ବାଣିଜ୍ୟ

ଅଭିବୃଦ୍ଧି ପୂର୍ବାନୁମାନ ୫.୧%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୨-୧୨: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ଅନୁମାନକୁ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ୫.୧%କୁ କମାଇଛି। ନିଯୁକ୍ତି ହ୍ରାସ, ଗ୍ରାମାଞ୍ଚଳରେ ଚାହିଦା ହ୍ରାସ ଏବଂ ଅମଳରେ ପ୍ରଭାବ ଭଳି ବିଭିନ୍ନ ପ୍ରସଙ୍ଗକୁ ବିଚାର କରି ଏଡିବି ଆକଳନକୁ…

ନଭେମ୍ବରରେ ଶକ୍ତି ଚାହିଦା ୪.୨୮% କମିଲା

ନୂଆଦିଲ୍ଲୀ,୧୨-୧୨: ଲଗାତର ଭାବେ ୪ ମାସ ଲାଗି ଦେଶର ଶକ୍ତି ଚାହିଦା ୪.୨୮% ହ୍ରାସ ଘଟି ୯୪.୬ ବିଲିୟନ ୟୁନିଟ ରହିଛି। ବିଶେଷ କରି ଋତୁ ପରିବର୍ତ୍ତନ ଯୋଗୁ ଚାହିଦାରେ ଏଭଳି ହ୍ରାସ ଘଟିଥିବା ସେଣ୍ଟ୍ରାଲ ଇଲେକଟ୍ରିସିଟି ଅଥରିଟି ଡାଟାରୁ ଏହା…

ଆମେରିକା ଭାରତର ୬ଷ୍ଠ ବୃହତ୍‌ ତୈଳ ଯୋଗାଣକାରି

ନୂଆଦିଲ୍ଲୀ,୧୨-୧୨: କୁଏଟକୁ ପଛରେ ପକାଇ ଯୁକ୍ତରାଷ୍ଟ୍ର ଆମେରିକା ଭାରତ ଲାଗି ୬ଷ୍ଠବୃହତ୍‌ ତୈଳ ଯୋଗାଣକାରୀ ସ୍ଥାନ ହାସଲ କରିଛି। ଚଳିତ ବର୍ଷ ଏପ୍ରିଲ-ନଭେମ୍ବର ସମୟରେ ଆମେରିକା ଭାରତକୁ ୭୦%ରୁ ଉର୍ଦ୍ଧ୍ୱ ଅଶୋଧିତ ତୈଳ ଯୋଗାଇଛି। ପାର୍ଲାମେଣ୍ଟାରୀ କମିଟି ଡାଟା ମୁତାବକ ଆମେରିକା…

ଯାନ ଦର ବଢାଇବ ହ୍ୟୁଣ୍ଡାଇ

ନୂଆଦିଲ୍ଲୀ,୧୨-୧୨: ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ବିଭିନ୍ନ ମଡେଲ ଯାନ ଉପରେ ଦରବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୦ ଜାନୁୟାରୀ ଠାରୁ ଏହି ଦରବୃଦ୍ଧି ଲାଗୁ ହେବ। ଇନପୁଟ ଏବଂ ମାଟେରିଆଲ କଷ୍ଟ ବୃଦ୍ଧିକୁ ଧ୍ୟାନରେ ରଖି କମ୍ପାନୀ…

କେନ୍ଦ୍ରକୁ ରାଜସ୍ବ ବୃଦ୍ଧି ଚିନ୍ତା

ନୂଆଦିଲ୍ଲୀ,୧୨-୧୨: ଗତ କିଛି ମାସ ଧରି ପରୋକ୍ଷ ଟିକସ ବାବଦ ରାଜସ୍ବ ହ୍ରାସ ହେଉଥିବାରୁ ଏହା କେନ୍ଦ୍ର ସରକାରଙ୍କ ଚିନ୍ତାକୁ ବଢାଇଛି। ଟିକସ ସଂଗ୍ରହକୁ ନେଇ ସରକାର ଚାପରେ ରହିଥିବା ବେଳେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ହାର ଏବଂ ସ୍ଲାବରେ…

ନଭେମ୍ବରରେ ପୁଣି ପାସେଞ୍ଜର ଯାନ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୧୧-୧୨: ଚଳିତ ବର୍ଷ ନଭେମ୍ବରରେ ପାସେଞ୍ଜର ଯାନ ବିକ୍ରି ପୁଣି ଥରେ ନକାରାତ୍ମକ ସ୍ଥିତିରେ ରହିଛି। ଅକ୍ଟୋବରରେ ଚାହିଦା ଉନ୍ନତ ହେବା ଯୋଗୁ ଗାଡି ବିକ୍ରି ସାମାନ୍ୟ ବଢିଥିବା ବେଳେ ଏଥିରେ ପୁଣି ଥରେ ହ୍ରାସ ହୋଇଥିବା ଜଣାପଡିଛି। ମାତ୍ର ଚାହିଦା…

