ବାଣିଜ୍ୟ

ଟିକସ ଫାଙ୍କିବା ଲାଗି ନୂଆ ଠିକଣା ଖୋଜୁଛନ୍ତି କୋଟିପତି

ନୂଆଦିଲ୍ଲୀ,୧୬-୧୨: ଋଣ ଶୁଝିବାକୁ ସକ୍ଷମ ନ ହେଉଥିବା, ସରକାରୀ ଏଜେନ୍ସିଠାରୁ ବଞ୍ଚିବା ଏବଂ ନିଲାମଠାରୁ ନିଜ ସମ୍ପତ୍ତିକୁ ରକ୍ଷା କରିବା ଲାଗି ଭାରତୀୟ କୋଟିପତିମାନେ ନୂଆ ତରିକା ଆପଣାଉଥିବା ଦେଖାଯାଇଛି। ଏମାନେ ମାଲ୍ଟା, ଦୁବାଇ, ସିଙ୍ଗାପୁର ଭଳି ସ୍ଥାନଗୁଡିକରେ ଟ୍ରଷ୍ଟ ସ୍ଥାପନ…

ଆଇବିସି ପ୍ରକ୍ରିୟା ପୂର୍ବରୁ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା

ନୂଆଦିଲ୍ଲୀ,୧୬-୧୨: ଇନସଲଭେନ୍ସି ଆଇନରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ପ୍ରି ଆଡମିଶନ ଷ୍ଟେଜରେ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା କରାଯାଇଛି। ଏହି ମାମଲାଗୁଡିକ ସହ ୩.୭୪ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ସରକାରଙ୍କ ପକ୍ଷରୁ ସୂଚନା ରହିଛି।…

ପ୍ରାକ ବଜେଟ ପରାମର୍ଶ ପ୍ରକ୍ରିୟା;ଆଜି ଅଂଶୀଦାରଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୬-୧୨: ଆର୍ଥତ୍କ ବର୍ଷ ୨୦୨୦-୨୧ର ସାଧାରଣ ବଜେଟ ଲାଗି ପ୍ରାକ୍‌ ବଜେଟ ପରାମର୍ଶ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେଉଛି। ଏଥିଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅଂଶୀଦାରଙ୍କୁ ଭେଟିବେ। ଏହା ମଧ୍ୟରେ ଶିଳ୍ପ ସଂଘ, କୃଷକଙ୍କ ସଂଘ ଏବଂ ଅର୍ଥନୀତିଜ୍ଞମାନେ ରହିଛନ୍ତି। ଏମାନଙ୍କ…

ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା

କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ କରାଇଛନ୍ତି। ବର୍ତ୍ତମାନର ମାନ୍ଦାବସ୍ଥା ଗ୍ରେଟ୍‌ ସ୍ଲୋଡାଉନ ବା ବହୁତ ବଡ । ଭାରତୀୟ ଅର୍ଥନୀତି…

ଶିଳ୍ପ ସଂଘ ଫିକିର ଦାବି;ଆୟକର ସ୍ଲାବରେ ସଂଶୋଧନ ହେଉ

ନୂଆଦିଲ୍ଲୀ,୧୫-୧୨: ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଏହି ସମୟରେ ୩୧ ଜାନୁୟାରୀରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ବୋଲି ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଫେବୃୟାରୀ ପହିଲା ଶନିବାର ପଡୁଛି। ୨୦୧୫-୧୬ପରେ ଶନିବାରରେ…

୨୧ ଗୁରୁତ୍ୱପୂର୍ଣ୍ଣ ଔଷଧର ମୂଲ୍ୟ ବଢିବ

ନୂଆଦିଲ୍ଲୀ,୧୫-୧୨: ଆଣ୍ଟି ବାୟୋଟିକ, ଆଣ୍ଟି ଆଲର୍ଜିକ, ମ୍ୟାଲେରିଆ ଏବଂ ଭିଟାମିନ ସି ଭଳି ୨୧ ଗୁରୁତ୍ୱପୂର୍ଣ୍ଣ ଔଷଧର ମୂଲ୍ୟ ବଢିବ। ଏହି ଔଷଧର ମୂଲ୍ୟ ୫୦% ବଢାଇବା ଲାଗି କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଔଷଧ ମୂଲ୍ୟ ନିୟାମକ ଏନ୍‌ପିଏଏ…

