ମାନ୍ଦାବସ୍ଥା ବିରୋଧରେ ଅସ୍ତ୍ର ହେବ ଆର୍ବିଆଇ ପୁଞ୍ଜି
ମୁମ୍ବାଇ,୨୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ସରକାରଙ୍କୁ ଲାଭାଂଶ ବାବଦରେ ୧.୭୬ ଲକ୍ଷ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ଏହି ପୁଞ୍ଜି ମୋଦି ସରକାରଙ୍କ ଲାଗି ମାନ୍ଦାବସ୍ଥା ସହ ଲଢ଼ିବାରେ ଉପଯୁକ୍ତ ଅସ୍ତ୍ର ହେବାକୁ ଯାଉଛି। ଏହା ନିବେଶ ବଢ଼ାଇବା ସହ…
ଖସୁଛି ଆର୍ଥିକ ଅଭିବୃଦ୍ଧି ହାର; ତ୍ୱରିତ ସୁଧାର ସମ୍ଭାବନା କମ୍
ନୂଆଦିଲ୍ଲୀ, ୨୮-୮: ଦେଶର ଆର୍ଥତ୍କ ଅଭିବୃଦ୍ଧି ହାର ଖସୁଛି। ଏଥିରେ ତୁରନ୍ତ ସୁଧାର ଆସିବାର ସମ୍ଭାବନା କମ୍ ରହିଥିବା ବଜାର ବିଶେଷଜ୍ଞମାନେ କହୁଛନ୍ତି। ଦେଶ ମଧ୍ୟରେ ବିଗିଡିଥିବା ଆର୍ଥତ୍କ ଢାଞ୍ଚାରେ ତ୍ୱରିତ ଉନ୍ନତି ଆସୁ ନ ଥିବାରୁ ଏହାର ପ୍ରଭାବ ଅର୍ଥନୈତିକ…
ଦୁର୍ନୀତି ବିରୋଧରେ ଲଢ଼େଇ;ବିଦା ହେଲେ ଆହୁରି ୨୨ ଆୟକର ଅଧିକାରୀ
ନୂଆଦିଲ୍ଲୀ,୨୭-୮: ଦୁର୍ନୀତି ବିରୋଧରେ ନରେନ୍ଦ୍ର ମୋଦି ସରକାର ୨.୦ ଦୃଢ଼ ମନୋଭାବ ଆପଣାଇଛନ୍ତି। ସରକାରୀ ବିଭାଗରେ ବ୍ୟାପିଥିବା ଦୁର୍ନୀତିକୁ ଦୂର କରିବା ଲାଗି ଏବେ ଅଭିଯାନ ଆରମ୍ଭ ହୋଇଛି। ଦୁର୍ନୀତି ଓ ଅନ୍ୟ ମାମଲାରେ ଅଭିଯୁକ୍ତ ଅଧିକାରୀଙ୍କୁ ବିଦା କରିବା ଧାରା…
ଦେଶରେ ସୁନା ଦର;ବର୍ଷକରେ ୮, ଦଶନ୍ଧିରେ ୨୭ ହଜାର ଟଙ୍କା ବଢ଼ିଛି
ନୂଆଦିଲ୍ଲୀ,୨୭-୮: ଗତ ଏକ ଦଶନ୍ଧି ଭିତରେ ଦେଶରେ ସୁନା ଦର(୨୪ କ୍ୟାରେଟ ପ୍ରତି ୧୦ ଗ୍ରାମ) ଅତ୍ୟଧିକ ବଢ଼ିଯାଇଛି। ୧୯୬୪ରେ ସୁନା ଦର ୬୩.୨୫ ଟଙ୍କା ପ୍ରତି ୧୦ ଗ୍ରାମ୍ ଥିଲା। ୨୦୦୮ରେ ଏହା ୧୨୫୦୦ ଟଙ୍କାକୁ ବୃଦ୍ଧି ପାଇଥିଲା। ୧୧ବର୍ଷ…
ବିମାନରେ ଆପଲର କିଛି ଲାପ୍ଟପ ବ୍ୟାନ୍
ନୂଆଦିଲ୍ଲୀ,୨୭-୮: ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ବିମାନରେ ଆପଲ୍ ମ୍ୟାକ୍ବୁକ୍ ପ୍ରୋର ଲାପ୍ଟପ୍ର କିଛି ମଡେଲ ନେବା ଉପରେ କଟକଣା ଜାରି କରିଛି। ଏହି ଲାପ୍ଟପ୍ର ବ୍ୟାଟେରୀ ଅଧିକ ଗରମ ହୋଇ ନିଆଁ ଲାଗି ଯାଉଥିବାରୁ ସମ୍ଭାବ୍ୟ ବିପଦକୁ ଦେଖି ଏହି…
ଫିକ୍କି ସର୍ଭେ: ଆର୍ଥିକ ବିକାଶ ହାର ୬% ରହିବ
ନୂଆଦିଲ୍ଲୀ,୨୭-୮: ଦେଶର ଆର୍ଥିକ ବିକାଶ ହାର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ହାରାହାରି ୬ ପ୍ରତିଶତ ରହିବ ବୋଲି ଉଦ୍ୟୋଗ ଜଗତ ପ୍ରତିନିଧି ଫେଡେରେଶନ ଅଫ୍ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ(ଫିକ୍କି) ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ କରାଯାଇଛି।…