ପିଏମ୍‌ କିଷାନ ଲାଗି ଆଧାର ହେବ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୧-୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ର ଲାଭ ନେବା ଲାଗି ଡିସେମ୍ବର ୧ ପରଠାରୁ ଆଧାର ଅନିବାର୍ଯ୍ୟ ହେବ। ଆଧାର ପ୍ରମାଣନ ହୋଇଥିବା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଯୋଜନାରେ ପ୍ରଦାନ କରାଯିବ ଅର୍ଥ ଦିଆଯିବ ବୋଲି କେନ୍ଦ୍ର କୃଷି…

୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର ହେବନି

ନୂଆଦିଲ୍ଲୀ,୧୧-୧୨: ୨୦୦୦ ଟଙ୍କିଆ ନୋଟ ବଜାରରୁ ପ୍ରତ୍ୟାହାର ନେଇ ରହିଥିବା ଖବରକୁ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଖାରଜ କରିଦେଇଛନ୍ତି। ଏହାକୁ ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। ସମାଜବାଦି ପାର୍ଟି ଏମ୍‌ପି ବିଶ୍ୱମ୍ବର…

ନୋଟ ବ୍ୟବହାର ବୃଦ୍ଧିକୁ କମାଇଛି ବିମୁଦ୍ରୀକରଣ: ସୀତାରାମନ

ନୂଆଦିଲ୍ଲୀ,୧୧-୧୨: ବିମୁଦ୍ରୀକରଣ ଏବଂ ପରେ ପରେ ଲାଗୁ ହୋଇଥିବା ଡିଜିଟାଲ ନେଣଦେଣ ଦ୍ୱାରା ନୋଟ ବ୍ୟବହାର ବୃଦ୍ଧିକୁ କମାଯାଇ ପାରିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ଏଭଳି ପଦକ୍ଷେପ ଦ୍ୱାରା ୩ ଲକ୍ଷ କୋଟି ଟଙ୍କାର ନୋଟ ପ୍ରଚଳନ…

ତ୍ୱରିତ ହେବ ମୋବାଇଲ ନମ୍ବର ପୋର୍ଟେବିଲିଟି

ନୂଆଦିଲ୍ଲୀ,୧୧-୧୨: ସାରା ଦେଶରେ ମୋବାଇଲ ନମ୍ବର ପୋର୍ଟେବିଲିଟି(ଏମ୍‌ଏନ୍‌ପି) କୁ ତ୍ୱରିତ ଏବଂ ସରଳ କରିବା ଲାଗି ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ ( ଟ୍ରାଇ) ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏଥିଲାଗି ଟ୍ରାଇ ପରିବର୍ତ୍ତିତ ଏମ୍‌ଏନ୍‌ପି ଧାରା ନେଇ ଏକ ପବ୍ଲିକ…

୭୫ ଟଙ୍କା ଛୁଇଁଲା ପେଟ୍ରୋଲ, ଡିଜେଲ ୬୬

ନୂଆଦିଲ୍ଲୀ,୧୦-୧୨:ସୋମବାର ନୂଆଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୫ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୬୬ ଟଙ୍କା ଛୁଇଁଛି। ଗତ ଏକ ବର୍ଷ ମଧ୍ୟରେ ଏହା ସବୁଠାରୁ ସର୍ବୋଚ୍ଚ ସ୍ତର। ଉତ୍ପାଦନ ମୂଲ୍ୟ ବଢିବା ଯୋଗୁ ତୈଳ ବିପଣନ କମ୍ପାନୀଗୁଡିକୁ…

ଏମ୍‌ପି ଲୋଧା ଭାରତର ସବୁଠୁ ଧନୀ ରିୟଲ ଇଷ୍ଟେଟ ଉଦ୍ୟୋଗୀ

ନୂଆଦିଲ୍ଲୀ,୧୦-୧୨: ଲୋଧା ଡେଭଲପର୍ସର ଏମ୍‌.ପି.ଲୋଧା ଏବଂ ପରିବାର ଭାରତର ସବୁଠୁ ଧନୀଶାଳୀ ରିୟଲ ଇଷ୍ଟେଟ ଉଦ୍ୟୋଗୀ ଭାବେ ବିବେଚିତ ହୋଇଛନ୍ତି। ଏହି ଗ୍ରୁପ ନିକଟରେ ମୋଟ ୩୧,୯୬୦ କୋଟି ଟଙ୍କାର ସମ୍ପତ୍ତି ରହିଛି। ତାଲିକାର ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଯଥାକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?