ବାଣିଜ୍ୟ

ବ୍ୟାଙ୍କଗୁଡିକୁ ସୀତାରାମନଙ୍କ ପରାମର୍ଶ; ତଦନ୍ତର ୩ସିକୁ ଡରନାହିଁ

ନୂଆଦିଲ୍ଲୀ,୨୯-୧୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ)ଙ୍କୁ ଭେଟିଛନ୍ତି। ସେ ବ୍ୟାଙ୍କଗୁଡିକର ସ୍ଥିତିକୁ ସମୀକ୍ଷା କରିଥିବା ବେଳେ ତଦନ୍ତର ୩ ସି କୁହାଯାଉଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ), କମ୍ପ୍ଟୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି), ସେଣ୍ଟ୍ରାଲ…

ବିଏସ୍‌ଏନ୍‌ଏଲ୍‌ ପୁନରୁଦ୍ଧାର ପାଇଁ ଜିଓଏମ୍‌ ଗଠନ

ନୂଆଦିଲ୍ଲୀ,୨୯-୧୨: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିଫୋନ୍‌ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌) ପାଇଁ ୬୯,୦୦୦ କୋଟି ଟଙ୍କାର ପୁନରୁଦ୍ଧାର ଯୋଜନାକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକ୍ରିୟା ଅନ୍ତର୍ଗତ ୭…

ଇଣ୍ଟରନେଟ ବ୍ୟାନ;ଟେଲିକମ୍‌ କମ୍ପାନୀଙ୍କୁ ଘଣ୍ଟାପ୍ରତି କ୍ଷତି ୨.୫ କୋଟି

ନୂଆଦିଲ୍ଲୀ,୨୯-୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ସାରା ଦେଶରେ ହେଉଥିବା ଆନ୍ଦୋଳନ ଯୋଗୁ ସରକାରଙ୍କୁ ବିଭିନ୍ନ ସ୍ଥାନରେ ଇଣ୍ଟରନେଟ ବନ୍ଦ କରିବାକୁ ପଡୁଛି। ଶୁକ୍ରବାର ଉତ୍ତର ପ୍ରଦେଶର ବିଭିନ୍ନ ଜିଲାରେ ଏଭଳି ଘଟଣା ସାମ୍ନାକୁ…

୩ରେ ଧର୍ମଘଟକୁ ଉହ୍ଲାଇବ ବିଏମ୍‌ଏସ୍‌

ନୂଆଦିଲ୍ଲୀ,୨୯-୧୨: ଘରୋଇକରଣ,ପୁଞ୍ଜି ପ୍ରତ୍ୟାହର ଏବଂ ବେକାରି ଭଳି ପ୍ରସଙ୍ଗ ଆଧାରରେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ୍‌) ଜାନୁୟାରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ପ୍ରତି ଜିଲାର ମୁଖ୍ୟାଳୟରେ ବିରୋଧ ପ୍ରଦର୍ଶନ କରାଯିବ ବୋଲି ବିଏମ୍‌ଏସ୍‌ ପକ୍ଷରୁ ଶନିବାର ଏକ ପ୍ରେସ ବିବୃତ୍ତିରେ…

ଅର୍ଥମନ୍ତ୍ରୀଙ୍କ ନୂଆବର୍ଷ ଭେଟି;ରୁପେ, ୟୁପିଆଇ ପେମେଣ୍ଟରେ ଏମ୍‌ଡିଆର୍‌ ଦେୟ ଛାଡ

ନୂଆଦିଲ୍ଲୀ,୨୯-୧୨: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ରୁପେ ଏବଂ ୟୁପିଆଇ ନେଣଦେଣରେ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌(ଏମ୍‌ଡିଆର୍‌) ଦେୟକୁ ବାଦ ଦେଇଛନ୍ତି। ୨୦୨୦ ଜାନୁୟାରୀ ପହିଲାଠାରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ। କୌଣସି ଗ୍ରାହକ ନେଣଦେଣ ଲାଗି ପଏଣ୍ଟ ଅଫ୍‌…

୩ ବ୍ୟାଙ୍କକୁ ୮୬୫୫ କୋଟି ଟଙ୍କାର ପୁଞ୍ଜି

ନୂଆଦିଲ୍ଲୀ,୨୮-୧୨: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଲାଗି ୮୬୫୫ କୋଟି ଟଙ୍କାର ପୁଞ୍ଜି ସହାୟତା ଘୋଷଣା କରିଛନ୍ତି। ଏହା ମଧ୍ୟରେ ଆଲ୍ଲାହାବାଦ ବ୍ୟାଙ୍କ, ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଏବଂ ୟୁକୋ ବ୍ୟାଙ୍କ ରହିଛି। ଅର୍ଥ ମନ୍ତ୍ରଣାଳୟ ଆଲ୍ଲାହାବାଦ ବ୍ୟାଙ୍କକୁ ୨,୧୫୩ କୋଟି,…

