ବାଣିଜ୍ୟ

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ଅଫ୍‌ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ ରେଟ୍‌ (ଏମ୍‌ସିଏଲ୍‌ଆର୍‌) ବା ଋଣ ସୁଧ ୧୦ ବେସସ୍‌ ପଏଣ୍ଟ ହ୍ରାସ କରିଛି। ସମସ୍ତ ବର୍ଷିକିଆ ପ୍ରଡକ୍ଟ ଉପରେ ଏହା କାର୍ଯ୍ୟକାରୀ ହେବ ବୋଲି…

ଦେଶରେ ନିଯୁକ୍ତି ହ୍ରାସ ହୋଇନି: ସନ୍ତୋଷ ଗଙ୍ଗଓ୍ବାର

ନୂଆଦିଲ୍ଲୀ,୧୦-୧୨: ଦେଶରେ କୌଣସି ପ୍ରକାରର ନିଯୁକ୍ତି ହ୍ରାସ ହୋଇ ନ ଥିବା କେନ୍ଦ୍ର ସରକାର ସୋମବାର ପୁଣି ଥରେ କହିଛନ୍ତି। ନିଯୁକ୍ତି ହ୍ରାସ ହେବା ନେଇ କୌଣସି ସ୍ପଷ୍ଟ କାରଣ ନ ଥିବା କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରୀ ସନ୍ତୋଷ…

ପିଆଜ ମହଜୁଦ ସୀମାରେ ପୁଣି ପରିବର୍ତ୍ତନ

ନୂଆଦିଲ୍ଲୀ,୧୦-୧୨: ଦେଶରେ ପିଆଜ ଦର କମୁ ନ ଥିବା ବେଳେ ସରକାର ପୁଣି ଥରେ ପିଆଜ ମହଜୁଦ ସୀମରେ ପରିବର୍ତ୍ତନ କରିଛନ୍ତି। ଖୁଚୁରା ବ୍ୟବସାୟୀଙ୍କ ଲାଗି ଏହା ୫ ଟନ୍‌ରୁ ୨ ଟନ୍‌କୁ ହ୍ରାସ ଘଟିଛି। ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ…

ବିଶ୍ୱ ବ୍ୟାଙ୍କକୁ ଟ୍ରମ୍ପଙ୍କ ତାଗିଦ; ଚାଇନାକୁ ଋଣ ପ୍ରଦାନ ବନ୍ଦ କର

ନୂଆଦିଲ୍ଲୀ,୯ା୧୨: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମିବାର ନା ନେଉନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଡ୍ରମ୍ପ ପୁଣି ଥରେ ଚାଇନା ବିରୋଧରେ କଠୋର ପଦକ୍ଷେପ ଅନ୍ତର୍ଗତ ବିଶ୍ୱ ବ୍ୟାଙ୍କକୁ କିଛି ତାଗିଦ ଦେଇଛନ୍ତି। ଚାଇନାକୁ ଆଉ…

ବଜେଟ ଟିମ୍‌ରେ ୨ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି

ନୂଆଦିଲ୍ଲୀ,୯ା୧୨: ଅର୍ଥ ମନ୍ତ୍ରଣାଳୟର ବଜେଟ ଟିମ୍‌ରେ ୨ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡିଥିବା ଜଣାପଡିଛି। ସରକାରଙ୍କ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାବେଳେ ଟିମ୍‌ରେ ଜଣେ ପୂର୍ଣ୍ଣକାଳୀନ ବ୍ୟୟ ସଚିବ ଏବଂ ଯୁଗ୍ମ ସଚିବ(ବଜେଟ) ଭାବେ କାମ କରୁଥିବା ପଦବୀ…

ନଭେମ୍ବରରେ ମାରୁତି ସୁଜୁକି ଉତ୍ପାଦନ ୪% ବଢିଲା

ନୂଆଦିଲ୍ଲୀ, ୯ା୧୨: ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ ଶିଳ୍ପ କ୍ଷତିଗ୍ରସ୍ତ ହୋଇଥିବାବେଳେ ଯାନ ନିର୍ମାତାମାନେ ସେମାନଙ୍କ ଉତ୍ପାଦନ ହ୍ରାସ କରୁଥିବା ଦେଖାଯାଇଥିଲା। ହେଲେ ଏଥିରେ ଧୀରେ ଧୀରେ ସୁଧାର ଆସୁଥିବା ବଜାର ବିଶେଷଜ୍ଞମାନେ କହିଛନ୍ତି। ଚଳିତ ବର୍ଷ ନଭେମ୍ବରରେ ଦେଶର ପ୍ରମୁଖ…

