ଆଇଏଲ୍ଆଣ୍ଡଏଫ୍ଏସ୍ ଦୁର୍ନୀତି: ୫୭୦ କୋଟି ଜବତ;ପ୍ରଥମଥର ଚାର୍ଜଶିଟ୍ ଫାଇଲ କଲା ଇଡି
ନୂଆଦିଲ୍ଲୀ,୧୮-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇଏଲ୍ଆଣ୍ଡଏଫ୍ଏସ୍ ମାମଲାରେ ପ୍ରଥମଥର ଚାର୍ଜଶିଟ୍ ଦାଖଲ କରିଛି। ଏହି ମାମଲାରେ ଇଡି ୫୭୦ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଥିବା ଶନିବାର ପ୍ରକାଶ କରିଛି। ଯାଞ୍ଚ ଏଜେନ୍ସି ପକ୍ଷରୁ ଦାଏର ଚାର୍ଜଶିଟ୍ରେ ଆଇଏଲ୍ଆଣ୍ଡଏଫ୍ଏସ୍ ଗ୍ରୁପ୍ କମ୍ପାନୀଙ୍କ କେତେକ…
ଲାଲକିଲ୍ଲାରୁ ମୋଦିଙ୍କ ହୁଙ୍କାର;୫ଲକ୍ଷ କୋଟି ଡଲାର ଅର୍ଥନୀତି ହାସଲ ସମ୍ଭବ
ନୂଆଦିଲ୍ଲୀ,୧୭-୮: ଅର୍ଥନୀତି ଧିମା ହୋଇଯିବା ଭିତରେ ପ୍ରଧାନମନ୍ତ୍ରୀ ନମରେନ୍ଦ୍ର ମୋଦି ନିବେଶ ମାଧ୍ୟମରେ ଆର୍ଥିକ ବୃଦ୍ଧି କରିବା ଲାଗି ଏନ୍ଡିଏ ସରକାରଙ୍କ ପ୍ରତିଶ୍ରୁତିକୁ ଦୋହରାଇଛନ୍ତି। ଦେଶ ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ସମ୍ଭବ ହେବ ବୋଲି ଦୃଢ଼ୋକ୍ତି କରିଛନ୍ତି।…
ମାନ୍ଦାବସ୍ଥା ପ୍ରଭାବ;ଟାଟା ମୋଟର୍ସ, ଅଶୋକ ଲେଲ୍ୟାଣ୍ଡ, ହିରୋ ଉତ୍ପାଦନ ବନ୍ଦ କଲା
ନୂଆଦିଲ୍ଲୀ,୧୭ -୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଶେଷ ହେବାର କୌଣସି ଚିହ୍ନବର୍ଣ୍ଣ ଦେଖାଯାଉନାହିଁ। ବାଧ୍ୟ ହୋଇ କମ୍ପାନୀମାନେ ନିଜର ଉତ୍ପାଦନ ବନ୍ଦ କରିବା ଲାଗି ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ପୂର୍ବରୁ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା, ସୁଜୁକି, ଟୟୋଟା ଏବଂ ଅଶୋକ…
ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍ ଆଲୋଚନା
ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ସହ ଆଲୋଚନା କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଗୁରୁବାର ଏହି…
ପାପଡ, ମହୁ ଖଦୀ ଆୟୋଗର ବିକ୍ରି ବଢ଼ାଇଛି ୨୫%
ନୂଆଦିଲ୍ଲୀ,୧୭ -୮: କାରବାରରେ ମାନ୍ଦାବସ୍ଥା ଦେଖାଦେଇଥିବା ନେଇ ବ୍ୟବସାୟୀ ଗୋଷ୍ଠୀ ଅଭିଯୋଗ କରିଆସୁଛନ୍ତି। କିନ୍ତୁ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ(କେଭିଆଇସି) ଏହାର ଠିକ୍ ଓଲଟା କହୁଛି। ଗତ ଆର୍ଥିକ ବର୍ଷରେ ଆୟୋଗର ବିକ୍ରି ୨୫% ବଢ଼ି ୭୫ ହଜାର କୋଟି ଟଙ୍କାରେ…
ଅକ୍ଷୟ ଶକ୍ତିକୁ ନେଇ ଡବ୍ଲ୍ୟୁଟିଓରେ ମାମଲା;ଭାରତ ସପକ୍ଷ ରାୟକୁ ଆମେରିକାର ବିରୋଧ
ନୂଆଦିଲ୍ଲୀ,୧୭ -୮: ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ର ବିବାଦ ସମାଧାନ କମିଟି ଦ୍ୱାରା ଅକ୍ଷୟ ଶକ୍ତି ମାମଲାରେ ଭାରତ ସପକ୍ଷରେ ରାୟ ପ୍ରକାଶ ପରେ ଆମେରିକା ଏହାକୁ ବିରୋଧ କରିଛି। ଡବ୍ଲ୍ୟୁଟିଓର ଉପର କମିଟି ନିକଟରେ ଆମେରିକା ରାୟକୁ ଚ୍ୟାଲେଞ୍ଜ କରିଛି। ଆମେରିକାର…
