ବାଣିଜ୍ୟ

ରେନୋ ପକ୍ଷରୁ ଶୀତକାଳୀନ ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୩-୧୧: ପ୍ରମୁଖ ଯାନ ନିର୍ମାତା କମ୍ପାନୀ ରେନୋ ଇଣ୍ଡିଆ ପକ୍ଷରୁ ଶୀତକାଳୀନ ସର୍ଭିସ କ୍ୟାମ୍ପ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ମାସ ୨୫ରୁ ଡିସେମ୍ବର ୧ ଯାଏ ସାତ ଦିନ ବ୍ୟାପି ଏହା ସାରା ଦେଶରେ ଥିବା କମ୍ପାନୀର ୪୫୦ ସର୍ଭିସ…

ଜ୍ୟୁରିକ ବିଶ୍ୱର ସବୁଠାରୁ ପ୍ରାଚ୍ୟୁର୍ଯ୍ୟପୂର୍ଣ୍ଣ ସହର

ନୂଆଦିଲ୍ଲୀ,୨୩-୧୧: ନିକଟରେ ପ୍ରକାଶିତ ଗ୍ଲୋବାଲ ପ୍ରସପେରିଟି ଇଣ୍ଡେକ୍ସ ବା ବିଶ୍ୱ ପ୍ରାଚୁର୍ଯ୍ୟପୂର୍ଣ୍ଣ ସୂଚୀରେ ଭାରତର ବାଙ୍ଗାଲୋର ୮୩ତମ ସ୍ଥାନରେ ରହିଛି। ଏହି ତାଲିକାରେ ଥିବା ବିଶ୍ୱର ମୋଟ ୧୧୩ ସହର ମଧ୍ୟରୁ ଦିଲ୍ଲୀ ୧୦୭ ଏବଂ ମୁମ୍ବାଇ ୧୦୭ତମ ସ୍ଥାନରେ ରହିଥିବା…

ଅନ୍‌ବୋର୍ଡ ସେବାର ଆଉଟସୋର୍ସିଂ କରିବ ରେଲଓ୍ବେ

ନୂଆଦିଲ୍ଲୀ,୨୩-୧୧: ରେଲଓ୍ବେ ଏହାର କମର୍ସିଆଲ ଏବଂ ଅନ୍‌ବୋର୍ଡ ସେବାର ଆଉଟସୋର୍ସିଂ କରିବ। ଘରୋଇ କମ୍ପାନୀଗୁଡିକଠାରୁ ଏହି ସେବା ନିଆଯିବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଶୁକ୍ରବାର ସୂଚନା ଦେଇଛନ୍ତି। ରେଲଓ୍ବେର ଘରୋଇକରଣ ନେଇ ରହିଥିବା ଏକ ପ୍ରଶ୍ନ ଉପରେ ଗୋୟଲ ସ୍ପଷ୍ଟ…

ଭୂଷଣ ପାଓ୍ବାରର ପୂର୍ବତନ ସିଏମ୍‌ଡି ଗିରଫ

ନୂଆଦିଲ୍ଲୀ,୨୩-୧୧: ଭୂଷଣ ପାଓ୍ବାର ଏବଂ ଷ୍ଟିଲ ଲିମିଟେଡ(ବିଏସ୍‌ପିଏଲ୍‌)ର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) ସଞ୍ଜୟ ସିଂଘଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଗିରଫ କରିଛି। ବହୁକୋଟିର ବ୍ୟାଙ୍କ ଋଣ ଠକେଇ ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ଇଡି ପକ୍ଷରୁ କୁହାଯାଇଛି। ବେଆଇନ…

ଅକ୍ଟୋବରରେ ୨.୫୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ

ମୁମ୍ବାଇ,୨୨-୧୧-ଅକ୍ଟୋବର ମାସରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୨.୫୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ପାର୍ବଣ ସମୟ ଲାଗି ଏହି ଋଣ ପ୍ରଦାନ କରାଯାଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହା ମଧ୍ୟରୁ ୧.୦୫ ଲକ୍ଷ କୋଟି…

