ବାଣିଜ୍ୟ

ପୁଞ୍ଜି ବଜାରରେ ୧୭,୨୨୨ କୋଟିର ବିଦେଶ ନିବେଶ

ନୂଆଦିଲ୍ଲୀ,୨୫-୧୧: ଚଳିତ ମାସ ବର୍ତ୍ତମାନ ସୁଦ୍ଧା ଦେଶର ପୁଞ୍ଜି ବଜାରରେ ବିଦେଶୀ ନିବେଶକମାନେ ୧୭,୨୨୨ କୋଟି ଟଙ୍କା ନିବେଶ କରିଛନ୍ତି। ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ସ୍ଥିତି ଭଲ ଥିବାରୁ ନିବେଶକଙ୍କ ମନୋଭାବ ଭଲ ରହିଛି। ଡିପୋଜିଟୋରୀ ତଥ୍ୟ ମୁତାବକ ବିଦେଶୀ…

ଅନିଲଙ୍କ ସମେତ ଅନ୍ୟ ୪ ନିର୍ଦ୍ଦେଶକଙ୍କ ଇସ୍ତଫାପତ୍ର ନାମଞ୍ଜୁର

ନୂଆଦିଲ୍ଲୀ,୨୫-୧୧: ରିଲାଏନ୍ସ କମ୍ୟୁନିକେଶନରେ ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ପଦବୀରୁ ଅନିଲ ଅମ୍ବାନୀଙ୍କ ସମେତ ଅନ୍ୟ ୪ ନିର୍ଦ୍ଦେଶକ ନିକଟରେ ଇସ୍ତଫା ଦେଇଥିଲେ। ବର୍ତ୍ତମାନ ଇନସଲଭେନ୍ସି ପ୍ରକ୍ରିୟା ଦେଇ ଚାଲୁଥିବା ଏହି କମ୍ପାନୀର ଋଣଦାତାମାନେ ସେମାନଙ୍କ ଇସ୍ତଫା ପତ୍ରକୁ ନାମଞ୍ଜୁର କରି ଦେଇଛନ୍ତି।…

ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସରକାରୀ ତୁଳନାରେ ୭ ଗୁଣ ଅଧିକ

ନୂଆଦିଲ୍ଲୀ,୨୫-୧୧: ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସାଧାରଣତଃ ଅଧିକ ରହିଥିବା ପ୍ରାୟ ସମସ୍ତଙ୍କୁ ଜଣା। ଏହି ହସ୍ପିଟାଲଗୁଡିକରେ ହାରାହାରି ଚିକିତ୍ସା ଖର୍ଚ୍ଚ ସରକାରୀ ହସ୍ପିଟାଲ ତୁଳନାରେ ୭ ଗୁଣ ଅଧିକ ବୋଲି ନ୍ୟାଶନାଲ ସାମ୍ପଲ ସର୍ଭେ (ଏନ୍‌ଏସ୍‌ଏସ୍‌) ପକ୍ଷରୁ ପ୍ରକାଶ ପାଇଥିବା…

ରେଲଓ୍ବେର ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ ଲକ୍ଷ୍ୟ: ଗୋୟଲ

ନୂଆଦିଲ୍ଲୀ,୨୫-୧୧: ଆଗାମୀ ୩ରୁ ୪ ବର୍ଷ ମଧ୍ୟରେ ରେଲଓ୍ବେର ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ କରିବା ନେଇ ଲକ୍ଷ୍ୟ ରଖାଯାଇଥିବା ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର କହିଛନ୍ତି। ପ୍ରଦୂଷଣ ମୁକ୍ତ ଭବିଷ୍ୟତକୁ ଧ୍ୟାନରେ ରଖି ରେଲଓ୍ବେ ନିରନ୍ତର ଭିତ୍ତିରେ ବିଦ୍ୟୁତୀକରଣ କାର୍ଯ୍ୟ ହାତକୁ ନେଉଛି।…

ବିଏସ୍‌ଏନ୍‌ଏଲ୍‌ କର୍ମଚାରୀ ସଂଘର ଆମରଣ ଅନଶନ ଆଜି

ନୂଆଦିଲ୍ଲୀ,୨୫-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ଦେଶବ୍ୟାପୀ ନଭେମ୍ବର ୨୫(ସୋମବାର)ରେ ଆମରଣ ଅନଶନ କରିବେ। ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌) ନେବାକୁ କମ୍ପାନୀ ପରିଚାଳନା କର୍ତ୍ତୃପକ୍ଷ କର୍ମଚାରିଙ୍କୁ ବାଧ୍ୟ କରାଉଥିବା ସଂଘ ପକ୍ଷରୁ କୁହାଯାଇଛି। ଭିଆର୍‌ଏସ୍‌ ନ ନେଲେ…

ଜାନୁୟାରୀରୁ ମହଙ୍ଗା ହେବ ଏସି, ଫ୍ରିଜ୍‌

ନୂଆଦିଲ୍ଲୀ,୨୪-୧୧: ଆଗାମୀ ଦିନରେ ୫ ଷ୍ଟାର ବିଶିଷ୍ଟ ରେଫ୍ରିଜରେଟର ମୂଲ୍ୟ ବୃଦ୍ଧି ହେବାର ବିଶେଷ ସମ୍ଭାବନା ରହିଛି। ନୂଆ ଏନର୍ଜି ଲେବଲିଂ ନିୟମ ଜାନୁୟାରୀ ପହିଲାରୁ ଲାଗୁ ହେବାକୁ ଥିବା ବେଳେ ୫ ଷ୍ଟାର ରେଫ୍ରିଜରେଟର ପ୍ରସ୍ତୁତି ପ୍ରାୟ ୬ ହଜାର…

