ରପ୍ତାନି ବୃଦ୍ଧି ନେଇ ଖୁବଶୀଘ୍ର ଘୋଷଣା ହେବ ପ୍ୟାକେଜ
ନୂଆଦିଲ୍ଲୀ,୭-୯: ଦେଶର ରପ୍ତାନି ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାର ଦିନେ ଦୁଇଦିନ ଭିତରେ ଏକ ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିବାକୁ ଯାଉଛନ୍ତି। ଏ ସଂକ୍ରାନ୍ତରେ ସୂଚନା ଦେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ପ୍ୟାକେଜ ସ୍ଥିର କରିବା ନେଇ…
ଗାଡ଼ି ଜରିମାନା ଡର;ଅନ୍ଲାଇନ ମୋଟର ବୀମା କାରବାର ବୃଦ୍ଧି
ନୂଆଦିଲ୍ଲୀ,୭-୯: ଦେଶରେ ଏବେ ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପୋଲିସ ପକ୍ଷରୁ ବ୍ୟାପକ ଭାବେ ଧରପଗଡ଼ ଆରମ୍ଭ ହୋଇଛି। ଜଣେ ସ୍କୁଟି ଚାଳକଙ୍କ ଠାରୁ ୨୩ ହଜାର ଟଙ୍କା ଆଦାୟ କରାଯାଇଥିବା ବେଳେ ଅଟୋ ଚାଳକଙ୍କ ଠାରୁ…
ବ୍ୟାନ୍ ହେବନି ପେଟ୍ରୋଲ, ଡିଜେଲ କାର୍:ଗଡ଼କରୀ
ନୂଆଦିଲ୍ଲୀ,୬-୯: ସଙ୍କଟରେ ଥିବା ଅଟୋ ସେକ୍ଟରକୁ ସାନ୍ତ୍ୱନା ଦେଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କହିଛନ୍ତି ଯେ, ମାନ୍ଦାବସ୍ଥାରୁ ବାହାରି ଆସିବା ଲାଗି ସରକାର ଏହି ସେକ୍ଟରକୁ ଯଥାସମ୍ଭବ ସହାୟତା କରିବେ। ଅଟୋ ସେକ୍ଟରରେ ଲାଗୁ ହୋଇଥିବା ଜିଏସ୍ଟି ହାର ହ୍ରାସ…
ଦେଶର ୧୬୦୦ ସହରରେ ଜିଓ ବ୍ରଡବ୍ୟାଣ୍ଡ ସେବା
ନୂଆଦିଲ୍ଲୀ, ୬-୯: ଡାଟା ସେବା ପ୍ରଦାନ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବହୁ ପ୍ରତିକ୍ଷିତ ବ୍ରଡବ୍ୟାଣ୍ଡ ସେବା ଗୁରୁବାର ଆରମ୍ଭ ହୋଇଛି। ସାରା ଦେଶର ୧୬୦୦ ସହରରେ ଏହି ସେବାକୁ କମ୍ପାନୀ ଉନ୍ମୋଚନ କରିଛି। କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ…
ପିଏମ୍ଇଜିପିରେ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ
ଭୁବନେଶ୍ୱର, ୬-୯(ବ୍ୟୁରୋ): ସାରା ଦେଶରେ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଦେଶର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଏହି ସଂସ୍ଥାଗୁଡିକର ଯୋଗଦାନ ଅତୁଳନୀୟ। ସରକାର ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ କରିବା ଦିଗରେ…
ପ୍ରଥମ ତ୍ରୈମାସରେ ଏଫ୍ଡିଆଇ ବଢ଼ିଛି ୨୮%
ନୂଆଦିଲ୍ଲୀ,୬-୯: ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ(ଏପ୍ରିଲ-ଜୁନ୍)ରେ ଦେଶର ପ୍ରତ୍ୟକ୍ଷ ବିଦେଶୀ ନିବେଶ(ଏଫ୍ଡିଆଇ) ୨୮% ବୃଦ୍ଧି ପାଇଛି। ଏହି ସମୟରେ ୧.୧୭ ଲକ୍ଷ କୋଟି ଟଙ୍କା ଅର୍ଥାତ୍ ୧୬.୩୩ ବିଲିୟନ ଡଲାର ନିବେଶ ହୋଇଛି। ଗତବର୍ଷ ସମାନ ଅବଧିରେ ୯୧ ହଜାର…
