ଲକ୍ଷେ ଟପିଲା ରୁପା ଦର
ଭୁବନେଶ୍ୱର,୧୮।୧: ବର୍ତ୍ତମାନ ସାରା ଦେଶରେ ବିବାହ ଋତୁ ଆରମ୍ଭ ହୋଇଯାଇଛି। ଏପରିକି ବିବାହ ସାଙ୍ଗକୁ ଅନ୍ୟାନ୍ୟ ଶୁଭକାର୍ଯ୍ୟରେ ସବୁବର୍ଗର ଲୋକ ଅଳ୍ପ ବହୁତ ସୁନା ଓ ରୁପା ଓ ମୂଲ୍ୟବାନ ଧାତୁ କିଣିଥାନ୍ତି। ହେଲେ ବିବାହ ଋତୁ ଆରମ୍ଭରୁ ଓଡିଶା...
ଭାରତର ଅଭିବୃଦ୍ଧି ୬.୭% ରହିବ: ବିଶ୍ୱବ୍ୟାଙ୍କ
ଓ୍ବାଶିଂଟନ,୧୭।୧: ଆଗାମୀ ୨ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ହାର ବାର୍ଷିକ ୬.୭ ପ୍ରତିଶତ ରହିବ ବୋଲି ବିଶ୍ୱବ୍ୟାଙ୍କର ସଦ୍ୟତମ ଅଭିବୃଦ୍ଧି ଆକଳନରେ କୁହାଯାଇଛି। ଭାରତର ଅଭିବୃଦ୍ଧି ସହ ୨୦୨୫-୨୬ ବର୍ଷରେ ଦକ୍ଷିଣ ଏସିଆରେ ଆର୍ଥତ୍କ ଅଭିବୃଦ୍ଧି ୬.୨...
୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ
ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ଆଲୁମିନିୟମ ଉତ୍ପାଦନ କ୍ଷେତ୍ର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବ୍ୟବସାୟିକ ଚ୍ୟାଲେଞ୍ଜଗୁଡ଼ିକୁ ମୁକାବିଲା କରୁଥିବା ୭୦ରୁ...
ଆକାଶଛୁଆଁ ହେଲା ଆଦାନୀ ଗ୍ରୁପର ଶେୟାର, ୧୫୦ ବିଲିଅନ କ୍ଷତି କରିଥିବା ହିଣ୍ଡେନବର୍ଗରେ ପଡିଲା ତାଲା
ନୂଆଦିଲ୍ଲୀ,୧୬।୧:ଆଦାନୀ ଗ୍ରୁପର ୧୫୦ ବିଲିଅନର ପର୍ଦ୍ଦାଫାଶ କରି କମ୍ପାନୀକୁ ଦୋହଲାଇ ଦେଇଥିବା ହିଣ୍ଡେନଗ୍ରୁପରେ ତାଲା ପଡିଛି। ହିଣ୍ଡେନବର୍ଗର ପ୍ରତିଷ୍ଠାତା ଆଣ୍ଡରସନ, ଫାର୍ମକୁ ବନ୍ଦ କରିବା ନେଇ ବଡ଼ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତିକୁ ନେଇ ସେ କହିଛନ୍ତି ଯେ, ଏହା...
ମୋତେ ଚାଲାକି କରି ଆସେନି…ଆଦାନୀ ଗ୍ରୁପକୁ ଦୋହଲାଇ ଦେଇଥିବା ହିଣ୍ଡେନବର୍ଗ କମ୍ପାନୀ ବନ୍ଦ
ନୂଆଦିଲ୍ଲୀ,୧୬।୧: ଆଦାନୀ ଗ୍ରୁପର ବଡ଼ ଖୁଲାସା କରିଥିବା ଏବଂ ଆମେରିକୀୟ ସର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଏବେ ନିଜ ଦୋକାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ହିଣ୍ଡେନବର୍ଗ ରିସର୍ଚ୍ଚର ପ୍ରତିଷ୍ଠାତା ନାଥନ ଆଣ୍ଡରସନ କମ୍ପାନୀକୁ ବନ୍ଦ କରିବା ପାଇଁ ଏକ...
ବଡ଼ ଘୋଷଣା, ଆଜିଠୁ BSNL ବନ୍ଦ କଲା ଇଣ୍ଟରନେଟ୍ ସେବା
ନୂଆଦିଲ୍ଲୀ,୧୫।୧:ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଗ୍ରାହକମାନଙ୍କୁ ଏକ ବଡ଼ ଝଟକା ଲାଗିବାକୁ ଯାଉଛି। ଏହି ସରକାରୀ ଟେଲିକମ କମ୍ପାନୀ ଆଜିଠାରୁ ଏହାର ଗୋଟିଏ ସେବା ବନ୍ଦ କରିବାକୁ ଯାଉଛି। ଯାହା ଲକ୍ଷ ଲକ୍ଷ ଗ୍ରାହକଙ୍କୁ ପ୍ରଭାବିତ କରିବ। ସାରା...