ସହରାଞ୍ଚଳ ବେରୋଜଗାରୀ ହାର ହ୍ରାସ

ନୂଆଦିଲ୍ଲୀ,୨୪-୧୧: ଚଳିତ ବର୍ଷ ଜାନୁୟାରୀ ମାର୍ଚ୍ଚ ସମୟରେ ସହରାଞ୍ଚଳରେ ବେରୋଜଗାରୀ ହ୍ରାସ ଘଟିଥିବା ଜଣାପଡିଛି। ଏହି ସମୟରେ ବେରୋଜଗାରୀ ହାର ୯.୩% ରହିଛି, ଯାହା ୪ ତ୍ରୈମାସ ମଧ୍ୟରେ ସର୍ବନିମ୍ନ ସ୍ତର। ସରକାରଙ୍କ ପକ୍ଷରୁ ପ୍ରକାଶ ପାଇ ନ ଥିବା ଏକ…

ଏନ୍‌ପିଏ ଲୁଚାଇବା ବନ୍ଦ କରନ୍ତୁ ବ୍ୟାଙ୍କ: ଆର୍‌ବିଆଇ ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨୪-୧୧: ଏବେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ସ୍ଥିତି ଭଲ ନ ଥିବା ବେଳେ ଅନାଦାୟ ଋଣ (ଏନ୍‌ପିଏ) ବୋଝ ବଢି ବଢି ଚାଲିଛି। ଏଭଳି ସ୍ଥିତିରେ ବ୍ୟାଙ୍କ ଏନ୍‌ପିଏ କିମ୍ବା ଋଣ ଠକେଇ ଭଳି ବିଷୟକୁ ଲୁଚାଇବା ବନ୍ଦ କରନ୍ତୁ ବୋଲି…

ଆୟୁଷ୍ମାନ ଭାରତରେ ଘରୋଇ ହସ୍ପିଟାଲ ପାଇବେ ପ୍ରୋତ୍ସାହନ

ନୂଆଦିଲ୍ଲୀ,୨୪-୧୧: ୨୦୧୮ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ ଘୋଷଣା କରିଥିଲେ। ଏହା ମୋଦି କେୟାର ଭାବେ ପରିଚିତ ଥିବା ବେଳେ ଏଥିରେ ଘରୋଇ ହସ୍ପିଟାଲଗୁଡିକର ଯୋଗଦାନକୁ ପ୍ରୋତ୍ସାହନ ମିଳିବ ବୋଲି ଜଣାପଡିଛି। ଅଧିକ ଲୋକ କିଭଳି…

ଏଜିଆର୍‌କୁ ନେଇ ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ,୨୪-୧୧: ଟେଲିକମ୍‌ କମ୍ପାନୀଙ୍କଠାରୁ ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭେନ୍ୟୁ (ଏଜିଆର୍‌) ସଂଗ୍ରହ ଲାଗି ସୁପ୍ରିମକୋର୍ଟ ନିକଟରେ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ସପକ୍ଷରେ ଏହି ରାୟ ଆସିଥିବା ବେଳେ ଏହାର ପୁନର୍ବିଚାର ଲାଗି ପ୍ରମୁଖ ଟେଲିକମ୍‌ କମ୍ପାନୀଗୁଡିକ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛନ୍ତି। କମ୍ପାନୀଗୁଡିକ…

ଜିଏସ୍‌ଟି ଢାଞ୍ଚାରେ ପରିବର୍ତ୍ତନ ନେଇ ଏନ୍‌.କେ.ସିଂଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୨୪-୧୧: ଜିଏସ୍‌ଟି ଢାଞ୍ଚାରେ ବଡ ଧରଣର ପରିବର୍ତ୍ତନ ନେଇ ଅର୍ଥ କମିଶନ ଅଧ୍ୟକ୍ଷ ଏନ୍‌.କେ.ସିଂ ଶନିବାର ଗୁରୁତ୍ୱାରୋପ କରିଛନ୍ତି। ବିଶେଷ କରି ଜିଏସ୍‌ଟିରେ ରହିଥିବା ଜଟିଳ ଅନୁପାଳନ ପଦ୍ଧତିକୁ ସଜାଡିବା ଉପରେ ସେ ମତ ରଖିଛନ୍ତି। ଏହାବାଦ ବାରମ୍ବାର ଟିକସ ସ୍ଲାବ…

୫ ଟ୍ରିଲିୟନ ଡଲାର ଜିଡିପି ହାସଲ କଷ୍ଟସାଧ୍ୟ

ଅହମ୍ମଦାବାଦ,୨୩-୧୧: ଦେଶର ଅର୍ଥବ୍ୟବସ୍ଥାର ସ୍ଥିତି ଏବେ ଠିକ୍‌ ନାହିଁ। ୨୦୨୫ ସୁଦ୍ଧା ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ରୂପାନ୍ତରିତ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଏହାକୁ ନେଇ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ ଭିନ୍ନମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?