ବାଣିଜ୍ୟ

୨ ଲକ୍ଷ କୋଟିର ଋଣ ରାଇଟଅଫ୍‌ କଲେ ବ୍ୟାଙ୍କ

ନୂଆଦିଲ୍ଲୀ,୩୦-୧୧: ଦେଶରେ ସୂଚୀଭୁକ୍ତ ୪୨ ବାଣିଜି୍ୟକ ବ୍ୟାଙ୍କ ୨୦୧୮-୧୯ରେ ୨.୧୨ ଲକ୍ଷ କୋଟି ଟଙ୍କାର ଋଣ ରାଇଟ ଅଫ୍‌ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ ଦିଆଯାଇଥିବା ସୂଚନା ଏହା ସାମ୍ନାକୁ ଆସିଛି। ୨୦୧୭-୧୮ରେ ରାଇଟ ଅଫ୍‌ ହୋଇଥିବା ଋଣ ପରିମାଣଠାରୁ…

ବ୍ରାଣ୍ଡ ଫ୍ୟାକ୍ଟ୍ରି କଟକ ଷ୍ଟୋରରେ ଫ୍ରି ସପିଙ୍ଗ ଓ୍ବିକେଣ୍ଡ

ଭୁବନେଶ୍ୱର,୩୦-୧୧: ବ୍ରାଣ୍ଡ ଫ୍ୟାକ୍ଟି କଟକ ଷ୍ଟୋର ପକ୍ଷରୁ ପ୍ରଥମଥର ଲାଗି ଫ୍ରି ସପିଙ୍ଗ ଓ୍ବିକେଣ୍ଡ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଡିସେମ୍ବର ୪ରୁ ୮ ତାରିଖ ଯାଏ ଚାଲିବ। କଟକ ଷ୍ଟୋରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କ୍ଲଷ୍ଟର ମ୍ୟାନେଜର ମାନସ ମହାନ୍ତି ଏବଂ…

ଡିସେମ୍ବର ୧୫ରୁ ଫାଷ୍ଟାଗ୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୩୦-୧୧: ସାରା ଦେଶର ଟୋଲ ପ୍ଲାଜାଗୁଡିକରେ ବାଧ୍ୟତାମୂଳକ ଭାବେ ଫାଷ୍ଟାଗ କାର୍ଯ୍ୟକାରୀ କରିବା ତାରିଖକୁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ତାରିଖ ଯାଏ ବଢାଇ ଦେଇଛନ୍ତି। ଡିସେମ୍ବର ପହିଲାରେ ଏହା ଲାଗୁ ହେବ ବୋଲି କେନ୍ଦ୍ର ସଡକ ଏବଂ ପରିବହନ…

ଡକାର ର଼୍ୟାଲି ପାଇଁ ହିରୋର ପ୍ରସ୍ତୁତି

ନୂଆଦିଲ୍ଲୀ,୨୯-୧୧: ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଡକାର ର଼୍ୟାଲି ପାଇଁ ପ୍ରସ୍ତୁତି ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ମୋଟୋସ୍ପୋର୍ଟସ ଟିମ୍‌ ଡକାର ର଼୍ୟାଲି-୨୦୨୦ରେ ୪ ଚାଇଡର ଭାଗ ନେବା ସମ୍ପର୍କରେ ସୂଚନା ଦିଆଯାଇଛି। ପ୍ରଥମ ଥର…

ପାରାଦୀପ ପୋର୍ଟରେ ଅତ୍ୟାଧୁନିକ ଟର୍ମିନାଲ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ,୨୯-୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପର ଅଂଶବିଶେଷ ଜେଏସ୍‌ଡବ୍ଳ୍ୟୁ ଇନଫ୍ରାଷ୍ଟ୍ରକଚର ପକ୍ଷରୁ ପାରାଦୀପ ବନ୍ଦରରେ ଅତ୍ୟାଧୁନିକ ଲୁହାପଥର ଟର୍ମିନାଲ କାର୍ଯ୍ୟକ୍ଷମ ହୋଇଛି। ବାର୍ଷିକ ୧୮ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ ଏବଂ ୩୭୦ ମିଟର ଏହି ଲମ୍ବା ଟର୍ମିନାଲ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିକଶିତ…

୧୦୦ କୋଟି କାରବାରରେ ଜିଏସ୍‌ଟି ଇ-ଇନଭଏସିଂ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୯-୧୧: କୌଣସି କମ୍ପାନୀ ବାର୍ଷିକ ୧୦୦ କୋଟି ଟଙ୍କାର କାରବାର କରୁଥିଲେ ସେହି କ୍ଷେତ୍ରରେ ଆସନ୍ତା ବର୍ଷ ଏପ୍ରିଲ ପହିଲାରୁ ଜିଏସ୍‌ଟି ଇ-ଇନଭଏସିଂ ଅନିବାର୍ଯ୍ୟ ହେବ ବୋଲି ଗୁରୁବାର ସରକାର କହିଛନ୍ତି। ୧୦୦ କୋଟି ଟଙ୍କାରୁ କମ୍‌ କାରବାର କରୁଥିଲେ ଏହାକୁ…