ବେକାରି ୩ ବର୍ଷର ସର୍ବୋଚ୍ଚ ସ୍ତରରେ
ନୂଆଦିଲ୍ଲୀ,୬-୯: ଜିଡିପି ସମେତ ଅନ୍ୟ ଆର୍ଥିକ ତଥ୍ୟ କାରଣରୁ ବିରୋଧୀ ଦଳଗୁଡ଼ିକ ସମାଲୋଚନାର ଶିକାର ହେଉଥିବା ମୋଦି ସରକାରଙ୍କୁ ଆଉ ଏକ ଅଡୁଆ ପରିସ୍ଥିତିର ସାମ୍ନା କରିବାକୁ ପଡିବ। ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ ଇକୋନୋମୀ(ସିଏମ୍ଆଇଇ) ପକ୍ଷରୁ ଦେଶର ନିଯୁକ୍ତି ସଂକ୍ରାନ୍ତ…
ଫେସ୍ବୁକ୍ର ୪୧.୯ କୋଟି ୟୁଜରଙ୍କ ଫୋନ୍ ନମ୍ବର ଲିକ୍
ନୂଆଦିଲ୍ଲୀ,୬-୯: ସୋସିଆଲ ମିଡିଆ କମ୍ପାନୀ ଫେସ୍ବୁକ୍ର ୪୧.୯ କୋଟି ୟୁଜରଙ୍କ ଫୋନ୍ ନମ୍ବର ଡାଟା ଲିକ୍ ହୋଇଯାଇଛି ବୋଲି ଆମେରିକା ମିଡିଆରେ ଜାରି ଏକ ରିପୋର୍ଟରେ କୁହାଯାଇଛି। ତିନି ଦେଶର ୟୁଜର ଏହାଦ୍ୱାରା ସର୍ବାଧିକ ପ୍ରଭାବିତ ହେବେ ବୋଲି ରିପୋର୍ଟରେ କୁହାଯାଇଛି।…
ବିଏସ୍ଏନ୍ଏଲ୍ର ଖର୍ଚ୍ଚକାଟ ଯୋଜନା; ୮୦ ହଜାର କର୍ମଚାରୀଙ୍କୁ ଦିଆଯିବ ଭିଆର୍ଏସ୍
ନୂଆଦିଲ୍ଲୀ,୫ା୯: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ)ନିଜର ଜମି ଭଡା ଦେଇ ଅର୍ଥ ଆୟ ବଢ଼ାଇବାକୁ ପ୍ରୟାସ କରୁଛି। ଅପରପକ୍ଷରେ ଖର୍ଚ୍ଚ କାଟ ଜରିଆରେ କ୍ଷତିକୁ ଯଥାସମ୍ଭବ କମାଇବା ଲାଗି ଏହା କର୍ମଚାରୀ ସଂଖ୍ୟା ହ୍ରାସ…
୨ ଦିନ ବନ୍ଦ ରହିବ ମାରୁତି ସୁଜୁକି ପ୍ଲାଣ୍ଟ; ମାନ୍ଦାବସ୍ଥା ଯୋଗୁ ୨୦୧୨ ପରେ ପ୍ରଥମ
ନୂଆଦିଲ୍ଲୀ,୫ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବରୁ ଦେଶର ସର୍ବବୃହତ କାର୍ ନିର୍ମାତା ମାରୁତି ସୁଜୁକି ୨ଦିନ ୭ ଓ ୯ ତାରିଖରେ ହରିୟାଣାସ୍ଥିତ ଗୁଡ଼ଗାଓ ଏବଂ ମାନେସର ପ୍ଲାଣ୍ଟକୁ ବନ୍ଦ ରଖିବ। ଏହି ଦୁଇ ଦିନକୁ କମ୍ପାନୀ ‘ନୋ ପ୍ରଡକ୍ସନ…
ରୁପା ଦର ୫୦ ହଜାର ଟପିଲା
ନୂଆଦିଲ୍ଲୀ,୫ା୯: ବିଶ୍ୱ ବଜାରରେ ସୁନା ଦର ମଙ୍ଗଳବାର ବୃଦ୍ଧି ପାଇଥିବା ବେଳେ ବୁଧବାର ସ୍ଥାନୀୟ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ଅର୍ଥାତ ବୁଧବାର ଏହା ୧୨୨ ଟଙ୍କା ବୃଦ୍ଧି ପାଇ ୩୯,୨୪୮ ଟଙ୍କା ପ୍ରତି ୧୦ ଗ୍ରାମରେ କାରବାର ବନ୍ଦ ହୋଇଛି।…
ସେବା କ୍ଷେତ୍ରକୁ ମାନ୍ଦାବସ୍ଥା ମାଡ; ପିଏମ୍ଆଇ ୫୨.୪ ପଏଣ୍ଟକୁ ହ୍ରାସ
ନୂଆଦିଲ୍ଲୀ,୫।୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଗୋଟିଏ ପରେ ଗୋଟିଏ ସେକ୍ଟରକୁ ମାଡି ଚାଲିଛି। ସର୍ଭିସ ସେକ୍ଟର ବା ସେବା କ୍ଷେତ୍ର ସେଥିରୁ ବାଦ ପଡ଼ିନି। ଏକ ମାସିକ ସର୍ଭେ ଅନୁଯାୟୀ ଦେଶରେ ନୂଆ କାରବାର ବୃଦ୍ଧି ହାର, ନିଯୁକ୍ତି…
Archives