ମନ୍ଥର ଅଭିବୃଦ୍ଧି ସତ୍ତ୍ୱେ ବିତ୍ତୀୟ ସ୍ଥିତାବସ୍ଥା

ନୂଆଦିଲ୍ଲୀ,୨୮-୧୨: ଦେଶର ଅର୍ଥନୈତିକ ଅଭିବୃଦ୍ଧି ବର୍ତ୍ତମାନ ମନ୍ଥର ସ୍ଥିତିରେ ରହିଛି। ଏହା ସତ୍ତ୍ୱେ ବିତ୍ତୀୟ ସ୍ଥିତାବସ୍ଥା ରହିଥିବା ରିଜର୍ଭ ବ୍ୟାଙ୍କ ଶୁକ୍ରବାର କହିଛି। ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ବିକାଶ ହାର ୬ ବର୍ଷର ସର୍ବନିମ୍ନ ସ୍ତର ୪.୫%କୁ…

ଯାତ୍ରୀ ନିରାପତ୍ତା କ୍ଷେତ୍ରରେ ରେଳପଥର ରେକର୍ଡ

ମୁମ୍ବାଇ,୨୭-୧୨: ଚଳିତବର୍ଷ ରେଳ ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କ ଜୀବନ ହାନି ହୋଇନି। ରେଳପଥର ୧୬୬ ବର୍ଷ ଲମ୍ବା ଇତିହାସରେ ପ୍ରଥମଥର ଲାଗି ଏଭଳି ହୋଇଛି। ଚଳିତ ଆର୍ଥତ୍କ ବର୍ଷରେ ଆଦୌ ଜୀନନହାନି ହୋଇ ନ ଥିବା (ଜିରୋ ପାସେଞ୍ଜର ଡେଥ୍‌) ଭାରତୀୟ…

ନୋମିନି ନିର୍ଦ୍ଦେଶକ ନିଯୁକ୍ତ କରିପାରନ୍ତି ମିସ୍ତ୍ରି

ମୁମ୍ବାଇ,୨୭-୧୨: ଟାଟା ସନ୍ସର ଅଧ୍ୟକ୍ଷ ଏବଂ ଟାଟା ଗ୍ରୁପର ଅନ୍ୟ ୩ କମ୍ପାନୀର ବୋର୍ଡରେ ସାମିଲ ହେବା ନେଇ ପୂର୍ବତନ ଅଧ୍ୟକ୍ଷ ସାଇରସ୍‌ ମିସ୍ତ୍ରି ଇଛୁକ ନୁହନ୍ତି। ମିସ୍ତ୍ରି ଏଥିଲାଗି ଏକ ନୋମିନି ନିର୍ଦ୍ଦେଶକ ନିଯୁକ୍ତ କରିପାରନ୍ତି ବୋଲି ଏକ ଗଣମାଧ୍ୟମ…

ବଜେଟରେ ମିଳି ନ ପାରେ ଆୟକର ରିହାତି

ନୂଆଦିଲ୍ଲୀ,୨୭-୧୨: ସରକାର କର୍ପୋରେଟ ଟିକସ ହାର ହ୍ରାସ କରିବା ପରେ ବ୍ୟକ୍ତିଗତ ଆୟକର ହ୍ରାସ ହେବା ନେଇ ଚର୍ଚ୍ଚା ହେଉଛି। ଫେବୃୟାରୀ ପହିଲାରେ ଆସିବାକୁ ଥିବା ସାଧାରଣ ବଜେଟରେ ଆୟକର ହ୍ରାସ ହେବା ନେଇ ଲୋକମାନେ ଆଶା ରଖିଛନ୍ତି। ମାତ୍ର ବର୍ତ୍ତମାନ…

ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ ବ୍ୟବସ୍ଥା ରହିଛି। ଏହାକୁ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର…

ଜିଏସ୍‌ଟି ପୈଠ ନ କଲେ କଡା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭-୧୨: ଧାର୍ଯ୍ୟ ସମୟରେ ଜିଏସ୍‌ଟି ପୈଠ କରୁ ନ ଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ ସରକାର ଏବେ ଆଭିମୁଖ୍ୟ ବଦଳାଇଛନ୍ତି। ଏହି ଲୋକମାନଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ହେବ ବୋଲି କୁହାଯାଉଛି। ଜିଏସ୍‌ଟିଆର୍‌-୩ବି ଟିକସଦାତାଙ୍କ ପାଖକୁ ୫ ଦିନ ପରେ ନୋଟିସ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?