୭୩% ହ୍ରାସ ପାଇଛି ସୁନା ଆମଦାନୀ
ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩ ବର୍ଷ ଭିତରେ ସୁନା ଆମଦାନୀ ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଅଗଷ୍ଟରେ ଦେଶରେ ମାତ୍ର ୩୦…
ସମସ୍ତ ପ୍ରକାର ଋଣକୁ ରେପୋରେଟ୍ ସହ ଯୋଡାଯିବ
ମୁମ୍ବାଇ,୫।୯: ବ୍ୟାଙ୍କଗୁଡ଼ିକ ଗୃହ, ଅଟୋ ଓ ପର୍ସନାଲ ଋଣ ଉପରେ ଫିକ୍ସଡ ବା ସ୍ଥାୟୀ ,ଫ୍ଲୋଟିଂ(ଅସ୍ଥାୟୀ) ସୁଧ ହାର ଘୋଷଣା କରିଛନ୍ତି। ଗ୍ରାହକ ନିଜ ପସନ୍ଦ ମୁତାବକ ଋଣ ସୁଧ ହାର ଚୟନ କରନ୍ତି। ତେବେ ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡ଼ିକ ସମସ୍ତ…
ଓଡ଼ିଶା ବଜାରରେ ରେନୋର ନୂଆ ଟ୍ରାଇବର
ଭୁବନେଶ୍ୱର, ୫-୯(ବ୍ୟୁରୋ): ରେନୋ ପକ୍ଷରୁ ଏହାର ନୂଆ ଯାନ ଟ୍ରାଇବରକୁ ଓଡ଼ିଶା ବଜାରରେ ପ୍ରବେଶ କରାଯାଇଛି। ସ୍ଥାନୀୟ ସିଆର୍ପି ଛକ ନିକଟସ୍ଥ ଗର୍ଗସନ ଅଟୋମୋବାଇଲର ରେନୋ ଭୁବନେଶ୍ୱର ଶୋ’ରୁମରେ ଏହାକୁ ବୁଧବାର ଉନ୍ମୋଚନ କରାଯାଇଛି। ଗର୍ଗସନ ଅଟୋମୋବାଇଲର ଏମ୍ଡି ସତିଶ ଗର୍ଗ,…
ୟୁଟ୍ୟୁବ୍ରେ ପିଲାଙ୍କ ତଥ୍ୟ ରଖିବା ଅଭିଯୋଗ; ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା
ନୂଆଦିଲ୍ଲୀ,୫ା୯: ବିଶ୍ୱର ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା ଦେବା ଲାଗି ଆମେରିକା ଫେଡେରାଲ ଟ୍ରେଡ୍ କମିଶନ(ଏଫ୍ଟିସି) ନିର୍ଦ୍ଦେଶ ଦେଇଛନ୍ତି। ଗୁଗଲର ସହଯୋଗୀ ଭିଡ଼ିଓ ସେୟାରିଂ କମ୍ପାନୀ ୟୁଟ୍ୟୁବ୍ ବେଆଇନ ଭାବେ ପିଲାମାନଙ୍କ ଡାଟାକୁ ଏକତ୍ରିତ କରୁଥିବାର…
ପୁଞ୍ଜି ବଜାର ଉପରେ ମାନ୍ଦାବସ୍ଥା ମାଡ;ନିବେଶକ ହରାଇଲେ ୨.୫୫ ଲକ୍ଷ କୋଟି
ନୂଆଦିଲ୍ଲୀ, ୪-୯: ଘରୋଇ ବଜାରରେ ବାଣିଜ୍ୟ ସମସ୍ୟା ଏବଂ ଅର୍ଥନୈତିକ ମାନ୍ଦାବସ୍ଥାର ପ୍ରଭାବ ପୁଞ୍ଜି ବଜାର ଉପରେ ପରିଲକ୍ଷିତ ହୋଇଛି। ଏଭଳି ପ୍ରମୁଖ କାରଣ ଲାଗି ମଙ୍ଗଳବାର ଦେଶର ପୁଞ୍ଜି ବଜାର ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ସମୟରେ ନିବେଶକମାନେ…
୯.୧ ଲକ୍ଷ କୋଟିକୁ ଖସିପାରେ ଏନ୍ପିଏ
ନୂଆଦିଲ୍ଲୀ, ୪-୯: ଦେଶରେ ଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଏନ୍ପିଏ ଆର୍ଥତ୍କ ବର୍ଷ ୨୦୧୯-୨୦ରେ ୯.୧ ଲକ୍ଷ କୋଟି ଟଙ୍କାକୁ ହ୍ରାସ ଘଟିପାରେ।୨୦୧୯ ମାର୍ଚ୍ଚ ୩୧ ସୁଦ୍ଧା ବ୍ୟାଙ୍କଗୁଡିକର ମୋଟ ଏନ୍ପିଏ ୯.୪ ଲକ୍ଷ କୋଟି ଟଙ୍କା ରହିଥିବା ଆସୋଚାମ ଏବଂ…
