍ରଣ ବାହାରେ ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧: ଦେଶର ବିତ୍ତୀୟ ନିଅଣ୍ଟ ଚଳିତ ଆର୍ଥତ୍କ ବର୍ଷ ଅଣାୟତ୍ତ ହେବାରେ ଲାଗିଛି। ଏହା ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିବା ବେଳେ ବଜେଟର ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ଟପି ନଭେମ୍ବର ଶେଷ ସୁଦ୍ଧା ୧୧୪.୮% ବା ୮.୦୭ ଲକ୍ଷ କୋଟି ଟଙ୍କା…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୭.୩%

ଭୁବନେଶ୍ୱର,୧-୧(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅକ୍ଟୋବରରେ ୩୨୫ ପଏଣ୍ଟ ଥିଲା। ନଭେମ୍ବରରେ ଏଥିରେ ୩ ପଏଣ୍ଟ ବଢି ଏହା ୩୨୮ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୦ ପଏଣ୍ଟ ଥିଲା।…

ଭଡା ବଢାଇଲା ରେଲଓ୍ବେ

ନୂଆଦିଲ୍ଲୀ,୧-୧: ଭାରତୀୟ ରେଳପଥ ପକ୍ଷରୁ ନୂଆ ବର୍ଷରେ ଯାତ୍ରୀ ଭଡା ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ରେଳପଥର ସମସ୍ତ ନେଟଓ୍ବର୍କରେ ଏହାକୁ ଜାନୁୟାରୀ ପହିଲାରୁ କାର୍ଯ୍ୟକାରୀ ହେବ। ସବର୍ବାନ ଟ୍ରେନଗୁଡିକ ଲାଗି ଭଡା ବୃଦ୍ଧି କରାଯାଇ ନ ଥିବା ଜଣାପଡିଛି। ସବର୍ବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?