ରିଲାଏନ୍ସର ୧୦ ଲକ୍ଷ କୋଟିର ବଜାର ପଞ୍ଜୀକରଣ;କପଡା ଫ୍ୟାକ୍ଟ୍ରିରୁ ଶୀର୍ଷତ୍ୱ ଯାଏ ଯାତ୍ରା

ଗୁରୁବାର ସୂଚକାଙ୍କର ସର୍ବୋଚ୍ଚ ସ୍ତର ୪୧,୧୬୩.୭୯ ପଏଣ୍ଟ ରହିଥିଲା। ଏହି ସମୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଦେଶର ପ୍ରଥମ କମ୍ପାନୀ ଭାବେ ୧୦ ଲକ୍ଷ କୋଟି ଟଙ୍କାର ବଜାର ପୁଞ୍ଜୀକରଣ ହାସଲ କରିଛି। ମିଡ କ୍ୟାପରେ ଏହି କମ୍ପାନୀର ପୁଞ୍ଜୀକରଣ ବୃଦ୍ଧି ଘଟି…

୧.୮୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୯-୧୧: ଚଳିତ ସପ୍ତାହରେ ଲଗାତର ୨ ଦିନ ଦେଶର ପୁଞ୍ଜି ବଜାର କାରବାର ଉର୍ଦ୍ଧ୍ୱଗାମୀ ହେବା ଯୋଗୁ ନିବେଶକ ବେଶ ଲାଭବାନ ହୋଇଛନ୍ତି। ବୁଧବାର ଏବଂ ଗୁରୁବାର ଶେୟାର ବଜାରରେ ବେଶ ଉତ୍ସାହ ପରିଲକ୍ଷିତ ହେବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୧.୮୭…

୪.୭%କୁ ଖସିପାରେ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୨୯-୧୧: ଦେଶର ଜିଡିପି ଅଭିବୃଦ୍ଧି ସେପ୍ଟେମ୍ବର ତ୍ରୈମାସରେ ୪.୭%କୁ ଖସିପାରେ ବୋଲି ରଏଟର୍ସ ପୋଲ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେରେ ଉଲ୍ଲେଖ କରାଯାଇଛି। ଏବେ ଦେଶରେ ଖାଉଟି ଚାହିଦା କମିଛି। ଘରୋଇ ନିବେଶ ହ୍ରାସ ଏବଂ ବିଶ୍ୱ ମାନ୍ଦାବସ୍ଥା ଭାରତ ବଜାର…

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉତ୍ତର: ଦେଶରେ ନାହିଁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨୮-୧୧: ଅର୍ଥନୈତିକ କାର୍ଯ୍ୟକଳାପ ମନ୍ଥର ହୋଇଥାଇପାରେ ମାତ୍ର ଦେଶ ଉପରେ ମାନ୍ଦାବସ୍ଥାର ବିପଦ ନ ଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର କହିଛନ୍ତି। ରାଜ୍ୟ ସଭାରେ ଅର୍ଥନୀତିରେ ମାନ୍ଦାବସ୍ଥା ଉପରେ ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସେ ୟୁପିଏ ସରକାର-୨ର (୨୦୦୯ଠାରୁ…

ଆଇଟି ଶିଳ୍ପରେ ୨ ଲକ୍ଷ କର୍ମଚାରୀଙ୍କ ଛଟେଇ ଆଶଙ୍କା

ନୂଆଦିଲ୍ଲୀ,୨୭-୧୧: ଦେଶର ଆଇଟି ଶିଳ୍ପରେ ଛଟେଇ ଧାରା ବନ୍ଦ ହେବାର ନାଁ ଧରୁନାହିଁ। ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ଆଇଟି ଶିଳ୍ପରେ ୧ ରୁ ୨ ଲକ୍ଷ କର୍ମଚାରୀ ଛଟେଇ ହେବାର ଆଶଙ୍କା ରହିଥିବା ବଜାର ବିଶେଷଜ୍ଞମାନେ କହିଛନ୍ତିି। ଇନ୍‌ଫୋସିସ ଏବଂ…

ମୁଦ୍ରା ଋଣରେ ବଢୁଛି ଏନ୍‌ପିଏ

ନୂଆଦିଲ୍ଲୀ,୨୭-୧୧: ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ଋଣ ଉପରେ ଏବେ ଅନାଦାୟ ଋଣ (ଏନ୍‌ପିଏ) ବଢୁଛି। ମଙ୍ଗଳବାର ଏହାକୁ ନେଇ ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ନର ଏମ୍‌.କେ.ଜୈନ ବ୍ୟାଙ୍କଗୁଡିକୁ ସତର୍କ କରାଇଛନ୍ତି। ମୁଦ୍ରାରେ ବର୍ତ୍ତମାନ ସୁଦ୍ଧା ୩.୨୧ ଲକ୍ଷ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?