ମାଲେସିଆରୁ ପାମ୍ ତେଲ ଆମଦାନୀ ବୃଦ୍ଧିର ଯାଞ୍ଚ ଆରମ୍ଭ
ନୂଆଦିଲ୍ଲୀ,୧୭ -୮: ମାଲେସିଆର ସ୍ବତନ୍ତ୍ର ଧରଣର ପାମ୍ ତେଲର ଆମଦାନୀ ଅହେତୁକ ବୃଦ୍ଧି ପାଇଛି। ସଲଭେଣ୍ଟ ଏକ୍ସଟ୍ରାକ୍ଟର୍ସ ଆସୋସିଏଶନ ଅଫ୍ ଇଣ୍ଡିଆର ଅଭିଯୋଗ କ୍ରମେ କେନ୍ଦ୍ର ସରକାର ଏହାର ଯାଞ୍ଚ ଆରମ୍ଭ କରିଛି। ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନ ଯାଞ୍ଚ ଏଜେନ୍ସି ଡାଇରେକ୍ଟୋରେଟ…
ବିଦେଶୀ ମୁଦ୍ରା ଭଣ୍ଡାରରେ ସର୍ବକାଳୀନ ରେକର୍ଡ
ମୁମ୍ବାଇ,୧୭ -୮: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ଅଗଷ୍ଟ ୯ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ୧.୬୨୦ ବିଲିୟନ ଡଲାର ବୃଦ୍ଧି ପାଇ ୪୩୦.୫୭୨ ବିଲିୟନ ଡଲାର ହୋଇଛି, ଯାହା କି ସର୍ବକାଳୀନ ରେକର୍ଡ ସ୍ତର ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ପକ୍ଷରୁ…
୫ ଲକ୍ଷ କୋଟି ଡଲାର ଅର୍ଥନୀତି;ଶାଖାଠୁ ପରାମର୍ଶ ନେବେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ
ନୂଆଦିଲ୍ଲୀ,୧୭ -୮: ଦେଶର ଅର୍ଥନୀତିକୁ ଆଗାମୀ ୫ ବର୍ଷରେ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲାଗି କିପ୍ରକାର ପଦକ୍ଷେପ ନେବାକୁ ହେବ ସେଥିଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ସେମାନଙ୍କ ଶାଖାଗୁଡ଼ିକରୁ ପରାମର୍ଶ ନେବାକୁ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଶନିବାର…
ରପ୍ତାନି ୨.୨୫% ବୃଦ୍ଧି, ବାଣିଜ୍ୟ ନିଅଣ୍ଟ କମିଲା
ନୂଆଦିଲ୍ଲୀ,୧୬-୮: ଜୁଲାଇରେ ଦେଶର ରପ୍ତାନି ୨.୨୫ପ୍ରତିଶତ ବୃଦ୍ଧି ପାଇ ୨୬.୩୩ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ସରକାରୀ ତଥ୍ୟରୁ ପ୍ରକାଶ। ଏହି ଅବଧିରେ ଦେଶର ଆମଦାନୀ ୧୦.୪୩ ପ୍ରତିଶତ ହ୍ରାସ ପାଇ ୩୯.୭୬ ବିଲିୟନ ଡଲାର ହୋଇଛି। ଫଳରେ ଦେଶର ବାଣିଜ୍ୟ…
ବ୍ଲାକ୍ଷ୍ଟୋନ କିଣିବ କ୍ୟାଫେ କଫି ଡେର ଟେକ୍ ପାର୍କ
ବେଙ୍ଗାଲୁରୁ,୧୬-୮: କଫି ଚେନ୍ ଅପରେଟନର କଫି ଡେ ଏଣ୍ଟରପ୍ରାଇଜେସ୍ ବେଙ୍ଗାଲୁରୁ ସ୍ଥିତ କମ୍ପାନୀର ଗ୍ଲୋବାଲ ଭିଲେଜ ଟେକ୍ ପାର୍କକୁ ବ୍ଲାକ୍ଷ୍ଟୋନକୁ ବିକ୍ରି କରିଦେବ ବୋଲି ବୁଧବାର ଘୋଷଣା କରିଛି। ଏହି ବିକ୍ରିରୁ କମ୍ପାନୀକୁ ପ୍ରାୟ ୩ ହଜାର କୋଟି ଟଙ୍କା ମିଳିବ।…
ଚଳିତ ସପ୍ତାହରେ ରିପୋର୍ଟ ଦେଇପାରନ୍ତି ଜଲାନ କମିଟି
ନୂଆଦିଲ୍ଲୀ,୧୬-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ନିକଟରେ ବଳକା ରହିଥିବା ପାଣ୍ଠିକୁ କେନ୍ଦ୍ର ସରକାରଙ୍କୁ ପ୍ରଦାନ ନେଇ ଗଠିତ ବିମଳ ଜଲାନ କମିଟି ପକ୍ଷରୁ ଚଳିତ ସପ୍ତାହରେ ରିପୋର୍ଟ ପ୍ରଦାନ କରାଯିବାର ସମ୍ଭାବନା ରହିଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି କମିଟିରେ…
Archives


