କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ;ଘର କ୍ରେତାଙ୍କ ଲାଗି ଏକକ ପ୍ରସ୍ତାବ ଆଣ
ନୂଆଦିଲ୍ଲୀ,୧୦-୭: ଲକ୍ଷ ଲକ୍ଷ ଘର କ୍ରେତାଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ଏକକ ପ୍ରସ୍ତାବ(ୟୁନିଫର୍ମ ପ୍ରପୋଜାଲ୍) ଆଣନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜେପି ଇନ୍ଫ୍ରାଟେକ୍ ଲିମିଟେଡ ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇ...
ଓଏନ୍ଜିସି, ଆଇଓସି, ଏନ୍ଟିପିସି, ଗେଲ୍ର ସରକାରୀ ନିୟନ୍ତ୍ରଣ ହଟିବ
ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ...
ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ
ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍ କରି ଜଣାଇଛନ୍ତି। ସୂଚନାଥାଉ କି,...
ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା
ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ନିକଟରେ ପହଞ୍ଚତ୍ଛି। କମ୍ପାନୀରେ ହୋଇଥିବା ଅନିୟମିତତାର ତଦନ୍ତ କରିବା...
ରେନୋ ଇଣ୍ଡିଆର ନୂଆ ଡଷ୍ଟର ବଜାରରେ
ନୂଆଦିଲ୍ଲୀ,୧୦-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ...
୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ
ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍ ଏୟାରଓ୍ବେଜ୍ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି...
ଏଫ୍ପିଆଇଙ୍କୁ ଟାର୍ଗେଟ କରାଯାଇନି: ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୦-୭:ବଜେଟରେ ପ୍ରସ୍ତାବ ଦିଆଯାଇଥିବା ନୂଆ ଟିକସ ବ୍ୟବସ୍ଥାକୁ ନେଇ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍ପିଆଇ)ଙ୍କ ମଧ୍ୟରେ ବିଭିନ୍ନ ଆଶଙ୍କା ଉପୁଜିଛି। ଏହାର ପ୍ରଭାବ ଦେଶର ପୁଞ୍ଜି ବଜାର ଉପରେ ମଧ୍ୟ ପରିଲକ୍ଷିତ ହୋଇଛି। ଗତ କିଛି ଦିନରେ ଶେୟାର ବଜାରର ସୂଚକାଙ୍କ...
୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା...
ଆମେରିକାର ଉତ୍ପାଦ ଉପରେ ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ
ଓ୍ବାଶିଂଟନ,୯-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀଣ ନୁହେଁ ବୋଲି ସେ ଟୁଇଟ୍ କରି ଜଣାଇଛନ୍ତି। ସୂଚନାଥାଉ କି,...
ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ
ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ...
ବଜେଟକୁ ନିବେଶକଙ୍କ ନାପସନ୍ଦ
ମୁମ୍ବାଇ,୯-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ବଜେଟକୁ ଷ୍ଟକ୍ ମାର୍କେଟ ସକରାମତ୍କ ଭାବେ ଗ୍ରହଣ କରିପାରିନାହିଁ। ବଜେଟ ଉପରେ ଆଶାବାନ୍ଧିଥିବା ନିବେଶକ ନିରାଶ ହୋଇଛନ୍ତି। ଫଳସ୍ବରୂପ ଶୁକ୍ରବାର ମାର୍କେଟ ପ୍ରାୟ ୪୦୦ ପଏଣ୍ଟ ହ୍ରାସ ପାଇଥିଲା। ସୋମବାର ସପ୍ତାହର ପ୍ରଥମ...
୧.୭୫ ଲକ୍ଷ କମ୍ପାନୀ,ବ୍ୟକ୍ତି କାଢ଼ିଛନ୍ତି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା
ନୂଆଦିଲ୍ଲୀ,୯-୭: ବ୍ୟାଙ୍କରୁ ବର୍ଷକୁ ୧ କୋଟି ଟଙ୍କାରୁ ଅଧିକ ନଗଦ ଉଠାଣ କ୍ଷେତ୍ରରେ ୨ ପ୍ରତିଶତ ଟିଡିଏସ୍( ସ୍ରୋତ ଉପରେ କଟାଯାଇଥିବା ଟିକସ) ଦେବାକୁ ହେବ। କଳାଧନ କାରବାରକୁ ରୋକିବା ଲାଗି ବଜେଟରେ ଏଭଳି ବ୍ୟବସ୍ଥା ଘୋଷଣା କରାଯାଇଛି। ୨୦୧୭-୧୮ରେ...
Archives


