ବାଣିଜ୍ୟ

ଉପାନ୍ତ ଅଞ୍ଚଳରେ ପେଟ୍ରୋଲ ପମ୍ପ ସ୍ଥାପନକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୭-୧୧: ସରକାର ଇତି ମଧ୍ୟରେ ପଟ୍ରୋଲ ପମ୍ପ ସ୍ଥାପନ ଲାଗି ନୂଆ ନୀତି ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ଅନୁସାରେ କୌଣସି ନୂଆ କମ୍ପାନୀ ଦେଶର ଇନ୍ଧନର ଖୁଚୁରା କାରବାରରେ ପ୍ରବେଶ କରିବାକୁ ହେଲେ ଅନ୍ତତଃ ପକ୍ଷେ ୧୦୦ ପେଟ୍ରୋଲ…

ହୋମ୍‌ ଟାଉନ ପକ୍ଷରୁ ଇୟର ଏଣ୍ଡ ସେଲ୍‌

ଭୁବନେଶ୍ୱର,୨୭-୧୧: ପ୍ରମୁଖ ହୋମ୍‌ ଷ୍ଟୋର ହୋମ୍‌ ଟାଉନ ପକ୍ଷରୁ ଇୟର ଏଣ୍ଡ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ସ୍ଥାନୀୟ ସତ୍ୟ ନଗର ଷ୍ଟୋରରେ ଗ୍ରାହକ ଏହାର ଲାଭ ନେଇ ପାରିବେ। ୩୫ ହଜାର ବର୍ଗଫୁଟ ପରିମିତ ସ୍ଥାନରେ ଅବସ୍ଥିତ ଏହି ଷ୍ଟୋରରେ…

ବିଦା ହେଲେ ୨୧ ଦୁର୍ନୀତିଗ୍ରସ୍ତ ଟିକସ ଅଧିକାରୀ

ନୂଆଦିଲ୍ଲୀ,୨୭-୧୧: ଆୟକର ବିଭାଗରୁ ୨୧ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ କେନ୍ଦ୍ର ସରକାର ବିଦା କରିଦେଇଛନ୍ତି। ଚାକିରୀ ଶେଷ କରିବା ପୂର୍ବରେ ଏମାନଙ୍କୁ ସେବା ନିବୃତ୍ତ କରାଯାଇଥିବା ଜଣାପଡିଛି। ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନର ୫ମ ସଂସ୍କରଣରେ କେନ୍ଦ୍ର ସରକାର ଏଭଳି କଡା କାର୍ଯ୍ୟାନୁଷ୍ଠାନ…

ନୋକିଆର ଚେନ୍ନାଇ ୟୁନିଟ କିଣିଲା ସାଲକମ୍ପ

ନୂଆଦିଲ୍ଲୀ,୨୬-୧୧: ଆପଲର ପ୍ରମୁଖ ଯନ୍ତ୍ରାଂଶ ଯୋଗାଣକାରୀ କମ୍ପାନୀ ସାଲ୍‌କମ୍ପ ନୋକିଆର ଚେନ୍ନାଇ ୟୁନିଟକୁ କ୍ରୟ କରିଛି। ଏହି ଡିଲ୍‌ ନେଇ ଉଭୟ କମ୍ପାନୀ ସ୍ପଷ୍ଟ କରିଛନ୍ତି। ନୋକିଆର ଏହି ହ୍ୟାଣ୍ଡସେଟ ନିର୍ମାଣକାରି ୟୁନିଟ ଗତ ୨୦୧୪ ପରଠାରୁ ବନ୍ଦ ପଡିଥିଲା। ଏହି…

ନିବେଶକଙ୍କୁ ୧.୮୧ ଲକ୍ଷ କୋଟି ଟଙ୍କା ଲାଭ

ନୂଆଦିଲ୍ଲୀ,୨୬-୧୧: ଦେଶର ପୁଞ୍ଜି ବଜାରରେ ସୋମବାର କାରବାର ଉନ୍ନତ ରହିବା ଯୋଗୁ ନିବେଶକଙ୍କ ସମ୍ପତ୍ତିରେ ୧.୮୧ ଲକ୍ଷ କୋଟି ଟଙ୍କା ବଢିଛି। ଏହି ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ୫୩୦ ପଏଣ୍ଟ ବୃଦ୍ଧି ହୋଇଥିବା ଦେଖାଯାଇଥିଲା। ଏହା ନୂଆ ରେକର୍ଡ…

ତୃତୀୟ ତ୍ରୈମାସ ବିକାଶ ହାର ଖସିବ

ନୂଆଦିଲ୍ଲୀ,୨୬-୧୧: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତର ୫%କୁ କମିଛି। ଏହା ତୃତୀୟ ତ୍ରୈମାସରେ ଆହୁରି ଖସିବ ବୋଲି ସିଙ୍ଗାପୁର ଭିତ୍ତିକ ଡିବିଏସ୍‌ ବ୍ୟାଙ୍କ ପକ୍ଷରୁ ଅନୁମାନ କରାଯାଇଛି। ବ୍ୟାଙ୍କ ଏହାର…

