ବାଣିଜ୍ୟ

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୨୭-୧୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ)ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବ୍ୟାଙ୍କଗୁଡିକର ଆର୍ଥତ୍କ ପରଫରମାନ୍ସ ଏବଂ ବାଣିଜ୍ୟ ଅଭିବୃଦ୍ଧି ପ୍ରସଙ୍ଗରେ ଆଲୋଚନା କରାଯିବ। ଚାହିଦା ବଢାଇବା ଦିଗରେ ବ୍ୟାଙ୍କିଙ୍ଗ କ୍ଷେତ୍ର…

ଟାଟା ସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଚ୍ଛୁକ ନୁହନ୍ତି ମିସ୍ତ୍ରି

ନୂଆଦିଲ୍ଲୀ,୨୬।୧୨: ଟାଟା ସନ୍ସର ଅଧ୍ୟକ୍ଷ ପଦବୀକୁ ପୁଣି ଫେରିବାକୁ ସାଇରସ ମିସ୍ତ୍ରି ଇଚ୍ଛୁକ ନ ଥିବା ଜଣାପଡିଛି। ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମରେ ଏ ସମ୍ପର୍କରେ ଏକ ଖବର ପ୍ରକାଶ ପାଇଛି। ଏକ ବିବାଦୀୟ ପରିସ୍ଥିତିରେ ୨୦୧୬ରେ ମିସ୍ତ୍ରିଙ୍କୁ ଟାଟା ସନ୍ସ…

ଜିଏସ୍‌ଟି ସ୍ଲାବ୍‌ ୩କୁ ଖସିପାରେ

ନୂଆଦିଲ୍ଲୀ,୨୬।୧୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ରେ ଏବେ ୪ଟି ସ୍ଲାବ ରହିଛି। ଏହାକୁ ସରକାର ୩କୁ ହ୍ରାସ କରିପାରନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି)ର ଜଣେ ସଦସ୍ୟ ନାମ ଗୋପନ ରଖି ଏନେଇ ସୂଚନା ଦେଇଛନ୍ତି।…

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ଉପରେ ୨୩୦ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୬।୧୨: ଜନ୍‌ସନ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଉପରେ ନ୍ୟାଶନାଲ ଆଣ୍ଟି ପ୍ରଫିଟିୟରିଂ ଅଥରିଟି (ଏନ୍‌ଏଏ) ୨୩୦.୪୧ କୋଟି ଟଙ୍କାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଏସ୍‌ଟି ହ୍ରାସ ପରେ ଏହାର ପ୍ରକୃତ ଫାଇଦା ଲୋକଙ୍କୁ ନ ଦେବା କାରଣରୁ କମ୍ପାନୀ ଉପରେ…

ରେଳ ଯାତ୍ରୀ ଭଡା ବଢିବା ସମ୍ଭାବନା

ନୂଆଦିଲ୍ଲୀ,୨୫-୧୨: ଭାରତୀୟ ରେଲଓ୍ବେ ପକ୍ଷରୁ ଚଳିତ ସପ୍ତାହରେ ଯାତ୍ରୀ ଭଡା ବଢାଇବା ନେଇ ସମ୍ଭାବନା ରହିଛି। କିଲୋମିଟର ପିଛା ଏହା ୫ରୁ ୪୦ ପଇସା ମୂଲ୍ୟ ବଢିପାରେ ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଯାତ୍ରୀ ଭଡା ବୃଦ୍ଧି ପ୍ରସ୍ତାବ…

ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକର ଅବଦାନକୁ ୨ ଟ୍ରିଲିୟନ ଡଲାର ବା ୨ ଲକ୍ଷ…

ବର୍ଷକରେ ୭୧,୫୪୩ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ ଠକେଇ ପରିମାଣ ୪୧,୧୬୭ କୋଟି ଟଙ୍କା ରହିଥିଲା ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ସାମ୍ନାକୁ…

ଏମ୍‌ଏସ୍‌ଏମ୍‌ଇ ପାଇଁ ଆସିପାରେ ଷ୍ଟ୍ରେସ୍‌ ଆସେଟ୍‌ ଫଣ୍ଡ

ନୂଆଦିଲ୍ଲୀ,୨୫-୧୨: ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏକ ଷ୍ଟ୍ରେସ ଆସେଟ୍‌ ଫଣ୍ଡ ସରକାର ଗଠନ କରିପାରନ୍ତି। ଏହାକୁ ୫୦୦୦ କୋଟି ଟଙ୍କା ପୁଞ୍ଜି ସହାୟତାରେ ଗଠନ କରାଯିବା ନେଇ ରିଜର୍ଭ ବ୍ୟାଙ୍କ ଇଣ୍ଡିଆର କମିଟି ପ୍ରସ୍ତାବ ରଖିଛି। ବର୍ତ୍ତମାନ କେନ୍ଦ୍ର…

କ୍ଷୁଦ୍ର ଡିଜିଟାଲ ନେଣଦେଣ ପାଇଁ ଆର୍‌ବିଆଇର ନୂଆ ବ୍ୟବସ୍ଥା

ନୂଆଦିଲ୍ଲୀ,୨୫-୧୨: କ୍ଷୁଦ୍ର ଡିଜିଟାଲ ନେଣଦେଣ ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି। ସାମଗ୍ରୀ ଓ ସେବା କ୍ରୟ ଲାଗି ନୂଆ ସେମି କ୍ଲୋଜଡ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ(ପିପିଆଇ) ଆସିଥିବା ବେଳେ ଏହାର ନେଣଦେଣ ସୀମା ୧୦ ହଜାର…

ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସକୁ ତ୍ୱରିତ କରିବା ସହ ଦେବାଳିଆ ଆଇନରେ ବିଭିନ୍ନ ପ୍ରସଙ୍ଗକୁ ସ୍ପଷ୍ଟ…

ବ୍ୟାଙ୍କଗୁଡିକର ମୋଟ୍‌ ଏନ୍‌ପିଏ ୯.୧%କୁ ଖସିଲା

ନୂଆଦିଲ୍ଲୀ,୨୫-୧୨: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍‌ପିଏ) ପରିମାଣ ସେପ୍ଟେମ୍ବର ଶେଷ ସୁଦ୍ଧା ୯.୧%କୁ ଖସିଛି। ଏହା ଆର୍ଥତ୍କ ବର୍ଷ ୨୦୧୭-୧୮ରେ ୧୧.୨% ରହିଥିଲା। ୨୦୧୭-୧୮ ଆର୍ଥତ୍କ ବର୍ଷରେ ବ୍ୟାଙ୍କଗୁଡିକର ନେଟ୍‌ ଏନ୍‌ପିଏ ୬% ରହିଥିବା ବେଳେ ଏହା…

ଗମ୍ଭୀର ସ୍ଥିତିରେ ଅର୍ଥ ବ୍ୟବସ୍ଥା:ଆଇଏମ୍‌ଏଫ୍‌

ଓ୍ବାଶିଂଟନ,୨୫-୧୨: ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ ଅଭିବୃଦ୍ଧିର ପ୍ରମୁଖ ଇଞ୍ଜିନ ହୋଇଥିବାରୁ ସରକାର ଏହାକୁ ଧ୍ୟାନରେ ରଖି ପଦକ୍ଷେପ ନେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?