ବ୍ୟାଙ୍କ ମହାମିଶ୍ରଣ: ପ୍ରଯୁକ୍ତି, ମାନବସମ୍ବଳ ପରିଚାଳନା ହେବ ସବୁଠୁ ବଡ଼ ଆହ୍ବାନ
ନୂଆଦିଲ୍ଲୀ,୧-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମହାମିଶ୍ରଣ ଘୋଷଣା କରିଛନ୍ତି। ନେକ୍ସଟ ଜେନେରେଶନ ବ୍ୟାଙ୍କ ବା ପରବର୍ତ୍ତୀ ପିଢ଼ିର ବ୍ୟାଙ୍କ ପ୍ରତିଷ୍ଠା ଲକ୍ଷ୍ୟରେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। କିନ୍ତୁ ମହାମିଶ୍ରଣ କାମରେ…
କଳାଧନ ବିରୋଧରେ ଲଢ଼େଇ; ଆଜିଠୁ ମିଳିବ ଭାରତୀୟଙ୍କ ସୁଇସ୍ ବ୍ୟାଙ୍କ ତଥ୍ୟ
ନୂଆଦିଲ୍ଲୀ,୧-୯: ମୋଦି ସରକାରଙ୍କ କଳାଧନ ବିରୋଧରେ ଲଢ଼େଇ ଆହୁରି ଜୋର୍ଦାର ହେବାକୁ ଯାଉଛି। ରବିବାରଠାରୁ ସୁଇସ୍ ବ୍ୟାଙ୍କରେ ଥିବା ଭାରତୀୟଙ୍କ ଆକାଉଣ୍ଟ ତଥ୍ୟ ସିଧାସଳଖ ଆୟକର ବିଭାଗ ନିକଟରେ ପହଞ୍ଚତ୍ବ। ଭାରତ ଓ ସୁଇଜରଲାଣ୍ଡ ମଧ୍ୟରେ ବ୍ୟାଙ୍କିଙ୍ଗ୍ ସୂଚନା ସ୍ବତଃ ଆଦାନପ୍ରଦାନ…
ମୋବାଇଲ ଓ୍ବାଲେଟ କଓ୍ବୋଇସି; ୬ ମାସ ସମୟ ବଢ଼ାଇଲା ଆର୍ବିଆଇ
ନୂଆଦିଲ୍ଲୀ,୧-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ମୋବାଇଲ ଓ୍ବାଲେଟ ଲାଗି କଓ୍ବୋଇସି(ନୋ ୟୋର କଷ୍ଟମର) ଦାଖଲ କରିବା ସମୟସୀମାକୁ ଆହୁରି ୬ ମାସ ବଢ଼ାଇ ଦେଇଛି। ପୂର୍ବରୁ ଏହା ଚଳିତ ମାସ ୩୧ ଯାଏ ଥିଲା। ଏହାଦ୍ୱାରା ପ୍ରିପେଡ୍ ଓ୍ବାଲେଟ ଜାରି କରୁଥିବା…
ଡିଜିଟାଲ ଇଣ୍ଡିଆରେ ସରକାରଙ୍କୁ ସହାୟତା କରିବ ଗୁଗଲ
ନୂଆଦିଲ୍ଲୀ,୧-୯: କେନ୍ଦ୍ର ସରକାର ‘ବିଲ୍ଡ ଫର୍ ଡିଜିଟାଲ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଥିବା ବେଳେ ପ୍ରଯୁକ୍ତି କ୍ଷେତ୍ରରେ ବିଶ୍ୱର ଅନ୍ୟତମ ଶୀର୍ଷ କମ୍ପାନୀ ଗୁଗଲ ଏଦିଗରେ ସହାୟତାର ହାତ ବଢ଼ାଇଛି। କମ୍ପାନୀ କେନ୍ଦ୍ର ସୂଚନା ପ୍ରଯୁକ୍ତି ଏବଂ ଇଲେକ୍ଟ୍ରୋନିକ୍ସ ମନ୍ତ୍ରଣାଳୟ…
ବ୍ୟାଙ୍କ ମହାମିଶ୍ରଣରୁ ଛଟେଇ ଭୟ; ଆଶ୍ୱସନା ସତ୍ତ୍ୱେ ବିକ୍ଷୋଭରେ ସାମିଲ ହେଲେ କର୍ମଚାରୀ
ନୂଆଦିଲ୍ଲୀ,୧-୯: କେନ୍ଦ୍ର ସରକାର ଶୁକ୍ରବାର ବ୍ୟାଙ୍କିଙ୍ଗ୍ ସେକ୍ଟରରେ ବଡ଼ ଧରଣର ସଂସ୍କାର କାର୍ଯ୍ୟକ୍ରମ ଘୋଷଣା କରିଛନ୍ତି। ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ପ୍ରକାଶ କରିଛନ୍ତି। ଫଳରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…
ଆଜିଠୁ ଇ-ଟିକେଟରେ ଆଦାୟ ହେବ ସର୍ଭିସ ଚାର୍ଜ; ଅଣ ଏସିରେ ୧୫, ଏସିରେ ୩୦ଲାଗିବ
