ବାଣିଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୯-୧୧: ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ଏହି ଅବସରରେ ଆଲୋଚନା ହୋଇଥିବା ଜଣାପଡିଛି। ଭାରତୀୟ ଅର୍ଥ ବ୍ୟବସ୍ଥା ୨୦୨୦ ପରେ ତ୍ୱରିତ ହାରରେ ଅଭିବୃଦ୍ଧି କରିବ ବୋଲି ବିଲ୍‌ ଗେଟ୍‌ସ…

ମୋବାଇଲ ଟାରିଫ ବଢାଇବେ ଭୋଡାଫୋନ-ଆଇଡିଆ,ଏୟାରଟେଲ

ନୂଆଦିଲ୍ଲୀ,୧୯-୧୧: ଡିସେମ୍ବର ୧ରୁ ଭୋଡାଫୋନ-ଆଇଡିଆ ଏବଂ ଏୟାରଟେଲ ଭଳି କମ୍ପାନୀ ସେମାନଙ୍କ ସର୍ଭିସ ରେଟ୍‌ ବଢାଇବା ନେଇ ସୂଚନା ଦେଇଛନ୍ତି। ଏହି କମ୍ପାନୀଗୁଡିକ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ଟାରିଫରେ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଭଳି…

୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଅଂଶଧନ ବିକ୍ରି ହେବ

ନୂଆଦିଲ୍ଲୀ,୧୯-୧୧: ୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଅଂଶଧନ ବିକ୍ରି ନେଇ ସରକାର ଯୋଜନା ରଖିଛନ୍ତି। ଏୟାର ଇଣ୍ଡିଆ ସମେତ ୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଷ୍ଟ୍ରାଟେଜିକ ଅଂଶଧନ ବିକ୍ରି ଲାଗି କେନ୍ଦ୍ର କ୍ୟାବିନେଟ ନୀତିଗତ ମଞ୍ଜୁରୀ ପ୍ରଦାନ କରିଥିବା ସୋମବାର ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ…

ଅର୍ଥନୀତିକୁ ନେଇ ଚିନ୍ତା ପ୍ରକଟକଲେ ମନମୋହନ

ନୂଆଦିଲ୍ଲୀ,୧୯-୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। ଦେଶର ବିକାଶ ହାର ୧୫ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ନେଇ ସେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଦେଶର ବେକାରୀ…

୨୦୨୦ ପରେ ଭାରତର ଅଭିବୃଦ୍ଧି ତ୍ୱରାନ୍ବିତ ହେବ: ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୭-୧୧:ଭାରତ ନିକଟରେ ଦ୍ରୁତ ଅଭିବୃଦ୍ଧି ହାସଲ କରିବାର ଅନେକ କ୍ଷମତା ରହିଛି। ୨୦୨୦ ପରେ ଭାରତର ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ ହେବ ବୋଲି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ରବିବାର କହିଛନ୍ତି। ଭାରତର ଜିଡିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ…

ମାର୍ଚ୍ଚ ସୁଦ୍ଧା ବିପିସିଏଲ୍‌, ଏୟାର ଇଣ୍ଡିଆର ଘରୋଇକରଣ

ନୂଆଦିଲ୍ଲୀ,୧୭-୧୧: ୨୦୨୦ ମାର୍ଚ୍ଚ ସୁଦ୍ଧା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌ ) ଏବଂ ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ସମସ୍ତ ପ୍ରକ୍ରିୟା ଶେଷ ହେବ। ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମକୁ ସାକ୍ଷାତ୍‌କାରରେ ଏହି ସୂଚନା ଦେଇଛନ୍ତି।…

ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର,୧୭-୧୧: ହୋଣ୍ଡା ଟୁହ୍ବିଲର୍ସ ଲିମିଟେଡ ପକ୍ଷରୁ ସାରା ଦେଶରେ ୧୪ ଟ୍ରାଫିକ ଟ୍ରେନିଂ ପାର୍କରେ ଶିଶୁ ଦିବସ ପାଳନ କରାଯାଇଛି। ଭାରତୀୟ ସଡକକୁ ସୁରକ୍ଷିତ କରିବା ଏବଂ ପିଲାମାନଙ୍କ ମଧ୍ୟରେ ନିରାପତ୍ତାକୁ ନିଶ୍ଚିତ କରିବା ଲାଗି କମ୍ପାନୀ ପକ୍ଷରୁ ଏଭଳି ଏକ…

