ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି
ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍ଫରେନ୍ସିଂ…
ଆର୍ଥିକ ପ୍ୟାକେଜ ଦେବେନି ସରକାର
ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଉଦ୍ୟୋଗ ଜଗତ ପକ୍ଷରୁ ଦାବି କରାଯାଇଛି। ତେବେ ସରକାର କୌଣସି ପ୍ରକାର ଆର୍ଥିକ ସହାୟତା…
ଆଇଆରସିଟିସି ଆଣିବ ଆଇପିଓ;ବିକ୍ରି ହେବ ୧୨% ଅଂଶଧନ
ନୂଆଦିଲ୍ଲୀ,୨୩-୮: ରେଲଓ୍ବେର ପର୍ଯ୍ୟଟନ ଏବଂ ଖାଦ୍ୟ ବ୍ୟବସ୍ଥା ତଦାରଖ କରୁଥିବା ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍ କର୍ପୋରେଶନ(ଆଇଆର୍ସିଟିସି) ଖୁବଶୀଘ୍ର ଇନିସିଆଲ ପବ୍ଲିକ୍ ଅଫରିଂ(ଆଇପିଓ) ଆଣିବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ ଏହା ଆବଶ୍ୟକୀୟ ଦସ୍ତାବେଜ…
ଟଙ୍କା, ସେନ୍ସେକ୍ସ ହ୍ରାସ, ସୁନା ଦର ବୃଦ୍ଧି
ମୁମ୍ବାଇ,୨୩-୮: ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସରକାରଙ୍କ ପକ୍ଷରୁ କୌଣସି ଆର୍ଥିକ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କଲା ପରେ ମୁଦ୍ରା ଓ ଷ୍ଟକ୍ ବଜାରରେ ହଇଚଇ ସୃଷ୍ଟି ହୋଇଥିଲା। ଡଲାର ତୁଳନାରେ ଟଙ୍କାର ମୂଲ୍ୟ…
ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍, ୬୦୦ ଶାଖା
ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା…
ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ
କୋଲକାତା,୨୩-୮: ଏଫ୍ଏମ୍ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର ସମସ୍ତ ଉତ୍ପାଦର ଦର ବଢ଼ାଇବ ବୋଲି ଘୋଷଣା କରିଛି। କମ୍ପାନୀ ମୁଖ୍ୟ(ବିପଣନ) ବିନୟ ସୁବ୍ରମଣ୍ୟମ…
୭ମାସରେ ଚାକିରି ଛାଡ଼ିଛନ୍ତି ୫୮ ସିଇଓ-ଏମ୍ଡି
ନୂଆଦିଲ୍ଲୀ,୨୩-୮: ଇଣ୍ଡିଆ ଇଙ୍କ୍ର କର୍ନର ଅଫିସ୍ରୁ ଚଳିତ ବର୍ଷର ୭ ମାସ ମଧ୍ୟରେ ୫୮ ଜଣ ସିଇଓ-ଏମ୍ଡି ଚାକିରି ଛାଡ଼ିଛନ୍ତି। ପ୍ରାଇମ ଡାଟାବେସ୍ ପକ୍ଷରୁ ଏନ୍ଏସ୍ଇଇନ୍ଫୋବେସ୍ ଡଟ୍ କମ୍ର ତର୍ଜମା କରାଯିବା ପରେ ଏହି ତଥ୍ୟ ଜଣାପଡିଛି। ୨୦୦୯ରେ ଏହି ସଂଖ୍ୟା…