ନୂଆଦିଲ୍ଲୀ,୧-୯: ରବିବାରଠାରୁ ଆଇଆର୍ସିଟିସିରୁ ଇ-ଟିକେଟ କିଣିବା ମହଙ୍ଗା ହେବ। ସେପ୍ଟେମ୍ବର ପହିଲାରୁ ଇ-ଟିକେଟ ଉପରେ ସର୍ଭିସ ଚାର୍ଜ ଆଦାୟ କରାଯିବ ବୋଲି ରେଲଓ୍ବେ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ଆଇଆର୍ସିଟିସି ପକ୍ଷରୁ ଗତ ୩୦ରେ ଏ ସମ୍ପର୍କରେ ଏକ ନିର୍ଦ୍ଦେଶନାମା ଜାରି…
ପିଏଫ୍ ଆକାଉଣ୍ଟରେ ମିଳିବ ୮.୬୫% ସୁଧ
ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଯେ, ଇପିଏଫ୍ ପକ୍ଷରୁ ଧାର୍ଯ୍ୟ ସୁଧ ହାର ପ୍ରଦାନ କରିବାକୁ…
୧୦୦ ଟଙ୍କିଆ ବାର୍ନିସ ନୋଟ୍ ଜାରି କରିବ ଆର୍ବିଆଇ
ମୁମ୍ବାଇ,୩୧-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଖୁବଶୀଘ୍ର ୧୦୦ ଟଙ୍କିଆ ନୂଆ ବାର୍ନିସ ନୋଟ୍ ଜାରି କରିବ। ଏହି ନୂଆ ନୋଟ୍ର ଗୁଣବତ୍ତା ପୂର୍ବାପେକ୍ଷା ଅଧିକ ରହିବ। ଏ ସମ୍ପର୍କରେ ଆର୍ବିଆଇ ବାର୍ଷିକ ରିପୋର୍ଟରେ ଉଲ୍ଲେଖ ରହିଛି। ଏଥିରେ କୁହାଯାଇଛି ଯେ, ୧୦୦…
ମାନ୍ଦାବସ୍ଥା ଜିଡିପି ଅଭିବୃଦ୍ଧି ରୋକିଲା;ଜୁନ୍ ତ୍ରୈମାସରେ ବିକାଶ ହାର ୫%
ନୂଆଦିଲ୍ଲୀ,୩୧-୮: ମାନ୍ଦାବସ୍ଥା କାରଣରୁ ଦେଶର ଆର୍ଥିକ ଅଭିବୃଦ୍ଧି ବଢ଼ିବା ପରିବର୍ତ୍ତେ କମିଛି। ଦେଶର ବିକାଶ ହାର ଜୁନ୍ ତ୍ରୈମାସ(ଏପ୍ରିଲ-ଜୁନ୍)ରେ ୫%କୁ ହ୍ରାସ ପାଇଛି, ଯାହା କି ମୋଦି ସରକାରଙ୍କ ପାଇଁ ଜୋର୍ଦାର ଝଟକା କୁହାଯାଇପାରେ। ପୂର୍ବ ତ୍ରୈମାସରେ ଏହା ୫.୮% ରହିଥିଲା।…
ଆୟକର ରିଟର୍ନ ଦାଖଲ ଶେଷ ତାରିଖ ବଢ଼ିନି
ନୂଆଦିଲ୍ଲୀ,୩୧-୮: ଆୟକର ରିଟର୍ନ ଦାଖଲର ଶେଷ ତାରିଖ ବଢ଼ିନାହିଁ ବୋଲି ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ଶୁକ୍ରବାର ସ୍ପଷ୍ଟ କରିଛି। ତେବେ ସୋସିଆଲ ମିଡିଆରେ ରିଟର୍ନ ଦାଖଲ ଶେଷ ତାରିଖ ଏକ ମାସ ବୃଦ୍ଧି କରାଯାଇଛି ବୋଲି ଉଲ୍ଲେଖ କରାଯାଇଛି।…
ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି
ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ ଲାଗି ବ୍ୟାଙ୍କଗୁଡ଼ିକୁ ସରକାର ୫୫,୨୫୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ତଦନୁଯାୟୀ,…
୧ ଟ୍ରିଲିୟନ ଡଲାର ଅର୍ଥନୀତି ଗଠନରେ ଯୁବପିଢିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ…
Archives