ରିୟଲ ଇଷ୍ଟେଟରେ କମିନି ନଗଦ ନେଣଦେଣ

ନୂଆଦିଲ୍ଲୀ,୨୬-୧୧: ବିମୁଦ୍ରୀକରଣ ପରେ ଡିଜିଟାଲ କାରବାରକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ଏପଟେ ନଗଦ ପ୍ରତି ଭାରତୀୟଙ୍କ ଭଲ ପାଇବେ ଏବେ ମଧ୍ୟ ଗଭୀର ଥିବା ବଜାର ବିଣେଷଜ୍ଞ ମାନେ କୁହନ୍ତି। ଏହି କ୍ରମରେ ଯଦି ରିୟଲ ଇଷ୍ଟେଟ କଥା ବିଚାରକୁ ନିଆଯାଏ…

ଗୁପ୍ତା ଡିଷ୍ଟ୍ରବ୍ୟୁଟର୍ସରେ ଓ୍ବାନ ପ୍ଲସ ମୋବାଇଲର ବିକ୍ରି ଆରମ୍ଭ

ଭୁବନେଶ୍ୱର,୨୬-୧୧: ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ଓ୍ବାନପ୍ଲସ ମୋବାଇଲର ବିକ୍ରି ଆରମ୍ଭ ହୋଇଛି। ଅନଲାଇନର ପ୍ରଡକ୍ଟ ଏବଂ ପ୍ରାଇସ ଅଫଲାଇନରେ ଉପଲବ୍ଧ କରାଇଥିବା ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ଚାହିଦାକୁ ଗୁରୁତ୍ୱ ଦେଇ ଏଭଳି ବିଭିନ୍ନ ବିଭିନ୍ନ ପଦକ୍ଷେପ ଗ୍ରହଣ…

ଭିକି କୌଶଲ ରେଡ୍‌ ଚିଫ୍‌ର ବ୍ରାଣ୍ଡ ଆମ୍ବାସାଡର

  ନୂଆଦିଲ୍ଲୀ,୨୬-୧୧: ଲେୟାନ ଗ୍ଲୋବାଲ ପ୍ରାଇଭେଟ ଲିମିଟେଡର ଅନ୍ୟତମ ଲୋକପ୍ରିୟ ବ୍ରାଣ୍ଡ ରେଡ ଚିଫର ବ୍ରାଣ୍ଡ ଆମ୍ବାସାଡର ଭାବେ ବଲିଉଡ ଅଭିନେତା ଭିକି କୌଶଲଙ୍କୁ ନିଯୁକ୍ତ କରାଯାଇଛି। ଗତ ୨୧ ବର୍ଷ ଧରି ଗ୍ରାହକଙ୍କୁ ଗୁଣବତ୍ତା ପ୍ରଡକ୍ଟ ଯୋଗାଣ ଦିଗରେ କମ୍ପାନୀ…

୩.୨୬ ଲକ୍ଷ କୋଟିର କେନ୍ଦ୍ରୀୟ ଜିଏସ୍‌ଟି ଆଦାୟ

ନୂଆଦିଲ୍ଲୀ,୨୬।୧୧: ୨୦୧୯-୨୦ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ୩.୨୬ ଲକ୍ଷ କୋଟି ଟଙ୍କାର ସେଣ୍ଟ୍ରାଲ ଜିଏସ୍‌ଟି ବା କେନ୍ଦ୍ରୀୟ ଜିଏସ୍‌ଟି କରିବାକୁ ସରକାର ସକ୍ଷମ ହୋଇଛନ୍ତି। ଚଳିତ ଆର୍ଥତ୍କ ବର୍ଷରେ ୬.୬୩ ଲକ୍ଷ କୋଟି ଟଙ୍କାର କେନ୍ଦ୍ରୀୟ ଜିଏସ୍‌ଟି ସଂଗ୍ରହ…

ନୂ୍ୟନତମ ବାଲାନ୍ସ ଜରିମାନା ବାବଦ ୧୯୯୬ କୋଟି ଟଙ୍କା ଆଦାୟ

ନୂଆଦିଲ୍ଲୀ,୨୬-୧୧: ବ୍ୟାଙ୍କ ଖାତାରେ ନୂ୍ୟନତମ ମାସିକ ବାଲାନ୍ସ ନ ରଖିବା ଯୋଗୁ ଜରିମାନା ବାବଦ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୨୦୧୮-୧୯ରେ ଗ୍ରାହକଙ୍କଠାରୁ ୧୯୯୬.୪୬ କୋଟି ଟଙ୍କା ଆଦାୟ କରିଛନ୍ତି। ୨୦୧୭-୧୮ରେ ୧୮ ବ୍ୟାଙ୍କ ଏହି ବାବଦରେ ୩,୩୬୮.୪୨ କୋଟି ଟଙ୍କା ଆଦାୟ କରିଥିଲେ।…

କ୍ଷମତା ହିସାବରେ ଋଣ ଦିଅନ୍ତୁ ବ୍ୟାଙ୍କ: ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୨୫-୧୧: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଋଣ ଯୋଗାଣ ସମୟରେ ନିଜର କ୍ଷମତା ଏବଂ ଦୁର୍ବଳତା ଭଳି ପ୍ରସଙ୍ଗଗୁଡିକୁ ବିଚାର କରିବା ଆବଶ୍ୟକ ବୋଲି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର କହିଛନ୍ତି। ଚେନ୍ନାଇଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?