ଏଫ୍ପିଆଇଙ୍କ ଲାଗି ନିୟମ କୋହଳ କଲା ସେବି
ମୁମ୍ବାଇ,୨୨।୮: ସିକ୍ୟୁରିଟିଜ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ)ଙ୍କ ଲାଗି ବୁଧବାର ନିୟାମକୀୟ ବ୍ୟବସ୍ଥା କୋହଳ କରିଛି। କଓ୍ବୋଇସି(ନିଜର ଗ୍ରାହକଙ୍କୁ ଜାଣନ୍ତୁ) ନିୟମକୁ ଷ୍ଟକ ମାର୍କେଟ ନିୟନ୍ତ୍ରକ ସରଳ କରାଯାଇଛି। ଏଥିସହିତ ବଜାର ବାହାରେ ପ୍ରତିଭୂତି ନେଣଦେଣକୁ ଅନୁମତି…
ସିସିଡିର ଅଂଶଧନ କିଣିପାରେ ଆଇଟିସି
ନୂଆଦିଲ୍ଲୀ,୨୨।୮: ଏସିଆର ସର୍ବବୃହତ୍ ସିଗାରେଟ ନିର୍ମାତା ତଥା ଭାରତର ଅନ୍ୟତମ ପ୍ରମୁଖ ଏଫ୍ଏମ୍ସିଜି କମ୍ପାନୀ ଇଣ୍ଡିଆନ ଟବାକୋ କମ୍ପାନୀ (ଆଇଟିସି) ଏବେ କ୍ୟାଫେ କଫି ଡେ(ସିସିଡି)ର ଅଂଶଧନ କିଣିପାରେ ବୋଲି ମିଡିଆରେ ଚର୍ଚ୍ଚା ହେଉଛି। ତେବେ ଏ ସଂକ୍ରାନ୍ତରେ ଆଲୋଚନା ପ୍ରକ୍ରିୟା…
ବିକିନି ଏୟାରଲାଇନର ୯ଟଙ୍କାରେ ଉଡାଣ
ନୂଆଦିଲ୍ଲୀ,୨୧।୮: ସାରା ବିଶ୍ୱରେ ‘ବିକିନି ଏୟାରଲାଇନ’ଭାବେ ଖ୍ୟାତ ଭିଏତନାମର ବଜେଟ ଏୟାରଲାଇନ ବିୟତଜେଟ ଚଳିତବର୍ଷ ଡିସେମ୍ବରରୁ ଭାରତରେ ନିଜର ପାଦ ଥାପିବାକୁ ଯାଉଛି। ଏହି ଏୟାରଲାଇନ କମ୍ପାନୀ ନୂଆଦିଲ୍ଲୀରୁ ହୋ ଚିନ୍ ମିନ୍ ସିଟି ମଧ୍ୟରେ ଡିସେମ୍ବର ୬ରୁ ବିମାନ ଉଡ଼ାଣ…
ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା;ଇ-ଯାନ ନୀତି ଲାଗୁ ନେଇ ସରକାରଙ୍କ ପଛଘୁଞ୍ଚା
ନୂଆଦିଲ୍ଲୀ,୨୧-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଛାଇ ଯାଇଥିବାରୁ ଦେଶର ଅର୍ଥନୀତି ଉପରେ ଏହାର ଗଭୀର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଏହାକୁ ଦେଖି କେନ୍ଦ୍ର ସରକାର ଭୟଭୀତ ହୋଇଛନ୍ତି। ଦେଶରେ ଇଲେକ୍ଟ୍ରିଯାନ ପ୍ରଚଳନ ଲାଗି ସରକାର ତରବରିଆ ନିଷ୍ପତ୍ତି ନେଇଥିଲେ। ଏବେ…
ପ୍ରତ୍ୟକ୍ଷ କରରେ ବଡ଼ ଧରଣର ସଂସ୍କାର ପ୍ରସ୍ତୁତି;ସର୍ବାଧିକ ଆୟକର୨୦% ସୁପାରିସ
ନୂଆଦିଲ୍ଲୀ,୨୧-୮: କେନ୍ଦ୍ର ସରକାର ପରୋକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣି ଦେଶରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍ଟି) ଲାଗୁ କଲେ। ଏହାଦ୍ୱାରା ପ୍ରାୟ ଏକ ଡଜନରୁ ଊର୍ଦ୍ଧ୍ୱ ପରୋକ୍ଷ ଟିକସ ଲୋପ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର…
ମାତ୍ର ୫୯ ମିନିଟରେ ଘର, ଗାଡ଼ି ଋଣ ଦେବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ
ନୂଆଦିଲ୍ଲୀ,୨୧-୮: ଏଣିକି ଘର ଓ ଗାଡ଼ି ଋଣ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ଦୌଡିବାକୁ ପଡିବ ନାହିଁ। ସେମାନେ ଏଣିକି ଏହି ଋଣକୁ ମାତ୍ର ୫୯ ମିନିଟରେ ପ୍ରଦାନ କରିବେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ପକ୍ଷରୁ ‘ପିଏସ୍ବିଲୋନ୍ସଇନ୍୫୯ମିନିଟ୍ସ’ ପୋର୍ଟାଲକୁ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।…
ମାନ୍ଦାବସ୍ଥାକୁ ନେଇ ଟ୍ରମ୍ପ ଭୟଭୀତ;ଟିକସ ହ୍ରାସ, ଟାରିଫ ପ୍ରତ୍ୟାହାର ବିଚାର
ନୂଆଦିଲ୍ଲୀ,୨୧-୮: ଚାଇନା ସହିତ ବାଣିଜ୍ୟ ଯୁଦ୍ଧ ଆରମ୍ଭ ଯୋଗୁ ଆସନ୍ତା ୨ ବର୍ଷ ଭିତରେ ଆମେରିକା ଅର୍ଥନୀତିରେ ମାନ୍ଦାବସ୍ଥା ଗ୍ରାସ କରିବ ବୋଲି ବିଶ୍ୱର ଅର୍ଥନୀତିଜ୍ଞମାନେ ଚେତାବନି ଦେଇଛନ୍ତି। ଏହା ଜାଣିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭୟଭୀତ ହୋଇଛନ୍ତି। ଦେଶର…
ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍ବିଆଇର ପ୍ରସ୍ତୁତି
ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…
ଆଧାର-ସୋସିଆଲ ମିଡିଆ ସଂଯୋଗ ମାମଲା;ଫେସ୍ବୁକ୍ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ,୨୧-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍ବୁକ୍ ଇଙ୍କ୍(ଇନକର୍ପୋରେଟେଡ) ଓ ହ୍ବାଟ୍ସଆପ୍ ପକ୍ଷରୁ ଏକ ମାମଲା…
ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ
ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ ଭାବେ ଉଭା ହୋଇଛି। ୨୦୧୭ ସୁଦ୍ଧା ଅଷ୍ଟ୍ରେଲିଆ କମ୍ପାନୀଗୁଡିକ ଦେଶରେ ୧୪ ବିଲିୟନ ଡଲାର…
ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ଲିଙ୍କ୍: ଫେସ୍ବୁକ୍ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ,୨୦-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ଚାଲୁଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍ବୁକ୍ ଇଙ୍କ୍(ଇନକର୍ପୋରେଟେଡ) ପକ୍ଷରୁ ଏକ ମାମଲା ସୁପ୍ରିମକୋର୍ଟରେ ଦାଏର କରାଯାଇଛି।…
ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍ବିଆଇର ପ୍ରସ୍ତୁତି
ନୂଆଦିଲ୍ଲୀ,୨୦-୮: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…
Archives


