ବାଣିଜ୍ୟ

ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ନିଯୁକ୍ତି ହରାଇଲେ ୧ ଲକ୍ଷ

ନୂଆଦିଲ୍ଲୀ,୭-୧୨: ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ଗତ ବର୍ଷେ ମଧ୍ୟରେ ୧ ଲକ୍ଷ ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଅକ୍ଟୋବର ୨୦୧୮ ଠାରୁ ଚଳିତ ବର୍ଷ ଜୁଲାଇ ମଧ୍ୟରେ ଏହି ଲୋକଙ୍କ ନିଯୁକ୍ତି ଯାଇଥିବା ଜଣାପଡିଛି। ଚଳିତ ବର୍ଷ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ…

ପିଏମ୍‌ସି ଠକେଇର ଫୋରେନସିକ ଅଡିଟ୍‌ ରିପୋର୍ଟ ଶୀଘ୍ର

ମୁମ୍ବାଇ,୬-୧୨: ଠକେଇ ଦ୍ୱାରା ପ୍ରଭାବିତ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କର ଫରେନସିକ ରିପୋର୍ଟ ଚଳିତ ମାସ ଶେଷ ସୁଦ୍ଧା ଆସିବ ବୋଲି ରିଜର୍ଭ ବ୍ୟାଙ୍କ କହିଛି। ଏହା ଆସିଲେ ଋଣ ନେଇଥିବା ବ୍ୟକ୍ତି ବିଶେଷଙ୍କ ସମ୍ପତ୍ତିର ମୂଲ୍ୟ ନିର୍ଦ୍ଧାରଣ କରିବା…

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରା ଭଣ୍ଡାର

ମୁମ୍ବାଇ,୬-୧୨: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ନୂଆ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ଏହା ୪୫୧.୭ ବିଲିୟନ ଡଲାରକୁ ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ବିଦେଶୀ ମୁଦ୍ରା ଭଣ୍ଡାରରେ ୩୮.୮ ବିଲିୟନ ଡଲାର ବୃଦ୍ଧି…

ନୂଆ ପ୍ରିପେଡ କାର୍ଡ ଆଣିବାକୁ ଆର୍‌ବିଆଇର ପ୍ରସ୍ତାବ

ମୁମ୍ବାଇ,୬-୧୨: କେନ୍ଦ୍ରୀୟ ବ୍ୟାଙ୍କ ନୂଆ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ (ପିପିଆଇ) ଲାଗୁ କରିବାକୁ ପ୍ରସ୍ତାବ ଦେଇଛି। ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସାମଗ୍ରୀ ଏବଂ ସେବା କ୍ଷେତ୍ରରେ ଏଭଳି ପ୍ରିପେଡ କାର୍ଡ ବ୍ୟବହାର କରାଯାଇ ପାରିବ। ଡିଜିଟାଲ ପେପେଣ୍ଟ ପ୍ରୋତ୍ସାହନ ଦିଗରେ…

ଘରୋଇ ଡିଜିଟାଲ କରେନ୍ସିକୁ ଆର୍‌ବିଆଇର ନା

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ବତ୍ତର୍ମାନ ଡିଜିଟାଲ କରେନ୍ସି ଆଣିବା ନେଇ ସ୍ପଷ୍ଟ ଭାବେ କହି ହେବ ନାହିଁ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ଏ ନେଇ କହିବା ବର୍ତ୍ତମାନ ସମୟ ଆସିନାହିଁ। ବର୍ତ୍ତମାନ ଟେକ୍ନୋଲୋଜି କ୍ଷେତ୍ରରେ କିଛିଟା ଅସୁବିଧା ରହିଛି।…

ଅଭିବୃଦ୍ଧି ପୂର୍ବାନୁମାନ ୫%କୁ ଖସାଇଲା ଆର୍‌ବିଆଇ

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ଗୁରୁବାର ରେପୋ ରେଟକୁ ଅପରିବର୍ତ୍ତିତ ୫.୧୫% ରଖିଛି। ଜିଡ଼ିପି ଅଭିବୃଦ୍ଧିକୁ ଧ୍ୟାନରେ ରଖି ଏହାର ପଦକ୍ଷେପ ଧାରାକୁ ବଜାୟ ରଖିବା ଉପରେ କେନ୍ଦ୍ରୀୟ ବ୍ୟାଙ୍କ ଗୁରୁତ୍ୱାରୋପ କରିଛି। ଏପରି ସ୍ଥିତିରେ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଭାରତର…