ଆଇଡିବିଆଇ ବ୍ୟାଙ୍କକୁ ମିଳିବ ୯୩୦୦ କୋଟି ପୁଞ୍ଜି ସହାୟତା
ନୂଆଦିଲ୍ଲୀ, ୪-୯: ଆଇଡିବିଆଇ ବ୍ୟାଙ୍କକୁ କେନ୍ଦ୍ର ସରକାର ୯,୩୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜିକୁ ବୃଦ୍ଧି କରିବା ତଥା ଏହାକୁ ଲାଭଜନକ ସ୍ଥିତିକୁ ଆଣିବା ଲାଗି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ…
୯ ମାସର ସବୁଠାରୁ ନିମ୍ନ ସ୍ତରରେ ଟଙ୍କା
ମୁମ୍ବାଇ, ୪-୯: ମଙ୍ଗଳବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ଗଭୀର ଭାବେ ହ୍ରାସ ହୋଇଛି। ଡଲାର ତୁଳନାରେ ଟଙ୍କା ୯ ମାସର ସବୁଠାରୁ ନିମ୍ନ ସ୍ତରରେ ରହିଛି। ଟଙ୍କା ମୂଲ୍ୟରେ ମଙ୍ଗଳବାର ୯୭% ପଇସା ହ୍ରାସ ଘଟିଥିବା ଜଣା ପଡିଛି। ଏହା…
ଏସିଆର ୨୦ ପରିବାର ସମ୍ପତ୍ତି;୨୦ ଗରିବ ଦେଶର ସମ୍ପତ୍ତି ସହ ସମାନ
ନୂଆଦିଲ୍ଲୀ, ୪-୯: ଏସିଆର ସବୁଠାରୁ ୨୦ ଅତି ଧନଶାଳୀ ପରିବାର ନିକଟରେ ୪୫୦ ବିଲିୟନ ଡଲାରରୁ ଅଧିକ ସମ୍ପତ୍ତି ରହିଛି। ଏହି ୨୦ ପରିବାରର ସମ୍ପତ୍ତି ଏସିଆର ୨୦ ଗରିବ ଦେଶର ମୋଟ ସମ୍ପତ୍ତି ସହ ସମାନ ବୋଲି ବ୍ଲୂମବର୍ଗ ପକ୍ଷରୁ…
କ୍ରମାଗତ କମୁଛି ଯାନ ବିକ୍ରି;ସରକାରଙ୍କ ହସ୍ତକ୍ଷେପ ଲୋଡିଲା ଅଟୋମୋବାଇଲ ଶିଳ୍ପ
ନୂଆଦିଲ୍ଲୀ, ୩-୯: ଘରୋଇ ବଜାରରେ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଯାନ ବିକ୍ରି କ୍ରମାଗତ ଭାବେ ହ୍ରାସ ହେଉଥିବା ବେଳେ ଏହାକୁ ନେଇ ଶିଳ୍ପ ଚିନ୍ତାରେ ରହିଛି। ସମସ୍ୟା ସମାଧାନ ଲାଗି ଅଟୋ ଉଦ୍ୟୋଗ ପକ୍ଷରୁ ସରକାରଙ୍କ…
ଜେଟ୍କୁ ମିଳିଲେନି ନୂଆ ବିଡର
ମୁମ୍ବାଇ, ୩-୯: ଋଣ ସଙ୍କଟରେ ଫସି ବନ୍ଦ ହୋଇ ପଡିଥିବା ଜେଟ ଏୟାରଓ୍ବେଜକୁ ନୂଆ ବିଡର ମିଳିନ ଥିବା ଜଣା ପଡିଛି। ବର୍ତ୍ତମାନ କମ୍ପାନୀ ବିରୋଧରେ ଇନସଲଭେନ୍ସି ମାମଲା ଚାଲିଛି। ପ୍ରାଥମିକ ବିଡିଂ ଲାଗି ଥିବା ବର୍ଦ୍ଧିତ ସୀମା ମଧ୍ୟରେ କୌଣସି…
ଅଭିବୃଦ୍ଧି ଅନୁମାନ କମାଇଲା ଡିବିଏସ୍
ନୂଆଦିଲ୍ଲୀ, ୩।୯ ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଅନୁମାନକୁ ବ୍ୟାଙ୍କିଂ ସେବା ପ୍ରଦାନକାରୀ ଡିବିଏସ୍ ହ୍ରାସ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ୬.୮% ରହିବ ବୋଲି ଏହା ପୂର୍ବରୁ କହିଥିଲା। ମାତ୍ର ବର୍ତ୍ତମାନ ଏହା ଅନୁମାନ…
Archives