ଉତ୍ତର ଭାରତରେ ରାମରାଜ ଇନର ଓ୍ବେର ରେଞ୍ଜ
ନୂଆଦିଲ୍ଲୀ,୧୫।୧: ଦେଶର ପାରମ୍ପରିକ ତଥା ସାଂସ୍କୃତିକ ପୋଷାକର ଏକ ପ୍ରମୁଖ ବା ପ୍ରିମିୟମ ବ୍ରାଣ୍ଡ୍ ‘ରାମରାଜ କଟନ୍’ ଉତ୍ତର ଭାରତ (ଉତ୍ତରାଞ୍ଚଳ ବଜାର)ରେ ବ୍ରାଣ୍ଡ୍ର ଇନର ଓ୍ବେର ରେଞ୍ଜ ଯଥା ଭେଷ୍ଟସ, ବ୍ରିଫସ, ଟ୍ରଙ୍କସ ଏବଂ ବକ୍ସର୍ସ ବର୍ଗର ବିସ୍ତାରିତ...
ମୁଥୁଟ୍ ଫାଇନାନ୍ସକୁ ଗ୍ରେଡ୍ ପ୍ଲେସ୍ ଟୁ ଓ୍ବାର୍କର ମାନ୍ୟତା
ନୂଆଦିଲ୍ଲୀ,୧୫।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଫାଇନାନ୍ସିଆଲ ସର୍ଭିସ୍ ବ୍ରାଣ୍ଡ ମୁଥୁଟ୍ ଫାଇନାନ୍ସକୁ ନିକଟରେ ଆଉ ଏକ ସମ୍ମାନ ‘ଗ୍ରେଡ୍ ପ୍ଲେସ୍ ଟୁ ଓ୍ବାର୍କ’ର ମାନ୍ୟତା ମିଳିଛି। ଏପରିକି କ୍ରମାଗତ ୪ର୍ଥ ଥର ପାଇଁ କମ୍ପାନୀକୁ ଏହି...
ରିଲାଏନ୍ସ ଜୁଏଲ୍ସର ଡ୍ରିମ୍ ଡାଇମଣ୍ଡ ସେଲ୍
ମୁମ୍ବାଇ,୧୫।୧ (ଅଭୟ ଦାଶ): ରିଲାଏନ୍ସ ଜୁଏଲ୍ସର ବହୁ ପ୍ରତୀକ୍ଷିତ ତଥା ବାର୍ଷିକ ଅଭିଯାନ ‘ଡ୍ରିମ୍ ଡାଇମଣ୍ଡ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ୍ ଗ୍ରାହକଙ୍କୁ ହୀରାର କାଳଜୟୀ ଉତ୍କର୍ଷକୁ ପାଳନ କରିବା ପାଇଁ ଏକ ସୁଯୋଗ...
ମହାକୁମ୍ଭ ସହ ଆର୍ସିପିଏଲ୍ ବୁଝାମଣା
ମୁମ୍ବାଇ,୧୫।୧: ଦୀର୍ଘ ୧୨ବର୍ଷ ପରେ ଚଳିତ ବର୍ଷ ଉତ୍ତର ପ୍ରଦେଶର ପ୍ରୟାଗରାଜଠାରେ କୁମ୍ଭମେଳା ‘ମହାକୁମ୍ଭ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ରିଲାଏନ୍ସ ଗ୍ରୁପ୍ର ପ୍ରମୁଖ କମ୍ପାନୀ ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ୍ (ଆର୍ସିପିଏଲ୍) ଏବଂ ମହାକୁମ୍ଭ (ମହାକୁମ୍ଭ ଆୟୋଜକ କମିଟି)...
ରେପୋ ରେଟ୍ରେ ୦.୨୫% ହ୍ରାସ ଆଶଙ୍କା
ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ଗୋଟିଏ ପଟେ ଦରବୃଦ୍ଧି ଓ ଅନ୍ୟପଟେ ଅର୍ଥ ବ୍ୟବସ୍ଥାରେ ସୁଧାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପାଇଁ ଚିନ୍ତାର କାରଣ ପାଲଟିଛି। ଅର୍ଥବ୍ୟବସ୍ଥାରେ ଗ୍ରାହକଙ୍କ ଚାହିଦା ଅଭାବ କାରଣରୁ କମ୍ପାନୀଗୁଡ଼ିକର ଆୟ ପ୍ରଭାବିତ ହେଉଛି। ଏହି କାରଣରୁ...
କାଙ୍ଗାଳ କଲା ଶେୟାର ମାର୍କେଟ, ୧୦୦ ଦିନରେ ନିବେଶକଙ୍କ ୬୦ ଲକ୍ଷ କୋଟି ବୁଡ଼ିଲା
ନୂଆଦିଲ୍ଲୀ,୧୪।୧: ମକର ସଂକ୍ରାନ୍ତି ଅର୍ଥାତ ୧୪ ଜାନୁଆରୀରେ ଶେୟାର ବଜାରରେ ସାମାନ୍ୟ ବୃଦ୍ଧି ଘଟଛି। ହେଲେ ଗତ କିଛି ଦିନ ମଧ୍ୟରେ ସେନସେକ୍ସ ଏବଂ ନିଫ୍ଟି ଉଭୟରେ ଏକ ବଡ଼ ହ୍ରାସ ଦେଖାଯାଇଛି। ବିଦେଶୀ ନିବେଶକମାନେ ଯେବେଠାରୁ ଶେୟାର ବଜାରରୁ...
Archives