୪.୯%କୁ ଖସିପାରେ ଜିଡିପି

ନୂଆଦିଲ୍ଲୀ,୧୭-୧୧: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୪.୯%କୁ ଖସିଯିବ ବୋଲି ଅର୍ଥନୈତିକ ଥିଙ୍କ ଟ୍ୟାଙ୍କ ନ୍ୟାଶନାଲ କାଉନସିଲ ଅଫ୍‌ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନ୍‌ସିଏଇଆର୍‌) ଶନିବାର କହିଛି। ପ୍ରଥମ ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ୬ ବର୍ଷର…

ସରଳ ହେବ ଜିଏସ୍‌ଟି ଫାଇଲିଂ

ନୂଆଦିଲ୍ଲୀ,୧୭-୧୧: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ରହିଥିବା ବିଭିନ୍ନ ଅସୁବିଧା ଆଗାମୀ ଦିନରେ ଦୂର ହେବ। ଏହି ପ୍ରସଙ୍ଗରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ଟ୍ରେଡର ଏବଂ ଅନ୍ୟ ଅଂଶୀଦାରଙ୍କୁ ଭେଟିଛନ୍ତି। ଜିଏସ୍‌ଟି ଫର୍ମ ଏବଂ…

ରିଲାଏନ୍ସ କମ୍ୟୁନିକେଶନରୁ ଅନୀଲ ଅମ୍ବାନୀଙ୍କ ଇସ୍ତଫା

ମୁମ୍ବାଇ,୧୭-୧୧: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ରିଲାଏନ୍ସ କମ୍ୟୁନିକେଶନ ୩୦,୧୪୨ କୋଟି ଟଙ୍କା କ୍ଷତି ସହିବା ପରେ ଏହାର ନିର୍ଦ୍ଦେଶକ ପଦବୀରୁ ଅନିଲ ଅମ୍ବାନୀ ଶନିବାର ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଉଚ୍ଚ ପଦପଦବୀରେ କାର୍ଯ୍ୟ କରୁଥିବା ଅନ୍ୟ ୪…

ନଗଦ କାରବାର ଛାଡିବାକୁ ଲୋକେ ବିମୁଖ

ମୁମ୍ବାଇ,୧୭-୧୧: ଦେଶ ମଧ୍ୟରେ ଇଣ୍ଟରନେଟ ଏବଂ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ବଢିଥିଲେ ମଧ୍ୟ ଏବେବି ଲୋକମାନେ ବିଭିନ୍ନ କାର୍ଯ୍ୟ ଲାଗି ନଗଦ କାରବାର ଛାଡିବାକୁ ବିମୁଖ ଅଛନ୍ତି। ଏହାଯୋଗୁ ଦେଶର ଡିଜିଟାଲ ଅର୍ଥନୀତି ସ୍ବପ୍ନ ଧିମା ହେଉଥିବା ନଜରକୁ ଆସିଛି।…

ସର୍ବନିମ୍ନ ସ୍ତରକୁ ଖସିଲା ଉପଭୋକ୍ତା ଖର୍ଚ୍ଚ

ନୂଆଦିଲ୍ଲୀ,୧୬-୧୧: ଦେଶ ମଧ୍ୟରେ କଞ୍ଜ୍ୟୁମର ସ୍ପେଣ୍ଡିଂ (ଭପଭୋକ୍ତା ଖର୍ଚ୍ଚ) ସର୍ବନିମ୍ନ ସ୍ତରକୁ ଖସିଛି। ଗତ ୧୯୭୩ ପରଠାରୁ ବା ୪ ଦଶନ୍ଧି ମଧ୍ୟରେ ପ୍ରଥମ ଥର ଲାଗି ଏଭଳି ହୋଇଥିବା ଜଣାପଡିଛି। ଜିଡିପି ଅଙ୍କ ଖସୁଥିବା ବେଳେ ଏଭଳି ସ୍ଥିତିରେ ଉପଭୋକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?