ଅଟୋ ଶିଳ୍ପରେ ସ୍ଥିତାବସ୍ଥା ଶୀଘ୍ର ଫେରିବ: ମର୍ସିଡିଜ୍ ଏମ୍ଡି
ଭୁବନେଶ୍ୱର, ୨୭-୮(ବ୍ୟୁରୋ): ଘରୋଇ ବଜାରର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥାର ଶିକାର ହୋଇଛି। ଲକଜ୍ୟୁରି କାର ନିର୍ମାଣକାରୀ କମ୍ପାନୀ ମର୍ସିଡିଜ ବେଞ୍ଜ ଇଣ୍ଡିଆ ମଧ୍ୟ ଏହା ଦ୍ୱାରା ପ୍ରଭାବିତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ କମ୍ପାନୀର ବିକ୍ରି…
କୁଚିନାର ପ୍ରାଥମିକତା ଟେକ୍ନୋଲୋଜିଯୁକ୍ତ ପ୍ରଡକ୍ଟ
ରୋଷେଇ ଘରେ ବ୍ୟବହାର ହେଉଥିବା ଚିମିନୀ ମାନୁଫାକଚରିଂ କ୍ଷେତ୍ରରେ କୁଚିନା ଏକ ପରିଚିତ ବ୍ରାଣ୍ଡ। ଏହା ଉକ୍ତ ବର୍ଗରେ ପ୍ରମୁଖ ବଜାର ଅଂଶୀଦାର ହୋଇ ପାରିଛି। କମ୍ପାନୀ ପ୍ରଡକ୍ଟରେ ନୂତନତ୍ୱ ଆଣିବା ସହ ନିଜର ଉପସ୍ଥିତିକୁ ବଢାଇବାରେ ଲାଗିଛି। ଏବେ ରପ୍ତାନି…
ଅଟୋ ପାର୍ଟସ ଉଦ୍ୟୋଗକୁ ବ୍ୟାପିଲା ମାନ୍ଦାବସ୍ଥା;୧୦ ହଜାର କୋଟି କ୍ଷତି ସହିବେ ୪୦୦ କମ୍ପାନୀ
ନୂଆଦିଲ୍ଲୀ,୨୬-୮: ଭାରତୀୟ ଅଟୋ ଉଦ୍ୟୋଗ ଏବେ ଅନେକ ପ୍ରକାର ସଙ୍କଟର ସାମ୍ନା କରୁଛି। ମାନ୍ଦାବସ୍ଥାର ପ୍ରଭାବ ଏଭଳି ଛାଇ ଯାଇଛି ଯେ, ଅଟୋ ସେକ୍ଟରରେ ପ୍ରାୟ ସାଢ଼େ ୩ ଲକ୍ଷ କର୍ମଚାରୀଙ୍କୁ ଛଟେଇ କରାଯାଇସାରିଛି। ଆହୁରି ବହୁ କର୍ମଚାରୀ ବେକାର ହୋଇଯିବାର…
କର୍ପୋରେଟ ଇଣ୍ଡିଆ ପାଇଁ ସବୁଠୁ ଖରାପ ସମୟ ଥିଲା ଗତ ୫ବର୍ଷ
ନୂଆଦିଲ୍ଲୀ,୨୬-୮: କର୍ପୋରେଟ ଇଣ୍ଡିଆ ପାଇଁ ଗତ ୫ ବର୍ଷ(ଆର୍ଥିକ ବର୍ଷ ୨୦୧୩-୧୪ରୁ ୨୦୧୭-୧୮) ସବୁଠୁ ଖରାପ ସମୟ ଥିଲା। ଦୀର୍ଘ ୨୫ ବର୍ଷ ଭିତରେ ଏଭଳି ଖରାପ ସମୟ ଦେଖାଯାଇ ନ ଥିଲା। କମ୍ପାନୀଗୁଡ଼ିକର ବିକ୍ରି ଅଭିବୃଦ୍ଧି ତଥା ଟିକସ ପ୍ରଦାନ…
୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟାଙ୍କ ଜାଲିଆତି;ବୋର୍ଡ ଗଠନ କଲା ସିଭିସି
ନୂଆଦିଲ୍ଲୀ,୨୬-୮: କେନ୍ଦ୍ରୀୟ ଭିଜିଲାନ୍ସ କମିଶନ(ସିଭିସି) ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟାଙ୍କ ଜାଲିଆତିର ତଦନ୍ତ ତଥା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସୁପାରିସ୍ କରିବା ଲାଗି ପୂର୍ବ ଭିଜିଲାନ୍ସ କମିଶନର ଟି.ଏମ୍.ଭସିନଙ୍କ ଅଧ୍ୟକ୍ଷତାରେ ଏକ ବ୍ୟାଙ୍କିଙ୍ଗ୍ ଜାଲିଆତି ସମ୍ପର୍କିତ ପରାମର୍ଶଦାତା ବୋର୍ଡ(ଏବିବିଏଫ୍) ଗଠନ କରିଛନ୍ତି।…
ଏୟାରପୋର୍ଟ, ସପିଙ୍ଗ୍ ମଲ୍ରେ ମିଳିବ କୁଲ୍ଲଡ ଚା’