ରପ୍ତାନିରେ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୫-୧୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ପଞ୍ଚମ ଥର ଲାଗି ରପ୍ତାନିରେ ହ୍ରାସ ଘଟିଛି। ଚଳିତ ବର୍ଷ ନଭେମ୍ବରରେ ଦେଶ ମଧ୍ୟରୁ ରପ୍ତାନି ୦.୩୨% ଖସିଛି। ବିଶ୍ୱ ସ୍ତରରେ ଚାହିଦା ହ୍ରାସ, ଅଶୋଧିତ ତୈଳ ମୂଲ୍ୟ କମ୍‌ ରହିବା ଯୋଗୁ…

ଚାହିଦା ବୃଦ୍ଧି ଉପରେ କେନ୍ଦ୍ରର ଫୋକସ

ନୂଆଦିଲ୍ଲୀ,୧୪-୧୨: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଜିଡ଼ିପି ଅଭିବୃଦ୍ଧି ସେପ୍ଟେମ୍ବର ତ୍ରୈମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୪.୫%କୁ ଖସିଛି। ଏଭଳି ସ୍ଥିତିରେ ଘରୋଇ ବଜାରରେ ଚାହିଦାକୁ ବଢାଇବା ଲାଗି କେନ୍ଦ୍ର ସରକାର ଫୋକସ ରଖିଥିବା ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା…

ଜାନୁୟାରୀରୁ ଯାନ ଦର ବଢାଇବ ହିରୋ ମୋଟୋକର୍ପ

ନୂଆଦିଲ୍ଲୀ,୧୪-୧୨: ଆସନ୍ତା ଜାନୁୟାରୀରୁ ଯାନ ଦର ବଢାଇବା ନେଇ ହିରୋମୋଟୋକର୍ପ ପକ୍ଷରୁ ଘୋଷଣା କରାଯାଇଛି। ଏହା ଦ୍ୱାରା କମ୍ପାନୀର ବିଭିନ୍ନ ମଡେଲଗୁଡିକ ପ୍ରାୟ ୨୦୦୦ ଟଙ୍କା ମହଙ୍ଗା ହେବ। ଜାନୁୟାରୀ ପହିଲାରୁ କମ୍ପାନୀର ବିଭିନ୍ନ ସ୍କୁଟର ଏବଂ ଟୁହ୍ବିଲର୍ସ ମଡେଲ ରେଞ୍ଜରେ…

ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ

ନୂଆଦିଲ୍ଲୀ,୧୪-୧୨: ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ସବୁଠାରୁ ପ୍ରଭାବଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୪ତମ ସ୍ଥାନରେ ରହିଛନ୍ତି। ସେହିଭଳି ଅନ୍ୟ ଭାରତୀୟ ମହିଳାଙ୍କ ମଧ୍ୟରେ ଏଚ୍‌ସିଏଲ୍‌ କର୍ପୋରେଶନର ସିଇଓ ତଥା କାର୍ଯ୍ୟନିର୍ବାହି ନିର୍ଦ୍ଦେଶକ ରୋଶନୀ ନାଦାର ମାଲହୋତ୍ରା,…

ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରୟା ରଖିଲେ ନିର୍ମଳା

ନୂଆଦିଲ୍ଲୀ,୧୪-୧୨: ଜିଏସ୍‌ଟି କାଉନସିଲ ବୈଠକ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅର୍ଥମନ୍ତ୍ରୀ ସୀତାରାମନ ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗକୁ ନେଇ ପ୍ରତିକ୍ରୟା ରଖିଛନ୍ତି। ସେ କହିଛନ୍ତି, ମୋ କାର୍ଯ୍ୟାଳୟକୁ ଛାଡି ଦେଲେ ଅନ୍ୟ ସବୁଆଡେ ଜିଏସ୍‌ଟି ବଢିବ ବୋଲି ଆଲୋଚନା…

ଜିଡ଼ିପିି ପୂର୍ବାନୁମାନ କମାଇଲେ ମୁଡିସ୍‌,ଡିବିଏସ୍‌

ନୂଆଦିଲ୍ଲୀ,୧୪-୧୨: ମୁଡିସ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଜିଡ଼ିପି ଅଭିବୃଦ୍ଧି ପୂର୍ବାନୁମାନକୁ ୫.୬%କୁ ଖସାଇଛି। ନିବେଶ ଏବଂ ନିଯୁକ୍ତି ହାର ମନ୍ଥରକୁ ନେଇ ମୁଡିସ ଆକଳନକୁ ଖସାଇଥିବା ଜଣାପଡିଛି। ୨୦୨୦ ଏବଂ ୨୦୨୧ ଆର୍ଥତ୍କ ବର୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?