୭ମାସ ପୂର୍ବରୁ ଲକ୍ଷ୍ୟ ହାସଲ;ମୋଦି ପ୍ରଦାନ କଲେ ୮ କୋଟି ତମ ସିଲିଣ୍ଡର ସଂଯୋଗ
ନୂଆଦିଲ୍ଲୀ,୮-୯: ମୋଦି ସରକାର ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍ପିଜି ସଂଯୋଗ ଲକ୍ଷ୍ୟ ପୂରଣ କରିଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ କୋଟିତମ ଏଲ୍ପିଜି ସଂଯୋଗ ପ୍ରଦାନ କରିଛନ୍ତି। ଏହି ଅବସରରେ…
୫ ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ବୁଝିବିଚାରି ରଣନୀତି ଆପଣାଇବାକୁ ହେବ: ମନମୋହନ
ଜୟପୁର,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂହ ଶନିବାର…
ଟ୍ରାଫିକ ନିୟମ ଭାଙ୍ଗିଲେ ବଢ଼ିଯିବ ବୀମା ପ୍ରିମିୟମ
ନୂଆଦିଲ୍ଲୀ,୮-୯: ଟ୍ରାଫିକ ନିୟମ ଭାଙ୍ଗିବା ଯୋଗୁ ଭାରି ଜରିମାନା ଦେଇ ଲୋକେ ତ୍ରାହି ତ୍ରାହି ଡାକ ଛାଡ଼ୁଥିବା ବେଳେ ସରକାର ଆଉ ଏକ ଝଟକା ଦେବାକୁ ଯାଉଛନ୍ତି। ଆଗାମୀ ଦିନରେ ଗାଡ଼ି ବୀମା ପଲିସିକୁ ଟ୍ରାଫିକ ନିୟମ ଉଲ୍ଲଂଘନ ସହ ଯୋଡିବାକୁ…
ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍ବିଆଇ
ନୂଆଦିଲ୍ଲୀ, ୮-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି…
ରିୟଲମିର ୨ ନୂଆ ସ୍ମାର୍ଟଫୋନ
ଭୁବନେଶ୍ୱର, ୮-୯: ରିୟଲମି ପକ୍ଷରୁ ନୂଆ ରିୟଲମି ୫ ଏବଂ ୫ ପ୍ରୋ ସ୍ମାର୍ଟଫୋନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଡିଲର ସମ୍ମିଳନୀ ଅବସରରେ କମ୍ପାନୀର ଜାତୀୟ ବିକ୍ରି ଏବଂ ବିତରଣ ମୁଖ୍ୟ ନିଶାର ନାଇକୋ,…
ବିଓଆଇ ପକ୍ଷରୁ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର, ୮-୯: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ) ପକ୍ଷରୁ ଏହାର ୧୧୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପରିସରରେ ଆସୁଥିବା ୨୧ ଜିଲାର ୧୨୭ ଶାଖାକୁ ଓଡ଼ିଶାବାସୀଙ୍କୁ ପୁନଃ ଉତ୍ସର୍ଗୀକୃତ କରାଯାଇଛି। ଆଞ୍ଚଳିକ ପ୍ରବନ୍ଧକ…
ହୋଟେଲ ଶିଳ୍ପ ଉପରୁ ହ୍ରାସ ହେଉ ଜିଏସ୍ଟି
ଭୁବନେଶ୍ୱର, ୮-୯ (ବ୍ୟୁରୋ): ୭,୫୦୦ ଟଙ୍କା କିମ୍ବା ଏହାଠାରୁ ଅଧିକ ମୂଲ୍ୟର ହୋଟେଲ ରୁମ୍ ଉପରେ ଏବେ ୨୮% ଜିଏସ୍ଟି ଲାଗୁ ହେଉଛି। ଏହା ଫଳରେ ହୋଟେଲ ଶିଳ୍ପ ଉପରେ ଗଭୀର ପ୍ରଭାବ ପଡୁଛି। ବିଶ୍ୱର ଅନ୍ୟ ବଜାରଗୁଡିକ କଥା ତୁଳନା…