ଗୁଜରାଟ ହୀରା କାରବାର ମାନ୍ଦା, ୧୫% ନିଯୁକ୍ତି ହ୍ରାସ
ନୂଆଦିଲ୍ଲୀ,୨୨।୮: ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟ୍ରେଡ୍ ଓ୍ବାର୍ ପ୍ରଭାବ ଏବେ ଧୀରେ ଧୀରେ ଦୁଇଦେଶର ସୀମାସରହଦ ଅତିକ୍ରମ କରି ଅନ୍ୟ ଦେଶର ବାଣିଜ୍ୟକୁ ପ୍ରଭାବିତ କରିବା ଆରମ୍ଭ କରିଛି। ଭାରତ ମଧ୍ୟ ଏଥିରୁ ଅଛୁଅଁା ରହିନାହିଁ। ଗୁଜରାଟର ହୀରା…
ସୁନା @ ୩୮,୮୨୦ ଟଙ୍କା
ନୂଆଦିଲ୍ଲୀ,୨୨।୮: ସୁନା ଓ ରୁପା ଦର କ୍ରମାଗତ ରେକର୍ଡ କରିଚାଲିଛି। ଦୈନିକ ଏହା ନୂଆ ସର୍ବୋଚ୍ଚ ସ୍ତର ପାର୍ କରୁଛି। ବୁଧବାର ବଜାର ବନ୍ଦ ହେବା ବେଳକୁ ସୁନା ଦର ପ୍ରତି ୧୦ ଗ୍ରାମ୍ ୩୮,୮୨୦ ଟଙ୍କା ରହିଛି। ସେହିପରି ରୁପା…
୧୦ ହଜାର କର୍ମଚାରୀ ଛଟେଇ କରିବ ପାର୍ଲେ ଜି
ନୂଆଦିଲ୍ଲୀ,୨୨।୮: ଭାରତର ଅର୍ଥନୀତି ଧିମା ହେବାର ପ୍ରଭାବ ଏବେ ଦେଶର ସର୍ବବୃହତ୍ ବିସ୍କୁଟ ନିର୍ମାତା କମ୍ପାନୀ ପାର୍ଲେ ଜି ଉପରେ ପଡିଛି। ଏହି କାରଣରୁ ଆଗାମୀ ଦିନରେ କମ୍ପାନୀ ପ୍ରାୟ ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। କମ୍ପାନୀର କ୍ୟାଟେଗରି…
ଓଡ଼ିଶା ବଜାରରେ ହ୍ୟୁଣ୍ଡାଇ ଇଲେକ୍ଟ୍ରୋନିକ୍ସ
ଭୁବନେଶ୍ୱର, ୨୨।୮(ବ୍ୟୁରୋ) ହ୍ୟୁଣ୍ଡାଇ ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ଓଡ଼ିଶା ବଜାରରେ ଏହାର ପ୍ରଡକ୍ଟଗୁଡିକର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀର ଚିଫ୍ ଅପରେଟିଂ ଅଫିସର (ସିଓଓ) ଅଭିଷେକ ମାଲପାନି, ବିତରକ ପପୁ ହଂସ ଏବଂ କମ୍ପାନୀର ଜୋନାଲ ପ୍ରବନ୍ଧକ ରାହୁଲ ଛିବେର ପ୍ରଡକ୍ଟଗୁଡିକୁ…
ଦରମା ବଢ଼ାଇବାରେ ଘରୋଇ କମ୍ପାନୀ କୁଣ୍ଠିତ
ନୂଆଦିଲ୍ଲୀ,୨୨।୮: ଚଳିତ ବର୍ଷ କମ୍ ଲୋକଙ୍କ ଦରମା ସେମାନଙ୍କ ମନମୁତାବକ ବଢ଼ିଛି। ଅର୍ଥନୀତିର ଅବସ୍ଥା ବିଗିଡିଯିବା କାରଣରୁ ଚଳିତ ବର୍ଷ ଘରୋଇ କମ୍ପାନୀଗୁଡ଼ିକ ହାତ ଖୋଲା ଦରମା ବଢ଼ାଇନାହାନ୍ତି। ସେଣ୍ଟର ଫର୍ ମନିଟରିଂ ଅଫ୍ ଇଣ୍ଡିଆନ ଇକୋନୋମୀ(ସିଏମ୍ଆଇଇ) ତଥ୍ୟରୁ ଜଣାପଡୁଛି ଯେ,…
Archives