୧୧ବର୍ଷର ସର୍ବନିମ୍ନ ସ୍ତରରେ ୟୁଆନ
ନୂଆଦିଲ୍ଲୀ,୨୭-୮: ଆମେରିକା ସହ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ କାରଣରୁ ଚାଇନାର ମୁଦ୍ରା ୟୁଆନ ସୋମବାର ଡଲାର ମୁକାବିଲାରେ ୧୧ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି। ଏବେ ଗୋଟିଏ ଡଲାର ବିନିମୟରେ ୟୁଆନ୍ ମୂଲ୍ୟ ୭.୧୪୮୭ ରହିଛି। ହଂକଂରେ ଗତ ସପ୍ତାହରେ…
ସେନସେକ୍ସ ୭୯୩ ପଏଣ୍ଟ ବଢ଼ିଲା;୨.୪୧ ଲକ୍ଷ କୋଟି ସହ ନିବେଶକ ମାଲାମାଲ
ମୁମ୍ବାଇ,୨୭-୮: ସରକାରଙ୍କ ପକ୍ଷରୁ ଆର୍ଥିକ ପ୍ରୋତ୍ସାହନ ଘୋଷଣା ଏବଂ ଆଗାମୀ ଦିନରେ ଚାଇନା ଓ ଆମେରିକା ମଧ୍ୟରେ ପୁନର୍ବାର ବାଣିଜ୍ୟ ଯୁଦ୍ଧ ନେଇ ଆଲୋଚନା ହେବାର ସମ୍ଭାବନା ଭିତରେ ସୋମବାର ଦେଶର ଷ୍ଟକ୍ ଏକ୍ସଚେଞ୍ଜରେ ବେଶ ବୃଦ୍ଧି ପରିଲକ୍ଷିତ ହୋଇଛି। ବମ୍ବେ…
ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦେଶରେ ପିଆଜର ଅଭାବ…
ବିନା ଟିକେଟ ଯାତ୍ରୀଙ୍କ ଠାରୁ ରେଲଓ୍ବେ ଆୟ କରିଛି ୧୩୭୭ କୋଟି
ନୂଆଦିଲ୍ଲୀ,୨୭-୮: ଗତ ୩ ବର୍ଷର ଭାରତୀୟ ରେଲଓ୍ବେ ବିନା ଟିକେଟ ଯାତ୍ରୀଙ୍କ ଠାରୁ ଜରିମାନା ବାବଦରେ ୧୩୭୭ କୋଟି ଟଙ୍କା ଆୟ କରିଛି। ଏଥିଯୋଗୁ ମନ୍ତ୍ରଣାଳୟର ଆୟ ୩୧ ପ୍ରତିଶତ ବୃଦ୍ଧି ପାଇଛି। ସୂଚନା ଅଧିକାର ଆଇନ(ଆର୍ଟିଆଇ) ଅଧୀନରେ ପ୍ରାପ୍ତ ସୂଚନାରୁ…
ଜଲାନ କମିଟି ସୁପାରିସ୍ ବୋର୍ଡରେ ଗୃହୀତ;ସରକାରଙ୍କୁ ୧.୭୬ ଲକ୍ଷ କୋଟି ଦେବ ଆର୍ବିଆଇ
ମୁମ୍ବାଇ,୨୭-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) କେନ୍ଦ୍ର ସରକାରଙ୍କୁ ବଳକା ପାଣ୍ଠିରୁ ଲାଭାଂଶ ବାବଦରେ ୧.୭୬ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ସୋମବାର ଆର୍ବିଆଇର କେନ୍ଦ୍ରୀୟ ବୋର୍ଡ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇ ସୁପାରିସକୁ ଅନୁମୋଦନ କରାଯାଇଛି। କେନ୍ଦ୍ରୀୟ ବ୍ୟାଙ୍କ…
ସବୁ ଗାଁକୁ ମିଳିବ ଗ୍ରାମ ନେଟ୍ ଓ୍ବାଇଫାଇ ସଂଯୋଗ
ନୂଆଦିଲ୍ଲୀ, ୨୭-୮: ଦେଶର ସବୁ ଗ୍ରାମକୁ ଗ୍ରାମ ନେଟ୍ ମାଧ୍ୟମରେ ୧୦ରୁ ୧୦୦ ଏମ୍ବିପିଏସ୍ ଗତିରେ ଓ୍ବାଇଫାଇ ସୁବିଧା ଯୋଗାଇ ଦିଆଯିବ। ସି-ଡଟର ୩୬ତମ ପ୍ରତିଷ୍ଠା ଦିବସ ଅବସରରେ କେନ୍ଦ୍ର ଯୋଗାଯୋଗ ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ରାମରାଓ ଧୋତ୍ରେ ଏହି ସୂଚନା ଦେଇଛନ୍ତି।…
Archives