ଖାଉଟି ସର୍ଭେ ଡାଟା ପ୍ରକାଶ କରିବାକୁ ଚିଠି ଲେଖିଲେ ୨୦୦ ସ୍କଲାର

ମୁମ୍ବାଇ,୨୨-୧୧: ଖାଉଟି ଖର୍ଚ୍ଚ ସର୍ଭେ ଡାଟାକୁ ପ୍ରକାଶ କରିବାକୁ ସରକାରଙ୍କୁ ୨୦୦ ସ୍କଲାର ଚିଠି ଲେଖିଛନ୍ତି। ଡାଟା ଗୁଣବତ୍ତାରେ ଅସୁବିଧା ରହିଥିବାରୁ ୨୦୧୭-୧୮ର ଡାଟା ପ୍ରକାଶ ପାଇବ ନାହିଁ ବୋଲି ସରକାର ନିକଟରେ କହିଥିଲେ। ଏହା ପରେ ସରକାରଙ୍କୁ ଏଭଳି ପ୍ରସଙ୍ଗରେ…

ଡିସେମ୍ବର ୧୦ରେ ବ୍ୟାଙ୍କ ମିଶ୍ରଣ ବିରୋଧରେ ଧର୍ମଘଟ

ନୂଆଦିଲ୍ଲୀ,୨୨-୧୧: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବିଭିନ୍ନ ବ୍ୟାଙ୍କର କର୍ମଚାରୀମାନେ ଡିସେମ୍ବର ୧୦ରେ ପାର୍ଲାମେଣ୍ଟ ସାମ୍ନାରେ ଧାରଣା ଦେବେ। ସରକାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ କରିବାକୁ ଯୋଜନା ରଖିଛନ୍ତି। ଏହି ଯୋଜନା ମୁତାବକ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରେ…

ଖୁଲାସା ହେଲା ବୃହତ୍‌ ଇଚ୍ଛାକୃତ ଖିଲାପକାରୀଙ୍କ ନାମ

ମୁମ୍ବାଇ,୨୨-୧୧: ବ୍ୟାଙ୍କଗୁଡିକରୁ ବୃହତ୍‌ ପରିମାଣର ଋଣ ନେଇ ପଇଠ କରି ନ ଥିବା ବୃହତ୍‌ ଇଛାକୃତ ଖିଲାପକାରୀଙ୍କ ନାମକୁ ରିଜର୍ଭ ବ୍ୟାଙ୍କ ଶେଷରେ ଖୁଲାସା କରିଛି। ଏହି ବ୍ୟକ୍ତି ବିଶେଷଙ୍କ ନାମ ଘୋଷଣା କରିବାକୁ ସୁପ୍ରିମକୋର୍ଟ ରିଜର୍ଭ ବ୍ୟାଙ୍କୁ ନିର୍ଦ୍ଦେଶ ଦେବାର…

ଫର୍ଚୁନ ବିଜନେସ୍‌ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୨୧-୧୧: ଫର୍ଚୁନ ପକ୍ଷରୁ ପ୍ରକାଶିତ ୨୦୧୯ ବିଜନେସ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନାଡେଲା, ମାଷ୍ଟର କାର୍ଡ ସିଇଓ ଅଜୟ ବାଙ୍ଗା ଏବଂ ଆରିଷ୍ଟାର ପ୍ରମୁଖ ନିର୍ବାହୀ…

ଟ୍ରେଡ ଓ୍ବାରରୁ ଫାଇଦା ନେବାକୁ ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୨୧-୧୧: ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ଟ୍ରେଡ ଓ୍ବାର (ବାଣିଜ୍ୟ ଯୁଦ୍ଧ)ର ଫାଇଦା ନେବାକୁ ଭାରତ ଏବେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଥିବା କୁହାଯାଉଛି। ଟେସ୍‌ଲା ଇଙ୍କ୍‌ ସମେତ ଗ୍ଲାକ୍ସୋସ୍ମିଥ୍‌ଲାଇନ ପିଏଲ୍‌ସି ଭଳି ପ୍ରାୟ ୩୨୪ କମ୍ପାନୀଙ୍କୁ ଘରୋଇ ବଜାରରେ…

୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୨୧-୧୧: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ସମେତ ୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିବା ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ…

ସୋସିଆଲ ମିଡିଆ ଆଧାର ଲିଙ୍କ ନେଇ ପ୍ରସ୍ତାବ ନାହିଁ: ପ୍ରସାଦ

ନୂଆଦିଲ୍ଲୀ,୨୧-୧୧: ବ୍ୟକ୍ତିବିଶେଷଙ୍କ ଆଧାରକୁ ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ସହ ସଂଯୋଗ କରିବା ନେଇ କୌଣସି ପ୍ରସ୍ତାବ ନାହିଁ। କେନ୍ଦ୍ର ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ଏ ନେଇ ସ୍ପଷ୍ଟ କରିଛନ୍ତି। ସଂସଦରେ ଏକ ପ୍ରଶ୍ନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?