ଅଟୋ ସେକ୍ଟର ପାଇଁ ଜିଏସ୍ଟି ହ୍ରାସ: ରାଜ୍ୟ ଆଡ଼କୁ ଦାୟିତ୍ୱ ଠେଲି ଦେଲା କେନ୍ଦ୍ର
ନୂଆଦିଲ୍ଲୀ,୭ା୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାର ନିଜର ଦାୟିତ୍ୱ ନିର୍ବାହ କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଆଡକୁ ଠେଲି ଦେଇଛନ୍ତି। ଶୁକ୍ରବାର ଅଟୋ ଯନ୍ତ୍ରାଂଶ ନିର୍ମାତାଙ୍କ ବାର୍ଷିକ ବୈଠକରେ ଯୋଗଦେଇଥିବା କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ…
କୋଇଲାରେ ୧୦୦% ଏଫ୍ଡିଆଇକୁ ବିରୋଧ;୨୪ରେ ୪ ଟ୍ରେଡ ୟୁନିୟନର ଧର୍ମଘଟ ଡାକରା
କୋଲକାତା,୭-୯: କେନ୍ଦ୍ର ସରକାର କୋଇଲ ଖଣି ସେକ୍ଟରରେ ୧୦୦ ପ୍ରତିଶତ ଫରେନ୍ ଡାଇରେକ୍ଟ ଇନ୍ଭେଷ୍ଟମେଣ୍ଟ(ଏଫ୍ଡିଆଇ) ବା ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରାଯିବାକୁ ଘୋଷଣା କରିଛନ୍ତି। ଏହାକୁ ଦେଶର ୫ ବୃହତ ଟ୍ରେଡ ୟୁନିୟନ ବିରୋଧ କରିଛନ୍ତି। ଚଳିତମାସ ୨୪ରେ ସେମାନେ ଦିନିକିଆ…
ଓରିଏଣ୍ଟାଲ ବ୍ୟାଙ୍କ ଦୁର୍ନୀତିରେ ସାମିଲ ଥିଲେ ନୀରବ ମୋଦି-ମେହୁଲ ଚୋକ୍ସି
ନୂଆଦିଲ୍ଲୀ,୭-୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ଋଣ ଦୁର୍ନୀତିରେ ସାମିଲ ଥିବା ହୀରା ବ୍ୟବସାୟୀ ନୀରବ ମୋଦି ଏବଂ ମେହୁଲ ଚୋକ୍ସି ଓରିଏଣ୍ଟାଲ ବ୍ୟାଙ୍କ ଅଫ୍ କମର୍ସ(ଓବିସି)ରୁ ବଡ଼ ଧରଣର ଋଣ ଠକେଇ କରିଛନ୍ତି…
ଆର୍ବିଆଇ ନିର୍ଦ୍ଦେଶ ସତ୍ତ୍ୱେ ଶସ୍ତା ହେବ ନାହିଁ ଋଣ
ନୂଆଦିଲ୍ଲୀ,୭-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ପକ୍ଷରୁ ରେପୋ ରେଟ ଭଳି ବାହ୍ୟ ବେଞ୍ଚ ମାର୍କ ରେଟ୍ ସହ ସମସ୍ତ ପ୍ରକାର ରିଟେଲ ଋଣକୁ ଯୋଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସତ୍ତ୍ୱେ ରିଟେଲ ଋଣ ସୁଧ ହାର ଶସ୍ତା ହେବ ନାହିଁ ବୋଲି ଆଶଙ୍କା…
ଫେମା ଆଇନ ଉଲ୍ଲଂଘନ ଅଭିଯୋଗ;ନରେଶ ଗୋୟଲଙ୍କୁ ଇଡିର ଜେରା
ନୂଆଦିଲ୍ଲୀ,୭-୯: ବୈଦେଶିକ ବିନିମୟ ପରିଚାଳନା(ଫେମା) ଆଇନ ଉଲ୍ଲଂଘନ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ବନ୍ଦ ହୋଇଯାଇଥିବା ଏୟାରଲାଇନ୍ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ର ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ଜେରା କରିଛି। ଇଡିର ମୁମ୍ବାଇ ମୁଖ୍ୟାଳୟରେ ଏହି ଜେରା କରାଯାଇଛି। ଏଥିପୂର୍ବରୁ ଇଡି ପକ୍ଷରୁ…
Archives