ନୂଆଦିଲ୍ଲୀ,୨୬-୮: ଦେଶର ପ୍ରମୁଖ ରେଳ ଷ୍ଟେଶନ, ବସ୍ ଡିପୋ, ଏୟାରପୋର୍ଟ ଓ ସପିଙ୍ଗ୍ ମଲ୍ରେ ଖୁବଶୀଘ୍ର କୁଲ୍ଲଡରେ ଚା’ ପିଇବାର ମଜା ନେଇ ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏ ସଂକ୍ରାନ୍ତରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ…
ନିୟନ୍ତ୍ରିତ ହେବ ସାନିଟାରୀ ନାପକିନ୍ ଭଳି ଉତ୍ପାଦ ମୂଲ୍ୟ
ନୂଆଦିଲ୍ଲୀ,୨୬-୮: କେନ୍ଦ୍ର ସରକାର ଖୁବଶୀଘ୍ର ହାଇଜିନ ଉତ୍ପାଦ ସାନିଟାରୀ ନ୍ୟାପକିନ୍, ହ୍ୟାଣ୍ଡ ଓ୍ବାଶ୍, ସମସ୍ତ ପ୍ରକାର କୀଟାଣୁନାଶକ ଉତ୍ପାଦ ଏବଂ ବୟସ୍କଙ୍କ ଲାଗି ଉଦ୍ଦିଷ୍ଟ ଡାୟପର୍ସ ମୂଲ୍ୟକୁ ନିୟନ୍ତ୍ରଣ କରିବାକୁ ଯାଉଛନ୍ତି। ଏଥିଲାଗି ମେଡିକାଲ ଉପକରଣ, ଡିସ୍ପୋଜେବଲ ଏବଂ ହାଇଜିନ୍ ଉତ୍ପାଦର…
୫ ଲକ୍ଷ କୋଟି ଡଲାର ଅର୍ଥନୀତି ନେଇ ପ୍ରଣବଙ୍କ ମନ୍ତବ୍ୟ; ହାସଲ ହୋଇପାରେ ସରକାରଙ୍କ ଲକ୍ଷ୍ୟ
ନୂଆଦିଲ୍ଲୀ,୨୬-୮: ଭାରତକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଏନ୍ଡିଏ ସରକାର ଧାର୍ଯ୍ୟ କରିଥିବା ଉଚ୍ଚାଭିଳାଷୀ ଲକ୍ଷ୍ୟ ହାସଲ ସମ୍ଭବ ହୋଇପାରେ ବୋଲି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଣବ ମୁଖାର୍ଜୀ ମତପ୍ରକାଶ…
ଅର୍ଥନୀତିରେ ମାନ୍ଦାବସ୍ଥା
ଭାରତୀୟ ଅର୍ଥନୀତି ସଙ୍କଟ ଦେଇ ଗତି କରୁଥିବା ଆଲୋଚନା ହେଉଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏ ନେଇ ନିକଟରେ ମତ ରଖିଛନ୍ତି। ଅଗଷ୍ଟ ୨୩ରେ ଅର୍ଥନୀତି ନିର୍ମଳା ସୀତାରାମନ ଖବରଦାତା ସମ୍ମିଳନୀରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି…
ଜିଏସ୍ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍ଲୀ
ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ ରାଜନୈତିକ କ୍ଷେତ୍ରରେ ଅସୀମ ଜ୍ଞାନ ଥିଲା। ଛାତ୍ର ରାଜନୀତିରୁ କ୍ଷମତାର କେନ୍ଦ୍ରବିନ୍ଦୁରେ ପାଦ…
୧୦୦ ଲକ୍ଷ କୋଟିର ଭିତ୍ତିଭୂମି ନିର୍ମାଣ ନେଇ ଟାସ୍କଫୋର୍ସ ଗଠନ
ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଏକ ଆନ୍ତଃମନ୍ତ୍ରିସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। ଏ ସମ୍ପର୍କରେ…
ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି
ନୂଆଦିଲ୍ଲୀ,୨୫-୮: ଜେଟ୍ ଏୟାରଓ୍ବେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି କରି ବିଦେଶକୁ ଟଙ୍କା ପଠାଇବାରେ ସଫଳ ହୋଇଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶନିବାର…
Archives