ଅପରିବର୍ତ୍ତିିତ ରହିଲା ରେପୋ ରେଟ୍‌

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗୁରୁବାର ଏହାର ରେପୋ ରେଟ ବା ସୁଧହାରକୁ ଅପରିବର୍ତ୍ତିତ ରଖିଛି। କେନ୍ଦ୍ରୀୟ ବ୍ୟାଙ୍କ ଏହା ପୂର୍ବରୁ ଲଗାତର ଭାବେ ସୁଧହାର ହ୍ରାସ କରି ଆସୁଥିଲା। ଚଳିତ ଥର ମଧ୍ୟ ସୁଧ ହାର ହ୍ରାସ ହେବ…

ଜିଏସ୍‌ଟି କ୍ଷତିପୂରଣ ବିଳମ୍ବକୁ ନେଇ ଉଦ୍‌ବେଗ

ନୂଆଦିଲ୍ଲୀ, ୫।୧୨: କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ବିରୋଧୀ ଦଳରେ ଥିବା ରାଜ୍ୟଗୁଡିକର ଅର୍ଥମନ୍ତ୍ରୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ଅର୍ଥମନ୍ତ୍ରୀ ମାନଙ୍କର ଏକ ପ୍ରତିନିଧି ଦଳ ବୁଧବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ…

ଏୟାର ଇଣ୍ଡିଆ ବିକ୍ରି: ବିଦେଶୀ ନିୟନ୍ତ୍ରଣ ନିୟମ ସଂଶୋଧନ ଉପରେ ବିଚାର

ନୂଆଦିଲ୍ଲୀ, ୪-୧୨: ଏୟାର ଇଣ୍ଡିଆ ବିକ୍ରି ନେଇ ସରକାର ବର୍ତ୍ତମାନ ଯୋଜନା ରଖିଥିବା ବେଳେ ଏକ୍ଷେତ୍ରରେ ବିଦେଶୀ ନିୟନ୍ତ୍ରଣ ନିୟମ ସଂଶୋଧନ କରିବା ଉପରେ ବିଚାର କରାଯାଉଛି। ବର୍ତ୍ତମାନର ନିୟମ ମୁତାବକ ଉକ୍ତ ବିମାନ କମ୍ପାନୀର ପରିଚାଳନା ନିୟନ୍ତ୍ରଣ କେବଳ ଭାରତୀୟଙ୍କ…

ସ୍ପଷ୍ଟ କଲା ଡିଆଇସିଜିସି;ଲକ୍ଷେ ଟଙ୍କାର ବ୍ୟାଙ୍କ ଜମା ଉପରେ ଗ୍ୟାରେଣ୍ଟି

ନୂଆଦିଲ୍ଲୀ, ୪-୧୨: ଯଦି କୌଣସି ବ୍ୟାଙ୍କ ଏହାର କାରବାରରେ ବିଫଳତା ଲାଗି ବନ୍ଦ ହୋଇଯାଏ ତେବେ ଗ୍ରାହକଙ୍କ ମୋଟ ଜମାର କେବଳ ଲକ୍ଷେ ଟଙ୍କା ଉପରେ ହିଁ ଗ୍ୟାରେଣ୍ଟି ରହିଛି। ଅର୍ଥାତ ଲୋକମାନେ ଯେତେ ଟଙ୍କା ବ୍ୟାଙ୍କରେ ଜମା କରିଥିଲେ ମଧ୍ୟ…

ଆର୍‌ବିଆଇ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ, ୪-୧୨: ରିଜର୍ଭ ବ୍ୟାଙ୍କର ୩ ଦିନିଆ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାସ୍ଥିତିରେ ରହିଥିବାବେଳେ କମିଟି ବିଭିନ୍ନ ଦିଗ ଉପରେ ପର୍ଯ୍ୟାଲୋଚନା କରିବ। ଚଳିତ ଥର…

୫୧ ପଳାତକ ବ୍ୟାଙ୍କକୁ ଠକିଛନ୍ତି ୧୭,୯୦୦ କୋଟି

ନୂଆଦିଲ୍ଲୀ, ୪-୧୨: ପଳାତକ ଘୋଷିତ ହୋଇ ଦେଶ ଛାଡିଥିବା ୫୧ ଜଣ ବ୍ୟକ୍ତି ବିଶେଷ ବ୍ୟାଙ୍କଗୁଡିକୁ ୧୭,୯୦୦ କୋଟି ଟଙ୍କାର ଋଣ ଠକେଇ କରିଛନ୍ତି। ରାଜ୍ୟ ସଭାରେ ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?