ସରକାରଙ୍କ ଉପରେ ବର୍ଷିଲେ ରଘୁରାମ ରାଜନ

ନୂଆଦିଲ୍ଲୀ, ୯ା୧୨:ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା କବଳରେ ରହିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହୋଇଥିବା ବେଳେ ମନ୍ଥର ସ୍ଥିତିକୁ ଚାଲି ଯାଇଛି। ପ୍ରଧାନମନ୍ତ୍ରୀଙ୍କ…

ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି ଖୁସି ଖବର। କାରଣ ଏବେ କମ୍ପାନୀ ଫେୟାର ୟୁସେଜ ପଲିସି ଲିମିଟ(ଏଫ୍‌ୟୁପି)ଚାର୍ଜକୁ ହଟାଇ…

ସରକାରୀ ପ୍ରୋତ୍ସାହନ ନ ମିଳିଲେ ବନ୍ଦ ହୋଇଯିବ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୭-୧୨: ଟେଲିକମ୍‌ କମ୍ପାନୀଗୁଡିକ ଏବେ ପ୍ରଭାବିତ ସ୍ଥିତିରେ ରହିଛନ୍ତି। କମ୍ପାନୀଗୁଡିକ ଉପରେ ଏବେ ବୃହତ୍‌ ଋଣ ବୋଝ ରହିଥିବାରୁ କାର୍ଯ୍ୟ ପରିଚାଳନା କରିବା କଷ୍ଟକର ହୋଇପଡିଛି। ଏଭଳି ସ୍ଥିତିରେ ସରକାର ଦେଶର ଟେଲିକମ୍‌ କମ୍ପାନୀଗୁଡିକୁ ପ୍ରୋତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି…

ଚାହିଦା ପୂରଣ ଲାଗି ପିଆଜ ଆମଦାନୀ କରୁଛି ଏମ୍‌ଏମ୍‌ଟିସି

ନୂଆଦିଲ୍ଲୀ,୭-୧୨: ରାଷ୍ଟ୍ରାୟତ୍ତ ଟ୍ରେଡିଂ କମ୍ପାନୀ ଏମ୍‌ଏମ୍‌ଟିସି ବିଦେଶରୁ ପିଆଜ ଆମଦାନୀ କରୁଛି। ଚାହିଦା ପୂରଣ ଏବଂ ଦରବୃଦ୍ଧିକୁ ରୋକିବା ଲାଗି ଏମଏମ୍‌ଟିସି ଏଭଳି ପଦକ୍ଷେପ ଗ୍ରହଣ କରୁଥିବା କେନ୍ଦ୍ର ଖାଉଟି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଦାନଭେ ରାଓସାହେବ ଦାଦାରାଓ କହିଛନ୍ତି। ଆମଦାନୀ ହେଉଥିବା…

୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କଲା ମାରୁତି

ନୂଆଦିଲ୍ଲୀ,୭-୧୨: କେତେକ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାରୁତି ସୁଜୁକି ଇଣ୍ଡିଆ ଏହାର ୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କରି ନେଇଛି। ଏହି ଯାନଗୁଡିକ ସିଆଜ, ଏର୍ଟିଗା ଏବଂ ଏକ୍ସଏଲ୍‌ ୬ ଭଳି ମଡେଲରେ ରହିଛି। ଏହି ଯାନଗୁଡିକ ପେଟ୍ରୋଲ ସ୍ମାର୍ଟ ହାଇବ୍ରିଡ…

ଚବିଶ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୭-୧୨: ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହି ଯୋଜନା ଅନ୍ତର୍ଗତ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ୍‌ସ ଟ୍ରାନ୍ସଫର (ଏନ୍‌ଇଏଫ୍‌ଟି) ସୁବିଧାକୁ ଚବିଶ ଘଣ୍ଟିଆ ପ୍ରଦାନ କରିବା ନେଇ ନିଷ୍ପତ୍ତି ହୋଇଛି। ଏହାର ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?